ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୨୧।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ଶନିବାର ସ୍ଥାନୀୟ ତଙ୍ଗଧାର ସେକ୍ଟର ଏବଂ କାଞ୍ଜଲଓ୍ବାନ୍ଠାରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟଗୁଡିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ହୋଇଛି। ଏହାର ଜବାବରେ ଭାରତୀୟ ପୋଷ୍ଟଗୁଡ଼ିକରୁ ପାଲଟା…
ଓସ୍କାର ଦୌଡ଼ରେ ଜୋସେଫ୍
ଭୁବନେଶ୍ୱର: ଏକାଡେମୀ ଅଫ୍ ମୋଶନ ପିକ୍ଚର୍ ଆର୍ଟସ ଆଣ୍ଡ ସାଇନ୍ସେସ୍ ଦ୍ୱାରା ନିକଟରେ ବିଶ୍ୱର ସର୍ବବୃହତ୍ ଚଳଚ୍ଚିତ୍ର ପୁରସ୍କାର ‘ଓସ୍କାର’ ୨୦୧୯ରେ ସାମିଲ ହୋଇଥିବା ଚଳଚ୍ଚିତ୍ରର ତାଲିକା ପ୍ରକାଶ ପାଇଥିବା ବେଳେ ଏଥିରେ ସାମିଲ ହୋଇଛି ଓଡ଼ିଆ ଫିଲ୍ମ ନିର୍ମାତାଙ୍କ ଚଳଚ୍ଚିତ୍ର…
ବଢୁଛି ସ୍ମାର୍ଟଫୋନ୍ ବ୍ୟବହାର: ବର୍ଷକୁ ୭୫ ଦିନ ନଷ୍ଟ କରୁଛନ୍ତି ଭାରତୀୟ
ନୂଆଦିଲ୍ଲୀ: ଦିନକୁ ଘଣ୍ଟା ଘଣ୍ଟା କାଳ ମୋବାଇଲ୍ ଫୋନ୍ ବ୍ୟବହାର ଶରୀରକୁ କ୍ଷତି ପହଞ୍ଚାଉଛି। ଯଦି ଏପରି ଅଭ୍ୟାସ ଜାରି ରୁହେ ତା’ହେଲେ ଆଗାମୀ ଦିନରେ ଏହା ମଣିଷର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ବିଶେଷ କ୍ଷତି ପହଞ୍ଚାଇବ। ନିକଟରେ…
ମହାପ୍ରଭୁଙ୍କ ସ୍ଥାବର, ଅସ୍ଥାବର ସମ୍ପତ୍ତି: ସୁପ୍ରିମକୋର୍ଟଙ୍କୁ ଦିଆଯିବ ସ୍ବତ୍ୱଲିପି ତଥ୍ୟ
ପୁରୀ ଅଫିସ, ୨୧ା୧୨: ମହାପ୍ରଭୁଙ୍କ ରତ୍ନଅଳଙ୍କାର ସୁରକ୍ଷିତ ଅଛି କି ନାହିଁ ତାକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚା ହେଉଛିି। ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି ହେଉଥିବାବେଳେ ଗତ ନଭେମ୍ବର ୨୬ ତାରିଖରେ ଆଇନମନ୍ତ୍ରୀ ପ୍ରତାପ ଜେନା ଏବେ ରତ୍ନଭଣ୍ଡାର ଖୋଲିବା…
ଗଛ ଲଗାଇଥିଲେ ଏବେ କାଟିଦେଲେ: ୫୭ ନଂ. ଜାତୀୟ ରାଜପଥ କଡ଼ ବୃକ୍ଷଶୂନ୍ୟ
ଖୋର୍ଦ୍ଧା ଅଫିସ/ବୋଲଗଡ, ୨୧ା୧୨ (ଡି.ଏନ.ଏ.): ରାସ୍ତା ପ୍ରଶସ୍ତୀକରଣର ଆଳ ଦେଖାଇ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ(ଏନଏଚ୍) କଡରୁ କଟା ଚାଲିଛି ଗଛ। ତେବେ ରାସ୍ତା ପ୍ରଶସ୍ତୀକରଣକୁ ପରିବେଶବିତ ବିରୋଧ କରୁନାହାନ୍ତି। ବିରୋଧ କରୁଛନ୍ତି ବୃକ୍ଷରୋପଣ କରାଯାଉଥିଲା କାହିଁକି। ପୁଣି ମାତ୍ର…
ସିଏଏ ଏବଂ ଏନ୍ଆର୍ସି ପରେ ଏବେ ଏନ୍ପିଆର୍ ପାଇଁ ମୋଦି ସରକାରଙ୍କ ଯୋଜନା
ନୂଆଦିଲ୍ଲୀ,୨୧।୧୨: ନାଗରିକତା ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକତା ରେଜିଷ୍ଟର (ଏନ୍ଆର୍ସି) ନେଇ ଦେଶବ୍ୟାପି ନିଆଁ ଜଳୁଛି। ପରିସ୍ଥିତି ଏପର୍ଯ୍ୟନ୍ତ ନିୟନ୍ତ୍ରଣକୁ ଆସି ନ ଥିବାବେଳେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜାତୀୟ ଜନସଂଖ୍ୟା ରେଜିଷ୍ଟର (ଏନ୍ପିଆର୍) ଲାଗି…
ଧିମଉଛି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ
ପୁରୁଣା ଭୁବନେଶ୍ୱର ,୨୧ା୧୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା ଧିମୋଉଛି। ଶୁକ୍ରବାର ଲିଙ୍ଗରାଜ ଥାନା ଭାଙ୍ଗିବାର ଥିଲା। ମାତ୍ର ମାଲଖାନାରେ ଥିବା ଆସବାବପତ୍ର ଓ ଗୁରୁତ୍ୱପୂର୍ଣ୍ଣ ନଥିପତ୍ର ସବୁ ସ୍ଥାନାନ୍ତର ହୋଇ ନ ଥିବାରୁ ବାଧ୍ୟ ହୋଇ ନିକଟସ୍ଥ ଶୌଚାଳୟ…
ମହାବୀର ମୃତ୍ୟୁର କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଆନ୍ତଃ ରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତରଣ ପ୍ରକଳ୍ପ ବନ୍ଦ ହେଲା। ଏବେ ‘ସୁନ୍ଦରୀ’ ନିଜ ଘରକୁ ଫେରିଯିବ। କିନ୍ତୁ ଏହା ଭିତରେ ଅନେକ ପ୍ରଶ୍ନ ଅସମାହିତ ରହିଗଲା। କାହା ଯୋଗୁ ୨ଟି ବାଘ ମହାବୀର ଓ ସୁନ୍ଦରୀ ଏତେ କଷ୍ଟ…
୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ: ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ‘ପେନ୍ସନ’ ଓ ‘ପାଇକ ବିଦ୍ରୋହ’
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶୁକ୍ରବାର ଉତ୍କଳ ମଣ୍ଡପରେ ୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ-୨୦୧୮ ଅନୁଷ୍ଠିତ ହୋଇଯାଇଛି। ‘ପେନ୍ସନ’ ଓ ‘ପାଇକ ବିଦ୍ରୋହ’କୁ ‘ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର’ଭାବେ ପୁରସ୍କୃତ କରାଯାଇଛି। ‘ପେନ୍ସନ’ ପାଇଁ…
୫୬ ବର୍ଷରେ ଗୋବିନ୍ଦା: ମାଙ୍କ ଜିଦ୍ ଯୋଗୁ ନୀଲମ୍ଙ୍କୁ ଛାଡ଼ି ସୁନୀତାଙ୍କୁ କରିଥିଲେ ବିବାହ
ମୁମ୍ବାଇ: ବଲିଉଡ୍ ଅଭିନେତା ଗୋବିନ୍ଦା ଶନିବାର ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୩ ଡିସେମ୍ବର ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୋବିନ୍ଦା ଅରୁଣ ଆହୁଜା। ଲଭ୍-୮୬ ଫିଲ୍ମରେ ୧୯୮୬ରେ ସେ ବଲିଉଡ୍ରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମରେ…
କରିଶ୍ମାଙ୍କୁ ୩୬: ଉପେନଙ୍କ ସହିତ ବହୁ ଦିନ ଲିଭ୍ଇନ୍ରେ ଥିଲେ
ମୁମ୍ବାଇ: ଛୋଟପରଦାରୁ ବଲିଉଡ୍ରେ ପାଦ ଥାପିଥିବା ସୁନ୍ଦରୀ ଅଭିନେତ୍ରୀ କରିଶ୍ମା ତନ୍ନା ଶନିବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୩ ଡିସେମ୍ବର ୨୧ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଛୋଟ ପରଦାରେ କିୟୁଁକି ଶାଶ୍ ଭି କଭି ବୋହୂ ଥିରେ ତାଙ୍କ…
ଅନିଶ୍ଚିତତାରେ ୧୫୦୦ ଚାଷୀ
ଗତ ୨୮ତାରିଖରୁ ଯାଜପୁର ଜିଲାରେ ଖରିଫ ଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ଜିଲାର ବିଭିନ୍ନ ସ୍ଥାନରେ ଅମଳ ପୂର୍ଣ୍ଣମାତ୍ରାରେ ହୋଇ ନ ଥିବାରୁ ଧାନକିଣା ସେତେଟା ଅଗ୍ରଗତି ହୋଇନାହିଁ। ଚଳିତବର୍ଷ ଧାନ ବିକ୍ରିରେ ଚାଷୀ ଯେପରି କୌଣସି…
Archives


