Home

ବଡ଼ଦିନ ପାଇଁ ସବୁଠି କଡ଼ା ସୁରକ୍ଷା

ଫୁଲବାଣୀ ଅଫିସ,୨୫ା୧୨ : କନ୍ଧମାଳ ଜିଲାରେ ବୁଧବାର ବଡ଼ଦିନ ପାଳନ ବେଳେ ଯେପରି କିଛି ଅପ୍ରୀତିକର ପରିସ୍ଥିତି ନ ଉପୁଯିବ, ସେନେଇ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସବୁଠି କଡ଼ା ନଜର ରଖାଯାଇଥିବା ଏସ୍‌ପି ପ୍ରତୀକ ଗୀତା ସିଂ…

ଓ୍ବାନ ନେଶନ, ଓ୍ବାନ ରାଶନ:ବଦଳିବ ରାଶନ କାର୍ଡ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):କେବଳ ରାଜ୍ୟ ନୁହେଁ, ଦେଶର ଯେ କୌଣସି ସ୍ଥାନରୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ଏସ୍‌ଏ)ରେ ସାମିଲ ହୋଇଥିବା ହିତାଧିକାରୀମାନେ ସେମାନଙ୍କର ରାଶନ ନେଇପାରିବେ। ସମଗ୍ର ଦେଶ ପାଇଁ ଗୋଟିଏ ପ୍ରକାର ରାଶନକାର୍ଡ ପ୍ରଚଳନ ହେବ। ସେଥିରେ ରାଜ୍ୟ ସରକାରଙ୍କର କୌଣସି ନିୟନ୍ତ୍ରଣ…

ଗଞ୍ଜାମ ଲୋକକଳା ଓ ସଂସ୍କୃତିର ଭୂମି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ, ୨୫ା୧୨:ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ୫ ଦିନଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ସେ କହିଥିଲେ, ଗଞ୍ଜାମ…

୨୭ରେ ହେବ ଯୁକ୍ତ୨ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଆସନ୍ତା ୨୭ ତାରିଖରେ ଯୁକ୍ତ୨ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମଙ୍ଗଳବାର ଲୋକସେବା ଭବନଠାରେ ବିଭାଗ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ମଧ୍ୟରେ…

ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଜାମିନ ହାଇକୋର୍ଟରେ ଖାରଜ

କଟକ ଅଫିସ,୨୫ା୧୨- ଗତ ସାଧାରଣ ନିର୍ବାଚନରେ ଆସ୍କା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଭଗବାନ ସାହୁଙ୍କ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ହତ୍ୟାକାଣ୍ଡ ସମ୍ପର୍କିତ ପ୍ରାଥମିକ ପ୍ରମାଣ ଅଭିଯୁକ୍ତଙ୍କ ବିରୋଧରେ ରହିଛି।…

ଗମ୍ଭୀର ସ୍ଥିତିରେ ଅର୍ଥ ବ୍ୟବସ୍ଥା:ତ୍ୱରିତ ପଦକ୍ଷେପ ନେବାକୁ ଆଇଏମ୍‌ଏଫ୍‌ର ପରାମର୍ଶ

ଓ୍ବାଶିଂଟନ,୨୫ା୧୨:ଭାରତୀୟ ଅର୍ଥ ବ୍ୟବସ୍ଥା ଏବେ ଗମ୍ଭୀର ସ୍ଥିତିରେ ରହିଛି। ଏହି ସମୟରେ ସରକାର ନୀତିଗତ ଭାବେ ତ୍ୱରିତ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ଭାରତ ବିଶ୍ୱ ଅଭିବୃଦ୍ଧିର ପ୍ରମୁଖ ଇଞ୍ଜିନ ହୋଇଥିବାରୁ ସରକାର ଏହାକୁ ଧ୍ୟାନରେ ରଖି ପଦକ୍ଷେପ ନେବାକୁ ଅନ୍ତର୍ଜାତୀୟ…

ଜେଏସ୍‌ଡବ୍ଲ୍ୟୁ ଅଫିସରେ ଭଙ୍ଗାରୁଜା: ୧୦ କୋର୍ଟଚାଲାଣ

ପାରାଦୀପ,୨୫ା୧୨(ସ୍ବ.ପ୍ର.): ସହରର ପ୍ରଶାସନିକ ଭବନ ନିକଟରେ ଥିବା ପାରାଦୀପ ଭବନରେ ମଙ୍ଗଳବାର ତୁମୁଳକାଣ୍ଡ ଘଟିଛି। ଭବନର ତୃତୀୟ ଓ ଚତୁର୍ଥ ମହଲାରେ ଥିବା ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ ଏବଂ ଜେଏସ୍‌ଡବ୍ଲ୍ୟୁ ପୋର୍ଟ ଟର୍ମିନାଲ ଅଫିସରେ ସୋବୁ (ଷ୍ଟୁଡେଣ୍ଟ ଅରଗାନାଇଜେଶନ୍‌ ଅଫ୍‌ ବିଜୁ…

ପାରାଦୀପ ପୌର ପ୍ରଶାସନର ସମନ୍ବୟ ବୈଠକ: କୌଶଳ ବିକାଶରେ ସାମିଲ ହେବେ କିନ୍ନର

ପାରାଦୀପ,୨୫ା୧୨(ସ୍ବ.ପ୍ର.): ସମାଜରେ ବଞ୍ଚତ୍ବାକୁ କିନ୍ନରମାନେ ଅନେକ ସଂଘର୍ଷ କରିଥାନ୍ତି। ସେମାନଙ୍କ ରୋଜଗାର ଉତ୍ସଶୈଳୀ ଭିନ୍ନ ହୋଇଥାଏ। ତେଣୁ ଏସବୁକୁ ପରିବର୍ତ୍ତନ କରିବା ପାଇଁ ଏବେ ସରକାରୀ ଭାବେ ପ୍ରୟାସ ଆରମ୍ଭ ହୋଇଛି। ମଙ୍ଗଳବାର ପାରାଦୀପ ପୌର ପ୍ରଶାସନିକ ଭବନରେ କିନ୍ନରଙ୍କ ଅଧିକାର…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ…

ଡାଇବେଟିସ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହଁନ୍ତି ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡେ। ଡାଇବେଟିସ ଯୋଗୁ ଶରୀରରେ ଉପଯୁକ୍ତ ମାତ୍ରାରେ ଇନସୁଲିନ ତିଆରି ବନ୍ଦ ହୋଇଯାଏ। ନ୍ୟୁଟ୍ରିସନ୍‌ ଅଭାବ…

ପୁରୀ ବେଳାଭୂମିରେ ବୃହତ୍‌ ଥ୍ରୀଡି ବାଲୁକା ସାନ୍ତା କ୍ଲଜ: ଗୋ ଗ୍ରୀନ୍‌ର ବାର୍ତ୍ତା ଦେଇଛନ୍ତି ସୁଦର୍ଶନ

ପୁରୀ ଅଫିସ, ୨୪ା୧୨: ପବିତ୍ର ବଡ଼ଦିନ ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରସ୍ତୁତ କରିଛନ୍ତି ବୃହତ୍‌ ଥ୍ରୀଡି ବାଲୁକା ସାନ୍ତାକ୍ଲଜ। ଖ୍ରୀଷ୍ଟମାସ ଅବସରରେ ପରିବେଶକୁ ସୁସ୍ଥ ରଖିବା ସହ ବିଶ୍ୱବାସୀଙ୍କୁ…

ବୁଧବାର ରାତି ୮ଟା ୨୦ରୁ ପାକତ୍ୟାଗ; ରାତିତମାମ ଉଜାଗର ରହିବେ ମହାପ୍ରଭୁ

ପୁରୀ ଅଫିସ, ୨୪ା୧୨: ଆସନ୍ତା ୨୬ ତାରିଖ ପୌଷ ଅମାବାସ୍ୟାରେ ହେବ ଖଣ୍ଡଗ୍ରାସ କେତୁଗ୍ରସ୍ତ ସୂର୍ଯ୍ୟୋପରାଗ। ଗୁରୁବାର ସକାଳ ୮ଘଣ୍ଟା ୨୦ ମିନିଟ୍‌ ୮ ସେକେଣ୍ଡରେ ପରାଗ ସ୍ପର୍ଶ ହୋଇ ୩ ଘଣ୍ଟା ୯ ମିନିଟ୍‌ ପର୍ଯ୍ୟନ୍ତ ରହିବ। ସକାଳ ୯ଟା…

ଆଇଟିଆର୍‌ ଲଞ୍ଚପ୍ୟାଡ୍‌ରୁ ‘ପିନାକା’ର ୩ଥର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌) ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ବହୁମୁଖୀ ରକେଟ ଲଞ୍ଚର ‘ପିନାକା’ର ୩ଥର ପରୀକ୍ଷଣ କରାଯାଇଛି। ଏସବୁ ପରୀକ୍ଷଣ ସଫଳ ହୋଇଥିବା ଆଇଟିଆର ପକ୍ଷରୁ ସୂଚନା ଦିଆଯାଇଛି। ଭାରତୀୟ ବାୟୁସେନାରେ ‘ପିନାକା’ ରକେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri