Home

ଅସ୍ତ୍ରବିରତି ଉଲ୍ଲଂଘନର କଡ଼ା ଜବାବ ଦେଲା ଭାରତୀୟ ସେନା : ୨ ପାକ୍‌ ସେନା ନିହତ

ନୂଆଦିଲ୍ଲୀ,୨୬।୧୨: ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଏହାର କଡ଼ା ଜବାବ ଦେଇଛି ଭାରତୀୟ ସେନା। ପାକିସ୍ତାନ ପକ୍ଷରୁ ବୁଧବାର ଏଲ୍‌ଓସିର ଉରି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଥିଲା। ପାକିସ୍ତାନ ପଟରୁ କରାଯାଇଥିବା ଗୁଳି ଚାଳନାରେ ଭାରତୀୟ ସେନାର ଜଣେ ଯବାନ…

ପର୍ଯ୍ୟଟକଙ୍କ ପସନ୍ଦର ୧୦୦ ସହର: ଟପ୍‌ ୨୦ରେ ଦିଲ୍ଲୀ, ମୁମ୍ବାଇ

ନୂଆଦିଲ୍ଲୀ: କର୍ମମୟ ଜୀବନରେ ସମସ୍ତେ ବ୍ୟସ୍ତ ରହୁଥିବା ବେଳେ ଅଫିସ ବା ଘର କାମରୁ କିଛି ସମୟ ବାହାର କରି ଲୋକମାନେ ଟିକେ ବୁଲି ଆସିବାକୁ ଭାବନ୍ତି। ଘରଠୁ ଦୂର ଯେକୌଣସି ଜାଗାକୁ ଯାଇ ଶରୀର ଓ ମସ୍ତିଷ୍କକୁ ଟିକେ ରେଷ୍ଟ…

ଫ୍ୟାନ୍‌ଙ୍କ ନିଦ ହଜାଉଛି ନୋରାଙ୍କ ‘ସୁଇଟ୍‌ ଡ୍ରିମ୍ସ’

ମୁମ୍ବାଇ: ବି-ଟାଉନ୍‌ ତାରକାମାନଙ୍କ ପାଇଁ ଫ୍ୟାନ୍‌ମାନଙ୍କ ସହ ଯୋଡ଼ି ହୋଇ ରହିବା ଦିଗରେ ସୋସିଆଲ ମିଡିଆ ଏକ ସହଜ ଓ ପ୍ରକୃଷ୍ଟ ମାଧ୍ୟମ ପାଲଟିଛି। ତେବେ ଏ କ୍ଷେତ୍ରରେ ପାଦେ ଆଗୁଆ ଅଛନ୍ତି ଅଭିନେତ୍ରୀ ନୋରା ଫତେହୀ। ବଲିଉଡ୍‌ରେ ଖୁବ୍‌ କମ୍‌…

ନାବାଳିକା ଗଣବଳାତ୍କାର, ହତ୍ୟା ଘଟଣା: କଂଗ୍ରେସ ପକ୍ଷରୁ ଟାୟାର ଜାଳି ରାସ୍ତା ଅବରୋଧ

ନବରଙ୍ଗପୁର,୨୬।୧୨(ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ବାମୁଣି ପଞ୍ଚାୟତର ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାରେ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ବନ୍ଦପାଳନ କରାଯାଇଛି। ୨୬ନଂ ଜାତୀୟ ରାଜପଥର ମାଝିଗୁଡା ଛକ ନିକଟରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଛି।…

ସୂର୍ଯ୍ୟୋପରାଗର ବିରଳ ଦୃଶ୍ୟ ଦେଖିଲେ ମୋଦି

ନୂଆଦିଲ୍ଲୀ,୨୬।୧୨: ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ଗୁରୁବାର ଦୃଶ୍ୟମାନ ହୋଇଛି। ଏହି ବିରଳ ଦୃଶ୍ୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଖିଥିବା ବେଳେ ଏହାର ଏକ ଫଟୋ ଶେୟାର କରିଛନ୍ତି। ଏହା ପୂର୍ଣ୍ଣ ସୂର୍ଯ୍ୟୋପରାଗ ହୋଇ ନ ଥିବା ବେଳେ ସୂର୍ଯ୍ୟର ବାହାର…

ପେସା ଫାୟାରମ୍ୟାନ : ନିଶା ସୈନିକ ଗଢ଼ିବା

ମାହାଙ୍ଗା,୨୬ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ କୁଆଁପାଳ ଅଗ୍ନିଶମ ସେବା ସଂସ୍ଥାରେ ଫାୟାରମ୍ୟାନ ଭାବେ କାର୍ଯ୍ୟ କରନ୍ତି ନିତ୍ୟାନନ୍ଦ ମହାନ୍ତି। ଯୁବକଙ୍କୁ ସେନ୍ୟବାହିନୀରେ ଯୋଗଦେବା ପାଇଁ ପ୍ରସ୍ତୁତି କରାଇବା ତାଙ୍କ ନିଶା ପାଲଟିଛି। ସ୍ଥାନୀୟ ଅଞ୍ଚଳର ଯୁବକଙ୍କ ମଧ୍ୟରେ ନିତିଆ…

ସୂର୍ଯ୍ୟୋପରାଗ: ପଠାଣି ସାମନ୍ତ ପ୍ଲାନେଟାରିୟମରେ ଦର୍ଶକଙ୍କ ଗହଳି, ଆକାଶ ମେଘାଚ୍ଛନ୍ନ ଲାଗି ଦେଖିବାରୁ ବଞ୍ଚିତ

ଭୁବନେଶ୍ୱର, ୨୬।୧୨(ବ୍ୟୁରୋ): ଆରମ୍ଭ ହୋଇଛି ଚଳିତ ବର୍ଷର ତୃତୀୟ ତଥା ବିରଳ ସୂର୍ଯ୍ୟୋପରାଗ। ଏହି ମହାଜାଗତିକ ଦୃଶ୍ୟ ଦେଖିବା ଲାଗି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ, ବୁର୍ଲାସ୍ଥିତ ଅବଦୁଲ କଲାମ ପ୍ଲାନେଟାରିୟମ, ରେଭେନ୍‌ଶା…

ଫିଲିପାଇନ୍ସରେ ତାଣ୍ଡବ ରଚିଲା ‘ଫନଫୋନ’: ୧୬ ମୃତ

ମନିଲା,୨୬।୧୨: ଖ୍ରୀଷ୍ଟମାସକୁ ଫିକା କରିଦେଲା ଘୂର୍ଣ୍ଣିଝଡ଼ ‘ଫନଫୋନ’। ଡିସେମ୍ବର ୨୫ରେ ଫିଲିପାଇନ୍ସରେ ଆସିଥିବା ଏହି ଘୂର୍ଣ୍ଣଝଡ଼ରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ ଏଥିରେ ମଧ୍ୟଫିଲିପାଇନ୍ସରେ ୧୬ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ପବନର ବେଗ ଏତେ ଅଧିକ ଥିଲା ଯେ…

ଶିମିଳିପାଳରେ ପୋଷା ହାତୀ ବବ୍‌ଲୁର ଉତ୍ପାତ

ବାରିପଦା ଅଫିସ,୨୬ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଅଧୀନ ଲୁଲୁଙ୍ଗଠାରେ ବନ ବିଭାଗର ପୋଷା ହାତୀ ବବ୍‌ଲୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣା କେବେ ଘଟିଛି ତାହା ଜଣା ପଡ଼ି…

ଓଟୋ ଓଲଟି ୫ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଭଦ୍ରକ ଅଫିସ,୨୬।୧୨: ରାଜପଥରୁ ତଳକୁ ଓହ୍ଲାଉଥିବା ବେଳେ ଓଟୋ ଓଲଟି ୫ ଜଣ ଗୁରୁତର ହୋଇଛନ୍ତି। ଅଟୋଟି ବାଲେଶ୍ୱର ଜିଲା ଡୁଙ୍ଗୁରା ଅଞ୍ଚଳରୁ ଭଦ୍ରକ ଆଡ଼କୁ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ୧୬ନମ୍ବର ଜାତୀୟ ରାଜପଥର ଚରମ୍ପା…

କଠିନ ବର୍ଜ୍ୟବସ୍ତୁ ପରିଚାଳନା

ମହାନଗର ରାଉରକେଲା ସ୍ମାର୍ଟ ସିଟି ମାନ୍ୟତା ପାଇବା ପରେ ବିଭିନ୍ନ ଦୃଷ୍ଟିରୁ ଏହାର ଗୁରୁତ୍ୱ ବଢିଛି। ନାନା ଯୋଜନା ମାଧ୍ୟମରେ ସହରକୁ ନୂଆ ରୂପ ଦେବାକୁ ଚେଷ୍ଟା ଜାରି ରହିଛି। ଆଧୁନିକତାର ସ୍ବାଦ କିପରି ଷ୍ଟିଲ ସିଟିର କୋଣ ଅନୁକୋଣରେ ପହଞ୍ଚତ୍ବ…

ଆଜିଠୁ ଭିତରକନିକା ବନ୍ଦ

ରାଜନଗର,୨୬ା୧୨ (ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତାକାଲି ଠାରୁ ଜାନୁୟାରୀ ୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏଥିପାଇଁ ପର୍ଯ୍ୟଟକମାନଙ୍କ ପରିଭ୍ରମଣକୁ ବନ୍ଦ କରାଯାଇଛି। ଏହି ସମୟରେ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri