କାର୍ ରାଇଡ୍ରୁ ବଦଳିଥିଲା ସମୀକରଣ
ମୁମ୍ବାଇ/ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ତିନୋଟି ଭିନ୍ନ ବିଚାରଧାରାର ଦଳର ମେଣ୍ଟକୁ ନେଇ ସରକାର ଗଢ଼ାଯିବା ପାଇଁ ସ୍ଥିର ହୋଇଛି। ଏହି ଅପ୍ରତ୍ୟାଶିତ ପଦକ୍ଷେପ ରାଜନୈତିକ ପର୍ଯ୍ୟବେକ୍ଷକ ଓ ଦିଲ୍ଲୀର ନେତାମାନଙ୍କୁ ବିସ୍ମିତ କରିଛି। ତେବେ ଏହି ବଡ଼ ରାଜନୈତିକ ଘଟଣାକ୍ରମ ପଛରେ ଦୁଇ…
ବିଧାନସଭା ଆଗରେ ଶିଳ୍ପୀ, କାରିଗରଙ୍କ ବିକ୍ଷୋଭ
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ରାଜ୍ୟରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ପାଇଁ କଞ୍ଚାମାଲ ଅଭାବ ଏକ ଗୁରୁତର ସମସ୍ୟା ହୋଇ ରହିଛି। ଜାତୀୟ ହସ୍ତତନ୍ତ ଉନ୍ନୟନ ନିଗମ ବା ଏନ୍ଏଚ୍ଡିସିରୁ ସୂତା କିଣିବାକୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ବାଧ୍ୟ କରୁଥିବାବେଳେ ଠିକଣା…
ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳିକାଙ୍କ ମୃତ୍ୟୁ
ଯାଜପୁର ଟାଉନ, ୨୩।୧୧ (ଡିଏନଏ): ଯାଜପୁର ସହର କୁସୁମା ନିକଟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ନାବାଳିକାଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ଜଣାପଡିଛି। ମୃତ ନାବାଳିକା ଦେବୀଦ୍ୱାର ଅଞ୍ଚଳର ନକୁଳ ଚମ୍ପିଆଙ୍କ ଝିଅ ତୁଳସୀ (୧୧) ବୋଲି…
ଗୁଞ୍ଜନ ଡ୍ୟାନ୍ସ ଏକାଡେମୀର ନୃତ୍ୟ, ସଙ୍ଗୀତ ଉତ୍ସବ ଉଦ୍ଘାଟିତ: ଜଗନ୍ନାଥ ମଙ୍ଗଳମ୍ରେ ମୁଗ୍ଧ ହେଲେ ଦର୍ଶକ
କଟକ ଅଫିସ,୨୩ା୧୧: ମଞ୍ଚରେ ହେଲା ପହଣ୍ଡି ବିଜେ ଆଉ ରଥଟଣା। ବାଜିଲା ‘ଚତର୍ଭୁଜ ଜଗନ୍ନାଥ କଣ୍ଠ ଶୋଭିତ କୌସ୍ତୁଭ’ ଗୀତ। ଜଗନ୍ନାଥ ମଙ୍ଗଳମ୍ ନୃତ୍ୟରେ ସୃଷ୍ଟି ହେଲା ଅପୂର୍ବ ପରିବେଶ। ଗୀତରେ ପ୍ରତି ପଦରେ ଓ ସଙ୍ଗୀତର ତାଳେତାଳେ ଜଗନ୍ନାଥ ସଂସ୍କୃତିକୁ…
ସିଲପଟ୍କୁ ଧକ୍କା ଦେଲା ଦୁରନ୍ତୋ ଏକ୍ସପ୍ରେସ୍
ରୂପ୍ସା, ୨୩।୧୧ (ଡି.ଏନ.ଏ.)/ ଭୁବନେଶ୍ୱର(ବ୍ୟୁରୋ): ହାଓଡ଼ାରୁ ଯଶୋବନ୍ତପୁରକୁ ଯାଉଥିବା ଦୁରନ୍ତୋ ଏକ୍ସପ୍ରେସ (ନଂ. ୧୨୨୪୫) ଶୁକ୍ରବାର ବାଲେଶ୍ୱରର ରୂପସା ଷ୍ଟେଶନରେ ଗୁରୁତର ଭାବେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କୌଣସି ଯାତ୍ରୀ ମୃତାହତ ହୋଇ ନ ଥିଲେ ମଧ୍ୟ ଟ୍ରେନ୍ର ବ୍ୟାପକ କ୍ଷତି…
ଇତିହାସ ରଚିଲା ଓଲିଉଡ୍: ଆମେରିକାରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର ‘ଛବିରାଣୀ’
କଟକ ଅଫିସ,୨୩ା୧୧: ଆଠ ଦଶନ୍ଧି ଅତିକ୍ରମ କରିବା ପରେ ଓଡ଼ିଆ ସିନେ ଜଗତ ତଥା ଓଲିଉଡ୍ ଏକ ଭିନ୍ନ ଧରଣରେ ଇତିହାସ ରଚିଛି। ପ୍ରଥମଥର ନିମନ୍ତେ ଓଡ଼ିଶାର ଏକ ଫିଲ୍ମ ଆମେରିକାର ହଲ୍ରେ ମୁକ୍ତିଲାଭ କରିବାକୁ ଯାଉଛି। ବହୁ ଚର୍ଚ୍ଚିତ ଛବିରାଣୀ…
ସମସ୍ତ ଭାରତୀୟ ଭାଷାରେ ଲକ୍ଷ୍ମଣ ନାୟକଙ୍କ ଜୀବନୀ ପ୍ରକାଶ କରାଯାଉ
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଶହୀଦ ଲକ୍ଷ୍ମଣ ନାୟକ ଥିଲେ ସରଳତା, ନିର୍ଭୀକତା ଓ ସଂଗ୍ରାମର ପ୍ରତୀକ। ଜନଜାତି ଅସ୍ମିତା ଓ ସ୍ବାଭିମାନର ସେ ଥିଲେ ପରିଚୟ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶକୁ ଜୀବନରେ ଅନୁସରଣ କରି ସେ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ଜଣେ ପରିଚିତ ଚେହେରାଭାବେ…
ଓଡ଼ିଆ ସଂସ୍କୃତି, ପରମ୍ପରା ସମ୍ପର୍କରେ ଜାଣିଲେ ୭ ଦେଶର ପ୍ରତିନିଧି
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଭାରତୀୟ କଳା, ସଂସ୍କୃତି, ପରମ୍ପରା ଓ ପାରିବାରିକ ମୂଲ୍ୟବୋଧ ସମ୍ପର୍କରେ ଅବଗତ ହେବାକୁ ୭ ରାଷ୍ଟ୍ରରୁ ଭାରତ ଆସିଥିବା ୩୨ଜଣିଆ ମହିଳା ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେମାନେ ସୋଆ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ସ୍ବତନ୍ତ୍ର…
ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ: ୫୫ ଘରୋଇ ପ୍ଲଟର ସରିଛି ବିକ୍ରି କବଲା
ପୁରୀ ଅଫିସ, ୨୩ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜମି ଅଧିଗ୍ରହଣ ଚାଲିଛିି। ଏହି ଜୋନ ମଧ୍ୟରେ ସମୁଦାୟ ୩୬୬ ପ୍ଲଟ ମଧ୍ୟରୁ ୧୮୫ ଘରୋଇ ପ୍ଲଟ ରହିଛିି। ଏହି ଘରୋଇ ପ୍ଲଟ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୫୫ ପ୍ଲଟ ସେଲ୍ଡିଡ୍ (ବିକ୍ରି…
ଜାପାନିଜ ଏନସେଫାଲାଇଟିସ୍ ଟିକାକରଣରେ ଅବ୍ୟବସ୍ଥା: ଜଣେ ଶିଶୁଙ୍କୁ ୪ ଦିନରେ ୨ଥର ଟିକା
ଜଗତ୍ସିଂହପୁର ଅଫିସ, ୨୩ା୧୧: ୧ରୁ ୧୫ ବର୍ଷର ଶିଶୁଙ୍କୁ କ୍ୟୁଲେକ୍ସ ମସା କାମୁଡାରେ ସୃଷ୍ଟ ମାରାତ୍ମକ ସଂକ୍ରମଣ ରୋଗରୁ ମୁକ୍ତି ପାଇଁ ଜାପାନିଜ ଏନସେଫାଲାଇଟିସ୍ ଟିକା ଦିଆଯାଉଛି। ଏହି ଅଭିଯାନ ଗତ ୧୧ ତାରିଖରୁ ଆରମ୍ଭ ହୋଇଛି। କୌଣସି ପିଲାଙ୍କୁ ଯେପରି…
ପାରାଦୀପ ପୌରପାଳିକାର ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ: ଅନ୍ୟ ପୌରାଞ୍ଚଳ ପାଇଁ ଆଦର୍ଶ
ପାରାଦୀପ,୨୩ା୧୧(ସ୍ବ.ପ୍ର.): ଇଚ୍ଛାଶକ୍ତି ସୁଦୃଢ଼ ରହିଲେ ଖତଗଦାରେ ବି ଫୁଲ ଫୁଟେ। ଦୈନନ୍ଦିନ ଚଳଣିରେ ସୃଷ୍ଟ ଆବର୍ଜନାକୁ ନେଇ ଏବେ ସାରା ଦେଶରେ ସ୍ବଚ୍ଛ ଭାରତର ନାରା ଚାଲିଛି। ଅପରପକ୍ଷେ ମହିଳାଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ଜୀବିକା…
ରେଳପଥ ଆନ୍ଦୋଳନର କର୍ଣ୍ଣଧାର: ପୂର୍ବତନ ଏମ୍ପି ଶିବାଜୀ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧନା
ନୟାଗଡ଼ ଅଫିସ,୨୩।୧୧: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ତଥା ପୂର୍ବତନ ଏମ୍ପି ଶିବାଜୀ ପଟ୍ଟନାୟକଙ୍କୁ ଶୁକ୍ରବାର ନୟାଗଡ଼ ରେଳ ଷ୍ଟେଶନଠାରେ ସ୍ବାଗତ କରାଯାଇଛି। ରେଲୱେ ଆନ୍ଦୋଳନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବତନ ଏମ୍ପି ଶିବାଜୀଙ୍କୁ ସ୍ବାଗତ କରାଯାଇ ସମ୍ବର୍ଦ୍ଧନା ଦିଆଯାଇଥିଲା।…
Archives


