Home

ବେଧଡ଼କ ମୋରମ ଚୋରା ଚାଲାଣ: ୩ ହାଇଓ୍ବା ଜବତ

ଛେଣ୍ଡିପଦା,୨୨।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ ଜରପଡ଼ା ରାଜସ୍ବ ସର୍କଲ ଅଞ୍ଚଳରେ ସରକାରୀ ରାଜସ୍ବ ଫାଙ୍କି କିଛି ମାଫିଆ ବେଧଡ଼କ ଭାବେ ଚୋରାରେ ମୋରମ ଚାଲାଣ କରୁଛନ୍ତି। ଜାତୀୟ ରାଜପଥ ସଂପ୍ରସାରଣ କରୁଥିବା ଏକ ଠିକାସଂସ୍ଥା ପକ୍ଷରୁ ସରକାରୀ ତାଗିଦକୁ…

ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ୍‌ ବିଭାଗ ଜୁନିୟର ଇଞ୍ଜିନିୟର

କଟକ ଅଫିସ,୨୨।୧୧: ଲାଞ୍ଚ ନେବାବେଳେ କଟକ ଗୋଡ଼ିସାହି ବିଦ୍ୟୁତ୍‌ ବିଭାଗ ଜୁନିୟର ଇଞ୍ଜିନିୟର ଭବାନୀ ଶଙ୍କର ମହାନ୍ତ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମଙ୍ଗଳାବାଗର ବିଜୟ ପାତ୍ରଙ୍କଠାରୁ ସେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଥିଲା। ସୂଚନାଯୋଗ୍ୟ,…

ଅସୁସ୍ଥ ‘ଗନ୍ଦି ବାତ୍‌’ ଫେମ୍‌ ଅଭିନେତ୍ରୀ

  ମୁମ୍ବାଇ: ଟେଲି କଳାକାର ଗହନା ବଶିଷ୍ଟଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗୁରୁବାର ଦ୍ୱିପ୍ରହରରେ ଗହନା ଏକ ଓ୍ବେବ ସିରିଜ୍‌ର ଶୁଟିଂ କରୁଥିଲେ। ସେହି ସମୟରେ ସେ ହଠାତ୍‌ ଅଚେତ୍‌ ହୋଇପଡ଼ିଥିଲେ। ତାଙ୍କୁ ସଙ୍ଗେ…

୮୦ ବର୍ଷରେ ପଦାର୍ପଣ କଲେ ମୁଲାୟମ ସିଂ ଯାଦବ

ଲକ୍ଷ୍ନୌ,୨୨।୧୧: ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଆଜି ୮୦ ବର୍ଷରେ ପଦାର୍ପଣ କରିଛନ୍ତି। ନେତାଜୀଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ତାଙ୍କ ବାସଭବନରେ ଦଳୀୟ କର୍ମୀଙ୍କ ଭିଡ ଜମିଛି। ସମାଜବାଦୀ ପାର୍ଟି ମୁଖ୍ୟାଳୟଠାରୁ…

କୋଲକାତାରେ ପହଞ୍ଚିଲେ ଶେଖ୍‌ ହସିନା, ଗାଙ୍ଗୁଲି କଲେ ସ୍ବାଗତ

କୋଲକାତା,୨୨।୧୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଶୁକ୍ରବାରଠାରୁ ଐତିହାସିକ ଇଡେନ ଗାର୍ଡେନ୍ସ ମୈଦାନରେ ଦିବାରାତ୍ର ଟେଷ୍ଟ ଖେଳାଯିବ। ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଯାଉଛି। ଏହି ମ୍ୟାଚ୍‌କୁ ଉପଭୋଗ କରିବା ପାଇଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା କୋଲକାତାରେ ପହଞ୍ଚିଛନ୍ତି।…

ବିଶ୍ୱର ସବୁଠୁ ସୁନ୍ଦରୀ ରାଣୀ, ତାଙ୍କ ରହସ୍ୟମୟ ଜୀବନ ସମ୍ପର୍କରେ ଜାଣନ୍ତୁ…

ଇତିହାସରେ ଅନେକ ରାଣୀଙ୍କ ବିଷୟରେ ଶୁଣିଥିବେ। ମାତ୍ର ବିଶ୍ୱରେ ଏମିତି ଜଣେ ରାଣୀ ଅଛନ୍ତି, ଯେକି ଖୁବ୍‌ ସୁନ୍ଦର। ତାଙ୍କୁ କେବଳ ସୁନ୍ଦରୀ ଭାବରେ ଗଣନା କରାଯାଏ ନାହିଁ, ତାଙ୍କ ଜୀବନ ମଧ୍ୟ ବେଶ୍‌ ରହସ୍ୟମୟ ଥିଲା। ଯାହା ଆଜି ବି…

ଡ୍ରେସ୍‌, ଆଇଡି କାର୍ଡ ଧରି ମାତୋଶ୍ରୀରେ ପହଞ୍ଚୁଛନ୍ତି ଶିବସେନା ବିଧାୟକ

ମୁମ୍ବାଇ,୨୨।୧୧:ମହାରାଷ୍ଟ୍ରରେ ନୂଆ ସରକାର ଗଠନକୁ ନେଇ ଶୁକ୍ରବାର ଚୂଡାନ୍ତ ନିଷ୍ପତି ନିଆଯିବାର ସମ୍ଭାବନା ରହିଛି। ଆଜି କଂଗ୍ରେସ-ଏନସିପି ସହ ଶିବସେନା ଗୁରୁତ୍ୱପୂର୍ଣ୍ଣ ବୈଠକ କରିବ। ଏହାପୂର୍ବରୁ ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେଙ୍କ ଅଧ୍ୟକ୍ଷତାରେ ଏକ ଦଳୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି।…

ବିପୁଳ ପରିମାଣର ବିଦେଶୀ ମଦ ଜବତ: ୨ ବ୍ୟବସାୟୀ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୨।୧୧(ଡି.ଏନ୍‌.ଏ.): ଅବକାରୀ ବିଭାଗ ଦାରା ଶୁକ୍ରବାର ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅବକାରୀ ଥାନା ଅନ୍ତର୍ଗତ ଠାକୁରମୁଣ୍ଡା ଓ ଚମ୍ପାଝର ବଜାର ଅଞ୍ଚଳରୁ ବିପୁଳ ପରିମାଣର ଚୋରା ବିଦେଶୀ ମଦ ଜବତ ହୋଇଛି। ଘଟଣାରେ ସଂପୃକ୍ତି ଥିବା ଅଭିଯୋଗରେ ୨ ଜଣ ବ୍ୟବସାୟୀଙ୍କୁ…

କେନ୍ଦ୍ର ସରକାର ପୁଡୁଚେରୀକୁ ଟ୍ରାନ୍ସଜେଣ୍ଡର ଘୋଷଣା କରିଦିଅନ୍ତୁ: ଭି.ନାରାୟଣସାମୀ

ପୁଡୁଚେରୀ,୨୨।୧୧:କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସାମୀ। ଯେତେବେଳେ ଯାହା ମନ ହେଉଛି ସରକାର ଆମ ଉପରେ ସେହି ହିସାବରେ ବ୍ୟବହାର କରୁଛନ୍ତି। ତାଠାରୁ ଭଲ ପୁଡୁଚେରୀକୁ ସରକାର ଟ୍ରାନ୍ସଜେଣ୍ଡର ରାଜ୍ୟ ଘୋଷଣା କରିଦିଅନ୍ତୁ। ଏବେ ସ୍ଥିତି ଏପରି…

ହଟ୍‌ ବିକିନି ପିନ୍ଧିବା ପଡିଲା ମହଙ୍ଗା: ଅଭିନେତ୍ରୀ ବାଣୀ କପୁରଙ୍କ ନାଁରେ ମାମଲା ରୁଜୁ

ବଲିଉଡ୍‌ ଅଭିନେତ୍ରୀ ବାଣୀ କପୁର ବିବାଦରେ ଫଶିଯାଇଛନ୍ତି। ବାଣୀଙ୍କ ଏକ ଫଟୋକୁ ନେଇ ମୁମ୍ବାଇର ଏକ ଥାନାରେ ମାମଲା ରୁଜୁ ହୋଇଛି। ନିକଟରେ ନିଜ ଇନଷ୍ଟାଗ୍ରାମରେ ବାଣୀ ଏକ ହଟ୍‌ ବିକିନ୍‌ ଟପ୍‌ ପିନ୍ଧା ଫଟୋ ଶେୟାର କରିଥିଲେ। ଏହି ଟପ୍‌ରେ…

ମହଙ୍ଗା ପଡ଼ିଲା ଖାକି ବର୍ଦ୍ଦିରେ ନିଶା କାରବାର: କନଷ୍ଟେବଳ ଜାନକୀବଲ୍ଲଭ ବହିଷ୍କୃତ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ପୋଲିସ ବିଭାଗରେ ଚାକିରି କରି ବ୍ରାଉନସୁଗାର ବେପାର କରିବା ଶେଷରେ ମହଙ୍ଗା ପଡ଼ିଛି। କିଛିଦିନ ତଳେ ଗିରଫ ହୋଇଥିବା କନଷ୍ଟେବଳ ଜାନକୀବଲ୍ଲଭ ଭାରିମଲ୍ଲଙ୍କୁ ଚାକିରିରୁ ବିଦା କରାଯାଇଛି। ଏକାଧିକ ଅପରାଧରେ ସମ୍ପୃକ୍ତ ଥିବାରୁ ତାଙ୍କୁ ଭୁବନେଶ୍ୱର ଡିସିପି ଅନୁପ କୁମାର…

ଉଦ୍ଧବ ଠାକ୍‌ରେ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ: ସଞ୍ଜୟ କହିଲେ, ସ୍ବାଭିମାନ ପାଇଁ କିଛି ସମ୍ପର୍କରୁ ବାହାରିଯିବା ଆବଶ୍ୟକ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବଚନ ଫଳାଫଳ ଆସିବାର ମାସେ ପୂରିଥିଲେ ମଧ୍ୟ ରାଜ୍ୟରେ ସରକାର କିଏ ଗଠନ କରିବ ତାହା ଏପର୍ଯ୍ୟନ୍ତ ନିଷ୍ପତି ହୋଇପାରିନାହିଁ। ସଂଖ୍ୟା ଅଭାବରୁ ଭାଜପା ସରକାର ଗଠନ କରିବାକୁ ମନା କରିବା ପରେ ଶିବସେନା, ଏନସିପି ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri