ପୂର୍ବତନ ମୁଖ୍ୟମନ୍ତ୍ରୀ କୈଳାସ ଯୋଶୀଙ୍କ ପରଲୋକ
ଭୋପାଳ,୨୪।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ନେତା ତଥା ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କୈଳାସ ଚନ୍ଦ୍ର ଯୋଶୀଙ୍କର ରବିବାର ୯୦ ବର୍ଷ ବୟସରେ ପରଲୋକ ହୋଇଛି। ସେ ମଧ୍ୟପ୍ରଦେଶର ୯ମ ମୁଖ୍ୟମନ୍ତ୍ରୀ ଭାବେ ଜୁନ୍ ୧୯୭୭ରୁ ଜାନୁୟାରୀ ୧୯୭୮ (୬ମାସ) ପାଇଁ କାର୍ଯ୍ୟଭାର…
ପାକିସ୍ତାନକୁ ପିଓକେ ବଦଳରେ ଟମାଟୋ ଦେବାକୁ ଅଫର୍ ଦେଲେ କୃଷକ
ନୂଆଦିଲ୍ଲୀ,୨୪।୧୧: ପାକିସ୍ତାନରେ ଏବେ ଟମାଟୋ ଦର ଆକାଶ ଛୁଆଁ ହୋଇଛି। ଏବେ ସେଠାରେ ଟମାଟୋ କିଲୋ ପିଛା ଦର ୪ଶହ ଟଙ୍କାରେ ପହଞ୍ଚିଛି। ଏତିକି ବେଳେ ଭାରତର କୃଷକ ପାକିସ୍ତାନକୁ ଟମାଟୋ ଦେବାପାଇଁ କିଛି ଅଫର୍ ଦେଇଛନ୍ତି। ଏମାନେ କହିଛନ୍ତି ପାକ୍…
ଅଯୋଧ୍ୟା ମାମଲାରେ ଦେଶବାସୀ ଶାନ୍ତିର ବାର୍ତ୍ତା ଦେଇଛନ୍ତି: ମୋଦି
ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅଲ୍ ଇଣ୍ଡିଆ ରେଡ଼ିଓର ମନ୍ କି ବାତ୍ କାର୍ଯ୍ୟକ୍ରମରେ ଯୋଗଦେଇ ଦେଶବାସୀଙ୍କ ପ୍ରଶଂସା କରିଛନ୍ତି। ଅଯୋଧ୍ୟା ମାମଲା ରାୟକୁ ଦେଶର ୧୩୦ କୋଟି ଜନତା ହୃଦୟର ସହିତ ସ୍ବୀକାର କରିନେଇଛନ୍ତି। ଏହାଦ୍ୱାରା ଦେଶବାସୀ ପୁଣିଥରେ…
ମହାରାଷ୍ଟ୍ରରେ ହେବ ଭାଜପା ବିନାଶର ଆରମ୍ଭ: ସଞ୍ଜୟ
ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ମହାଭାରତ ଏବେ କାଠଗଡାରେ। ଏତିକିବେଳେ ବହୁମତ ନେଇ ସରକାର ଗଠନ କରିବାକୁ ଠିଆ ହୋଇଥିବା ଶିବସେନାକୁ ଏକ ପ୍ରକାର ଶକ୍ତ ଧକ୍କା ଲାଗିଛି। ଏହାକୁ ନେଇ ଶିବସେନା ନେତା ସଞ୍ଜୟ ରାଉତ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି।…
ଥଣ୍ଡାରୁ ସୁରକ୍ଷା ପାଇଁ ଅଯୋଧ୍ୟାରେ ଗାଈଗୋରୁ ପିନ୍ଧିବେ କୋଟ୍
ଅଯୋଧ୍ୟା,୨୪।୧୧: ପ୍ରବଳ ଥଣ୍ଡାରୁ ଗାଈଗୋରୁଙ୍କୁ ସୁରକ୍ଷା ଦେବା ପାଇଁ ଅଯୋଧ୍ୟା ନଗର ନିଗମ ପକ୍ଷରୁ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ଏଠାରେ ଥିବା ଗାଈଗୋରୁଙ୍କୁ କୋଟ୍ ପିନ୍ଧିବାକୁ ଦିଆଯିବ। ନିଗମ ପକ୍ଷରୁ ସ୍ଥାନୀୟ ସାଧୁସନ୍ଥ ଏବଂ ଜନସାଧାରଣଙ୍କ ସହିତ…
ସୁପ୍ରିମକୋର୍ଟ ରାୟ ପୂର୍ବରୁ ଭୂଜବଳ କହିଲେ ମହାରାଷ୍ଟ୍ରରେ ହେବ ଶିବସେନା, ଏନ୍ସିପି, କଂଗ୍ରେସ ସରକାର
ମୁମ୍ବାଇ,୨୪।୧୧:ମହାରାଷ୍ଟ୍ର ରାଜନୀତି ଉପରେ ଏବେ ସମସ୍ତଙ୍କ ନଜର। ଏହାକୁ ନେଇ ସୁପ୍ରିମକୋର୍ଟରେ କରାଯାଇଥିବା ଆବେଦନର ଶୁଣାଣି ରବିବାର ହେବା ପୂର୍ବରୁ ଭିନ୍ନ ଭିନ୍ନ ଦଳ ଭିନ୍ନ ମତ ଦେଉଛନ୍ତି। ରବିବାର ଏନ୍ସିପି ନେତା ଛଗନ ଭୂଜବଳ କହିଛନ୍ତି ଏନ୍ସିପିର ୪୯-୫୦ ବିଧାୟକ…
ପାକିସ୍ତାନରେ ସୁରକ୍ଷିତ ନୁହେଁ ଚତୁର୍ଥ ସ୍ତମ୍ଭ: ୬ବର୍ଷରେ କାର୍ଯ୍ୟରତ ୩୩ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା
ଇସଲାମାବାଦ୍,୨୪।୧୧: ପାକିସ୍ତାନର ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ସୁରକ୍ଷିତ ନୁହେଁ। ଗତ ୬ ବର୍ଷରେ ଏଠାରେ କାର୍ଯ୍ୟରତ ୩୩ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଇଛି। ଏନେଇ ଫ୍ରିଡମ୍ ନେଟ୍ଓ୍ବାର୍କ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ପାକିସ୍ତାନ ପ୍ରେସ୍…
ଏନ୍ସିପି ବିଧାୟକ ନିଖୋଜ
ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଭାଜପାରୁ ଦେବେନ୍ଦ୍ର ଫଡନବିସ ଦ୍ୱିତୀୟ ଥର ଲାଗି ଶପଥ ଗ୍ରହଣ କଲେ ସତ। ହେଲେ ଏପର୍ଯ୍ୟନ୍ତ ସଂଖ୍ୟା ଗରିଷ୍ଠତାକୁ ନେଇ ତାଙ୍କ ମନରୁ ଭୟ ଦୂର ହୋଇନାହିଁ। ଏବେ ତା’ର ମୁଖ୍ୟ ସହଯୋଗୀ ଏନ୍ସିପି ଉପରେ…
ଯାହାର ରାଜ୍ୟପାଳ ତାହାର ସରକାର: ଅଖିଳେଶ ଯାଦବ
ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାତିକ ମଧ୍ୟରେ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ଡୋର ଧରିଛନ୍ତି। ଏହାକୁ ନେଇ ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଭାଜପାକୁ କଡ଼ା…
ଆଫଗାନିସ୍ତାନରେ ୨୪ ଆତଙ୍କବାଦୀ ମୃତ
କାବୁଲ,୨୪।୧୧: ଆଫଗାନିସ୍ତାନର ଉତ୍ତରରେ ଥିବା ଯୋଜଜାନ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଅତି କମ୍ରେ ୨ ଜଣ ଯବାନ ଓ ୨୪ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଦାରଜାବ ଜିଲାରେ ଏକ କ୍ଲିନଅପ୍…
ପାଓ୍ବାରଙ୍କ ଘରେ ଭାଜପା ସାଂସଦ
ମୁମ୍ବାଇ,୨୪।୧୧: ରବିବାର ସକାଳୁ ଏନ୍ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ଘରେ ପହଞ୍ଚିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ନେତା ସଞ୍ଜୟ କାକଡେ। ସେ କ’ଣ ପାଇଁ ପାଓ୍ବାରଙ୍କ ଘରେ ପହଞ୍ଚିଛନ୍ତି ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ଆଲୋଚନା ହେଉଛି କି…
ଭାଜପାର ରାତ୍ର ଅଭିଯାନ ବିରୋଧରେ ଶରଦ ପାଓ୍ବାରଙ୍କ ରାଜନୀତି
ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଜାରି ରହିଥିବା କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ୍ନବିସ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଏନ୍ସିପିର ଅଜିତ୍ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତେବେ ଏନେଇ ଶିବସେନା-ଏନ୍ସିପି-କଂଗ୍ରେସ…
Archives


