Home

‘ଅନ୍ଧ ପରମ୍ପରା ଉଚ୍ଛେଦ ହେବ’:ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ

ପୁରୀ ଅଫିସ, ୬-୧୧:ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା ବ୍ୟବସ୍ଥା, ମହାପ୍ରଭୁଙ୍କ ଜମିଜମାର ହିସାବ ଏହିଭଳି ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଠାକୁରଙ୍କ ସେବାପୂଜାରେ…

ପିଆଜ, ପନିପରିବା ଦର ଆକାଶଛୁଆଁ

ଭୁବନେଶ୍ୱର,୬-୧୧(ବ୍ୟୁରୋ):ଆକାଶ ଛୁଆଁ ପିଆଜ ଦର ଖାଉଟିଙ୍କୁ କନ୍ଦାଇଲାଣି। ଗୋଦାମରେ ହୋଲସେଲ ଦର ୬୦ ଟଙ୍କା ହୋଇଥିବା ବେଳେ ଖୁଚୁରା ବଜାରରେ ୬୫କୁ ଟପିଲାଣି। ଏହି ଦର ଆହୁରି ଆଗକୁ ବଢିବ । ଗରିବ ଲୋକମାନଙ୍କର ମୁଖ୍ୟ ଆହାର ପିଆଜ ଏବେ ଚିନ୍ତା…

ପ୍ରଦୂଷଣ, ବାତ୍ୟା ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୬-୧୧(ପି.ଟି.):ଦିଲ୍ଲୀ ଓ ଜାତୀୟ ରାଜଧାନୀ କ୍ଷେତ୍ର (ଏନ୍‌ସିଆର୍‌) ଅଞ୍ଚଳରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତର ଭାରତର ସ୍ଥିତି ସମୀକ୍ଷା କରିଛନ୍ତି। ସେ ଏକ ବୈଠକରେ ଅଧ୍ୟକ୍ଷତା କରି ପ୍ରଦୂଷଣ ସମ୍ପର୍କିତ ସ୍ଥିତି ସମ୍ପର୍କରେ ଆଲୋଚନା…

ସାଧାରଣ ସେବା କେନ୍ଦ୍ରରେ ମିଳିବ ଡିଏଲ୍‌ ଆବେଦନ ସୁବିଧା

ଭୁବନେଶ୍ୱର, ୬-୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ମନ୍ତ୍ରର ସଫଳ ପ୍ରୟୋଗ ବାଣିଜ୍ୟ ଓ ପରିବହନ ବିଭାଗରେ କରାଯାଉଛି। ଏ ସମ୍ପର୍କିତ ଏକ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ବାଣିଜ୍ୟ…

ପଶ୍ଚିମବଙ୍ଗ, ବାଂଲାଦେଶ ମୁହାଁ ‘ବୁଲ୍‌ବୁଲ୍‌’:ଓଡ଼ିଶାକୁ ମାଡ଼ ନ କରିପାରେ

ଭୁବନେଶ୍ୱର,୬-୧୧(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଧୀରେ ଧୀରେ ଏହା ଶକ୍ତିଶାଳୀ ହେଉଛି। ଘଣ୍ଟା ପ୍ରତି ୧୧ କିଲୋମିଟର ବେଗରେ ଏହା ପଶ୍ଚିମ ଦିଗକୁ ଗତି କରୁଛି। ସାମୁଦ୍ରିକ ଝଡ଼…

ହାର ମାନିଛି ଶାରୀରିକ ଅକ୍ଷମତା: ପ୍ରସନ୍ନଙ୍କ ମୁଣ୍ଡରେ ପରିବାର ବୋଝ

ବୋଲଗଡ,୬ା୧୧(ଡି.ଏନ.ଏ.)-ଦିବ୍ୟାଙ୍ଗ ଅକ୍ଷମ ନୁହନ୍ତି। ସକ୍ଷମଙ୍କ ଭଳି ରୋଜଗାରକ୍ଷମ ହୋଇ ପରିବାର ପ୍ରତିପୋଷଣ କରିପାରନ୍ତି। ଏହା ପ୍ରତିପାଦିତ କରିଛନ୍ତି ବୋଲଗଡ ବ୍ଲକ ଗର୍ଭଣୀପଡା ଗ୍ରାମର ପ୍ରସନ୍ନ ଜେନା। ଦୃଢ ମନୋବଳ ତଥା ଇଚ୍ଛାଶକ୍ତି ପାଖରେ ହାର ମାନିଛି ଶାରୀରିକ ଅକ୍ଷମତା। ପରିବାରର ବୋଝ…

ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା:ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳା ଭାଜପାର ବିକ୍ଷୋଭ

ଯାଜପୁର ଟାଉନ,୬-୧୧(ଡି.ଏନ୍‌.ଏ.)- ଭାଜପା ମହିଳା ମୋର୍ଚ୍ଚାର ଯାଜପୁର ଜିଲା ଶାଖା ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ ଅଫିସ ଆଗରେ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ମହିଳା ମୋର୍ଚ୍ଚାର ଜିଲା ସଭାପତି ବବିତା ମଲ୍ଲିକଙ୍କ ନେତୃତ୍ୱରେ ଏକ ବିରାଟ ଶୋଭାଯାତ୍ରା କିଆନାଳୀରୁ…

ସମ୍ଭାବ୍ୟ ବାତ୍ୟା ବୁଲ୍‌ବୁଲ୍‌କୁ ନେଇ ଚିନ୍ତାରେ ଚାଷୀ: ଧାନ ପାଇଁ ପବନ, ପରିବାକୁ ବର୍ଷା ବିପଦ

ଜଗତ୍‌ସିଂହପୁର ଅଫିସ,୬ା୧୧: ଜଗତ୍‌ସିଂହପୁର ଜିଲାର ଅଧିକାଂଶ ଲୋକ କୃଷି ଉପରେ ନିର୍ଭରଶୀଳ। କିନ୍ତୁ ଦୁଃଖର କଥା ହେଲା ପ୍ରାକୃତିକ ବିପର୍ଯ୍ୟୟ ଜିଲାବାସୀଙ୍କ ମେରୁଦଣ୍ଡ ବଙ୍କା କରିସାରିଲାଣି। ଅଧିକାଂଶ ବର୍ଷ ବାତ୍ୟା, ବନ୍ୟା ଓ ପ୍ରବଳ ବର୍ଷା ଆଦି ଯୋଗୁ ଚାଷ ବାଧାପ୍ରାପ୍ତ…

ପ୍ରଦୂଷଣରୁ ଦୂରେଇ ରହିବା ପାଇଁ…

ଏବେ ସାରା ଦେଶରେ ପ୍ରଦୂଷଣ ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଇଛି। ହେଲେ ଏଥିରୁ କିପରି ଆମେ ନିଜକୁ ରକ୍ଷା କରିପାରିବା ସେ ବିଷୟରେ ଜାଣି ରଖିବା ଜରୁରୀ। ଡାକ୍ତରଙ୍କ ମତ ହେଉଛି… -ବିଶେଷ ଭାବେ ଜରୁରୀ ନ ଥିଲେ…

ମାନସିକ ଅବସାଦରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ କପେ…

କଫି ଅନେକ ପୋଷକ ତତ୍ତ୍ୱରେ ଭରପୂର। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ପ୍ରତିଦିନ ସକାଳୁ କପେ କଫି ପିଇଲେ ମାନସିକ ଅବସାଦ ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। କଫିରେ ଆଣ୍ଟିଅକ୍ସିଡାଣ୍ଟ୍‌ ରହିଛି। ଏହା ଶରୀରରେ ଫୁର୍ତ୍ତି ଆଣିଥାଏ।…

ଏସିଡିଟିରୁ ରକ୍ଷା ପାଇବାକୁ ଚାହୁଁଥିଲେ ଖାଲି ପେଟରେ ପିଅନ୍ତୁ ଏହି ରସ

ହର୍ବାଲ୍‌ ଔଷଧ ମଧ୍ୟରେ ଅଁଳା ଅନ୍ୟତମ। ଏହାର ବ୍ୟବହାର ପ୍ରାଚୀନ କାଳରୁ ଦୂରାରୋଗ୍ୟ ରୋଗର ଚିକିତ୍ସା ଏବଂ ସୌନ୍ଦର୍ଯ୍ୟ ପାଇଁ କରାଯାଇଆସୁଛି। ଭିଟାମିନ, ଫାଇବର୍‌, କ୍ୟାଲସିୟମ୍‌ ଏବଂ କାର୍ବୋହାଇଡ୍ରେଟ୍‌ ଭଳି ତତ୍ତ୍ୱରେ ଭରପୂର୍‌ ଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପଯୋଗୀ।…

କ୍ୟାଟ୍ରିନା କୈଫଙ୍କ ହୃଦୟରେ ଅଛନ୍ତି ଏହି କ୍ରିକେଟର୍‌

ବଲିଉଡ୍‌ ଏବଂ କ୍ରିକେଟ ମଧ୍ୟରେ ସମ୍ପର୍କ ବହୁ ପୁରୁଣା। ଅନେକ ସମୟରେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ପ୍ରେମ ସମ୍ପର୍କ ଗଣମାଧ୍ୟମରେ ବେଶ୍‌ ଚର୍ଚ୍ଚା ହୋଇଥାଏ। ବଲିଉଡରେ ଅଭିନେତ୍ରୀଙ୍କୁ ନିଜ ପ୍ରିୟ କ୍ରିକେଟରଙ୍କ ବିଷୟରେ ପଚାରିଲେ ଅଧିକାଂଶ ବିରାଟ କୋହଲି, ରୋହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri