କ୍ଲୋରିନ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ:ଜେଏସ୍ପିଏଲ୍ ପଦକ୍ଷେପକୁ ପ୍ରଶଂସା
ଅନୁଗୋଳ ଅଫିସ, ୨୬।୧୧ ଫାକ୍ଟ୍ରିଜ ଆଣ୍ଡ ବଏଲର୍ସ ଅନୁଗୋଳ ଜୋନ ସହ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ତତ୍ତ୍ବାବଧାନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍ପିଏଲ୍) ପରିସରରେ କ୍ଲୋରିନ ନିରାପତ୍ତା ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଲୋରିନ ଗ୍ୟାସ…
ହାର୍ଟ ଆଟାକ୍ ଆଶଙ୍କା କମ୍ କରେ ଏହି ପତ୍ର
ଓସ୍ତ ପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଓସ୍ତ ପତ୍ରରେ ଭିଟାମିନ୍ ଏବଂ ଅନେକ ଆଣ୍ଟିଅକ୍ସିଡେଣ୍ଟ ତତ୍ତ୍ୱ ରହିଛି। ଯାହା ଶରୀର ବିଭିନ୍ନ ଗମ୍ଭୀର ରୋଗ ଦୂର କରିବାର କ୍ଷମତା ରଖିଛି। ଓସ୍ତ ପତ୍ରକୁ ବ୍ୟବହାର କରି ହାର୍ଟ ଆଟାକ ପରି…
ଆଖି ହରାଇବା ପରେ ସାମ୍ଙ୍କ ଅଲିମ୍ପିକ ଖେଳିବା ଲକ୍ଷ୍ୟ
ଲଣ୍ଡନ, ୨୬।୧୧- ହକିକୁ ପ୍ରତ୍ୟାବର୍ତ୍ତନ କରିବା ପାଇଁ ସବୁକିଛି କରିବାକୁ ପ୍ରସ୍ତୁତ ରହିଛି ବୋଲି ନିକଟରେ ବଲ୍ ବାଜି ବାମଆଖି ହରାଇଥିବା ଗ୍ରେଟ୍ ବ୍ରିଟେନ ଓ ଇଂଲଣ୍ଡ ହକି ଖେଳାଳି ସାମ୍ ଓ୍ବାର୍ଡ କହିଛନ୍ତି। ୨୮ ବର୍ଷୀୟ ସାମ୍ ଗତ ନଭେମ୍ବର…
ଶୀତଦିନେ ରାତିରେ ଶୋଇବା ପୂର୍ବରୁ ଏହାକୁ ପାଦରେ କରନ୍ତୁ ମାଲିସ୍ …
ଶୀତଦିନେ କେତେକଙ୍କର ପାଦ ଫାଟିଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ରାତିରେ ଶୋଇବା ପୂର୍ବରୁ ପାଦରେ ମଏଶ୍ଚର ମାଲିସ କଲେ ସୁଫଳ ମିଳିଥାଏ। ସୋରିଷ ତେଳରେ ଦୁଇ କୋଲା ରସୁଣ ଫୁଟାଇ ଏହାକୁ ଉଷୁମ ଥିବା ସମୟରେ ପାଦ ଏବଂ…
୩୭ ବର୍ଷୀୟ ଏହି କ୍ରିକେଟରଙ୍କ ପାଇଁ ଯୁବତୀ ଖୋଜୁଛନ୍ତି ହରଭଜନ ସିଂ
ଭାରତୀୟ ଦଳର ପୂର୍ବତନ କ୍ରିକେଟର ହରଭଜନ ସିଂ ସାଥୀ ଖେଳାଳି ଅମିତ ମିଶ୍ରଙ୍କ ବିବାହ ପାଇଁ ଯୁବତୀ ଖୋଜୁଛନ୍ତି। ଟୁଇଟରରେ ଭଜ୍ଜି ଏହି ସୂଚନା ଦେଇଛନ୍ତି। ନଭେମ୍ବର ୨୪ରେ ଅମିତ ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ହରଭଜନ ତାଙ୍କୁ…
ଆସନ୍ତା କାଲି ପର୍ଯ୍ୟନ୍ତ ଗୃହ ମୁଲତବି
ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ହଟ୍ଟଗୋଳ ହେବାରୁ ଗୃହକୁ ଆସନ୍ତା କାଲି ଦିନ ୨ଟା ପର୍ଯ୍ୟନ୍ତ ମୁଲତବି ରଖାଯାଇଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଭାଜପା, ଏନ୍ସିପି ସହ ମିଶି ସରକାର ଗଢିବାକୁ ନେଇ ଏବେ…
ବିଦ୍ୟୁତ୍ ଫାଶରେ ଦନ୍ତାହାତୀର ପ୍ରାଣଗଲା, ଶିକାରୀ ଗିରଫ
ବଇଣ୍ଡା,୨୫।୧୧(ଡି.ଏନ୍.ଏ.): ଅନୁଗୋଳ ଜିଲା ହଣ୍ଡପା ରେଞ୍ଜ ଲକ୍ଷ୍ମୀପୁର-ଟେଣ୍ଡୁଲି ରାସ୍ତାରେ ବିଦ୍ୟୁତ ଫାଶରେ ରବିବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀର ବୟସ ପ୍ରାୟ ୨୫ ବର୍ଷ ହେବ। ବାର୍ହା ଶିକାର ପାଇଁ ୧୧ କେଭି ବିଦ୍ୟୁତ୍ ଖୁଣ୍ଟରୁ ଫାଶ…
ଆଗାମୀ ୩ ମାସ ମଧ୍ୟରେ ପାକିସ୍ତାନରେ ହୋଇପାରେ ନିର୍ବାଚନ !
ଇସଲାମାବାଦ୍,୨୫।୧୧: ଆଗାମୀ ୩ ମାସ ମଧ୍ୟରେ ପାକିସ୍ତାନରେ ପୁଣିଥରେ ନିର୍ବାଚନ ହୋଇପାରେ। ଏନେଇ ଜାମିୟତ୍ ଉଲେମା ଇ-ଇସଲାମ୍-ଫଜଲ୍ ମୁଖ୍ୟ ମୌଲାନା ଫଜଲୁର୍ ରହେମାନ ସୋମବାର ସୂଚନା ଦେଇଛନ୍ତି। ଏକ ଘରୋଇ ଟିଭି ଚ୍ୟାନେଲ୍କୁ ସାକ୍ଷାତ୍ ଦେଇ ସେ ଏଭଳି କହିଛନ୍ତି। ବିରୋଧୀ…
ଅଦ୍ଭୁତ ଶିଶୁ: ୨ ମୁଣ୍ଡ, ୩ ହାତ; ଡାକ୍ତର ଦେଖି ହେଲେ ଆଶ୍ଚର୍ଯ୍ୟ
ଭୋପାଳ,୨୫।୧୧: ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ହସ୍ପିଟାଲରେ ଜଣେ ଅଦ୍ଭୁତ ଶିଶୁ ଜନ୍ମ ନେଇଛନ୍ତି। ଯାହାର ୨ଟି ମୁଣ୍ଡ ଏବଂ ୩ଟି ହାତ। ଶିଶୁଟିକୁ ଦେଖି ଡାକ୍ତରମାନେ ମଧ୍ୟ ଆଶ୍ଚର୍ଯ୍ୟପ୍ରକଟ କରିଛନ୍ତି। ଏବେ…
ବଧୂହତ୍ୟା ଅଭିଯୋଗ: ସ୍ବାମୀ ଅଟକ, ଶାଶୁ-ଶ୍ୱଶୁର ଫେରାର
ଭୁବନ,୨୫।୧୧(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ସୁରପ୍ରତାପପୁର ଡିହସାହିରେ ସୋମବାର ଯୌତୁକ ପାଇଁ ବଧୂହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ନବବଧୂ ଜଣଙ୍କ ଭୁବନ ଥାନା ବାଳୁଆ (ବି) ଗ୍ରାମର ବାଳକୃଷ୍ଣ ପରିଡ଼ାଙ୍କ ଝିଅ ବନିତା ରାଉତ (୨୩)। ବନିତା ମେ ୨୦୧୮ରେ…
କୋହଲି କହିଲେ, ଦୌଡରେ ମୁଁ ଏହି ଖେଳାଳିଙ୍କଠାରୁ ପଛରେ
ନୂଆଦିଲ୍ଲୀ, ୨୫।୧୧: ବିରାଟ କୋହଲିଙ୍କୁ ଭାରତୀୟ ଦଳରେ ଫିଟ୍ନେସ୍ ଗୁରୁ ଆଖ୍ୟା ଦିଆଯାଇଛି। ବିରାଟ ମଧ୍ୟ ନିଜ ଫିଟନେସ୍କୁ ବେଶ୍ ସଚେତନ। ନିଜକୁ ଫିଟ୍ ରଖିବା ପାଇଁ ଦୁଇବର୍ଷ ହେବ ଶାକାହାରୀ ହୋଇଯାଇନ୍ତି। କିନ୍ତୁ ଫିଟ୍ନେସ୍ରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ମଧ୍ୟ…
୩ ବର୍ଷର ଶିଶୁକନ୍ୟାଙ୍କୁ ଚାପିଦେଲା ଜେସିବି
ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ନୂଆଗାଁ ଗ୍ରାମର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ଜେସିବି ଚାପିଦେବାରୁ ତାଙ୍କର ଜୀବନ ଚାଲିଯାଇଛି। ସୂଚନାଯୋଗ୍ୟ, ଜିଲା ଖଣିଜ ପାଣ୍ଠିରୁ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ନୂଆଗାଁ ପଞ୍ଚାୟତର ଭାଲୁବୋଲ ନିକଟରେ ପାଇପ ଲାଇନ…
Archives


