Home

ଜୟଲଳିଥାଙ୍କ ବାୟୋପିକ୍‌ର ପ୍ରଥମ ପୋଷ୍ଟର ରିଲିଜ୍‌, ଟ୍ରୋଲ୍‌ ହେଉଛି କଙ୍ଗନାଙ୍କ ଲୁକ୍‌

କଙ୍ଗନା ରଣାଓ୍ବତ୍‌ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅଭିନେତ୍ରୀ ଜୟଲଳିଥାଙ୍କ ବାୟୋପିକ୍‌ରେ ନଜର ଆସିବେ। ଶନିବାର ଏହାର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। ପୋଷ୍ଟର ରିଲିଜ୍‌ ପରେ କଙ୍ଗନାଙ୍କ ଲୁକ୍‌କୁ ଟ୍ରୋଲ୍‌ କରାଯାଉଛି। ଏହା ସହିତ ଏକ ଟ୍ରିଜର ମଧ୍ୟ ଭାଇରାଲ…

ସଲ୍‌ମାନଙ୍କ ଦୁଇଟି ଫିଲ୍ମ ରିଜେକ୍ଟ କରିଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ର ଅଭିନେତ୍ରୀମାନେ ସଲମାନ ଖାଁଙ୍କ ଫିଲ୍ମରେ ଅଭିନୟ କରିବା ପାଇଁ ଚାହିଁ ରହୁଥିବାବେଳେ ଜଣେ ଅଭିନେତ୍ରୀ ତାଙ୍କର ଦୁଇ ଦୁଇଟି ଫିଲ୍ମ ଅଫର ରିଜେକ୍ଟ କରିସାରିଛନ୍ତି। ସେ ହେଉଛନ୍ତି ଅଭିନେତ୍ରୀ ଇଲିୟାନା ଡି’କ୍ରୁଜ୍‌। ସେ ନିଜେ ଏକଥା ଟୁଇଟ୍‌ କରି ତାଙ୍କ…

ସ୍ମାର୍ଟଫୋନ୍‌ରୁ ଦୂରେଇ ରହିବା ପାଇଁ ଇଣ୍ଡୋନେସିଆ ସରକାର ନେଇଛନ୍ତି ଏହି ନୂଆ ପଦକ୍ଷେପ

ସ୍ମାର୍ଟଫୋନ୍‌ ସମସ୍ତ ବର୍ଗଙ୍କ ପାଇଁ ଯେପରି ଅତ୍ୟାବଶ୍ୟକ ପାଲଟିଯାଇଛି। ଏଥିରୁ ବାଦ୍‌ ବି ପଡୁନାହାନ୍ତି କୁନିକୁନି ପିଲା। ଅଧିକାଂଶ ସମୟ ସେମାନେ ଟିଭି କିମ୍ବା ଫୋନ୍‌ରେ ବିତାଉଛନ୍ତି। ଏଣୁ ପାଠପଢ଼ା ବ୍ୟାହତ ହେବା ସହ ଆଖି, ମସ୍ତିଷ୍କ ରୋଗର ଶିକାର ହେଉଛନ୍ତି…

ସେଲିବ୍ରିଟିଙ୍କ ଟାଟୁ

* ବିଶ୍ୱ ସୁନ୍ଦରୀ ପ୍ରିୟଙ୍କା ଚୋପ୍ରା ନିଜ ହାତରେ ଟାଟୁ ବନେଇ ଲେଖିଛନ୍ତି ‘ଡାଡିସ୍‌ ଲିଲ୍‌ ଗର୍ଲ’। ନିଜ ବାପାଙ୍କ ଉଦ୍ଦେଶ୍ୟରେ ସେ ଏହି ଟାଟୁ ବନେଇଛନ୍ତି। * ସେହିଭଳି ଅଭିନେତ୍ରୀ ଆଲିଆ ଭଟ୍ଟ ନିଜ ବେକ ମୂଳରେ ହିନ୍ଦୀ ଅକ୍ଷରରେ…

ଦୁଇ ବାଇକ୍‌ ମୁହାଁମୁହିଁ: ଚାଳକ ଦ୍ୱୟଙ୍କ ଜୀବନଗଲା, ୨ ଗୁରୁତର

ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କଡ଼ମ୍ବା ଛକରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବ୍ରାହ୍ମଣୀଗାଁ ଥାନା କୁମ୍ଭାରିଗାଁ ପଞ୍ଚାୟତ ରାଜନଗଡ଼ ଗ୍ରାମର ପାଉଲ…

ଫଡନବିସଙ୍କ ପାଇଁ ସମସ୍ୟା ଆଣିପାରେ ସଂଖ୍ୟା ଗରିଷ୍ଠତା

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତି ନୂଆ ମୋଡ ନେଇଥିବା ବେଳେ ଏବେ ସମସ୍ତଙ୍କ ନଜର ଫଡନବିସ ସରକାରଙ୍କ ଉପରେ। ରାତାରାତି ମେଣ୍ଟ ଓ ପରେ ଦେବେନ୍ଦ୍ର ଫଡନବିସ ମୁଖ୍ୟମନ୍ତ୍ରୀ ଓ ଅଜିତ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ସମସ୍ତଙ୍କୁ ଚକିତ କରିଛନ୍ତି…

ସ୍ତ୍ରୀଙ୍କୁ ମନାଇବା ପାଇଁ ଛାତିରେ ଟାଟୁ ଆଙ୍କି ବାର୍ତ୍ତା ଲେଖିଲେ ସ୍ବାମୀ

ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଧୋକ୍କା ଦେଇଥିଲେ। ଏହା ପରେ ସ୍ତ୍ରୀ ତାଙ୍କୁ ଛାଡ଼ି ଚାଲିଗଲେ। କିନ୍ତୁ ବ୍ୟକ୍ତିଜଣକ ଚାହୁଁ ନ ଥିଲେ ସ୍ତ୍ରୀଙ୍କଠାରୁ ଦୂରେଇ ରହିବାକୁ। ସ୍ତ୍ରୀଙ୍କୁ ଫେରି ପାଇବା ପାଇଁ ସେ ଏକ ଭିନ୍ନ ତରିକା ଆପଣାଇଛନ୍ତି। ଦିଲ୍ଲୀର ଜୋସ୍‌…

ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ୧୫ ପ୍ରତିଶତ କମିଛି: ଗ୍ଲୋବାଲ୍‌ ଟେରୋରିଜିମ୍‌ ଇଣ୍ଡେକ୍ସ୍‌

ଓ୍ବାଶିଂଟନ,୨୩।୧୧: ପୃଥିବୀରେ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ୨୦୧୭ ତୁଳନାରେ ୨୦୧୮ରେ ୧୫ ପ୍ରତିଶତ କମିଛି। ଏନେଇ ଗ୍ଲୋବାଲ୍‌ ଟେରୋରିଜିମ୍‌ ଇଣ୍ଡେକ୍ସ୍‌-୨୦୧୯ରେ ରିପୋର୍ଟ ପ୍ରକାଶ ପାଇଛି। ତେବେ ଗୋଟିଏ ବର୍ଷ ମଧ୍ୟରେ ଆତଙ୍କବାଦ ପ୍ରଭାବିତ ଦେଶଙ୍କ ସଂଖ୍ୟା ୭୧ରେ ପହଞ୍ଚିଛି। ୨୦୦୨ ପରେ ଦକ୍ଷିଣ…

‘ଧରିତ୍ରୀ’ ପ୍ରଭାବ: ବାୟୋମେଟ୍ରିକ୍‌ ମେଶିନ୍‌ରେ ଠକେଇ କରି ପିଡିଏସ୍‌ ସାମଗ୍ରୀ ହରିଲୁଟ୍‌ ଘଟଣାର ତଦନ୍ତ ଆରମ୍ଭ

ଯୋଡ଼ା,୨୩।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବାଲାଗୋଡ଼ା ପଞ୍ଚାୟତରେ ବାୟୋମେଟ୍ରିକ ମେଶିନରେ ଟିପ ଚିହ୍ନ ଠକେଇ କରି ‘ପିଡିଏସ ସାମଗ୍ରୀ ହରିଲୁଟ୍‌ ନେଇ ଅଭିଯୋଗ କଲେ ହିତାଧିକାରୀ’ ଶୀର୍ଷକ ଧରିତ୍ରୀରେ ଗତ ତା ୨୦.୧୧.୧୯ରେ ଏକ ଖବର ପ୍ରକାଶ ପାଇଥିଲା। ଏହା…

ମେକ୍ସିକୋର ସୌଖୀନ ଜୀବ

ଈଶ୍ୱରଙ୍କ ସୃଷ୍ଟି ଅତି ବିଚିତ୍ର। ସାରା ବିଶ୍ୱରେ କେତେ ଯେ ପ୍ରାଣୀ ଅଛନ୍ତି ତା’ର କୌଣସି କଳନା ନାହିଁ। ପ୍ରତ୍ୟେକ ପୁଣି ଭିନ୍ନ ଭିନ୍ନ। ସେହିଭଳି ଏକ ସୌଖୀନ ପ୍ରାଣୀ ରହିଥାଏ ମେକ୍ସିକୋରେ । ଯାହାର ପ୍ରାଣୀବୈଜ୍ଞାନିକ ନାମ ହେଉଛି ‘ଆକ୍‌ଜୋଲୋଟ୍‌ଲ’।…

କ୍ରିକେଟ ଆଉ ରାଜନୀତିରେ କିଛି ବି ହୋଇପାରେ : ଗଡକରି

ନୂଆଦିଲ୍ଲୀ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ସୃଷ୍ଟି ହୋଇଥିବା ଇତିହାସକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ନୀତିନ ଗଡକରି କହିଛନ୍ତି, ମୁଁ ପୂର୍ବରୁ କହିଥିଲି କ୍ରିକେଟ ଓ ରାଜନୀତରେ କିଛିବି ହୋଇପାରେ। ଏବେ ଆପଣମାନେ…

ନୀଳ ନୟନା ନିଶାରେ ହୋଇଥିଲେ ଅନ୍ଧୁଣୀ

ମଣିଷକୁ ବିଭିନ୍ନ ପ୍ରକାରର ନିଶା ଘାରିଥଏ। ତା’ ଭିତରେ ସୁନ୍ଦର ଦେଖାଯିବାର ନିଶା ଅନ୍ୟତମ। ବେଳେ ବେଳେ ଏଇ ନିଶାରେ ମଣିଷ ନିଜ ଜୀବନକୁ ବିପଦରେ ପକାଇବାକୁ ବି ପଛାଇ ନ ଥାଏ। ଠିକ୍‌ ଯେମିତି ଅଷ୍ଟ୍ରେଲିଆ, ନ୍ୟୁ ସାଉଥଓ୍ବେଲ୍ସର ୨୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri