ସୁଫିଆନା ପନିର ଟିକା
ପୁରୀ ସହରର ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟ୍ରେ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକ ଙ୍କ ରୁଚିକୁ ଦେଖି ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରାଯାଏ। କେତେକ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ଉଭୟ ଆମିଷ ଓ ନିରାମିଷ ଖାଦ୍ୟ ପ୍ରସ୍ତୁତ ହେଉଥିଲେ ମଧ୍ୟ ସୁସ୍ବାଦୁ…
ପତ୍ନୀ ହେବ ଏମିତି
ସତରେ ପତ୍ନୀ ହେବ ଏମିତି। ନିକଟରେ ଦୀପିକାଙ୍କ ମୁହଁରୁ ପତିଦେବ ରଣବୀର ସିଂଙ୍କ ପ୍ରଶଂସା ଶୁଣି ଶୁଟିଂ ଚାଲିଥିବା ହିନ୍ଦୀ ସିନେମା ‘୮୩’ର ୟୁନିଟ୍ ସଦସ୍ୟମାନେ ଚକିତ ହୋଇଯାଇଥିଲେ। ସେଠାରେ ଉପସ୍ଥିତ କେତେଜଣ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେବା ସହ ସେ…
୫ ଜିଲାରେ ଅତିପ୍ରବଳ ବର୍ଷା
ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାକୁ…
ଓ୍ବେଟ୍ ଲିଫ୍ଟିଙ୍ଗ କରିବାକୁ ଭଲଲାଗେ
ସୁରମୟୀ ମହାପାତ୍ର। ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣେ ଜଣାଶୁଣା ନାୟିକା। ରିଅଲିଟି ଶୋ ‘ମୁଁ ବି ହିରୋଇନ୍ ହେବି’ ସିଜନ୍-୨ର ବିଜେତା ସୁରମୟୀ ପ୍ରଥମେ ‘ଭଲପାଏ ତତେ ୧୦୦ରୁ ୧୦୦’ ଫିଲ୍ମ ଜରିଆରେ ଓଡ଼ିଆ ସିନେ ଜଗତରେ ପାଦ ଥାପିଥିଲେ। ଏହାପରେ…
ଅରୁଣ-ମହେଶଙ୍କ ହ୍ୟାଟ୍ରିକ
ନିର୍ଦ୍ଦେଶକ ମହେଶ ହାଜରା ଏବଂ ନାଟ୍ୟକାର ଅରୁଣ ନାୟକ ହ୍ୟାଟ୍ରିକ ମାରିଛନ୍ତି। ଗୋଟିଏ ଅପେରା ପାର୍ଟିରେ ଲଗାତର ତୃତୀୟ ଥର ପାଇଁ ସେମାନେ ଏକାଠି କାମ କରିବାକୁ ଯାଉଛନ୍ତି। ଅର୍ଥାତ୍, ଅନ୍ୟତମ ଅଗ୍ରଣୀ ଅପେରା ପାର୍ଟି ବାଘାଯତିନ ଲୋକନାଟ୍ୟର ଆସନ୍ତା ଯାତ୍ରା…
ହରିୟାଣାରେ ଭାଜପା-କଂଗ୍ରେସ ଟାଇ: ମହାରାଷ୍ଟ୍ରରେ ପଦ୍ମ-ଶିବସେନା ଫିପ୍ଟି-ଫିପ୍ଟି ସରକାର
ଚଣ୍ଡିଗଡ଼/ମୁମ୍ବାଇ,୨୪।୧୦: ସମସ୍ତ ଏକ୍ଜିଟ୍ ପୋଲ୍କୁ ଭୁଲ୍ ପ୍ରମାଣିତ କରିଛି ହରିୟାଣା ଓ ମହାରାଷ୍ଟ୍ରର ବିଧାନସଭା ନିର୍ବାଚନ ଫଳାଫଳ। ହରିୟାଣାରେ ଶାସକ ଭାଜପା ଓ କଂଗ୍ରେସ ୩୫ ଲେଖାଏଁ ଆସନରେ ଆଗୁଆ ରହିଛନ୍ତି। ଏଠାରେ ଉଭୟଙ୍କ ମଧ୍ୟରେ ଆସନ ଟାଇ ହୋଇଛି। ସେହିପରି…
କାଳ୍ପନିକ ଦୁନିଆ
ଗାନ୍ଧୀବାଦ ଆଜିି ପଥ ଭ୍ରଷ୍ଟ। ଏହାକୁ କେତେକେ ଅପବ୍ୟବହାର କରୁଛନ୍ତି। ଗାନ୍ଧୀବାଦ ଆଜି ଦୋଛକିରେ ଠିଆ ହୋଇଛି। ଏପରି ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ନାଟକ ‘କାଳ୍ପନିକ ଦୁନିଆ’ ନିକଟରେ ସିଏମ୍ବିଡି ଟ୍ରଷ୍ଟ, ଭୁବନେଶ୍ୱର ଦ୍ୱାରା ଆୟୋଜିତ ଇନ୍ଦ୍ରଧନୁ ନାଟକ ଉତ୍ସବରେ ମଞ୍ଚସ୍ଥ…
ଶୁକ୍ରବାର ଯାଏ ଲାଗି ରହିବ ବର୍ଷା: ୫ ଜିଲାକୁ ରେଡ୍ ଓ୍ବାର୍ଣ୍ଣିଂ, ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ପକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେଉଥିବା ବେଳେ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ବ୍ରହ୍ମପୁର, ଗଜପତି,…
ଜାତୀୟ ରାଜପଥ ସଂପ୍ରସାରଣ : ଅବାଧ ଗଛକଟା, ରାସ୍ତାରେ ଅଟକି ରହୁଛି ଯାନବାହନ
ଦାରିଙ୍ଗବାଡ଼ି,୨୪।୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ନଂ ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଜୋର୍ସୋରରେ ଚାଲିଛି। ଏଥିପାଇଁ ବନ ବିଭାଗର କର୍ପୋରେଶନ ପକ୍ଷରୁ ରାଜପଥ କଡ଼ରେ ରହିଥିବା ମୂଲ୍ୟବାନ ଗଛ ସ୍ଥାନାନ୍ତର କରାଯିବା ସହ ଏବେ ବଳକା ହଜାର…
ସାମାଜିକ ଅର୍ଥନୈତିକ ବିକାଶରେ ଜାତିସଂଘ
୧୯୪୫ ଜୁନ୍ ୨୬ରେ ୫୦ଟି ଦେଶ ଜାତିସଂଘ ଅଧିକାରପତ୍ରରେ ସ୍ବାକ୍ଷର କରିବା ପରେ ଜାତିସଂଘ ଅକ୍ଟୋବର୨୪,୧୯୪୫ରେ ସ୍ଥାପିତ ହୋଇଥିଲା। ଏହି ସମୟରେ ଚାଇନା ୟୁନାଇଟେଡ୍ ଷ୍ଟେଟ୍, ଫ୍ରାନ୍ସ, ସଂଯୁକ୍ତ ରାଜ୍ୟ, ୟୁନାଇଟେଡ୍ କିଙ୍ଗଣ୍ଡମ୍ ଓ ସୋଭିଏଟ୍ ସଂଘ ଏହାକୁ ସ୍ବୀକୃତି ଦେଇଥିଲେ…
କୋରାପୁଟରେ ୫୬୬.୭ ମିମି ବର୍ଷା ରେକର୍ଡ: ବନ୍ଧୁଗାଁ ବ୍ଲକରେ ସର୍ବାଧିକ ୧୧୪ ମିମି
କୋରାପୁଟ,୨୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୫୬୬.୭ ମିମି ବର୍ଷା ହୋଇଥିବାବେଳେ ବନ୍ଧୁଗାଁ ବ୍ଲକରେ ସର୍ବାଧିକ ୧୧୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାପଡ଼ିଛି। ସେହିପରି କୋରାପୁଟ ବ୍ଲକରେ ୨୨ ମିମି ବର୍ଷା ହୋଇଥିବାବେଳେ ଲମତାପୁଟରେ ୪୬.୧ ମିମି,…
ସାରାଙ୍କ ଫରେନ୍ ଟ୍ରିପ୍
ସାରା ଅଲ୍ଲୀ ଖଁ। ଏବେ ଶ୍ରୀଲଙ୍କାରେ ଡେରା ପକାଇଛନ୍ତି। ଶୁଟିଂ ବ୍ରେକ୍ ପାଇବା ମାତ୍ରେ ସେ ମାଇଣ୍ଡ ଫ୍ରି କରିବାକୁ ସେଠାକୁ ଯାଇଛନ୍ତି। କିଛିଦିନ ସେ ବିଦେଶରେ ରହି ବିଭିନ୍ନ ଦର୍ଶନୀୟ ସ୍ଥାନ ବୁଲିବେ। ”ବର୍ତ୍ତମାନ ମୋତେ ପାଖାପାଖି ତିନିସପ୍ତାହ ବ୍ରେକ୍…
Archives


