Home

ବିଜେପୁରରେ ପୁଣି ରୀତା, ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବାଜିମାତ କଲେ ବିଜେଡି ପ୍ରାର୍ଥୀ ରୀତା ସାହୁ। ରେକର୍ଡ ବ୍ୟବଧାନରେ ରୀତା ଭାଜପା ପ୍ରାର୍ଥୀ ସନତ ଗଡ଼ତିଆଙ୍କୁ ୯୭,୯୯୦ ଭୋଟରେ ହରାଇଛନ୍ତି। ଶେଷ ୨୧ ରାଉଣ୍ଡରେ ରୀତାଙ୍କୁ ମୋଟ ୧,୩୫,୯୪୯ ଭୋଟ ମିଳିଥିବା…

ମହାରାଷ୍ଟ୍ରରେ କାମ କଲା ମୋଦିଙ୍କ ଯାଦୁ: ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଏବେ ଅନେକ ସ୍ଥାନରେ ଭାଜପା ଏକ ପ୍ରକାର ବିଜୟ ଉତ୍ସବ ପାଇଁ ପ୍ରସ୍ତୁତ ହୋଇ ସାରିଥିବା ଦେଖାଯାଇଛି। ତେବେ ଏହାକୁ ନେଇ ଏବେ ସୋସିଆଲ ମିଡିଆରେ ମଧ୍ୟ ବଲିଉଡ୍‌ ନିର୍ଦ୍ଦେଶକଙ୍କ ଟୁଇଟ୍‌…

ହୋଟେଲରେ ଚମକୁଛି ଏଭରେଷ୍ଟ ବର୍ଜ୍ୟ

କାଠମାଣ୍ଡୁ: କାଠମାଣ୍ଡୁର ଏକ ପଞ୍ଚତାରକା ହୋଟେଲରେ ସମୟ ଅତିବାହିତ କରୁଥିବା କେତେଜଣ ପର୍ଯ୍ୟଟକଙ୍କୁ ଚମକୁଥିବା ରଙ୍ଗିନ ପାତ୍ର, ଗ୍ଲାସ୍‌ରେ ପରଷାଗଲା ଖାଦ୍ୟପେୟ। ଯେତେବେଳେ ପର୍ଯ୍ୟଟକଙ୍କୁ କୁହାଗଲା ସେମାନେ ବ୍ୟବହାର କରିଥିବା ବାସନ ଏଭରେଷ୍ଟରୁ ସଂଗୃହୀତ ବର୍ଜ୍ୟରୁ ପ୍ରସ୍ତୁତ, ସେତେବେଳେ ସେମାନେ ପରସ୍ପର…

ଷଣ୍ଢ ଖାଇଗଲା ୪୦ ଗ୍ରାମର ସୁନାଗହଣା

ଚଣ୍ଡିଗଡ଼: ବୁଲା ଷଣ୍ଢ ୪୦ ଗ୍ରାମର ସୁନା ଗହଣା ଖାଇଦେଇଛି। ଏହା ଶୁଣି ଆପଣମାନେ ଆଶ୍ଚର୍ଯ୍ୟ ହେଉଥିବେ ନିଶ୍ଚୟ। ହେଲେ ଏହା ଏକ ସତ ଘଟଣା। ହରିୟାଣାରେ ଏଭଳି ଘଟଣା ଘଟିବା ପରେ ପରିବାର ଲୋକେ ୩ ଦିନ ହେଲା ଷଣ୍ଢକୁ…

ନାଳରେ ଭାସିଯାଇ ଜଣଙ୍କ ଜୀବନ ଗଲା

ଓଡ଼ଗାଁ,୨୪।୧୦(ସ୍ବ.ପ୍ର.): ଲଘୁଚାପ ପ୍ରଭାବରେ ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳରେ ଦୁଇଦିନ ଧରି ବର୍ଷା ଲାଗିରହିଛି। ଫଳରେ ବିଭିନ୍ନ ନଦୀ ନାଳରେ ବର୍ଷା ଜଳ ବୃଦ୍ଧି ପାଇଛି। ଏପରିସ୍ଥଳେ ଓଡ଼ଗାଁ ବ୍ଲକ ଗୌଡ଼ପୁଟ ପଞ୍ଚାୟତର ନାଳରେ ଭାସିଯାଇ ଗୁଆନ୍ଦ ଗ୍ରାମର ଗଣେଶ ନାୟକ(୩୫)ଙ୍କ…

୫ ଦିନ ପୂର୍ବରୁ ବାହାଘର ଭାଙ୍ଗିଥିଲେ ସଲ୍‌ମାନ

ମୁମ୍ବାଇ: ସବୁବେଳେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ସଲ୍‌ମାନ ଖାନ୍‌ ବେଶ୍‌ ଚର୍ଚ୍ଚାରେ ରହିଥାନ୍ତି। ବଲିଉଡ୍‌ର ମୋଷ୍ଟ ଏଲିଜିବଲ୍‌ ବ୍ୟାଚେଲର୍‌ ହୋଇ ବି ୫୩ ବର୍ଷ ବୟସରେ କୁଆଁରା ଅଛନ୍ତି ସଲ୍‌ମାନ। ହେଲେ ଏବେ ତାଙ୍କ ବାହାଘର ସମ୍ପର୍କରେ ଏକ ଅଜଣା…

ମଧ୍ୟାହ୍ନଭୋଜନ ଚାଉଳ

ମାଲକାନଗିରି ଜିଲାରେ ଅନେକ ଛାତ୍ରୀଛାତ୍ର ଅଧାରୁ ପାଠ ଛାଡୁଛନ୍ତି। ଅଧିକାଂଶ ଛାତ୍ରୀଛାତ୍ର ସ୍କୁଲକୁ ଆସୁନାହାନ୍ତି । ଏହି ଛାତ୍ରୀଛାତ୍ରଙ୍କ ପାଇଁ ସରକାର ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଥିଲେ ମଧ୍ୟ ସେ ବାବଦ ଚାଉଳ ହରିଲୁଟ ହେଉଛି। ଚାଉଳ ଯୋଗାଣ ଲାଗି ସରକାର ୫୦…

‘ପ୍ରୋପା ଲେଡି’ରେ ଦୂତି

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ପ୍ରଥମେ ‘କୌନ୍‌ ବନେଗା କରୋଡ୍‌ ପତି’ର ହଟ୍‌ ସିଟ୍‌ ଆଉ ତା’ପରେ ଭୋଗ୍‌ ‘ସ୍ପୋର୍ଟସ୍‌ ମ୍ୟାନ୍‌ ଅଫ୍‌ ଦି ଇୟର୍‌’। ଆଉ ଏବେ ପ୍ୟୁମାର ବହୁଚର୍ଚ୍ଚିତ ଆଡ୍‌ କ୍ୟାମ୍ପେନ୍‌ ‘ପ୍ରୋପା ଲେଡି’ରେ ନଜର ଆସିଛନ୍ତି ଧାବିକା ଦୂତି ଚାନ୍ଦ।…

ଛୁଟି କଟାଇବା ପାଇଁ ଲଣ୍ଡନରେ ପହଞ୍ଚିଲେ ଆଲିଆ-ରଣବୀର

ବଲିଉଡରେ ଆଜିକାଲି ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ସର୍ମ୍ପକଙ୍କୁ ନେଇ ବେଶ ଚର୍ଚ୍ଚା। ଦୁହିଁଙ୍କ ପ୍ରେମ ସମ୍ପର୍କ କାହାକୁ ଅଛପା ମଧ୍ୟ ନାହିଁ। ଏବେ ଅଧିକାଂଶ ସମୟରେ ଦୁହିଁଙ୍କୁ ଏକତ୍ର ଦେଖିବାକୁ ମିଳୁଛି। ନିକଟରେ ଉଭୟ ଦୀପାବଳି ଛୁଟି କଟାଇବା…

ଘାତକ ହେଉଛି ବାୟୁ ପ୍ରଦୂଷଣ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଘାତକ ହେଉଛି ବାୟୁ ପ୍ରଦୂଷଣ। ଏଥିଯୋଗୁ ବିଭିନ୍ନ ମାରାତ୍ମକ ରୋଗର ଶିକାର ହୋଇ ବହୁ ମୂଲ୍ୟ ଜୀବନ ଚାଲିଯାଉଛି। ଏକ ଅଧ୍ୟୟନରୁ ଜଣାପଡିଛି ଯେ, ୨୦୧୭ରେ ଦେଶରେ ୧୨ ଲକ୍ଷ ୪୦ ହଜାର ଲୋକଙ୍କ ବାୟୁ ପ୍ରଦୂଷଣ ଯୋଗୁ ମୃତ୍ୟୁ…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବି ବିଜୟ ପାଇଁ ଭାଜପା କରୁଛି କସରତ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ- କଶ୍ମୀରରେ ଉଚ୍ଛେଦ କରାଯାଇଥିବା ଅନୁଚ୍ଛେଦ ୩୭୦ ଓ ୩୫ ଏକୁ ମୁଖ୍ୟ ଅସ୍ତ୍ର କରିଥିଲେ। ଏହାକୁ ନେଇ ସେ ବିରୋଧୀ କଂଗ୍ରେସ ଉପରେ ଖୁବ୍‌…

ବରଗଡ଼ ଉପନିର୍ବାଚନ LIVE UPDATES: ୧୮ ରାଉଣ୍ଡ ସୁଦ୍ଧା ୮୭,୩୭୩ ଭୋଟରେ ବିଜେଡି ଆଗୁଆ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଗଣତି ଜାରି ରହିଛି। ୧୮ ରାଉଣ୍ଡ ସୁଦ୍ଧା ବିଜେଡିକୁ ୧,୨୦,୯୮୪ ଭୋଟ ମିଳିଥିବା ବେଳେ ଭାଜପାକୁ ୩୩,୬୧୧, କଂଗ୍ରେସକୁ ୫୦୪୭ ଖଣ୍ଡ ଭୋଟ ମିଳିଛି। ବିଜେଡି ପ୍ରାର୍ଥୀନୀ ରୀତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri