Home

ସନ୍ନିଙ୍କ ଫୁଟ୍‌ବଲ ପ୍ରେମ

ମୁମ୍ବାଇ: ବଲିଉଡ୍‌ ନାୟିକା ସନ୍ନିି ଲିଓନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରୁହନ୍ତି। ଫ୍ୟାନ୍‌ମାନଙ୍କ ସହ ଯୋଡ଼ିହୋଇ ରହିବାକୁ ସନ୍ନି ଇନ୍‌ଷ୍ଟାଗ୍ରାମରେ ନିଜର ଟିକିନିଖି ଅପ୍‌ଡେଟ୍‌ସ ଦେଇଥାନ୍ତି। ଏହି କ୍ରମରେ ଏକ ନୂଆ ଭିଡିଓ ସନ୍ନି ନିଜ ଇନ୍‌ଷ୍ଟାଗ୍ରାମ୍‌ ହ୍ୟାଣ୍ଡେଲ୍‌ରେ ଶେୟାର…

ଇତିହାସ ପାଲଟିବ ‘ଗଧ’

ନୂଆଦିଲ୍ଲୀ: ନିର୍ବୁଦ୍ଧିଆ ପ୍ରାଣୀ ଭାବେ ଦୁର୍ନାମ ମୁଣ୍ଡାଇଛି ଗଧ। ଏପରି କି ‘ଗଧ’ ନଁ। ଶୁଣିଲେ ମନରେ ଭିନ୍ନ ଭାବନା ସୃଷ୍ଟି ହୁଏ। ଦୀର୍ଘଦିନ ଧରି ଆମ ସମସ୍ତଙ୍କ ମାନସିକସ୍ତରରେ ଏହି ପ୍ରାଣୀଙ୍କୁ ନେଇ ନକାରାତ୍ମକ ଭାବନା ପୂରାଇ ଦିଆଯାଇଛି। ହେଲେ…

ସାମ୍‌ନାକୁ ଆସିଲେ ରାଖୀ ସାଓ୍ବନ୍ତଙ୍କ ଝିଅ

ମୁମ୍ବାଇ : ନିଜର ଅଜବ୍‌ କାର୍ଯ୍ୟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରୁଥିବା ବଲିଉଡ୍‌ର ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ବାହାହେବାର ୩ ମାସ ପରେ ତାଙ୍କ ଝିଅ ସାମ୍‌ନାକୁ ଆସିଛନ୍ତିି। ହଠାତ୍‌ ସମସ୍ତଙ୍କୁ…

ଗଛରେ ଫଳୁଛି ୪୦ ପ୍ରକାର ଫଳ

ନ୍ୟୁୟର୍କ: ଆଜିର ବିଜ୍ଞାନ ଯୁଗରେ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ଦ୍ୱାରା ଅନେକ ଅସମ୍ଭବକୁ ସମ୍ଭବ କରିହେଉଛି। ବୈଜ୍ଞାନିକମାନେ ରିସର୍ଚ୍ଚ କରିବା ସହ ବିଭିନ୍ନ ଟେକ୍‌ନିକ୍‌ ପ୍ରୟୋଗ କରି ବହୁ ଅବିଶ୍ୱସନୀୟ ଜିନିଷ ଖୋଜି ବାହାର କରିଛନ୍ତି। ଏହି କ୍ରମରେ ନ୍ୟୁୟର୍କ ସେରାକୁଜ୍‌…

କାମ ଦେଲା ମୋଦି-ଶାହଙ୍କ ମାଷ୍ଟ୍ରର ଷ୍ଟ୍ରୋକ୍‌

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ଡୋର ଧରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ମାଷ୍ଟର ଷ୍ଟ୍ରୋକ୍‌ କାମ ଦେଇଛି। ରାତିକ ମଧ୍ୟରେ ରାଜ୍ୟର…

ସୋନିଆ, ଉଦ୍ଧବଙ୍କ ସହ ବୈଠକ କଲେ ଶରଦ: ସରକାର ଗଢିଲେ ଅଜିତ

ମୁମ୍ବାଇ,୨୩।୧୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏମିତି ପରିବର୍ତ୍ତନ ହୋଇଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ରାତାରାତି ଓଲଟି ଯାଇଛି ସବୁକିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଶିବସେନା ମୁଖ୍ୟମନ୍ତ୍ରୀ ଆସନରେ ବସିବ ବୋଲି ଆଲୋଚନା ହେଉଥିବା ବେଳେ ଶନିବାର ସକାଳୁ କିନ୍ତୁ ମ୍ୟୁଜିକ…

‘ଟାଇମ୍ସ’ ହାୟର ଏଜୁକେଶନ ୱାର୍ଲଡ୍‌ ର଼୍ୟାଙ୍କିଙ୍ଗ୍‌ରେ ସୋଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ) : ‘ଟାଇମ୍ସ’ ହାୟର ଏଜୁକେଶନ ୱାର୍ଲଡ୍‌ ର଼୍ୟାଙ୍କିଙ୍ଗ୍‌ରେ ପୁଣି ସ୍ଥାନ ପାଇଛି ସୋଆ ବିଶ୍ୱବିଦ୍ୟାଳୟ। ପୂର୍ବ ଭାରତରେ ସୁଖ୍ୟାତି ଅର୍ଜନ କରିଥିବା ସୋଆ ବିଶ୍ୱବିଦ୍ୟାଳୟ ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଟାଇମ୍ସ ହାୟର ଏଜୁକେଶନ ୱାର୍ଲଡ୍‌ ରାଙ୍କିଙ୍ଗ୍‌ରେ ଭାରତରୁ ମନୋନୀତ…

ଚାଉଳ ଦୁର୍ନୀତି

ରାଉରକେଲାସ୍ଥିତ ଏଫ୍‌ସିଆଇ ଚାଉଳ ଗୋଦାମରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଯୋଗାଣ ବିଭାଗ ଓ ଏଫ୍‌ସିଆଇର କେତେଜଣ ଅସାଧୁ କର୍ମଚାରୀଙ୍କ ଭିତିରି ସମ୍ପର୍କ ଯୋଗୁ ଏହାର ଚେର ବଢ଼ିଥିଲା । ଏ କଥା ପଦାକୁ ଆସିବା ପରେ ନାନା ଚର୍ଚ୍ଚା ସାମନାକୁ…

ଜିରୋରେ ପାଭିଲିୟନ୍‌ ଫେରିଲା ଶିବସେନା: ମିଳିଲାନି ମୁଖ୍ୟମନ୍ତ୍ରୀ ପଦ; ହେଲାନି ୫୦-୫୦

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଐତିହାସିକ ମୋଡ଼ ଆସିଛି। ଏଭଳି ଘଟଣା ଅପ୍ରତ୍ୟାଶିତ ବୋଲି କୁହାଯାଉଛି। ସରକାର ଗଠନ ପାଇଁ ଶିବସେନା-ଏନ୍‌ସିପି ଏବଂ କଂଗ୍ରେସ ମଧ୍ୟରେ ଆଲୋଚନା ପରେ ଆଲୋଚନା ଜାରି ରହିଥିଲା। ତେବେ ଏନ୍‌ସିପିର ଅଜିତ୍‌ ପାଓ୍ବାର ଭାଜପା ସହିତ ମିଶି…

ପିଆଜ ଦରରେ ନିଆଁ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ରାଜ୍ୟରେ ପିଆଜ ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ବଜାରରେ ପିଆଜ ମୂଲ୍ୟ କିଲୋ ପିଛା ୮୦ରୁ ୯୦ ଟଙ୍କାରେ ବିକ୍ରି ହୋଇଥିଲା। ପ୍ରାୟ ଦେଢ଼ମାସ ଧରି ପିଆଜର ବର୍ଦ୍ଧିତ ମୂଲ୍ୟ ଯୋଗୁ ସାଧାରଣ ଲୋକେ ଅତିଷ୍ଠ…

ଜାନୁୟାରୀ ୨୦ରୁ ଭୁବନେଶ୍ୱର-ସୁରଟ ବିମାନ ସେବା

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ଆସନ୍ତା ବର୍ଷ ଜାନୁଆରୀ ୨୦ରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ଏୟାର ଇଣ୍ଡିଆ ନୂଆ ବିମାନ ଚଳାଚଳ କରିବ। ଏ ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଟୁଇଟ କରି ସୂଚନା ଦେଇଛନ୍ତି। ଏୟାର ଇଣ୍ଡିଆ କର୍ତ୍ତୃପକ୍ଷ ତାଙ୍କୁ ସୂଚନା ଦେଇଥିବା…

ଓଡ଼ିଶାକୁ ସ୍ବଚ୍ଛ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ସ୍ବଚ୍ଛତା ଲାଗି ଓଡିଶାକୁ ‘ଇଣ୍ଡିଆ ଟୁଡେ’ ଗ୍ରୁପ ପକ୍ଷରୁ ସର୍ବାଧିକ ସ୍ବଚ୍ଛ ରାଜ୍ୟ ଭାବେ ପୁରସ୍କୃତ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ପଞ୍ଚାୟତିରାଜ, ପାନୀୟ ଜଳ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର ନୂଆଦିଲ୍ଲୀଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri