ନୂଆ ମୋଟର ଯାନ ଆଇନ-୨୦୧୯: ଆଉ ୬ଦିନ, କଡ଼ାକଡ଼ି ଯାଞ୍ଚ ପାଇଁ ପ୍ରସ୍ତୁତି ଜୋର୍ଦାର
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟ ସରକାର ଦେଇଥିବା ୩ମାସର ମହଲତ ସରିବାକୁ ଆଉ ମାତ୍ର ୬ ଦିନ ବାକି। ଡିସେମ୍ବର ୧ରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରିବା ପାଇଁ ଆର୍ଟିଓ ଏବଂ ପୋଲିସ ପ୍ରସ୍ତୁତିକୁ ଜୋର୍ଦାର କରିଛି। ଏଣିକି ଆଉ କୌଣସି…
ସଲମାନଙ୍କୁ ଏଭଳି ସ୍ଥିତିରେ ଦେଖି କାନ୍ଦିଥିଲେ ପିତା ସଲିମ୍ ଖାଁ
ବଲିଉଡ୍ ଦବଙ୍ଗ ଷ୍ଟାର୍ ସଲମାନ ଖାଁଙ୍କ ପିତା ତଥା ସଲିମ ଖାଁ ଆଜି ୮୪ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସଲମାନ ତାଙ୍କ ଖାସ୍ ଅନ୍ଦାଜରେ ଜନ୍ମଦିନ ଅଭିନନ୍ଦନ ଜଣାଇଛନ୍ତି। ନିଜ ଇନଷ୍ଟାଗ୍ରାମରେ ପିତାଙ୍କ ସହ ଏକ ପୁରୁଣା ଫଟୋ…
ରାତିରେ ଗଢା ହୋଇଛି ସରକାର ରାତିରେ ହିଁ ଭାଙ୍ଗିବ: ଜୟନ୍ତ ପାଟିଲ
ମୁମ୍ବାଇ,୨୫।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାର ଗୋଟିଏ ଦିନ ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କୁ ରବିବାର ବିଳମ୍ବିତ ରାତିରେ ସାକ୍ଷାତ୍ କରିଛନ୍ତି। ଏହି ସାକ୍ଷାତ୍କାର ସମୟରେ ରାଜ୍ୟରେ ବର୍ଷା ଯୋଗୁ କୃଷକଙ୍କ ହୋଇଥିବା କ୍ଷତି ସମ୍ପର୍କରେ…
ଓଏସ୍ସିଏଚ୍ସି ନିର୍ଦ୍ଦେଶକ ପଦରୁ କାନନ, ଦିଲୀପଙ୍କ ଇସ୍ତଫା
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ସମବାୟ ଗୃହ ନିର୍ମାଣ ନିଗମ(ଓଏସ୍ସିଏଚ୍ସି) ଲିମିଟେଡ ଭୁବନେଶ୍ୱର ପରିଚାଳନା କମିଟି ନିର୍ଦ୍ଦେଶକ ପଦରୁ କାନନ ବିହାରୀ ପତି ଏବଂ ଦିଲୀପ କୁମାର ବିଶ୍ୱାଳ ରବିବାର ଇସ୍ତଫା ଦେଇଛନ୍ତି। ନିଗମରେ ଦୀର୍ଘ ଦିନ ଧରି ଚାଲିଆସିଥିବା ଅନିୟମିତତାକୁ ବିରୋଧ…
୨୦୨୦ରେ ଭୁବନେଶ୍ୱର ଆର୍ଟ ସମିଟ୍
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅଜର୍ର୍ନ କରିଥିବା କଳାକାରମାନଙ୍କ ଚିତ୍ରକଳାକୁ ନେଇ ଭୁବନେଶ୍ୱର ‘ଆର୍ଟ ସମିଟ୍ ୨୦୧୯’ର ପ୍ରି-ଶୋ ଓଡ଼ିଶା ମଡର୍ନ ଆର୍ଟ ଗ୍ୟାଲେରି ପରିସରରେ ଆୟୋଜିତ ହୋଇଛି। ଭୁବନେଶ୍ୱର ଆର୍ଟ କାଉନ୍ସିଲ୍ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଶନିବାରଠାରୁ ଆରମ୍ଭ…
ଫେବୃୟାରୀ ୮ରୁ ଓଡ଼ିଆ ଚଳଚ୍ଚିତ୍ର ଓ ଦୂରଦର୍ଶନ ସମ୍ମାନ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ‘ୱିନିଙ୍ଗ୍ ସ୍ପୋର୍ଟିଙ୍ଗ’ ଆନୁକୂଲ୍ୟରେ ୧୫ତମ ଓଡ଼ିଆ ଚଳଚ୍ଚିତ୍ର ଓ ଦୂରଦର୍ଶନ ସମ୍ମାନ ‘ଶୋ ଟାଇମ୍-୨୦୨୦’ ଆସନ୍ତା ଫେବୃୟାରୀ ୮ ଓ ୯ରେ ପୁରୀ ବେଳାଭୂମିରେ ଆୟୋଜିତ ହେବ। ଏଥିରେ ଓଡ଼ିଆ ଫିଲ୍ମର ବିଭିନ୍ନ ବିଭାଗରେ ମୋଟ ୬୦ ପୁରସ୍କାର ପ୍ରଦାନ…
ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ମହାରାଷ୍ଟ୍ରରେ କର୍ନାଟକ ରାଜନୀତିର ପୁନରାବୃତ୍ତି କରୁଛି ଭାଜପା: ପ୍ରିୟଙ୍କା
ମୁମ୍ବାଇ,୨୫।୧୧: ଦେଶର ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ମହାରାଷ୍ଟ୍ରରେ ଭାଜପା କର୍ନାଟକ ରାଜନୀତିର ପୁନରାବୃତ୍ତି କରୁଥିବା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଅଭିଯୋଗ କରିଛନ୍ତି। ସୋମବାର ସେ ଟୁଇଟ୍ କରି ଏଭଳି ମନ୍ତବ୍ୟ ଦେଇଛନ୍ତି। ଭାଜପା ନିର୍ଦ୍ଦେଶରେ ଖୋଲାଖୋଲି ଆଇନର…
ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବା ଆଶା ମଉଳିଲା
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଚଳିତ ମାସ ତୃତୀୟ ସପ୍ତାହରେ ବିମାନ ଉଡ଼ାଣ କରିବ ବୋଲି ଯେଉଁ ଆଶା ରହିଥିଲା ତାହା ମଉଳି ଯାଇଛି। ବର୍ତ୍ତମାନ ଏହି ସେବାକୁ ନେଇ କୌଣସି ବି ସୂଚନା ମିଳିପାରୁନି। ସୂଚନାଯୋଗ୍ୟ,…
ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ନିବେଦିତା ପଟ୍ଟନାୟକ ସମ୍ମାନ
କଟକ ଅଫିସ,୨୫।୧୧: କଟକ ଶହୀଦ ଭବନରେ ପ୍ରତିଷ୍ଠିତ ନୃତ୍ୟ ଗ୍ରୁପ୍ ‘ଗୁଞ୍ଜନ ଡ୍ୟାନ୍ସ ଏକାଡେମୀ’ ଦ୍ୱାରା ଚାଲିଥିବା ୨୩ତମ ନୃତ୍ୟ ଓ ସଙ୍ଗୀତ ଉତ୍ସବ ରବିବାର ସନ୍ଧ୍ୟାରେ ଉଦ୍ଯାପିତ ହୋଇଛି। କହିବ ମୋ ପ୍ରାଣ, ନାଥ ରଘୁରାଣ, ପାଦପଦ୍ମେ ମୋର ମାଗୁଣି……
ପ୍ରତିଭା ରାୟ ପାଇବେ ସାରଳା ସମ୍ମାନ
କଟକ ଅଫିସ,୨୫।୧୧: କଥାଶିଳ୍ପୀ ପଦ୍ମଶ୍ରୀ ଡ. ପ୍ରତିଭା ରାୟ ୨୦୧୮ର ମର୍ଯ୍ୟାଦାଜନକ ସାରଳା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆସନ୍ତା ଡିସେମ୍ବର ୮ରେ କଟକ ସାରଳା ଭବନଠାରେ ସାରଳା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବରେ ତାଙ୍କୁ ଏହି ସମ୍ମାନ ପ୍ରଦାନ…
ଧାରଣାରତ ଶିକ୍ଷକଙ୍କୁ ପୋଲିସର ଗୋଇଠା: ସୋସିଆଲ ମିଡିଆରେ ଭାଇରାଲ ପରେ ବଢୁଛି ବିବାଦ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଗଣତାନ୍ତ୍ରିକ ପଦ୍ଧତିରେ ନିଜର ଦାବି ନେଇ କମ୍ପ୍ୟୁଟର ଶିକ୍ଷକମାନେ ଲୋୟର ପିଏମ୍ଜିରେ ଦୀର୍ଘଦିନ ହେବ ଧାରଣା ଦେଇଛନ୍ତି। ସେମାନେ ଦାବି ଜଣାଇବା ପାଇଁ ଶନିବାର ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଯାଇଥିଲେ। ହେଲେ ସେଠାରେ ପୋଲିସ ସେମାନଙ୍କୁ ଗୋଇଠା ମାରିବା ସହ…
ମୁକ୍ତ ହେଲେ ୫ କଏଦୀ
ବାରଙ୍ଗ,୨୫।୧୧(ଡି.ଏନ.ଏ): ଜାମୁଝରିସ୍ଥିତ ବିଜୁ ପଟ୍ଟନାୟକ ମୁକ୍ତାକାଶ କାରାଶ୍ରମରୁ ତିନିଦିନ ମଧ୍ୟରେ ୫ଜଣ କଏଦୀ ମୁକ୍ତ ହୋଇଛନ୍ତି। ଭୁବନେଶ୍ୱର ସ୍ବତନ୍ତ୍ର ଜେଲରୁ ୨୦୧୦ରେ ଏଠାକୁ ଆସିଥିବା ଦୀପକ କୁମାର ସାହୁ ଓ ଚୌଦ୍ୱାର ସର୍କଲ ଜେଲ୍ରୁ ୨୦୧୨ରେ ଆସିଥିବା ଅସଗର୍ ଖାଁକୁ ଗୁରୁବାର…
Archives


