Home

ପିଙ୍କ୍‌ ବଲ୍‌ ଟେଷ୍ଟରୁ ହାସନ ବାଦ୍‌

କୋଲକାତା,୨୦।୧୧(ପି.ଟି.)- ଶୁକ୍ରବାରଠାରୁ ସ୍ଥାନୀୟ ଇଡେନ ଗାର୍ଡେନ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଥିବା ଦିବାରାତ୍ର ବା ଫିଙ୍କ ବଲ୍‌ ଟେଷ୍ଟ ମ୍ୟାଚ୍‌ରୁ ବାଂଲାଦେଶ ରିଜର୍ଭ ଓପନର ସୈଫ୍‌ ହାସନ ବାଦ୍‌ ପଡିଛନ୍ତି। ଭାରତ ବିପକ୍ଷ ଏହି ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳିବା ପୂର୍ବରୁ…

ସାତ ମାସ ହେଲା ମିଳିନି ଦରମା: ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକାଙ୍କୁ ବିରୋଧ; ସିଡିଏମ୍‌ଓ ଅଫିସରେ ତାଲା ପକାଇ ଧାରଣାରେ ବସିଲେ ଠିକା କର୍ମଚାରୀ

ପୁରୀ ଅଫିସ,୨୦।୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଶହେରୁ ଊର୍ଦ୍ଧ୍ୱ ଠିକା କର୍ମଚାରୀ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତଙ୍କୁ ଡିଏଚ୍‌ଏଚ୍‌ରେ ବିରୋଧ କରିଛନ୍ତି। ବୁଧବାର ଅପରାହ୍ନରେ ଠିକା କର୍ମଚାରୀମାନେ ସିଡିଏମ୍‌ଓ ଅଫିସ ଗେଟ୍‌ରେ ତାଲା ପକାଇ ବିରୋଧ କରିଥିଲେ। ପ୍ରାୟ…

ଶ୍ମଶାନରେ ପାଳିଲେ ଜନ୍ମଦିନ

ସାଧାରଣତଃ କୌଣସି ବନ୍ଧୁଙ୍କର ଜନ୍ମଦିନ ପାଳନ କରିବା ପାଇଁ କେତେକ’ଣ ପୂର୍ବ ପ୍ରସ୍ତୁତି ଚାଲିଥାଏ। କେଉଁଠି କେକ୍‌ କଟାଯିବ, କେତେ ଅତିଥି ଯୋଗଦେବେ, ଭୋଜିରେ ଖାଦ୍ୟ ତାଲିକା କ’ଣ ରହିବ ଇତ୍ୟାଦି ଇତ୍ୟାଦି। ମାତ୍ର ଶ୍ମଶାନରେ ଜନ୍ମଦିବସ ପାଳନ ହୋଇ କେକ୍‌…

କୋହଲି ପେଟା ଇଣ୍ଡିଆ ପର୍ସନ ଅଫ୍‌ ଦି ଇୟର

ନୂଆଦିଲ୍ଳୀ,୨୦।୧୧(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ପିପୁଲ ଫର୍‌ ଦି ଏଥିକାଲ ଟ୍ରିଟ୍‌ମେଣ୍ଟ ଅଫ୍‌ ଆନିମଲ୍ସ (ପେଟା) ଇଣ୍ଡିଆ ଫର୍ସନ ଅଫ୍‌ ଦି ଇୟର ବିବେଚିତ ହୋଇଛନ୍ତି। ପଶୁ ତଥା ଜୀବଜନ୍ତୁଙ୍କ ସ୍ବାର୍ଥ ରକ୍ଷା ଓ ହିତ ସାଧନ ପାଇଁ କୋହଲି…

ଛୋଟ ସୁନା ଦୋକାନୀଙ୍କ ଉପରେ ଚଢ଼ାଉ, ବଡ଼ ବଡ଼ିଆଙ୍କୁ ମାଫ୍‌

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା ବଡ଼ ବଡ଼ ସୁନାଦୋକାନ ଉପରେ ଯୋଗାଣ ବିଭାଗ ଅଧିକାରୀ ଚଢ଼ାଉ କରିବାକୁ ସାହସ ଜୁଟାଉନାହାନ୍ତି। କେତେକ ହାତଗଣତି ଛୋଟ ସୁନାଦୋକାନ ଉପରେ ଚଢ଼ାଉ କରି ଦାୟିତ୍ୱ ଶେଷ କରୁଛନ୍ତି। ଏହି ଦାୟିତ୍ୱରେ ଥିବା ସରକାରୀ…

ରାଜ୍ୟରେ ରହିଛି ୬୩ କୃଷି, ୮୫ ଉଦ୍ୟାନ କୃଷି ଫାର୍ମ: ଆଧୁନିକୀକରଣ ପାଇଁ ଖର୍ଚ୍ଚ ହୋଇଛି ୧୨୬୨ଲକ୍ଷ ଟଙ୍କା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୬୩ଟି କୃଷି ଫାର୍ମ ଏବଂ ୮୫ଟି ଉଦ୍ୟାନ କୃଷି ଫାର୍ମ ରହିଛି। ସେଥିରୁ ୪ଟି କୃଷି ଫାର୍ମ ଓ ୫ଟି ଉଦ୍ୟାନ କୃଷି ଫାର୍ମ ବନ୍ଦ ହୋଇଯାଇଛି। ସେଗୁଡ଼ିକ ପୁନଃଉଦ୍ଧାର କରିବା ଅବସ୍ଥାରେ ନାହିଁ। କୃଷି ଓ କୃଷକ…

ପୁଣି ଚଳଚଞ୍ଚଳ ହେଲା ଆର୍‌ଟିଓ କାର୍ଯ୍ୟାଳୟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ରାଜଧାନୀର ୨ଟି ଆରଟିଓ କାଯର୍ର୍‌ୟାଳୟ ଚଳଚଞ୍ଚଳ ହୋଇଉଠିଛି। ଡିସେମ୍ବର ୧ରୁ ଆର୍‌ଟିଓ ନିୟମ କଡ଼ାକଡ଼ି କରାଯିବ ବୋଲି ଖବର ପ୍ରକାଶ ପାଇବା ପରେ ଲୋକେ ଡ୍ରାଇଭିଂ ଲାଇସେନ୍ସ, ଗାଡ଼ି ଫିଟ୍‌ନେସ୍‌, କାଗଜପତ୍ର ପାଇଁ ବୁଧବାର…

ରାଜ୍ୟସଭାରେ ସିଟ୍‌ ପରିବର୍ତ୍ତନକୁ ନେଇ କ୍ରୋଧିତ ହେଲେ ସଞ୍ଜୟ: ଭେଙ୍କିୟାଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୨୦।୧୧: ସଂସଦରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ବୁଧବାର ଅଧିବେଶନର ତୃତୀୟ ଦିନ ହୋଇଥିବା ବେଳେ ଗୃହରେ ଏନ୍‌ଆରସି, ପ୍ରଦୂଷଣ ଓ ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଭଳି ପ୍ରସଙ୍ଗ ଉପରେ ଚର୍ଚ୍ଚା କରାଯାଇଥିଲା। ଏହାରି ଭିତରେ ରାଜ୍ୟସଭା ଚ୍ୟାମ୍ବରରେ ନିଜର ସିଟ୍‌…

ଯେଉଁ ଗାଁରେ ପ୍ରତି ଘରେ ପାଳନ କରାଯାଏ ସାପ

ଆମ ଭିତରୁ ଅନେକ ଏପରି ଲୋକ ଅଛନ୍ତି ଯେଉଁମାନେ ଜୀବଜନ୍ତୁପାଳନ କରିବାକୁ ପସନ୍ଦ କରିଥାନ୍ତି। କିନ୍ତୁ ଘରେ ସାପ ପାଳନ କରିବା କଥା ଶୁଣିଛନ୍ତି କି? ଏହା ନିହାତି ଭୟଙ୍କର ତଥା ଆଶ୍ଚର୍ଯ୍ୟଜନକ ବିଷୟ। କିନ୍ତୁ କୁକୁର, ବିଲେଇ, ଶୁଆ ଇତ୍ୟାଦି…

ମୋଦିଙ୍କୁ ଭେଟିଲେ ପାଓ୍ବାର: ମହାରାଷ୍ଟ୍ର ରାଜନୀତିରେ ଆଲୋଡ଼ନ

ନୂଆଦିଲ୍ଲୀ,୨୦।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅନିଶ୍ଚତତା ଜାରି ରହିଥିବାବେଳେ ବୁଧବାର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ରାଜ୍ୟର ଚାଷୀ ସମସ୍ୟା ନେଇ ଆଲୋଚନା ହୋଇଥିବା କୁହାଯାଉଛି। ତେବେ ଏହାକୁ ନେଇ…

ବାଲ୍ୟବିବାହକୁ ରୋକିବା ପାଇଁ ଆସାମ ସରକାରଙ୍କ ନୂଆ ଯୋଜନା: ବିବାହରେ କନ୍ୟାଙ୍କୁ ଦେବେ ୧ ତୋଳା ସୁନା

ଗୁଆହାଟୀ,୨୦।୧୧: ରାଜ୍ୟରେ ବାଲ୍ୟବିବାହ ରୋକିବା ପାଇଁ ଆସାମ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଅରୁନ୍ଧତୀ ସ୍କିମ୍‌ରେ ବିବାହ ସମୟରେ କନ୍ୟାଙ୍କୁ ମାଗଣାରେ ୧ ତୋଳା ସୁନା ଦେବେ ସରକାର। ମଙ୍ଗଳବାର ସନ୍ଧ୍ୟାରେ ଗୁଆହାଟୀରେ ବସିଥିବା କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ…

ବେଙ୍ଗାଲୁରୁରେ ପ୍ରତିଦିନ ଘଣ୍ଟେ ପାଇଁ ମିଳିବ ମାଗଣା ଓ୍ବାଇଫାଇ

ବେଙ୍ଗାଲୁରୁ,୨୦।୧୧: କର୍ନାଟକ ଉପନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ବେଙ୍ଗାଲୁରୁରେ ପ୍ରତିଦିନ ଘଣ୍ଟେ ପାଇଁ ମାଗଣା ଓ୍ବାଇଫାଇ ସୁବିଧା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ଏଥିଲାଗି ସରକାରଙ୍କୁ ଶହେ କୋଟି ଟଙ୍କା ନିବେଶ କରିବାକୁ ପଡ଼ିବ। ସହରରେ ୪ ହଜାର ଓ୍ବାଇଫାଇ ସ୍ପଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri