ଟ୍ରକ୍ ଚାପାରେ ଶିଶୁ ମୃତ, ପ୍ରତିବାଦରେ ରାସ୍ତାରୋକୋ
ବରଗଡ଼ ଅଫିସ,୨୦।୧୦: ବରଗଡ଼ ଗୋରୁ ମାର୍କେଟ-ବ୍ରହ୍ମବିହାର ରାସ୍ତାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ୍(ନଂ-ଓଆର ୧୭ ଏ ୯୧୭୧) ଚାପାରେ ଜଣେ ଶିଶୁପୁତ୍ରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ଶିଶୁ ଗାଇସିଲେଟ ବ୍ଲକ ନଟବରପୁର ଗ୍ରାମର ରାଜିନ୍ଦ୍ର ଦୀପଙ୍କ…
ମୃତ୍ୟୁ ଏମିତି ଆସେ : ପାଣି ହାଣ୍ଡିରେ ପଡ଼ି ଶିଶୁଙ୍କ ଜୀବନଗଲା
ଦେବଗଡ଼,୨୦।୧୦(ଡି.ଏନ୍.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ସାମନ୍ତାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାଣି ହାଣ୍ଡିରେ ବୁଡ଼ି ୨ ବର୍ଷ ଶିଶୁର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ରବିବାର ସକାଳେ ସାମନ୍ତାପାଲି ଗ୍ରାମର ପ୍ରଶାନ୍ତ ସାହୁଙ୍କ ପୁଅ ପ୍ରିନ୍ସ (୨) ଘରେ ଖେଳୁଥିବା…
ଡାହାଣୀ ଭୟରେ ପ୍ରସୂତିଙ୍କ ମୃତଦେହ ଉଠାଇଲେନି ପୁରୁଷ: ଶ୍ମଶାନକୁ ବୋହି ନେଲେ ମହିଳା
କାଙ୍କେର,୨୦।୧୦: ଅନ୍ଧବିଶ୍ୱାସ ଯୋଗୁ ଛତିଶଗଡ଼ରେ ଜଣେ ପ୍ରସୂତିଙ୍କ ମୃତ ଦେହ ଉଠାଇବାକୁ ପୁରୁଷ ଆସିଲେନି। ପ୍ରସୂତିଙ୍କ ମୃତଦେହ ଉଠାଇଲେ ଭୂତ ହଇରାଣ କରିବାର ଆଶଙ୍କାଥିବାରୁ ପୁରୁଷ ଏଭଳି କରିଛନ୍ତି। ତେବେ ପ୍ରସୂତିଙ୍କ ମୃତଦେହକୁ ସ୍ଥାନୀୟ ମହିଳାମାନେ ସଂସ୍କାର ପାଇଁ ଶ୍ମଶାନକୁ ବୋହି…
ପିଓକେରେ ଭାରତୀୟ ସେନାର ମିନି ସର୍ଜିକାଲ ଷ୍ଟ୍ରାଇକ୍: ଧ୍ୱଂସ ହେଲା ଆତଙ୍କବାଦୀ ଶିବିର
ଶ୍ରୀନଗର,୨୦।୧୦: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ରବିବାର ଭାରତୀୟ ସେନା ପକ୍ଷରୁ ମିନି ସର୍ଜିକାଲ୍ ଷ୍ଟ୍ରାଇକ୍ କରାଯାଇଛି। ଜମ୍ମୁ-କଶ୍ମୀର କୁପଓ୍ବାରାର ତଙ୍ଗଧାର୍ ପାକିସ୍ତାନ ଆର୍ମି ଦ୍ୱାରା ଅନୁପ୍ରବେଶ ଉଦ୍ୟମ ହେଉଥିଲା ବେଳେ ଏହାକୁ ଭାରତୀୟ ସେନା ପକ୍ଷରୁ ବିରୋଧ କରାଯାଇଥିଲା। ପାକିସ୍ତାନ ଫରଓ୍ବାର୍ଡ…
ବନ କର୍ମଚାରୀଙ୍କ ବିରୋଧରେ ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ : ପ୍ରତିବାଦରେ ସରପରିବାରଙ୍କ ଅନଶନ
ବରଗଡ଼ ଅଫିସ,୨୦।୧୦: ବରଗଡ଼ ବନଖଣ୍ଡ ବିଭାଗ ଆକ୍ରୋଶମୂଳକଭାବେ ଜିଲାର ନୃସିଂହନାଥ ବନାଞ୍ଚଳରେ କାର୍ଯ୍ୟରତ ପାରା ବନ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ଘଟଣାକୁ ନେଇ ପ୍ରତିବାଦର ସ୍ବର ତେଜିବାରେ ଲାଗିଛି। ବନ ବିଭାଗର ଏଭଳି କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଥିବା ଝାରବନ୍ଧ ବ୍ଲକ…
ଶରୀରର କେଉଁଠି କରିବେ ଟାଟୁ, ଜାଣନ୍ତୁ..
ଆଜିର ଏହି ଅଲଟ୍ରା ମଡର୍ନ ଦୁନିଆରେ ଟାଟୁର କ୍ରେଜ୍ ବି କିଛି କମ୍ ନୁହେଁ। କିଛି ଲୋକ ରେକର୍ଡ ନିଶାରେ ଶରୀରରେ ଟାଟୁ କରାଇଥାନ୍ତି ତ ଆଉ କିଛି ଲୋକ ଫ୍ୟାଶନେବଲ୍ ଲୁକ୍ ପାଇଁ ଏହାକୁ ଟ୍ରାଏ କରିଥାନ୍ତି। ତେବେ ଶରୀରର…
ନିଆରା ସ୍ରଷ୍ଟା: ପ୍ରଶିକ୍ଷଣ ବିନା ଯିଏ କରିଛନ୍ତି ଉଦ୍ଭାବନ
ମଣିଷର କୌଣସି ଆବଶ୍ୟକତା ଯେତେବେଳ ତାକୁ ବ୍ୟତିବ୍ୟସ୍ତ କରିପକାଏ ସେ ସମାଧାନର ବାଟ ଖୋଜିଥାଏ। ସେଥିପାଇଁ କୁହାଯାଏ ଆବଶ୍ୟକତା ହିଁ ଉଦ୍ଭାବନର ଜନନୀ । ତେବେ ଏଥିପାଇଁ କୌଣସି ସ୍ବତନ୍ତ୍ର ଗବେଷଣାଗାର ବି ଦରକାର ପଡ଼େନା । ବିନା ଗବେଷଣାଗାରରେ କେହିକେହି…
ଆସିଲାନି ଆମ୍ବୁଲାନ୍ସ୍: ଆହତଙ୍କୁ ଠେଲା ଗାଡ଼ିରେ ହସ୍ପିଟାଲରେ ପହଞ୍ଚାଇଲେ ୨ ପୋଲିସ
ଗୋରଖପୁର,୨୦।୧୦: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରରେ ସାଧାରଣ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। ସାଧାରଣ ଲୋକଙ୍କ ପାଇଁ ଆମ୍ବୁଲାନ୍ସ୍ ଥିଲେ ମଧ୍ୟ ଏହା ଆବଶ୍ୟକ ସମୟରେ ଉପଲବ୍ଧ ହେଉ ନ ଥିବା ଅଭିଯୋଗ ହେଉଛି। ସ୍ଥାନୀୟ କେଣ୍ଟ୍ ଥାନା ଅଞ୍ଚଳରେ…
ମୋଦିଙ୍କ ତୁର୍କୀ ଗସ୍ତ ରଦ୍ଦ: ଏଫ୍ଏଟିଏଫ୍ ବୈଠକରେ ପାକିସ୍ତାନକୁ ସମର୍ଥନ କରିବା ମହଙ୍ଗା ପଡ଼ିଲା
ନୂଆଦିଲ୍ଲୀ,୨୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୁର୍କୀ ଗସ୍ତ ରଦ୍ଦ କରାଯାଇଛି। ପାକିସ୍ତାନକୁ ଫାଇନାନ୍ସିଆଲ୍ ଆକ୍ସନ୍ ଟ୍ୟାକ୍ସ୍ ଫୋର୍ସ(ଏଫ୍ଏଟିଏଫ୍) ବୈଠକରେ ତୁର୍କୀ ସମର୍ଥନ କରିଥିଲା। ଏହାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ନିଜର ତୁର୍କୀ ଗସ୍ତ ରଦ୍ଦ କରିଥିବା କୁହାଯାଉଛି। ମୋଦି ଅକ୍ଟୋବର ୨୭-୨୮ରେ…
ନାଇଟ୍ କ୍ଲବରେ ଗୋଟିଏ ରାତିରେ ୭ କୋଟି ଟଙ୍କା ଉଡାଇଛନ୍ତି କମଲନାଥଙ୍କ ଭଣଜା
ନୂଆଦିଲ୍ଲୀ,୨୦।୧୦: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ଭଣଜା ରତୁଲ ପୁରୀ ଆମେରିକାର ଏକ ନାଇଟ୍ କ୍ଲବରେ ଗୋଟିଏ ରାତିରେ ପାଖାପାଖି ୧୧ ଲକ୍ଷ ଡଲାର ବା ୭.୮ କୋଟି ଟଙ୍କା ଖର୍ଚ୍ଚ କରିଥିବା ଜଣାପଡିଛି। ମନି ଲଣ୍ଡରିଂ ମାମଲାରେ ରତୁଲଙ୍କ…
ମୋବାଇଲ୍ ଆଲୋକରେ ଶହୀଦ୍ ଯବାନଙ୍କ ଅନ୍ତିମ ସଂସ୍କାର: ସୋସିଆଲ୍ ମିଡ଼ିଆରେ ଭାଇରାଲ
ଫିରୋଜାବାଦ,୨୦।୧୦: ଉତ୍ତରପ୍ରଦେଶ ଫିରୋଜାବାଦ୍ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ଶହୀଦ୍ ଯବାନଙ୍କ ଅନ୍ତିମ ସଂସ୍କାର ଅନ୍ଧାରରେ ମୋବାଇଲ୍ ଆଲୋକରେ କରାଯାଇଛି। ଏହା ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପ୍ରଶାସନ ପକ୍ଷରୁ କାହିଁକି ଆଲୋକର ବ୍ୟବସ୍ଥା କରାଗଲା…
ଟାର୍ଗେଟରେ ଦିଲ୍ଲୀ: ଦୀପାବଳିରେ ୪ଶହ ସ୍ଥାନରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ
ନୂଆଦିଲ୍ଲୀ,୨୦।୧୦: ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ରାଜଧାନୀ ଦିଲ୍ଲୀରେ ଏକ ବଡ ଆକ୍ରମଣ ଯୋଜନା କରୁଥିବା ସୂଚନା ଦେଇଛି ଗୁଇନ୍ଦା ସଂସ୍ଥା। ଏହି ଆତଙ୍କବାଦୀ ସଙ୍ଗଠନ ଦିଲ୍ଲୀର ପାଖାପାଖି ୪ଶହ ସ୍ଥାନକୁ ନିଜ ଟାର୍ଗେଟକୁ ନେଇଥିବା ଜଣାପଡିଛି। ଏଥିରେ ସାମିଲ ଅଛି ବଡ…
Archives


