ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତିଙ୍କ ବଲାଙ୍ଗୀର ଗସ୍ତ ବାତିଲ
ବଲାଙ୍ଗୀର ଅଫିସ, ୨୭।୧୨: ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତି ଏମ.ଭେଙ୍କିୟା ନାଇଡୁଙ୍କ ବଲାଙ୍ଗୀର ଗସ୍ତ ବାତିଲ ହୋଇଛି। ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ସମାରୋହ ଉଦ୍ଘାଟନ ସମାରୋହରେ ଉପରାଷ୍ଟ୍ରପତି ଶୁକବ୍ରାର ଯୋଗଦେବାର ଥିଲା।…
ଉଚ୍ଛେଦ ନ ସରୁଣୁ ତରବରିଆ ନିର୍ମାଣ: ପୂର୍ତ୍ତ ବିଭାଗର କାର୍ଯ୍ୟକୁ ନେଇ ସନ୍ଦେହ
ପୁରୁଣା ଭୁବନେଶ୍ୱର,୨୭।୧୨(ଡି.ଏନ.ଏ.): ଏକାମ୍ର କ୍ଷେତ୍ରରେ ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଠିକ୍ ଭାବେ ସରିନାହିଁ। ଏଭଳିସ୍ଥଳେ ସମସ୍ତ ନୀତିନିୟମକୁ ଦଳିମକଚି ରାତିଅଧିଆ ପୂର୍ତ୍ତବିଭାଗ ନିର୍ମାଣ କାର୍ଯ୍ୟକୁ ସାଧାରଣରେ ନାପସନ୍ଦ କରାଯାଇଛି। ଯେଉଁଠାରେ ପୂର୍ତ୍ତବିଭାଗ ନିର୍ମାଣ କାର୍ଯ୍ୟ କରାଯାଉଛି ସେଠାରେ ନିୟମ ପୂର୍ବକ…
ଭୁବନେଶ୍ୱରରେ କର୍ନାଟକ ବସ୍ ଜଳିବା ଘଟଣା: ଆରଟିଓରୁ ମାଲିକଙ୍କ ତଥ୍ୟ ଆଣିବ ପୋଲିସ
ଭୁବନେଶ୍ୱର, ୨୭।୧୨(ବ୍ୟୁରୋ): ଶହୀଦନଗର ଇମ୍ପା ପାର୍କ ନିକଟରେ ତାମିଲନାଡୁର କଳା ତାଲିକାଭୁକ୍ତ ବସ୍ ଜଳିବା ଘଟଣାରେ ରହସ୍ୟ ବଢିବାରେ ଲାଗିଛି। ପୋଲିସ ବସ୍ ମାଲିକଙ୍କ ପତ୍ତା ପାଉ ନ ଥିବାବେଳେ ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନାହିଁ। ବସ୍ରେ କିଏ ଓ…
ଉତ୍ତରପ୍ରଦେଶରେ ହାଇଆଲର୍ଟ: ୧୫ ଜିଲାରେ ଇଣ୍ଟରନେଟ ବନ୍ଦ, ଲକ୍ଷ୍ନୌରେ ଏସଏମ୍ଏସ୍ ସେବା ଉପରେ ଲାଗିଲା କଟକଣା
ଲକ୍ଷ୍ନୌ,୨୭।୧୨: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ନେଇ ଦେଶରେ ଉତ୍ତେଜନା ଥମିବାର ନାଁ ନେଉନି। ଶୁକ୍ରବାର ନମାଜ ପାଠକୁ ଶାନ୍ତିଶୃଙ୍ଖଳାର ସହ କରାଇବା ପାଇଁ ଉତ୍ତରପ୍ରଦେଶରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ନମାଜ ପାଠ ପୂର୍ବରୁ ରାଜ୍ୟର ୧୫ଟି ଜିଲାରେ ଇଣ୍ଟରନେଟ ସେବା…
ଦେବାଳୟର ସ୍ମୃତିଚିହ୍ନ ବହନ କରୁଥିବାରୁ ଦେଉଳସାହି
କଟକ ଅଫିସ, ୨୭।୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ବାଉନ ବଦଳରେ ଶହେ ବଜାର, ହଜାରେ ଗଳି ସୃଷ୍ଟି ହେଲାଣି ତଥାପି କଟକ ସହିତ ଏହି ଢଗଟି ଚିରକାଳଧରି ଅମର ରହିଛି। ପ୍ରାଚୀନ ଏହି ସହରର…
ବରିଷ୍ଠ ସାମ୍ବାଦିକଙ୍କ ପରଲୋକ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ତଥା ‘ଧରିତ୍ରୀ’ର ଖବରଦାତା ପ୍ରଶାନ୍ତ ଦାଶଙ୍କ ଭାଇ ପ୍ରଭାତ ଦାଶ (୬୨)ଙ୍କ ଗୁରୁବାର ପରଲୋକ ହୋଇଛି। ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କୁ ହୃଦ୍ଘାତ ହୋଇଥିଲା। ସେ ଓଡ଼ିଶା ଜର୍ନାଲିଷ୍ଟ୍ ୟୁନିଅନ ସଭାପତି…
ଭାରତ, ଚାଇନା ସେନା ମଧ୍ୟରେ ସମ୍ପର୍କ ମଜଭୁତ ହେଉଛି: ପିଏଲ୍ଏ
ବେଜିଂ, ୨୭।୧୨: ଭାରତ ଏବଂ ଚାଇନା ସେନା ମଧ୍ୟରେ ସମ୍ପର୍କ ମଜଭୁତ ହେଉଛି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି.ଜିନପିଙ୍ଗ୍ଙ୍କ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି ଚାଇନାର ପିପୁଲ୍ସ ଲିବରେସନ ଆର୍ମି(ପିଏଲଏ)ପକ୍ଷରୁ କୁହାଯାଇଛି। ଏହି ଦୁଇ…
ଓଡ଼ିଆରେ ଅଣସଂରକ୍ଷିତ ଟ୍ରେନ୍ ଟିକେଟ ଶୁଭାରମ୍ଭ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଟ୍ରେନ୍ ଟିକେଟରେ ସ୍ଥାନ ପାଇଲା ଓଡ଼ିଆ ଭାଷା। ଏଣିକି ଇଂଲିଶ, ହିନ୍ଦୀ ସହ ଓଡ଼ିଆ ଭାଷାରେ ଅଣସଂରକ୍ଷିତ ଟ୍ରେନ୍ ଟିକେଟ ରାଜ୍ୟର ୩୧୭ଟି ଷ୍ଟେଶନରେ ଉପଲବ୍ଧ ହେବ। ଗୁରୁବାର କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ରେଳଷ୍ଟେଶନରେ ଏହାର…
ବିଡିଏକୁ ମଲ୍ ମାଲିକଙ୍କ ଚ୍ୟାଲେଞ୍ଜ: ହାଇକୋର୍ଟ ଅର୍ଡର ଦେଖାଇ ନିଆଯାଉଛି ପାର୍କିଂ ଫି
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜଧାନୀରେ ଥିବା ମଲ୍, ସିନେମା ହଲ୍, ଆପାର୍ଟମେଣ୍ଟ ଓ ବ୍ୟବସାୟିକ ପ୍ରତିଷ୍ଠାନ ପାର୍କିଂ ଫି ଆଦାୟ କରିପାରିବେ ନାହିଁ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଏହି କଡ଼ା ନିର୍ଦ୍ଦେଶ ଓ କାର୍ଯ୍ୟାନୁଷ୍ଠାନ ପରେ କିଛିଦିନ ପର୍ଯ୍ୟନ୍ତ ପାର୍କିଂ ଫି ଆଦାୟ…
ମହୀପୁରକୁ ସମ୍ପ୍ରସାରଣ ହେଲା ପାସେଞ୍ଜର ଟ୍ରେନ୍
ନୟାଗଡ଼ ଅଫିସ,୨୭।୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକର ମହୀପୁର ଷ୍ଟେଶନ ଗୁରୁବାର ରେଳ ମାନଚିତ୍ରରେ ସ୍ଥାନ ପାଇଛି। ଫଳରେ ବହୁ ପ୍ରତୀକ୍ଷିତ ଅଞ୍ଚଳବାସୀ ଏ ନେଇ ଖୁସି ବ୍ୟକ୍ତ କରିଛନ୍ତି। ନୟାଗଡ଼ ଟାଉନ ଷ୍ଟେଶନଠାରେ ମହିପୁର ନୂଆ ରେଳ ଲାଇନ୍ର ଲୋକାର୍ପଣ…
କାଜାଖସ୍ତାନରେ ବିମାନ ଦୁର୍ଘଟଣା: ୯ ମୃତ
ନୁର-ସୁଲତାନ, ୨୭।୧୨: କାଜାଖସ୍ତାନର ଅଲମାଟି ବିମାନବନ୍ଦର ନିକଟରେ ଏକ ବିମାନ ଦୁର୍ଘଟଣା ଘଟିଛି। ଫଳରେ ୯ ଯାତ୍ରୀଙ୍କ ମୃତ୍ୟୁ ହୋଇଛିି। ମୃତକଙ୍କ ମଧ୍ୟରେ ୬ ଜଣ ଶିଶୁ ଅଛନ୍ତି। ବିମାନଟି ଉଡାଣ ଭରୁଥିବାବେଳେ ଏକ ଦୁଇ ମହଲା କୋଠାରେ ବାଜି ଏଭଳି…
ଆଳୁ, ପିଆଜ ଚିନ୍ତା: ଅଧିକ ଗଚ୍ଛିତ କଲେ ବ୍ୟବସାୟୀଙ୍କୁ ହେବ ଦଣ୍ଡ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଗତ ୩ ମାସ ହେବ ରାଜ୍ୟରେ ପିଆଜ ଦର ଆକାଶ ଛୁଆଁ ରହିଛି। ଖୁଚୁରା ବଜାରରେ କିଲୋ ପିଛା ୧୦୦ରୁ ୧୨୦ ଟଙ୍କାରେ ବିକ୍ରି ହେଉଛି। ନୂଆ ପିଆଜ ମାର୍କେଟକୁ ସେତେ ପରିମାଣରେ ଆସି ନାହିଁ। ତୁର୍କିରୁ ମଗାଯାଇଥିବା ପିଆଜ…
Archives


