Home

ଚିତ୍ରକୋଣ୍ଡାରେ ମାଟ୍ରିକ ବୋର୍ଡ ପରୀକ୍ଷା କେନ୍ଦ୍ର କରିବାକୁ ଦାବି

ଚିତ୍ରକୋଣ୍ଡା,୨୫ା୧୨/(ଡି.ଏନ.ଏ.): ଫେବୃଆରୀ ୧୯ରୁ ମାର୍ଚ୍ଚ-୨ ଯାଏ ମାଟ୍ରିକ ପରୀକ୍ଷା ହେବାକୁ ଘୋଷଣା ମଙ୍ଗଳବାର ଘୋଷଣା କରାଯାଇଛି। ଏହାପରଠାରୁ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ ବିଦ୍ୟାଳୟର ପରୀକ୍ଷାକେନ୍ଦ୍ର କେଉଁଠି ହେବ ସେନେଇ ଛାତ୍ରୀଛାତ୍ରଙ୍କ ଉତ୍ସୁକତା ପ୍ରକାଶ ପାଇଛି। ପ୍ରତିବର୍ଷ ଏହି…

ବୃଦ୍ଧାଙ୍କ ଘର କାନ୍ଥ ଭାଙ୍ଗି ୩୦ ହଜାର ଚୋରି

ଏମ୍‌ଭି ୭୯,୨୫ା୧୨(ଡି.ଏନ. ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଭୁବନପଲ୍ଲୀ ପଞ୍ଚାୟତର ଗୌଡ଼ଗୁଡା ଗ୍ରାମରେ ଜଣେ ବୃଦ୍ଧା ମାଡକାମୀ ଗାଙ୍ଗୀ (୬୬)ଙ୍କ ଘର କାନ୍ଥ ଭାଙ୍ଗି କେହି ଦୁର୍ବୃତ୍ତ ୩୦ହଜାର ଟଙ୍କା ଚୋରି କରି ନେଇଥିବା ଜଣାପଡ଼ିଛି । ଗାଙ୍ଗୀଙ୍କ…

୧୯ ବର୍ଷରୁ କମ୍‌ କ୍ରିକେଟ ଦଳରେ ମାଲକାନଗିରିର ବିଟୁ ସାମିଲ

ମାଲକାନଗିରି,୨୫ା୧୨ (ସ.ପ୍ର.): ମାଲକାନଗିରି ଜିଲାର ବିଟୁ ଶାହା ଓଡିଶା କ୍ରିକେଟ ଦଳରେ ସାମିଲ ହୋଇଛନ୍ତି। ୧୯ ବର୍ଷରୁ କମ୍‌ ଓଡିଶା କ୍ରିକେଟ ଦଳରେ ସେ ସ୍ଥାନ ପାଇଛନ୍ତି। ତେବେ ମାଲକାନଗିରି ଜିଲାରୁ ପ୍ରଥମ କରି ଜଣେ ଯୁବକ ରାଜ୍ୟସ୍ତରୀୟ କ୍ରିକେଟରେ ସ୍ଥାନ…

ବିଭିନ୍ନ ଧାନମଣ୍ଡି ପରିଦର୍ଶନ କଲେ ଉପଜିଲାପାଳ

ଆଠମଲ୍ଲିକ,୨୫।୧୨(ଡି.ଏନ.ଏ.): ଆଠମଲ୍ଲିକ ଉପଜିଲାପାଳ ଡ.ରଜନୀକାନ୍ତ ବିଶ୍ୱାଳ ବୁଧବାର ଆଠମଲ୍ଲିକ ଓ କିଶୋରନଗର ଅଞ୍ଚଳର ବିଭିନ୍ନ ଧାନମଣ୍ଡି ପରିଦର୍ଶନ କରିଛନ୍ତି। ଏହି ଅବସରରେ ମଣ୍ଡିକୁ ଧାନ ଆଣିଥିବା ପଞ୍ଜିକୃତ ଚାଷୀମାନଙ୍କ ସହ ସେ କଥା ହୋଇ ତାଙ୍କର ସୁବିଧା ଅସୁବିଧା ସମ୍ପର୍କରେ ପଚାରି…

ଭୀମକୁଣ୍ଡରେ ବୁଡି ଯାଇ ପର୍ଯ୍ୟଟକ ନିଖୋଜ

ପାଟଣା/ଠାକୁରମୁଣ୍ଡା, ୨୫।୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ପ୍ରଥମ କୁଣ୍ଡରେ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ ହୋଇଥିବା ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ମିଳିଛି। ତେବେ ନିଖୋଜ ବ୍ୟକ୍ତି ଜଣଙ୍କ ସମ୍ପର୍କରେ…

ଚାକିରି ନାଁରେ ଠକେଇ: ଜେଲ ଗଲେ ଯୁବକ

ଭଦ୍ରକ ଅଫିସ,୨୫।୧୨: ଭଦ୍ରକ ସହର ଚରମ୍ପାଠାରେ ଏକ ନକଲି ଏଜେନ୍ସି ଖୋଲି ନିଯୁକ୍ତି ଦେବା ନାଁରେ ଆଶାୟୀଙ୍କଠାରୁ ଅର୍ଥ ଆଦାୟ କରି ଠକେଇ ଅଭିଯୋଗରେ ଟାଉନ ଥାନା ପୋଲିସ ଉତ୍ତରପ୍ରଦେଶ ଅଞ୍ଚଳର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୫।୧୨: ଅସାମାଜିକ କାର୍ଯ୍ୟରୁ ବାଦ୍‌ପଡୁନି ପାକିସ୍ତାନ। ଲଗାତାର ଭାରତ ସୀମା ନିୟନ୍ତ୍ରଣ ରେଖାରେ(ଏଲ୍‌ଓସି) ଅସ୍ତ୍ରବିରତି ଉଲ୍ଲଂଘନ କରିଚାଲିଛି ପାକିସ୍ତାନ। ବୁଧବାର ପୁଣି ଥରେ ଜମ୍ମୁ-କଶ୍ମୀରର ଉରି ସେକ୍ଟରରେ ପାକିସ୍ତାନ ସେନା ପକ୍ଷରୁ ଗୁଳିଗୋଳା ବର୍ଷଣ କରାଯାଇଛି। ଏହାର ପାଲଟା ଜବାବରେ ଭାରତୀୟ…

ବାଜପେୟୀଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ କଲେ ମୋଦି

ଲକ୍ଷ୍ନୌ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିନ ଅବସରରେ ବୁଧବାର ଉତ୍ତରପ୍ରଦେଶ ଲକ୍ଷ୍ନୌସ୍ଥିତ ଲୋକ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ପ୍ରତିମୂର୍ତ୍ତି ଲୋକାର୍ପଣ କରିଛନ୍ତି। ଭାରତ ରତ୍ନରେ ସମ୍ମାନିତ ବାଜପେୟୀଙ୍କ ଏହି ପ୍ରତିମୂର୍ତ୍ତିର ଉଚ୍ଚତା ୨୫ ଫୁଟ ଏବଂ…

ଫାଇନାଲ୍‌ ହେଲା ବିବାହ ତାରିଖ, ୨୭ ଡିସେମ୍ବରରେ ହାତକୁ ଦୁଇ ହାତ ହେବେ ମୋନା !

ବମ୍ବେ: ହାତକୁ ଦୁଇ ହାତ ହେବେ ଟେଲି ଅଭିନେତ୍ରୀ ମୋନା ସିଂ। ଦକ୍ଷିଣ ଭାରତର ଇନ୍‌ଭେଷ୍ଟମେଣ୍ଟ ବ୍ୟାଙ୍କର ଶ୍ୟାମଙ୍କୁ ସେ ବିବାହ କରିବେ ବୋଲି ଚର୍ଚ୍ଚା ହେଉଛି। ଏପରିକି ବିବାହର ଡେଟ୍‌ ଫାଇନାଲ ହୋଇଛି। ମୋନା ୨୭ ଡିସେମ୍ବରରେ ବିବାହ କରିବେ।…

ସରକାରୀ ଉଚ୍ଚ ପଦପଦବୀରେ ଅଛନ୍ତି ଏହି କ୍ରିକେଟ ଖେଳାଳି

ସରକାରୀ ଉଚ୍ଚ ପଦପଦବୀରେ ଅବସ୍ଥାପିତ କେତେକ ଭାରତୀୟ କ୍ରିକେଟ ଖେଳାଳିଙ୍କ ସମ୍ପର୍କରେ.. ମହେନ୍ଦ୍ର ସିଂ ଧୋନୀ ମହେନ୍ଦ୍ର ସିଂ ଧୋନୀ ଭାରତୀୟ କ୍ରିକେଟ ଇତିହାସର ସବୁଠୁ ସଫଳ ଅଧିନାୟକ। ସେ ୨୦୧୧ରେ ଭାରତକୁ ଏକଦିବସୀୟ ଏବଂ ୨୦୦୭ରେ ଟି୨୦ ବିଶ୍ୱକପ ଜିତାଇଛନ୍ତି।…

ବାଇକ୍‌ ଡିକି ଭାଙ୍ଗି ଟଙ୍କା ଲୁଟ୍‌ ଉଦ୍ୟମ: ଲୁଟେରାଙ୍କୁ କାବୁ କଲେ ଲୋକେ

ଭବାନୀପାଟଣା,୨୫।୧୨(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା କୋକସରାସ୍ଥିତ ମୁଖ୍ୟ ବସ୍‌ଷ୍ଟାଣ୍ଡ ନିକଟରେ ସୋମବାର ଅପରାହ୍ନରେ ଜଣେ ବ୍ୟକ୍ତିଙ୍କ ବାଇକ୍‌ ଡିକି ଭାଙ୍ଗି ଟଙ୍କା ନେଇ ଫେରାର ହୋଇଯାଉଥିବା ଆନ୍ଧ୍ରପ୍ରଦେଶର ଆଉଲୁ ଗୋପୀ (୫୦)ଙ୍କୁ କିଛି ଯୁବକ କାବୁ କରି କୋକସରା ପୋଲିସ ଜିମା…

ଅଯଥାରେ ବିଭ୍ରାନ୍ତି କରୁଛି କଂଗ୍ରେସ: ପୃଥ୍ବୀରାଜ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ପ୍ରସଙ୍ଗକୁ ନେଇ କଂଗ୍ରେସ ଅଯଥାରେ ବିଭ୍ରାନ୍ତି କରୁଛି। ରାଜ୍ୟ ଭାଜପା ଏହି ପ୍ରସଙ୍ଗରେ ଲୋକମାନଙ୍କ ପାଖକୁ ଯିବା ସହ ସେମାନଙ୍କୁ ସଚେତନ କରାଇବ। ପ୍ରାୟ ୧ କୋଟି ଲୋକଙ୍କ ପାଖରେ ଭାଜପା ପହଞ୍ଚିବ ବୋଲି ବୁଧବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri