ଭାଜପାକୁ ସମର୍ଥନ କଲେ ଜୋତାରେ ବାଡେଇବେ ଜନତା: ଦିପେନ୍ଦ୍ର ସିଂ ହୁଡ୍ଡା
ଚଣ୍ଡିଗଡ଼,୨୫।୧୦: ହରିୟାଣା ବିଧାନସଭା ନିର୍ବାଚନରେ କୌଣସି ଦଳକୁ ସଂଖ୍ୟା ଗରିଷ୍ଠନା ମିଳି ନ ଥିବା ବେଳେ ଏବେ ସରକାର ଗଢିବାକୁ ଉଭୟ ଭାଜପା ଓ କଂଗ୍ରେସ ଜେଜେପି ଓ ସ୍ବାଧିନ ପ୍ରାର୍ଥୀଙ୍କ ସହଯୋଗ ଲୋଡିଛନ୍ତି। ଏହି ସମୟରେ ପୂର୍ବତନ ଏମ୍ପି ଦିପେନ୍ଦ୍ର…
ରେକର୍ଡ ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରୀତା, ଜିତିବାର ଶ୍ରେୟ ସଭାପତିଙ୍କୁ ଦେଲେ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବଡ଼ ବ୍ୟବଧାନରେ ବିଜୟ ହାସଲ କରି ରାଜ୍ୟରେ ରେକର୍ଡ ସୃଷ୍ଟି କରିଛନ୍ତି ବିଜେଡି ପ୍ରାର୍ଥୀ ରୀତା ସାହୁ। ଏହି ବିଜୟ ପରେ ରୀତା ଶୁକ୍ରବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ତାଙ୍କ…
ଅଲ୍ବିଦା ଲି
ପୂର୍ବତନ ଅଲିମ୍ପିକ୍ ଚାମ୍ପିୟନ ତଥା ଚାଇନା ମହିଳା ବ୍ୟାଡ୍ମିଣ୍ଟନ ତାରକା ଲି ଜୁଇରୁଇ ମାତ୍ର ୨୮ ବର୍ଷ ବୟସରେ ଅବସର ଘୋଷଣା କରିଛନ୍ତି। ସଫଳତାର ଶୀର୍ଷକୁ ଛୁଇଁଥିବା ଲି ଇଞ୍ଜୁରି କାରଣରୁ ଏହି ନିଷ୍ପତ୍ତି ନେଇଛନ୍ତି। ବିଶ୍ୱର ପ୍ରାୟ ସବୁ ଟପ୍…
ଉଦୀୟମାନ ତାରକା ଲକ୍ଷ୍ୟ
ଜୁନିୟର ସ୍ତରରେ ବେଶ୍ ସଫଳତା ହାସଲ କରିଥିବା ବ୍ୟାଡ୍ମିଣ୍ଟନ ତାରକା ଲକ୍ଷ୍ୟ ସେନ୍ ସିନିୟର ସର୍କିଟରେ ମଧ୍ୟ ଭଲ ଆରମ୍ଭ କରିଛନ୍ତି। କେତୋଟି ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଜିତି ସେ ବିଶ୍ୱ ର଼୍ୟାଙ୍କିଙ୍ଗରେ ଉନ୍ନତି କରିଛନ୍ତି। ଚଳିତ ବର୍ଷ ଶେଷ ଆଡକୁ ସେ…
ମାଓବାଦୀଙ୍କ ଗଛ ପକାଇ ରାସ୍ତା ଅବରୋଧ ଘଟଣା: ପୋଲିସ ଦମନ ବିରୋଧରେ ୨୪ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା
ଦାରିଙ୍ଗବାଡ଼ି,୨୫।୧୦(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରୁ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥରେ ଗୁରୁବାର ସନ୍ଧ୍ୟାରେ ମାଓବାଦୀଙ୍କ ପକ୍ଷରୁ ଗଛ କାଟି ରାସ୍ତା ଅବରୋଧ କରିବା ସହ ଲାଲ୍ ବ୍ୟାନର ଲଗାଇଥିଲେ। ଉକ୍ତ ବ୍ୟାନରରେ ସେମାନେ ବିଭିନ୍ନ ଦାବିନେଇ ଶୁକ୍ରବାର…
ଦିଲ୍ଲୀରେ ବସିବ ଜେଜେପିର ବୈଠକ
ନୂଆଦିଲ୍ଲୀ,୨୫।୧୦: ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ପରେ ଏବେ କିଏ ସରକାର ଗଢିବ ତା’ ଉପରେ ସମସ୍ତଙ୍କ ନଜର। କାରଣ ଏଠି କାହାକୁ ସଂଖ୍ୟା ଗରିଷ୍ଠତା ମିଳି ନ ଥିବାରୁ ଏବେ କେନ୍ଦ୍ର ଶାସିତ ଭାଜପା ଓ ବିରୋଧୀ କଂଗ୍ରେସର ନଜର…
ଲୁହାବୋଝେଇ ଟ୍ରକ୍ ଧକ୍କାରେ ୨ଭାଇ ମୃତ, କ୍ଷତିପୂରଣ ଦାବିରେ ରାଜ୍ୟ ରାଜପଥ ଅବରୋଧ
ଝାରସୁଗୁଡା ଅଫିସ୍/ଲଖନପୁର,୨୫।୧୦(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ବଡମାଲ ଥାନା ଅଧୀନ ୧୦ ନଂ. ରାଜ୍ୟ ରାଜପଥ ଏସ୍ଏମ୍ସି ରାସ୍ତା ନିକଟରେ ଶୁକ୍ରବାର ଏକ ଲୁହାବୋଝେଇ ଟ୍ରକ୍ ଧକ୍କାରେ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନିକଟସ୍ଥ ତୁମ୍ଭେକେଲା ଗ୍ରାମର ବଡ଼ଭାଇ ସାନ୍ତନୁ…
ନୂଆ ବିସିସିଆଇ ବସ୍
ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ ବିସିସିଆଇର ସଭାପତି ରୂପେ ଦାୟିତ୍ୱ ଗ୍ରହଣ କରିଛନ୍ତି ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି। ଜଣେ କ୍ରିକେଟର ଓ ଅଧିନାୟକ ଭାବେ ବେଶ୍ ସଫଳତା ହାସଲ କରିଥିବା ଗାଙ୍ଗୁଲି କ୍ରିକେଟ ପ୍ରଶାସନରେ ନୂଆ ଅଧ୍ୟାୟ ସୃଷ୍ଟି…
ବହୁରୂପୀ କାହିଁକି, କେତେବେଳେ ଏବଂ କେମିତି ବଦଳାଇଥାଏ ରଙ୍ଗ
ବହୁରୂପୀ ଏଣ୍ଡୁଅ ରଙ୍ଗ ବଦଳାଉଥିବା ନିଶ୍ଚିତ ଦେଖିଥିବେ। କିନ୍ତୁ ମନକୁ କେବେ ପ୍ରଶ୍ନ ଆସିଛି କି, ଏହା କାହିଁକି ରଙ୍ଗ ବଦଳାଏ ଏବଂ କେଉଁ ସମୟରେ ବଦଳାଏ ବୋଲି। ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ… ବହୁରୂପୀ ରଙ୍ଗ ବଦଳାଇବା ପଛରେ…
ବଢ଼ୁଛି ବୈତରଣୀ
ଭଣ୍ଡାରିପୋଖରୀ, ୨୫।୧୦(ଡି.ଏନ୍.ଏ.): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଥିବା ଯୋଗୁ ବୈତରଣୀ ନଦୀର ଜଳସ୍ତର ବଢିବା ଆରମ୍ଭ କରିଛି। ଆଖୁଆପଦାଠାରେ ନଦୀର ଜଳସ୍ତର ଶୁକ୍ରବାର ସକାଳ ୮ ଟାରୁ ବୃଦ୍ଧି ପାଇବା ଆରମ୍ଭ କରିଥିଲା। ଜଳସ୍ତର…
ପାକିସ୍ତାନର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ, ଜଣେ ଯବାନ ଆହତ
ଶ୍ରୀନଗର,୨୫।୧୦:ଜମ୍ମୁ-କଶ୍ମୀର ସୀମାରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଶୁକ୍ରବାର ଭୋରରୁ ପୁଞ୍ଛ ଅଞ୍ଚଳରେ ପାକିସ୍ତାନ ପକ୍ଷରୁ ଗୁଳିବର୍ଷନ କରାଯାଇଥିଲା। ଏଥିରେ ଜଣେ ଭାରତୀୟ ଯବାନ ଆହତ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ ୫ବର୍ଷ ତୁଳନାରେ ଚଳିତବର୍ଷ ପାକିସ୍ତାନ ସବୁଠୁ ଅଧିକଥର…
ସିଲିଣ୍ଡର ଫାଟିବାରୁ ଗୋଟିଏ ପରିବାରର ୩ସଦସ୍ୟଙ୍କ ମୃତ୍ୟୁ, ୬ଆହତ
ଭୋପାଳ,୨୫।୧୦: ମଧ୍ୟପ୍ରଦେଶ ଗ୍ବାଲିୟରରେ ଗୁରୁବାର ବିଳମ୍ବିତ ରାତିରେ ସିଲିଣ୍ଡର ଫାଟିବାରୁ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୩ସଦସ୍ୟଙ୍କ ମୃତ୍ୟୁ ହୋଇଥିବା ବେଳେ ୬ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି…
Archives


