ଚାଇନାରେ ବିବାହ ସଙ୍କଟ
ଗତବର୍ଷ ଚାଇନାରେ ନୂଆ ବିବାହ ସଂଖ୍ୟା ଏକ ପଞ୍ଚମାଂଶ ହ୍ରାସ ପାଇଥିଲା। ଫଳରେ ୨୦୨୪ରେ ଥିବା ଜନ୍ମସଂଖ୍ୟା ୯.୫୪ ମିଲିୟନ ତୁଳନାରେ ୨୦୨୫ରେ ୭.୩ରୁ ୭.୮ ମିଲିୟନକୁ ଖସି ଆସିବାର ସମ୍ଭାବନା ଦେଖାଯାଇଛି। ବିଶ୍ୱ ଜନସଂଖ୍ୟାରେ ଚାଇନାର ଅଂଶ ୧୭.୨ ପ୍ରତିଶତ।…
ଏଇ ଭାରତରେ
ମହାରାଷ୍ଟ୍ରର ଏଭଳି ଅନେକ ଆଦିବାସୀବହୁଳ ଗାଁଗୁଡ଼ିକରେ ସୌରଶକ୍ତି ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି କେମିକାଲ ଇଞ୍ଜିନିୟର ତନବୀର ଇନାମଦାର। କେବଳ ଏତିକି ନୁହେଁ, ସେ ପାହାଡ଼ ଉପରେ ଥିବା ଗାଁ ନିକଟରେ ଜଳପ୍ରପାତ ଥିଲେ ସେଥିରୁ ବିଦ୍ୟୁତ ଉତ୍ପାଦନ କରି ଯୋଗାଇ ଦେଉଛନ୍ତି।…
ବଞ୍ଚିବାକୁ ଦିଅ
ହାଇଦ୍ରାବାଦର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ନିକଟରେ ଏକ ଆଇଟି ପାର୍କ ନିର୍ମାଣ ପାଇଁ ୪ ଶହ ଏକର ଜଙ୍ଗଲକୁ ବୁଲ୍ଡୋଜର ଲଗେଇ ରାତାରାତି ସଫା କରିବାର ଅମାନବୀୟ ନିଷ୍ପତ୍ତି ଆଜି ସମସ୍ତ ପରିବେଶବିତ୍ ଏବଂ ପଶୁପକ୍ଷୀପ୍ରେମୀଙ୍କୁ ଗଭୀର ଆଘାତ ଦେଇଛି। ମୁଖ୍ୟତଃ ମୟୂର…
ଆୟୁଷ୍ମାନ୍ ସ୍ବପ୍ନ ଏବେ ସାକାର
କଥା ଦେଇଥିଲୁ। କଥା ରଖିଲୁ। ସାରା ରାଜ୍ୟବାସୀ ଆଜି ଖୁସି। ବିଶେଷ ଭାବରେ କାମଧନ୍ଦା ଅନ୍ବେଷଣରେ ପେଟପାଟଣା ପାଇଁ ବିଭିନ୍ନ ରାଜ୍ୟରେ ପ୍ରବାସୀ ଶ୍ରମିକ ଭାବେ କାମ କରୁଥିବା ଲକ୍ଷ ଲକ୍ଷ ଭାଇଭଉଣୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ମୁହଁରେ ହସ…
‘ପରିବେଶକୁ ଯୁବପିଢ଼ି ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ’
ଭୁବନେଶ୍ୱର,୧୧ା୪: ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବାବେଳେ, ‘ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ’ ପକ୍ଷରୁ ପରିବେଶକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ଯୁବ ପରିବେଶବିତ୍ ଜଳେନ୍ଦ୍ର…
AI ସହାୟତାରେ ଜନ୍ମନେଲା ବିଶ୍ୱର ପ୍ରଥମ ଶିଶୁ: ଜାଣନ୍ତୁ କ’ଣ ଏହି ନୂଆ IVF ଚିକିତ୍ସା
ନୂଆଦିଲ୍ଲୀ,୧୧।୪: ଆଜିର ସମୟରେ ପ୍ରଯୁକ୍ତିବିଦ୍ୟାର ପ୍ରଭାବ ଅଧିକ। ଏହା ପ୍ରତ୍ୟେକ କ୍ଷେତ୍ରରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ। ତାହା ପାଠପଢ଼ା ହେଉ, କାମ ହେଉ, ଚାଷ ହେଉ କିମ୍ବା ଘର କାମ ହେଉ। ସବୁଠି ପ୍ରଯୁକ୍ତିବିଦ୍ୟା ଜୀବନକୁ ଦ୍ରୁତ, ସହଜ ଏବଂ ସ୍ମାର୍ଟ…
ଶିଶୁ ମନ୍ଦିର ପିଲା କେବେ ଦେଶଦ୍ରୋହୀ ହୋଇପାରିବେ ନାହିଁ: ଉପମୁଖ୍ୟମନ୍ତ୍ରୀ
ପାଟଣା,୧୦।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଛି। ଆୟୋଜିତ ସଭା ପରିଚାଳନା କମିଟି ସଭାପତି ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ପର ଉପମୁଖ୍ୟମନ୍ତ୍ରୀ…
କାଳ ବୈଶାଖୀର ତାଣ୍ଡବ, ବର୍ଷା-ଘଡ଼ଘଡ଼ିରେ ୩୦ରୁ ଊର୍ଦ୍ଧ୍ୱ ଲୋକାଙ୍କ ମୃତ୍ୟୁ
ପାଟନା,୧୦।୪: ବିହାରର ନାଳନ୍ଦା, ସିୱାନ, ଭୋଜପୁର, ଗୋପାଳଗଞ୍ଜ, ବେଗୁସରାଇ, ସରନ, ଗୟା, ଜେହାନାବାଦ ଏବଂ ଅରୱାଲରେ ଗୁରୁବାର ଅବରାହ୍ନରେ ବଜ୍ରପାତ ଏବଂ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ, କାନ୍ଥ, କଲଭର୍ଟ ଆଦି ଭୁଶୁଡି ପଡିବାରୁ ବହୁ ଧନଜୀବନ କ୍ଷତି…
ସଟସର୍କିଟରୁ ଅଗ୍ନିକାଣ୍ଡ: ସବୁକିଛି ଜଳିପୋଡ଼ି ପାଉଁଶ, ଜଣେ ଆହତ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ):ଭଞ୍ଜନଗର ଥାନା ଅନ୍ତର୍ଗତ ତୁରୁମୁ ପଞ୍ଚାୟତର ଜଡାହାଟୁଣିର ବିଜୟ ଚନ୍ଦ୍ର ପାଢ଼ୀଙ୍କ ଘରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି। ଅଗ୍ନିକାଣ୍ଡରେ ଆସବାପତ୍ର, ସୁନା ଅଳଙ୍କାର, ଟଙ୍କା ଏବଂ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ପାଉଁଶ…
ଇତିହାସ ରଚିଲେ ବିରାଟ କୋହଲି: ଏପରି କାରନାମା କରିବାରେ IPLର ପ୍ରଥମ ଖେଳାଳି
ନୂଆଦିଲ୍ଲୀ,୧୦।୪: ବିରାଟ କୋହଲି IPL 2025 ରେ ଇତିହାସ ରଚିଛନ୍ତି। ସେ ଗୁରୁବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୨୨ ରନର ଏକ ଇନିଂସ ଖେଳିଥିଲେ। ଏହି ସମୟ ମଧ୍ୟରେ, କୋହଲି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ବ୍ୟାଟିଂ କରୁଥିବା ସମୟରେ ଦୁଇଟି…
ହାସିନାଙ୍କୁ ଯିବାକୁ ପଡ଼ିବ ବାଂଲାଦେଶ? କୋର୍ଟ ଜାରି କଲେ ଓ୍ବାରଣ୍ଟ
ଢାକା,୧୦।୪: ବାଂଲାଦେଶର ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଆଉ ଏକ ଗିରଫଦାରୀ ୱାରେଣ୍ଟ ଜାରି କରାଯାଇଛି। ରାଜଧାନୀ ଢାକାର ଏକ କୋର୍ଟ ଗୁରୁବାର ଏକ ଦୁର୍ନୀତି ମାମଲାରେ ଶେଖ ହାସିନା, ତାଙ୍କ ଝିଅ ସାଇମା ୱାଜିଦ ପୁତୁଲ ଏବଂ ଅନ୍ୟ…
ରାଜ୍ୟ ରାଜପଥରେ ହାତୀ ଉପଦ୍ରବ
ଜି.ଉଦୟଗିରି,୧୦।୪,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଠାରୁ କଳିଙ୍ଗା ଯିବା ରାଜ୍ୟ ରାଜପଥ ନିକଟ ରାଇପଦାଠାରେ ଗୁରୁବାର ସା ୮ ଘଣ୍ଟିକା ଠାରୁ ହାତୀପଲ ଉପଦ୍ରବ କରୁଥିବା ସୂଚନା ମିଳିଛି। ସୂଚନା ଅନୁସାରେ କିଛି ଦିନ ହେବ ୨୮ ଟିକିଆ…
Archives


