Home

ବୁଡ଼ିଲା ଟ୍ରଲର: ଜଣେ ନିଖୋଜ, ଅଳ୍ପକେ ବର୍ତ୍ତିଲେ ୧୦ ମତ୍ସ୍ୟଜୀବୀ

ଭୋଗରାଇ,୨୭।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ଦିଘା ମୁହାଣରୁ ମାଛ ମାରି ଫେରୁଥିବା ଏକ ଟ୍ରଲର ସମୁଦ୍ର ଢେଉରେ ଭାରସାମ୍ୟ ହରାଇ ଶୁକ୍ରବାର ମଧ୍ୟାହ୍ନରେ ଓଲଟି ପଡ଼ିଛି। ଫଳରେ ଜଣେ ବଙ୍ଗୀୟ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା ବେଳେ ୧୦ ମତ୍ସ୍ୟଜୀବୀ ଅଳ୍ପକେ…

ଲକ୍ଷ୍ନୌରେ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳନ କରିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୨୭।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ୨ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଶୁକ୍ରବାର ଯିବାର କାର୍ଯ୍ୟକ୍ରମ ରହିଛି। ଲକ୍ଷ୍ନୌରେ ସେ ଶୁକ୍ରବାର ପହଞ୍ଚିବା ସହ ସେଠାରେ ଶନିବାର କଂଗ୍ରେସର ୧୩୫ ତମ ପ୍ରତିଷ୍ଠା ଦିବସ ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ…

୬୭ ବର୍ଷ ଭିତରେ କେବଳ ଏହି ୨ ଜଣ ହିନ୍ଦୁ ଖେଳାଳି ପାକିସ୍ତାନ ପାଇଁ କ୍ରିକେଟ ଖେଳିଛନ୍ତି

କରାଚି,୨୭।୧୨: ପୂର୍ବତନ ପାକିସ୍ତାନ ସ୍ପିନର ଡାନିସ କନେରିଆ ଜଣେ ହିନ୍ଦୁ ହୋଇଥିବାରୁ ସାଥୀ ପାକିସ୍ତାନ ଖେଳାଳିମାନେ ମଧ୍ୟ ତାଙ୍କୁ ଅବହେଳା କରୁଥିଲେ। ଏପରିକି କେତେକ ଖେଳାଳି କନେରିଆଙ୍କ ସହ ଏକାଠି ଖାଇବା ପାଇଁ ମଧ୍ୟ କୁଣ୍ଠିତ ହେଉଥିଲେ ବୋଲି ଏକ ଗଣମାଧ୍ୟମକୁ…

ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ପଡ଼ିରହିଛି ଧାନ, ଚିନ୍ତାରେ ଚାଷୀ

ଭବାନୀପାଟଣା,୨୭।୧୨(ଡି.ଏନ୍‌.ଏ.): କୋହଲା ପାଗ ସାଙ୍ଗକୁ ଗତ ୨୫ତାରିଖ ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷ ଲାଗିରହିଛି। ଫଳରେ ଖୋଲା ଆକାଶ ତଳେ ମଣ୍ଡିରେ ହଜାର ହଜାର କ୍ୱିଣ୍ଟାଲ ଧାନବସ୍ତା ପଡ଼ିରହିଛି। ଧାନ ଉଠାଣରେ ମିଲର୍ସଙ୍କ ଅବହେଳା ଯୋଗୁ ଧାର୍ଯ୍ୟ…

୫ ମାସ ପରେ କାର୍‌ଗିଲ୍‌ରେ ମିଳିଲା ମୋବାଇଲ ଇଣ୍ଟରନେଟ୍‌ ସୁବିଧା

ଲଦାଖ,୨୭।୧୨: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠାରୁ ସେଠାରେ ଅନେକ ସ୍ଥାନରେ ମୋବାଇଲ ଇଣ୍ଟରନେଟ୍‌ ସେବାକୁ ବନ୍ଦ ରଖାଯାଇଥିଲା। ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ବେଳେ ଇତିମଧ୍ୟରେ ପ୍ରାୟ୧୪୫ ଦିନ ବିତି ଯାଇଥିଲେ ମଧ୍ୟ…

ଜାନୁୟାରୀ ୮ରେ ବିଭିନ୍ନ ଦାବି ନେଇ କଳାହାଣ୍ଡିରେ ହେବ ଧର୍ମଘଟ

ଭବାନୀପାଟଣା,୨୭।୧୨(ଡି.ଏନ୍‌.ଏ.) : କେନ୍ଦ୍ର ସରକାରଙ୍କ ଦରଦାମ୍‌ ବୃଦ୍ଧି ବନ୍ଦ, ଶ୍ରମିକମାନଙ୍କୁ ମାସିକ ସର୍ବନିମ୍ନ ମଜୁରୀ ୨୧ ହଜାର ଟଙ୍କା ପ୍ରଦାନ, ସମାନ କାମକୁ ସମାନ ଦରମା, ମାସିକ ପେନ୍‌ସନ୧୦ ହଜାର ଟଙ୍କା ପ୍ରଦାନ ଆଦି ଦାବି ନେଇ ଆସନ୍ତା ଜାନୁଆରୀ ୮…

ବିବାହ କଲେ ମୋନା

ମୁମ୍ବାଇ: ବିବାହ ବନ୍ଧନରେ ବାନ୍ଧି ହୋଇ ଯାଇଛନ୍ତି ବଲିଉଡ୍‌ ଆକ୍ଟ୍ରେସ୍‌ ମୋନା ସିଂ। ସେ ତାଙ୍କ ପୁରୁଷ ବନ୍ଧୁ ତଥା ସାଉଥ୍‌ ଇଣ୍ଡିଆର ଇନ୍‌ଭେଷ୍ଟମେଣ୍ଟ ବ୍ୟାଙ୍କର ଶ୍ୟାମଙ୍କୁ ଶୁକ୍ରବାର ବିବାହ କରିଛନ୍ତି। ଏବେ ବିବାହ ବେଳର ପ୍ରଥମ ଫଟୋ ସାମ୍ନାକୁ ଆସିବା…

ଆଦିବାସୀ ନୃତ୍ୟରେ ସାମିଲ ହେଲେ ରାହୁଲ

ରାୟପୁର,୨୭।୧୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଭିନ୍ନ ରୂପ ଦେଖିବାକୁ ମିଳିଛି। ରାହୁଲ ଏଥର ଆଦିବାସୀଙ୍କ ସହ ମିଶି ପାରମ୍ପରିକ ନୃତ୍ୟ କରୁଥିବା ଦେଖାଯାଇଛି। ଶୁକ୍ରବାର ରାହୁଲ ଛତିଶଗଡ଼ ଗସ୍ତରେ ଥିବା ବେଳେ ସେଠାରେ ରାଷ୍ଟ୍ରୀୟ ଆଦିବାସୀ ନୃତ୍ୟ ମହୋତ୍ସବର…

ଭଣଜା ସହ ଜନ୍ମଦିନର କେକ୍‌ କାଟିଲେ ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ଶୁକ୍ରବାର ନିଜର ୫୪ତମ ଜନ୍ମଦିନ ପାଳିଛନ୍ତି। ଜନ୍ମଦିନ ଉପଲକ୍ଷେ ବଲିଉଡ୍‌ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ତାଙ୍କ ପ୍ରଶଂସକଙ୍କ ଶୁଭେଚ୍ଛାର ସୂଅ ଛୁଟିବାରେ ଲାଗିଛି। ଚଳିତଥର ସଲମାନ ନିଜ ପସନ୍ଦର ସ୍ଥାନ ପନଓ୍ବେଲ ଫାର୍ମ ବଦଳରେ ଭାଇ ସୋହେଲ…

ବିଦେଶୀ ମହିଳାଙ୍କ ଜୀବନ ବଦଳାଇ ଦେଲା ‘ଦେଶୀ ଚା’

ବିଶ୍ୱର କିଛି ଲୋକପ୍ରିୟ ପାନୀୟ ମଧ୍ୟରେ ଚା’ ଅନ୍ୟତମ। ଦିନର ଆରମ୍ଭ ହୁଏ ଚା’ ସହିତ। ଭାରତରେ ଚା’ର ଲୋକପ୍ରିୟତା ଢେର୍‌ ଅଧିକ। ରାସ୍ତାକଡଠାରୁ ଆରମ୍ଭ କରି ଗାଁ ଗହଳିରେ ଯେଉଁଠି ଦେଖିବେ ଚା’ ଦୋକାନଟିଏ ନିଶ୍ଚିତ ଥିବ। ଭାରତ ସମେତ…

ଭିଜିଲାନ୍ସ ଜାଲରେ ଉଦ୍ୟାନ ବିଭାଗ ମାଳି, ୪ ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ

ଉଦଳା,୨୭।୧୨(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଉଦଳା ଉଦ୍ୟାନ ବିଭାଗ ମାଳି ଉଦ୍ଧବ ବେହେରା। ଶୁକ୍ରବାର ଉଦ୍ଦବଙ୍କ ୪ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢ଼ାଉ କରିଛି। କପ୍ତିପଦା ବ୍ଲକ ବଡ଼ାମପଦାସ୍ଥିତ ବାସଭବନ ସମେତ ଶ୍ୱଶୁର ଘର ନୁଦଡ଼ିହା,…

ବାକିରେ ପାନ ଦେବାକୁ ଦୋକାନୀ ମନା କରିବାରୁ ଗ୍ରାହକ କାଟି ଖାଇଲେ ଓଠ, କାନ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ପାନ ଦୋକାନୀ ଗ୍ରାହକଙ୍କୁ ବାକି ବା ମାଗଣାରେ ପାନ ଦେବାକୁ ମନା କରିବାରୁ ଗ୍ରାହକ ଜଣକ ଏମିତି କାଣ୍ଡ ଘଟାଇଛନ୍ତି, ଯାହା ସମସ୍ତଙ୍କୁ ଚକିତ କରିଦେଇଛି। ଆଲମବାଗ୍‌ର ସାଲୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri