ଅପରେଶନ ସଫଳ: ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଆତ୍ମହତ୍ୟା ଧମକ ଦେଉଥିବା ବ୍ୟକ୍ତି ଉଦ୍ଧାର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତରେ ଚଢ଼ି ଆତ୍ମହତ୍ୟା କରିବାକୁ ଧମକ ଦେଉଥିବା ବ୍ୟକ୍ତି ଦୀର୍ଘ ତିନି ଘଣ୍ଟାର ମାରାଥନ ଅପରେଶନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ଅଗ୍ନିଶମ ବିଭାଗର ବ୍ରୁଣ୍ଟୋ ସାଏ ଲିଫ୍ଟ ଟିମ୍…
ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ
ବୌଦ୍ଧ,୨୨।୧୧(ସ୍ବ.ପ୍ର.): ସମଗ୍ର ଦେଶରେ ଦୁର୍ବଳ ଅର୍ଥନୀତି ଓ ଦରବୃଦ୍ଧି ପ୍ରତିବାଦରେ ବୌଦ୍ଧ ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। କଣ୍ଟାମାଳର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ସାହୁଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ମଧ୍ୟାହ୍ନ ୧୨ଟାରୁ ଜିଲାପାଳଙ୍କ କାର୍ଯ୍ୟାଳୟ…
ତାରକା ମହିଳା ଡିଫେଣ୍ଡର
ଇମ୍ପାଲରେ ଜନ୍ମିତ ଆଶାଲତା ଦେବୀ ଏଏଫ୍ସି ପ୍ଲେୟାର ଅଫ୍ ଦି ଇୟର ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଜଣେ ଗୋଲକିପର ହେବାକୁ ଚାହୁଁଥିଲେ ମଧ୍ୟ ସେ ସମୟକ୍ରମେ ଡିଫେଣ୍ଡର ବନିଯାଇଥିଲେ। ତାଙ୍କ ନେତୃତ୍ୱରେ ଭାରତ ସାଫ୍ ଚାମ୍ପିୟନଶିପ୍ ଟାଇଟଲ ଜିତିଥିଲା। ତାଙ୍କ…
ପିଙ୍କ୍ ବଲ୍ କ୍ରିକେଟ
ଏପର୍ଯ୍ୟନ୍ତ ୧୧ଟି ପିଙ୍କ୍ ବଲ୍ ଟେଷ୍ଟ ସଫଳତାର ସହ ଆୟୋଜନ ହୋଇଛି। ଅବଶ୍ୟ ଥରେ ମାତ୍ର ମହିଳା ଦିବାରାତ୍ର ଟେଷ୍ଟ ଖେଳାଯାଇଛି। ଦିବାରାତ୍ର ଟେଷ୍ଟ ଦେଖିବାକୁ ଷ୍ଟାଡିୟମରେ ଦର୍ଶକଙ୍କ ଭିଡ଼ ଦେଖିବାକୁ ମିଳିଛି। ଅଷ୍ଟ୍ରେଲିଆ ସର୍ବାଧିକ ପିଙ୍କ ବଲ୍ ଟେଷ୍ଟ ଖେଳିଛି…
କଂଗ୍ରେସର ଗୋଡ଼ ଟାଣୁଛନ୍ତି ନିରୁପମ
ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ଶିବସେନା ଏବେ ଏନ୍ସିପି ଓ କଂଗ୍ରେସ ସହ ମେଣ୍ଟ କରି ସରକାର ଗଠନ କରିବାକୁ ପ୍ରସ୍ତୁତ ହେଉଛି। ଏତିକି ବେଳେ କିନ୍ତୁ କଂଗ୍ରେସର ଗୋଡ଼ ଟାଣୁଛନ୍ତି ଦଳର ନେତା ସଞ୍ଜୟ ନିରୁପମ। ଗୋଟିଏ ଦିନ ପୂର୍ବରୁ ଏହାକୁ ନେଇ…
ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ
ରାୟଗଡ଼ା ଅଫିସ,୨୨।୧୧: ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି l କେନ୍ଦ୍ରର ଭାଜପା ଏବଂ ରାଜ୍ୟ ସରକାରଙ୍କ ଜନମାରଣ ତଥା ଶ୍ରମିକମାରଣ ନୀତି, ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ମୂଲ୍ୟ ବୃଦ୍ଧି, ଉତ୍କଟ…
ଶିବସେନା ମେୟରଙ୍କୁ ଶୁଭେଚ୍ଛା ଜଣାଇଲେ ଉଦ୍ଧବ
ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ସବୁଠି ଚର୍ଚ୍ଚା ଚାଲିଥିବା ବେଳେ ଶୁକ୍ରବାର ମୁମ୍ବାଇ ମେୟର ଭାବେ ନିର୍ବାଚନ ଜିତିଛନ୍ତି ଶିବସେନା ପ୍ରାର୍ଥୀ କିଶୋରୀ ପେଡନେକର। ଦେଶର ସବୁଠାରୁ ଧନୀ ନଗର ନିଗମ ଭାବେ ପରିଚିତ ମୁମ୍ବାଇ ନଗର ନିଗମରୁ କିଶୋରି ନିର୍ବାଚିତ…
ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ଠାକୁରମୁଣ୍ଡା,୨୨।୧୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଭରାଣ୍ଡିହା ପଞ୍ଚାୟତ ଦିରିବ ଗ୍ରାମ ପୋଖରୀରୁ ଶୁକ୍ରବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଉକ୍ତ ଗ୍ରାମର ଅରଥୁ ମହାନ୍ତ (୭୦)। ସୂଚନାନୁଯାୟୀ, ଅରଥୁ ଗୁରୁବାର ଅପରାହ୍ନରେ ପାଳିଥିବା ମଇଁଷିକୁ…
୧୦ ଦେଶ ନିକଟରେ ରହିଛି ବିପୁଳ ପରିମାଣର ସୁନା, ଏହି ସ୍ଥାନରେ ରହିଛି ଭାରତ
ଆମ ପାଇଁ ସୁନା ସୁବଠୁ ମୂଲ୍ୟବାନ ଧାତୁ। କହିରଖୁଛୁ, ଯେଉଁ ଦେଶର ରିଜର୍ଭ ବ୍ୟାଙ୍କ ନିକଟରେ ଯେତେ ଅଧିକ ସୁନା ଗଚ୍ଛିତ ଥାଏ, ସେ ଦେଶ ସେତେ ଶକ୍ତିଶାଳୀ। ସୁନା ଗଚ୍ଛିତ ରଖିବାରେ ଆମେରିକାର ସ୍ଥାନ ସର୍ବାଗ୍ରେ। ଓ୍ବାଲର୍ଡ ଗୋଲ୍ଡ କାଉନସିଲ୍…
ପିଙ୍କ୍ ବଲ୍ରେ ଇତିହାସ ରଚିଲେ ଇଶାନ୍ତ ଶର୍ମା
କୋଲକାତା,୨୨।୧୧: କୋଲକାତାର ପ୍ରସିଦ୍ଧ ଇଡେନ ଗାର୍ଡେନ୍ସରେ ଆରମ୍ଭ ହୋଇଛି ଭାରତ ଏବଂ ବାଂଲାଦେଶ ମଧ୍ୟରେ ଐତିହାସିକ ଟେଷ୍ଟ। ପ୍ରଥମେ ଟସ୍ ଜିତି ବ୍ୟାଟିଂ ନିଷ୍ପତି ନେଇଥିବା ଭ୍ରମଣକାରୀ ବାଂଲାଦେଶ ଦଳକୁ ପ୍ରଥମ ଝଟକା ଲାଗିଛି। ଓପନର ଇମରୁଲ୍ କାଏସଙ୍କୁ ଆଉଟ୍ କରି…
ଇଡେନ ଗାର୍ଡେନ୍ସରେ ଫିଲ୍ମ ପ୍ରମୋଶନ କରିବେ ରାଣୀ
ଭାରତ ଏବଂ ବାଂଲାଦେଶ ମଧ୍ୟରେ ଐତିହାସିକ ଦିବାରାତ୍ର ଟେଷ୍ଟ ମ୍ୟାଚ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍କୁ ଦେଖିବା ପାଇଁ ଷ୍ଟାଡିୟମରେ ଅନେକ ସେଲିବ୍ରିଟି ଉପସ୍ଥିତ ମଧ୍ୟ ଅଛନ୍ତି। ଅଭିନେତ୍ରୀ ରାଣୀ ମୁଖାର୍ଜୀ ନିଜ ଆଗାମୀ ଫିଲ୍ମ…
ଉତ୍କଳ ବିଶ୍ୱବିଦ୍ୟାଳୟ ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କାର୍ଯ୍ୟ ଜାରି
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଜଣେ ଯୁବକ ଶୁକ୍ରବାର ଆତ୍ମହତ୍ୟା ଉଦ୍ୟମ କରୁଥିବା ସୂଚନା ମିଳିଛି। ତାଙ୍କର ପରିଚୟ ମିଳି ନ ଥିବା ବେଳେ ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର…
Archives


