Home

ସ୍କୁଲକୁ ଛାତ୍ରୀଛାତ୍ର ଗାଡ଼ି ନେଇ ଆସିବା ମନା, ଜାରି ହେଲା ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ସ୍କୁଲରେ ପଢ଼ୁଥିବା ପିଲାଙ୍କୁ ବାଇକ୍‌ ମନା। ୧୮ ବର୍ଷରୁ କମ୍‌ ବୟସର ପିଲାମାନେ ସ୍କୁଲକୁ ବାଇକ ଆଣି ଆସିପାରିବେ ନାହିଁ। ଏହି ନିୟମକୁ କଡ଼ାକଡ଼ି ପାଳନ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ…

ଜଣେ ଭଲ ପିତା ଆଣିଦେବା ପାଇଁ ସାନ୍ତାକ୍ଲଜ୍‌ଙ୍କୁ ଚିଠି ଲେଖିଲେ ୭ ବର୍ଷ ବାଳକ

ଟେକ୍ସାସ୍‌,୨୫।୧୨: ବନଦିନ ଅବସରରେ ଟେକ୍ସାସ୍‌ର ଜଣେ ୭ ବର୍ଷର କୋମଳମତି ବାଳକ ତାଙ୍କ ପାଇଁ ଉପହାର ଭାବେ ଜଣେ ଭଲ ପିତା ଆଣିଦେବାକୁ ସାନ୍ତାକ୍ଲଜ୍‌ଙ୍କୁ ଚିଠି ଲେଖିଛନ୍ତି। ଏବେ ଏହି ଚିଠି ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଘରୋଇ ହିଂସା…

ଇକୋ-ଓ୍ବାରିୟର ମାଳବିକା

ବେଙ୍ଗାଲୁରୁ: ବେଙ୍ଗାଲୁରୁ ନିକଟ ଏକ ଛୋଟ ଗାଁରେ ଜନ୍ମିତ ଝିଅ ମାଳବିକା କୃଷି ଓ ପରିବେଶ ଲାଗି କାର୍ଯ୍ୟ କରି ପରିବର୍ତ୍ତନ ଆଣିବେ ବୋଲି କେହି ବିଶ୍ୱାସ କରି ନ ଥିଲେ। କିନ୍ତୁ ଏବେ ତାହା ସେ ସମ୍ଭବ କରିପାରିଛନ୍ତି ଓ…

ଅଭିନୟରେ ସଫଳ ରହିଥିବା ସଲମାନ୍‌ ପ୍ରେମରେ ସବୁବେଳେ ବିଫଳ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାଁଙ୍କର ଫିଲ୍ମ ଜୀବନ ପରି ବ୍ୟକ୍ତିଗତ ଜୀବନ ମଧ୍ୟ ରୋମାଞ୍ଚକର। ଜୀବନରେ ତାଙ୍କର ବହୁ ଅଭିନେତ୍ରୀଙ୍କ ସହିତ ପ୍ରେମ ସମ୍ପର୍କ ହୋଇଛି। ତେବେ ପ୍ରତିଥର ଏଥିରେ ତାଙ୍କୁ ଧୋକା ମିଳିଛି । ଅଭିନୟରେ ସଫଳ ରହିଥିବା…

ଏହିସବୁ ଅଭିନେତ୍ରୀ ଦେଖିବାକୁ ଅବିକଳ ନିଜ ମା’ଙ୍କ ପରି

କିଛି ବଲିଉଡ୍‌ ଅଭିନେତ୍ରୀଙ୍କ ମା’ କ୍ୟାମେରା ସାମ୍ନାକୁ ଆସି ନ ଥା’ନ୍ତି ସତ ମାତ୍ର ଝିଅମାନଙ୍କ ପଛରେ ସବୁ ସମୟରେ ରହିଥା’ନ୍ତି। ସେମାନଙ୍କୁ ବହୁ ସମର୍ଥନ ଦେଇଥା’ନ୍ତି। ଏ ବୟସରେ ମଧ୍ୟ ସୌନ୍ଦର୍ଯ୍ୟତାରେ ସେମାନେ ଝିଅମାନଙ୍କୁ ପଛରେ ପକାଇ ଦେଇଛନ୍ତି। ଖାସ୍‌…

ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୩୫ ସାଧାରଣ ଲୋକ ଏବଂ ୮୦ ଆତଙ୍କବାଦୀ ନିହତ

ଓଗାଡୋଗୁୁ,୨୫।୧୨: ଉତ୍ତର ବୁର୍କିନା ଫାସୋରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ରେ ୮୦ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୫ ଜଣ ସାଧାରଣ ଲୋକ ମଧ୍ୟ ନିହତ ହୋଇଥିବା ରାଷ୍ଟ୍ରପତି ରୋଚ୍‌ ମାର୍କ କାବୋରେ ସୂଚନା ଦେଇଛନ୍ତି। ନିହତ ହୋଇଥିବା ସାଧାରଣ ଲୋକଙ୍କ…

ଏହି ତେଲ ଲଗାଇଲେ ଜଣା ପଡ଼େନାହିଁ ବୟସ

ସାଧାରଣତଃ ଲୋକେ ବିଭିନ୍ନ ତେଲର ବ୍ୟବହାର କରିଥା’ନ୍ତି। ମାତ୍ର ନଡ଼ିଆ ତେଲରେ ଏପରି ଗୁଣ ରହିଛି, ଯାହାକୁ ଲଗାଇଲେ ବୟସ ବୃଦ୍ଧି ହେଲେ ମଧ୍ୟ ଜଣାପଡ଼ି ନ ଥାଏ। ଜାଣନ୍ତୁ ଏହାର ବ୍ୟବହାର ସମ୍ପର୍କରେ… ନଡ଼ିଆ ତେଲକୁ ସୌନ୍ଦର୍ଯ୍ୟର ତେଲ କୁହାଯାଏ।…

ଅଯୋଧ୍ୟାରେ ଆକ୍ରମଣ ପାଇଁ ଜୈଶ୍‌ର ଷଡ଼ଯନ୍ତ୍ର: ଧରାପଡ଼ିଲା ମାସୁଦ୍‌ ଅଝାରଙ୍କ ଗୁପ୍ତବାର୍ତ୍ତା

ନୂଆଦିଲ୍ଲୀ,୨୫।୧୨: ଅଯୋଧ୍ୟାରେ ଆକ୍ରମଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ ଷଡ଼ଯନ୍ତ୍ର ରଚିଛି। ଏନେଇ ଜୈଶ୍‌ ମୁଖ୍ୟ ମାସୁଦ୍‌ ଅଝାରଙ୍କ ଏକ ଗୁପ୍ତବାର୍ତ୍ତା ଭାରତୀୟ ଗୋଇନ୍ଦା ବିଭାଗ ହାତରେ ଧରାପଡ଼ିଛି। ଗୁପ୍ତବାର୍ତ୍ତା ମିଳିବା ପରେ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି…

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହାର ଇତିହାସ

ମେଲବର୍ନ, ୨୫।୧୨: ୩୨ ବର୍ଷ ପରେ ଅଷ୍ଟ୍ରେଲିଆ ଏବଂ ପଡୋଶୀ ନ୍ୟୁଜିଲାଣ୍ଡ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ।…

ହାଇଓ୍ବା-ବୁଲେଟ୍‌ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ସମ୍ବଲପୁର,୨୫ା୧୨(ବ୍ୟୁରୋ): ସମ୍ବଲପୁର ଦେଇ ଯାଇଥିବା ୫୫ ନଂ. ଜାତୀୟ ରାଜପଥର ଯୁଯୁମୁରା ଥାନା ଅମିଲିପାଏନ୍‌ ନିକଟରେ ବୁଧବାର ଏକ ହାଇୱା ଏବଂ ବୁଲେଟ୍‌ ମଧ୍ୟରେ ଧକ୍କା ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ…

ସଚିନ ତେନ୍ଦୁଲକର, ସୁନୀଲ ଗାଭାସ୍କରଙ୍କ ସୁରକ୍ଷା ହଟାଇଲା ମହାରାଷ୍ଟ୍ର ସରକାର

ମୁମ୍ବାଇ,୨୫।୧୨: ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକର ଏବଂ ସୁନୀଲ ଗାଭାସ୍କରଙ୍କ ଏକ୍ସ କାଟାଗୋରୀ ସୁରକ୍ଷା ହଟାଇ ଦେଇଛନ୍ତି ମହାରାଷ୍ଟ୍ର ସରକାର। ଏହାସହ ୪୫ ଜଣ ନାମୀଦାମୀ ବ୍ୟକ୍ତିଙ୍କ ସୁରକ୍ଷା ପ୍ରତ୍ୟାହାର କରାଯାଇଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ପୁଅ ଆଦିତ୍ୟଙ୍କ ସୁରକ୍ଷା…

ମୋଦି-ଶାହ ଆଇନଜୀବୀଙ୍କ ଭଳି କଥା କହିବା ବନ୍ଦ କରନ୍ତୁ: ସିଙ୍ଘଓ୍ବୀ

ନୂଆଦିଲ୍ଲୀ,୨୫।୧୨: ସିଏଏ, ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ନେଇ କଂଗ୍ରେସ ଭାଜପା କୁ ଘେରିବାରେ ଲାଗିଛି। ଏହି ମର୍ମରେ ବରିଷ୍ଠ କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘଓ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ କଡ଼ା ସମାଲୋଚନା କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri