ବିନୋଦଙ୍କ ପ୍ରତି ଆକ୍ରୋଶ ନ ଥିଲା: ଇଦୁଲ୍ଜୀ
ମୁମ୍ବାଇ,୨୨ା୧୦ (ପି.ଟି.)-ଦୀର୍ଘ ୩୩ମାସ ଧରି ଭାରତୀୟ କ୍ରିକେଟ ପରିଚାଳନା ଦାୟିତ୍ୱରେ ରହିଥିବା ସୁପ୍ରିମ୍କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି (ସିଓଏ)ର ଅନ୍ତିମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଏକ ଖବରଦାତା ସମ୍ମିଳନୀରେ ସିଓଏର ଅନ୍ୟତମ ସଦସ୍ୟା ଡାଏନା ଇଦୁଲ୍ଜୀ…
ଭାରତର କ୍ଲିନ୍ ସୁଇପ୍: ଦକ୍ଷିଣ ଆଫ୍ରିକାର ଇନିଂସ ପରାଜୟ; ରୋହିତ ପ୍ଲେୟାର ଅଫ୍ ଦି ମ୍ୟାଚ୍ ଓ ସିରିଜ
ରାଞ୍ଚି,୨୨।୧୦(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ କ୍ରିକେଟ ଦଳ ଆଉ ୨ ଉଇକେଟ ହାସଲ କରି ଶେଷରେ ବିଜୟର ଔପଚାରିକତା ପୂରଣ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍ରେ ଭାରତ ମଙ୍ଗଳବାର ଚତୁର୍ଥ ଦିବସରେ ଏକ…
ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଛେଦ କରାଯାଉ: ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ,୨୨ା୧୦: ଓଡ଼ିଶା ହିନ୍ଦୁ ଦେବୋତ୍ତର ଅଧିନିୟମ ୧୯୫୧କୁ ସଂଶୋଧନ କରିଛନ୍ତି ରାଜ୍ୟ ସରକାର। ଏହି ଅଧିନିୟମରୁ ଗୋବର୍ଦ୍ଧନ ମଠକୁ ବାଦ୍ ଦିଆଯାଇଛି। ଏଣିକି ଏହି ମଠ ଉପରେ ସରକାରଙ୍କର କୌଣସି ନିୟନ୍ତ୍ରଣ ରହିବ ନାହିଁ। ସମସ୍ତ ପରିଚାଳନାଗତ କାର୍ଯ୍ୟ ଶଙ୍କରାଚାର୍ଯ୍ୟଙ୍କ…
ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା…
ରାଜସ୍ଥାନ ପରେ ଏବେ ଉତ୍ତରପ୍ରଦେଶରେ ଟିକସମୁକ୍ତ ହେଲା ‘ସାଣ୍ଢ କି ଆଖ୍’
ମୁମ୍ବାଇ: ଶୁକ୍ରବାର ପରଦାକୁ ଆସିବ ତାପସୀ ପନ୍ନୁ- ଭୂମି ପେଡନେକର ଅଭିନୀତ ଫିଲ୍ମ ‘ସାଣ୍ଢ କି ଆଖ୍’। ମହିଳା ସଶକ୍ତିକରଣ ବିଷୟବସ୍ତୁ ଉପରେ ଆଧାରିତ ଏହି ଫିଲ୍ମଟିକୁ ସମାଲୋଚକମାନେ ପ୍ରଶଂସା କରୁଛନ୍ତି। ପୂର୍ବରୁ ଫିଲ୍ମଟିକୁ ରାଜସ୍ଥାନରେ କରମୁକ୍ତ(ଟ୍ୟାକ୍ସ ଫ୍ରି) କରାଯାଇଥିବା ବେଳେ…
ସୋସିଆଲ ମିଡିଆରେ ଅପପ୍ରଚାର କରୁଥିବା ଅଭିଯୋଗ, ପୁରୀଘାଟ ଥାନାରେ ଅନୁଭବଙ୍କ ନାମରେ ଏତଲା ଦେଲେ ମଞ୍ଜିତ
କଟକ ଅଫିସ,୨୨।୧୦: କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତି ଏବଂ ଛାତ୍ର ବିଜେଡି ଉପସଭାପତି ମଞ୍ଜିତ ଦାସଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ତିକ୍ତତା ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଅନୁଭବଙ୍କ ନାମରେ କଟକ ପୁରୀଘାଟ ଥାନାରେ ମଙ୍ଗଳବାର ମାନହାନୀ ଅଭିଯୋଗ କରିଛନ୍ତି ମଞ୍ଜିତ।…
ନନ୍ଦନକାନନ ଆସିଲା ଆନାକୋଣ୍ଡା
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଗୋଟିଏ ପଟେ ବନ୍ୟଜନ୍ତୁଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚାରେ ରହୁଥିବା ନନ୍ଦନକାନନକୁ ମଙ୍ଗଳବାର ପୁଣି ନୂତନ ଅତିଥି ଆସିଛନ୍ତି। ମାଡ୍ରାସ କ୍ରୋକୋଡାଇଲ ବ୍ୟାଙ୍କରୁ ନନ୍ଦନକାନନ ଆସିଛି ହଳଦିଆ ଆନାକୋଣ୍ଡା। ଏଥିରେ ୪ଟି ଅଣ୍ଡିରା ଥିବା ବେଳେ ୪ଟି ମାଇ ରହିଛିି। ଏଥିସହ…
ଏହି କ୍ରିକେଟରଙ୍କ ଭାଇ ବି କ୍ରିକେଟରେ ଜଲଓ୍ବା ଦେଖାଇବାକୁ ଯାଉଛନ୍ତି
କୋଲକାତା,୨୨।୧୦: ଭାରତୀୟ ଦଳର ପେସ୍ ବୋଲର ମହମ୍ମଦ ସାମି ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ରେ ଭଲ ପ୍ରଦର୍ଶନ କରିଛନ୍ତି। ସାମିଙ୍କ ପରି ତାଙ୍କ ସାନ ଭାଇ ମହମ୍ମଦ କୈଫ ମଧ୍ୟ କ୍ରିକେଟରେ ଗୋଟିଏ ପରେ ଗୋଟିଏ ସଫଳତାର ପାହାଚ ଚଢି…
କେବଳ ଖାଦ୍ୟକୁ ସ୍ବାଦିଷ୍ଟ ନୁହେଁ ବରଂ ଦୃଷ୍ଟି ଶକ୍ତିକୁ ବି ବଢ଼ାଇଥାଏ ଟୋମାଟୋ
ଆଜିକାଲି ଦୈନନ୍ଦିନ ଜୀବନରେ ଲୋକମାନେ କାର୍ଯ୍ୟବ୍ୟସ୍ତ ରହୁଥିବା ବେଳେ ଫିଟ୍ ରହିବା ଜରୁରୀ ହୋଇପଡ଼ିଛି। ଭଲ ସ୍ବାସ୍ଥ୍ୟ ପାଇବା ପାଇଁ ଲୋକେ ବିଭିନ୍ନ ପ୍ରକାରର ଫଳ ଓ ପନିପରିବା ଖାଇଥାନ୍ତି। ହେଲେ ଭିନ୍ନ ଭିନ୍ନ ପନିପରିବା ଓ ଫଳର ନିଜର ସ୍ବତନ୍ତ୍ର…
ବଲିଉଡ୍ ସେଲିବ୍ରିଟିଙ୍କ ଘରେ ଦୀପାବଳି ସେଲିବ୍ରେଶନ
ମୁମ୍ବାଇ: ଦେଶର ପ୍ରମୁଖ ପର୍ବ ମଧ୍ୟରେ ଆଲୋକର ପର୍ବ ଦୀପାବଳି ଅନ୍ୟତମ। ଅଧର୍ମ ଉପରେ ଧର୍ମର ଜୟ ଓ ଅସତ୍ୟ ଉପରେ ସତ୍ୟର ଜୟକୁ ଦୀପାବଳି ଭାବେ ପାଳନ କରାଯାଏ। ଏଥିପାଇଁ ଗଁ।ରୁ ସହର ସବୁ ଉତ୍ସବମୁଖର ହୋଇଉଠେ। ଘରେ ଘରେ…
ଯେଉଁଠି ଚାଲେ ଭୂତଙ୍କ କୋର୍ଟ
ଦୁନିଆରେ ଅନେକ ପ୍ରକାରର କୋର୍ଟ ଦେଖିଥିବେ। ଯେଉଁଠାରେ ମଣିଷଙ୍କ ଉପରେ ମାମଲା ଚାଲେ ଏବଂ ଦଣ୍ଡବିଧାନ କରାଯାଏ। ଏଠାରେ କିନ୍ତୁ ଯେଉଁ କୋର୍ଟ ବିଷୟରେ ଆଲୋଚନା କରାଯାଉଛି, ତାହା ଦୁନିଆର ସବୁଠୁ ନିଆରା କୋର୍ଟ। କାରଣ ଏଠାରେ ମଣିଷ ନୁହଁନ୍ତି ବରଂ…
ମହିପୁର ବନାଞ୍ଚଳରୁ ବିପୁଳ ପରିମାଣର ଶାଳକାଠ ଜବତ
ନୂଆଗାଁ, ୨୨।୧୦(ଡି.ଏନ୍.ଏ.): ନୟାଗଡ଼ ଜିଲା ନୟାଗଡ଼ ବନଖଣ୍ଡ ମହିପୁର ବନାଞ୍ଚଳ ମହିତମା ଫରେଷ୍ଟ ସେକ୍ସନ ଅଧୀନ ନୂଆଗାଁ ଭାଲିଆପଦର ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ବିପୁଳ ପରିମାଣର ଶାଳ କାଠ ଜବତ କରିଛି। ପ୍ରକାଶ ଯେ, ଭାଲିଆପଦର ନିକଟରୁ ବିଶାଳ…
Archives


