Home

୨୦୨୫ ସୁଦ୍ଧା ଭାରତକୁ ମିଳିବ ଏସ୍‌-୪୦୦ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ, ୧୮ା୧ (ପି.ଟି.): ଭାରତ ପାଇଁ ଏସ୍‌-୪୦୦ କ୍ଷେପଣାସ୍ତ୍ର ସିଷ୍ଟମ୍‌ ନିର୍ମାଣ ଆରମ୍ଭ କରିଛି ରୁଷିଆ। ୨୦୨୫ ସୁଦ୍ଧା ଏହା ଭାରତକୁ ମିଳିଯିବ ବୋଲି ରୁଷିଆ ମିଶନର ଉପମୁଖ୍ୟ ରୋମାନ ବାବୁସ୍କିନ୍‌ କହିଛନ୍ତି। ସେହିପରି ଭାରତ ପାଇଁ ବହୁମୁଖି ହାଲୁକା ଲଢ଼ୁଆ…

ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ: ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା କରିଥିବା ୫ ପୁରସ୍କୃତ

ନୟାଗଡ଼ ଅଫିସ,୧୮।୧: ଗତ ୧୧ ତାରିଖଠାରୁ ଆରମ୍ଭ ହୋଇଥିବା ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ କାର୍ଯ୍ୟକ୍ରମ ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ତଥା ଆରଟିଓ ଦାୟିତ୍ୱରେ ଥିବା ଲଗ୍ନଜିତ ରାଉତଙ୍କ ଅଧ୍ୟକ୍ଷତାରେ ହୋଇଥିବା…

ଗଣିଆ ପଞ୍ଚାୟତ ସମିତିର ୭ମ ଅଧିବେଶନ: ଶିକ୍ଷା, ସ୍ବାସ୍ଥ୍ୟ, କୃଷି ସମସ୍ୟାକୁ ଗୁରୁତ୍ୱ

ଗଣିଆ,୧୮ା୧(ଡି.ଏନ୍‌.ଏ.): ଗଣିଆ ବ୍ଲକ ସଦ୍‌ଭାବନା ଗୃହଠାରେ ଶୁକ୍ରବାର ପଞ୍ଚାୟତ ସମିତିର ୭ମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ବିଡିଓ ମାନସ ରଞ୍ଜନ ସାମଲ, ଏବିଡିଓ ସରୋଜ କୁମାର ନାୟକ, ଜିଲା ପରିଷଦ ସଭ୍ୟ…

ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ: ଜଳର ସର୍ବୋତ୍କୃଷ୍ଟ ବିନିଯୋଗ କରିବାକୁ ପରାମର୍ଶ

ରଣପୁର,୧୮ା୧(ସ୍ବ.ପ୍ର.): ଚାଷୀମାନଙ୍କୁ ସଙ୍ଗଠିତ କରିବା ସହ ପାଣିପଞ୍ଚାୟତ ମାଧ୍ୟମରେ ସେମାନେ ଜଳସେଚନ ସୁବିଧା ପାଇ ଯେଭଳି ସ୍ବାବଲମ୍ବୀ ହୋଇପାରିବେ ସେଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ଏ ଦିଗରେ ସଚେତନତା ସୃଷ୍ଟି ପାଇଁ ରାଜ୍ୟ ସରକାରଙ୍କ କ୍ଷୁଦ୍ର ଜଳସେଚନ ବିଭାଗ ତରଫରୁ…

୩ କୋଠରିରେ ଚାଲିଛି ୮ ଶ୍ରେଣୀ

ବଅଁରପାଳ,୧୮।୧ (ଡି.ଏନ୍‌.ଏ.) – ବଅଁରପାଳ ବ୍ଲକ କଲଣ୍ଡାପାଳ ଗ୍ରାମରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରୁଛି। ବର୍ତ୍ତମାନ ୩ଟି କୋଠରିରେ ୮ଟି ଶ୍ରେଣୀର ଛାତ୍ରୀଛାତ୍ର ପଢ଼ୁଥିବା ଅଭିଯୋଗ ହେଉଛି। ଏଥିସହ ଆବଶ୍ୟକ ଶିକ୍ଷକ ନ ଥିବାରୁ…

ଉପଖଣ୍ଡ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ପାଲଲହଡା,୧୮ା୧(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟକ ଡାକ୍ତର, କର୍ମଚାରୀ ନ ଥିବାବେଳେ କେତେକ ମେଶିନ ଅଚଳ ଅବସ୍ଥାରେ ରହିଛି। ଫଳରେ ଦୈନିକ ଏଠାକୁ ଆସୁଥିବା ଶତାଧିକ ରୋଗୀ ଉନ୍ନତ ଚିକିତ୍ସା ପାଇ ନ ପାରି ଅସୁବିଧାର…

ବକେୟା ବାଦ୍‌ ଦିଅ, ନଗଦ ବିଲ୍‌ ଆଦାୟ କର

ଢେଙ୍କାନାଳ ଅଫିସ, ୧୮।୧ – ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରୁଥିବା ଉପଭୋକ୍ତାଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି ସେସୁ। ଏହାକୁ ନେଇ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ନେଇ ଶୁକ୍ରବାର ସନ୍ଧ୍ୟାରେ ଜିଲାର ବିଦ୍ୟୁତ୍‌ ଉପଭୋକ୍ତା ସୁରକ୍ଷା…

ସଚେତନତାରେ ସୀମିତ ‘ରାବଣଛାୟା’

ପାଲଲହଡା,୧୮।୧ – କଳାର ରାଜ୍ୟ ଓଡ଼ିଶାରେ ଏକଦା ମନୋରଞ୍ଜନର ମୁଖ୍ୟ ମାଧ୍ୟମ ଥିଲା ଲୋକକଳା ରାବଣଛାୟା। ଅନୁଗୋଳ ଜିଲା ପାଲଲହଡ଼ା ଗଡ଼ଜାତରୁ ଦିନେ ଏହା ଦେଶବିଦେଶରେ ପହଞ୍ଚି ପାରିଥିଲା। ପୋଥି, ପୁରାଣମନସ୍କ ସେତେବେଳର ମଣିଷଙ୍କୁ ଆହୁରି ସଂସ୍କୃତିସମ୍ପନ୍ନ କରିବାରେ ଏହା ବେଶ୍‌…

ଅଚଳ ହେବାକୁ ବସିଛି ଖୁଚୁରା ଟଙ୍କା

ରାଇସୁଅଁ।, ୧୮।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ଅଞ୍ଚଳରେ ଖୁଚୁରା ଟଙ୍କା ଅଚଳ ନେଇ ଗୁଜବ ଥମିବାର ନଁ। ଧରୁନି। ଏଭଳି ଗୁଜବ ଯୋଗୁ ଧୀରେ ଧୀରେ ଟଙ୍କିକିଆ ଓ ୨ ଟଙ୍କିଆ କଏନ ଅଚଳ ହେବାକୁ ବସିଛି। ସରକାର ଏହି ୨…

ସରକାରୀ ଧାନ କିଣା ପ୍ରହସନ

ରାଇସୁଅଁ।,୧୮।୧(ଡି.ଏନ.ଏ)-ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ପ୍ରତି ୧୮୦୦ଟଙ୍କାରେ କିଣିବାକୁ ସରକାରଙ୍କ ପକ୍ଷରୁ ଧାର୍ଯ୍ୟ ହୋଇଛି। ଯେପରି କୃଷକମାନେ ସେମାନଙ୍କ ପ୍ରକୃତ ମୂଲ୍ୟ ପାଇପାରିବେ। ଏଥିପାଇଁ ସରକାରୀ ଧାନ କ୍ରୟ କେନ୍ଦ୍ରମାନ ଖୋଲାଯାଇଛି। କିନ୍ତୁ କେନ୍ଦୁଝର ଜିଲା ପ୍ରଶାସନର ଆନ୍ତରିକତା ଅଭାବ ଯୋଗୁ ବହୁ…

ଘଣ୍ଟେଶ୍ୱର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି: ୪୦ କି.ମି. ଚାଲି ଅଭିଯୋଗ ପରେ ଚେତିଲା ପ୍ରଶାସନ

ଭଦ୍ରକ ଅଫିସ, ୧୮।୧-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଘଣ୍ଟେଶ୍ୱର ଅଞ୍ଚଳବାସୀ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ଗୁରୁବାର ୪୦ କି.ମି. ଚାଲି ଚାଲି ଆସି ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ସେମାନେ ଜିଲା ଚିକିତ୍ସାଧିକାରୀଙ୍କ…

ଘନକୁହୁଡ଼ି ବୋଟ୍‌କୁ କଲା ଦିଗହରା

ଚାନ୍ଦବାଲି, ୧୮।୧(ଡି.ଏନ.ଏ.)-ଘନକୁହୁଡ଼ି କାରଣରୁ ଶୁକ୍ରବାର ସକାଳେ କେନ୍ଦ୍ରାପଡ଼ା ଜିଲାର ତାଳଚୁଆରୁ ଭଦ୍ରକ ଜିଲା ଚାନ୍ଦବାଲିକୁ ଆସୁଥିବା ଏକ ସରକାରୀ ବୋଟ୍‌ ଧାମରା ମୁହାଣ ନିକଟରେ ଦିଗହରା ହୋଇଯାଇଥିଲା। ସକାଳ ପ୍ରାୟ ୭ଟା ବେଳେ ଏହି ଘଟଣା ଘଟିଥିଲା। ଏହାର ପ୍ରାୟ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?