Home

ରାଜ୍ୟପାଳ ହୋଇପାରନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୨୧।୧୧:ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର ମୂଥୟା ମୁରଲିଧରନଙ୍କୁ ନେଇ ଏବେ ଚର୍ଚ୍ଚା। ଏବେ ସେ ଆଉ ଏକ ଇନିଂଶ ଖେଲିବାକୁ ଯାଉଛନ୍ତି। କ୍ରିକେଟରେ ନୁହେଁ ଏଥର ରାଜନୈତିକ ମୈଦାନକୁ ଓହ୍ଲାଇବାର ଯୋଜନା କରୁଛନ୍ତି ମୁରଲିଧରନ। ତାମିଲ ବହୁଳ ଅଞ୍ଚଳରେ ତାଙ୍କୁ ରାଜ୍ୟପାଳ କରାଯିବା…

ବନ୍ୟାକୁ ୩ ମାସ ବିତିଲା: ରାସ୍ତା ମରାମତି ହେଲାନି

କର୍ଲାମୁଣ୍ଡା,୨୧।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗତ ଅଗଷ୍ଟ ମାସରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ଆସି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା। ଏପରିକି ବିଭିନ୍ନ ରାସ୍ତା ଓ ପୋଲ ଭାଙ୍ଗିଯାଇଥିଲା। ତେବେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ କିଛି ଜାଗାରେ…

ଭୁବନେଶ୍ୱରରେ ହେବ ଆଦର୍ଶ ବିଦ୍ୟାଳୟ: ମନ୍ତ୍ରୀ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଭୁବନେଶ୍ୱରରେ ହେବ ଆଦର୍ଶ ବିଦ୍ୟାଳୟ। ଏନେଇ ଗୁରୁବାର ଲୋକସେବା ଭବନରେ ବସିଥିବା ଗଭର୍ଣ୍ଣିଂ ବଡି ବୈଠକରେ ନିଷ୍ପତ୍ତି ନିଆଯାଇଥିବା ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ବର୍ତ୍ତମାନ ରାଜ୍ୟର ୨୧୪ଟି ବ୍ଲକରେ ଆଦର୍ଶ ବିଦ୍ୟାଳୟ…

ଛାତ୍ରଙ୍କୁ ମାଡ଼ମାରି ରାସ୍ତାରେ ଆଣ୍ଠେଇ ଆଣ୍ଠେଇ ଚଲାଇବା ଘଟଣା : ୨ ଅଭିଯୁକ୍ତ ଗିରଫ

ଖଲିକୋଟ,୨୧।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟସ୍ଥିତ ରାମଚନ୍ଦ୍ର ବିଜ୍ଞାନ ମହାବିଦ୍ୟାଳୟ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ର ପ୍ରମୋଦ କୁମାର ଶବରଙ୍କୁ ବୁଧବାର ଅପରାହ୍ନରେ ଖଲିକୋଟ ବଜାର ମଝିରେ ମାଡ଼ ମାରିବା ସହ କାନଧରି ଆଣ୍ଠେଇ ଆଣ୍ଠେଇ ଚଲାଇଥିଲେ। ଏହି ଘଟଣାର ଭିଡିଓ…

ମନ୍ତ୍ରୀଙ୍କଠାରୁ ମିଳିଲା ପ୍ରତିଶ୍ରୁତି: ଚାଷୀ ଆନ୍ଦେଳନ ପ୍ରତ୍ୟାହୃତ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ପ୍ରତ୍ୟାହୃତ ହେଲା ସମ୍ବଲପୁର ଚାଷୀ ଆନ୍ଦୋଳନ। ଚାଷୀ ପ୍ରତିନିଧି ମିଟିଂରେ ଆଲୋଚନା ପରେ ଆନ୍ଦୋଳନ ପତ୍ୟାହାର ହେବା ନେଇ ଗୁରୁବାର ଆବାହକ ଅଶୋକ ପ୍ରଧାନ ଘୋଷଣା କରିଛନ୍ତି। ମନ୍ତ୍ରୀ ସୁଶାନ୍ତ ସିଂ, ବିଧାୟକ ରୋହିତ ପୂଜାରୀ ପ୍ରତିଶ୍ରୁତି ଦେବା ପରେ…

ଆର୍ଥିକ ସଙ୍କଟକୁ ନେଇ ମୋଦିଙ୍କୁ ଟାର୍ଗେଟ କଲେ ମମତା

ନୂଆଦିଲ୍ଲୀ,୨୧।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ବିନିବେଶକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଆର୍ଥିକ ସଙ୍କଟରୁ ରକ୍ଷା ପାଇବା ପାଇଁ ବିନିବେଶ କୌଣସି ସମାଧାନ ନୁହେଁ। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପରାମର୍ଶ ଦେବା ଛଳରେ କହିଛନ୍ତି ଏଥିପାଇଁ ମୋଦି ବିଶେଷଜ୍ଞଙ୍କ…

ସରକାରୀ ବାସଭବନ ଛାଡିଲେ ଗୋଗୋଇ

ନୂଆଦିଲ୍ଲୀ,୨୧।୧୧: ସୁପ୍ରିମ୍‌କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ନଭେମ୍ବର ୧୭ରେ ଅବସର ଗ୍ରହଣ କରିଥିଲେ। ସରକାରୀ ବାସଭବନରେ ରହିବା ପାଇଁ ତାଙ୍କୁ ଏକ ମାସ ଅନୁମତି ଥିଲେ ମଧ୍ୟ ସେ ଏହାକୁ ଛାଡ଼ି ଦେଇଛନ୍ତି। ଏବେ ସେ ୫ କ୍ରିଷ୍ଣା…

କାଞ୍ଜିଅଁଳା ନବମୀ: ଶାଶୁ, ବୋହୂଙ୍କୁ ପ୍ରଣାମ କରିବାର ପରମ୍ପରା

ଓଡିଆ ଘରେ ରହିଛି ବାର ମାସରେ ତେର ପର୍ବ। ସେମିତି ଏକ ପର୍ବ ହେଉଛି କାଞ୍ଚିଅଁଳା ନବମୀ। ବିଶେଷ କରି ଉପକୂଳ ଓଡ଼ିଶାରେ ଏହା ପାରମ୍ପରିକ ଢଙ୍ଗରେ ପାଳନ କରାଯାଇଥାଏ। ପ୍ରଥମାଷ୍ଟମୀ ପରଦିନ ଏହି କାଞ୍ଜିଅଁଳା ନବମୀ ପାଳନ କରାଯାଇଥାଏ। ଏହିଦିନ…

ଭୁବନେଶ୍ୱରରୁ ରାସ୍‌-ଅଲ୍‌-ଖଇମା ମଧ୍ୟରେ ବିମାନସେବା ଦାବି: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଭୁବନେଶ୍ୱର ଏବଂ ୟୁଏଇସ୍ଥିତ ରାସ-ଅଲ୍‌-ଖଇମା ସହର ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ…

୫ଟି ଅଭିଯାନରେ ଯୋଗଦେଲେ ଜିଲାପାଳ: କନ୍ୟାସନ୍ତାନଙ୍କ ସୁରକ୍ଷା ପ୍ରତି ଦେଲେ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୨୧।୧୧: କନ୍ୟାସନ୍ତାନଙ୍କ ସଂଖ୍ୟାବୃଦ୍ଧି, ସେମାନଙ୍କ ସୁରକ୍ଷା, ଗୁଣିଗାରେଡ଼ି ବିରୋଧରେ ସଚେତନତା ଏବଂ ଚିକିତ୍ସାଳୟଗୁଡ଼ିକର ଉନ୍ନତି ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଅଭିଯାନରେ ଗୁରୁବାର ସାମିଲ ହୋଇଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାର ପ୍ରତିବାଦ : ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ ରଖିଲେ ୫ଟି ପଞ୍ଚାୟତର ଲୋକେ

କୋରାପୁଟ/ଅନକାଡେଲି,୨୧।୧୧(ସ୍ବ.ପ୍ର.): କୋରାପୁଟ ଜିଲା ଅନ୍ତର୍ଗତ ଲମତାପୁଟ ବ୍ଲକର ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପର ପେରିଫେରି ଅଞ୍ଚଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟାବସ୍ଥା ନେଇ ସଂପୃକ୍ତ ୫ଟି ପଞ୍ଚାୟତର ଲୋକେ ବୁଧବାର ଠାରୁ ଚଳାଇଥିବା ଆନ୍ଦୋଳନ ଗୁରବାର ସ୍ଥଗିତ ରଖିଛନ୍ତି। ମାଛକୁଣ୍ଡ ଜଳବିଦ୍ୟୁତ କର୍ତ୍ତୃପକ୍ଷଙ୍କ ଦ୍ୱାରା କର୍ମଚାରୀଙ୍କ…

କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ ଘୁଞ୍ଚିଲା: ନଭେମ୍ବର ୨୭କୁ ଅପେକ୍ଷା

ଶ୍ରୀହରିକୋଟା,୨୧।୧୧: କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣକୁ କେତେକ କାରଣରୁ ଘୁଞ୍ଚାଇ ଦିଆଯାଇଛି। ଏବେ ଏହା ନଭେମ୍ବର ୨୭ରେ କରାଯିବ। ତେବେ ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୯ଟା ୨୮ରେ ଏହାର ଉତ୍‌କ୍ଷେପଣ କରାଯିବ ବୋଲି ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ନଭେମ୍ବର ୨୫ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri