Home

ଦେଶବ୍ୟାପି ଏନ୍‌ଆର୍‌ସିକୁ ନେଇ ଶାହ-ମମତା ମୁହାଁମୁହିଁ

ନୂଆଦିଲ୍ଲୀ,୨୦।୧୧: ଦେଶବ୍ୟାପି ଏନ୍‌ଆର୍‌ସି ଲାଗୁହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ରାଜ୍ୟସଭାରେ ପ୍ରଶ୍ନକାଳରେ ନିଜର ଉତ୍ତର ରଖିଛନ୍ତି। ଧର୍ମ ବର୍ଣ୍ଣ ନିର୍ବିଶେଷରେ ସଭିଏଁ ଏନ୍‌ଆର୍‌ସି ଅନ୍ତର୍ଭୁକ୍ତ ହେବେ ବୋଲି ଶାହ କହିଛନ୍ତି। ଭାରତ ସବୁ ଧର୍ମର ଲୋକଙ୍କୁ ଏଥିରେ…

ରାଷ୍ଟ୍ରପତି ହେବାପରେ ପ୍ରଥମ ବିଦେଶ ଗସ୍ତରେ ଭାରତ ଆସିବେ ଗୋଟବାୟା ରାଜପାକ୍‌ସେ

କଲମ୍ବୋ,୨୦।୧୧: ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ଗୋଟବାୟା ରାଜପାକ୍‌ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତକୁ ଆସିବେ ବୋଲି ଜଣାପଡିଛି। ଭାରତର ବର୍ହିିର୍ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଶ୍ରୀଲଙ୍କା ଗସ୍ତ ସମୟରେ ଏଭଳି ନିଷ୍ପତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମେ ରାଜପାକ୍‌ସେ…

କୋଚ୍‌ ପଦ ଛାଡିଲେ ମାରାଡୋନା

ବୁଏନ୍ସ ଆରିଜ୍‌,୨୦।୧୧ (ଏଏଫ୍‌ପି)- ଆର୍ଜେଣ୍ଟିନା କିମ୍ବଦନ୍ତୀ ଫୁଟବଲର ଡିଏଗୋ ମାରାଡୋନା ଆର୍ଜେଣ୍ଟିନାର ସୁପରଲିଗା ଦଳ ଜିମ୍‌ନାସିଆ କୋଚ୍‌ ପଦରୁ ଇସ୍ତଫା ଦେଇଛନ୍ତି। ନିଯୁକ୍ତ ହେବାର ୩ ମାସ ମଧ୍ୟରେ ସେ କୋଚ୍‌ ପଦ ଛାଡିଛନ୍ତି ବୋଲି କ୍ଲବ ଦରଫରୁ ଘୋଷଣା କରାଯାଇଛି।…

କାହିଁକି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ, ଭିଡିଓ ଶେୟାର କରି କହିଲେ ନୁଶରତ୍‌

କୋଲକାତା, ୨୦।୧୧: ଟିଏମସି ଏମପି ତଥା ଅଭିନେତ୍ରୀ ନୁସରତ ଜାହାଁ ଆସିୟୁରୁ ଡିସଚାର୍ଜ ହୋଇଛନ୍ତି। ରବିବାର ରାତିରେ ସେ ନିଃଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହେବାରୁ ତାଙ୍କୁ କୋଲକାତାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ…

କୋରିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ: ଶ୍ରୀକାନ୍ତ, ସମୀରଙ୍କ ଅଗ୍ରଗତି; ସୌରଭ ଆଉଟ୍‌

ଗ୍ବାଙ୍ଗଜୁ,୨୦।୧୧(ପି.ଟି.): କୋରିଆର ଗ୍ବାଙ୍ଗଜୁଠାରେ ଚାଲିଥିବା କୋରିଆ ମାଷ୍ଟର୍ସ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତୀୟ ଖେଳାଳିମାନେ ଦମ୍‌ଦାର ଆରମ୍ଭ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ତରକା ଖେଳାଳି କିଡାମ୍ବୀ ଶ୍ରୀକାନ୍ତ ଓ ସମୀର ବର୍ମା ଅଗ୍ରଗତି କରି ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ବୁଧବାର…

ବିବାହରେ ଟମାଟୋକୁ ଗହଣା କରି ପିନ୍ଧିଲେ ପାକିସ୍ତାନୀ କନ୍ୟା

ପାକିସ୍ତାନରେ ଦିନକୁ ଦିନ ଆର୍ଥତ୍କ ମାନ୍ଦାବସ୍ଥା ଏପରି ବିଗିଡ଼ି ଚାଲିଛି ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଫଟୋରୁ ବାରି ହୋଇପଡୁଛି। ପାକିସ୍ତାନରେ ମହିଳାମାନେ ସୁନାଗହଣା ବଦଳରେ ଟମାଟୋ ପିନ୍ଧୁଛନ୍ତି। ଏମିତିରେ ବି ପାକିସ୍ତାନରେ ଟମାଟୋ କେଜି ୪୦୦ ଟଙ୍କାରୁ…

ସଲମାନ, ଶାହରୁଖଙ୍କୁ ପଛରେ ପକାଇଲେ ପ୍ରିୟଙ୍କା ଚୋପ୍ରା

ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କୁ କିଏ ଅବା ନଜାଣେ। ବଲିଉଡ୍ରେ ସେ ହେଉଛନ୍ତି ଅନ୍ୟତମ ସଫଳ ନାୟିକା। ତାଙ୍କ ଲୋକପ୍ରିୟତା କେବଳ ଦେଶ ଭିତରେ ସୀମିତ ହୋଇ ରହିନାହିଁ। ବିଦେଶରେ ବି ସେ ଖୁବ ଚର୍ଚ୍ଚିତ। ସେ ବଲିଉଡ ସହିତ ହଲିଉଡ…

୧୦ବର୍ଷ ପୁରୁଣା ମାମଲାର ବିଚାର ଶୀଘ୍ର କରାଯିବ: ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୨୦।୧୧: ଦେଶର ବିଭିନ୍ନ କୋର୍ଟରେ ପଡ଼ିରହିଥିବା ମାମଲାଗୁଡ଼ିକର ବିଚାର ଶୀଘ୍ର କରିବାକୁ ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ ବୁଧବାର ଲୋକସଭାରେ କହିଛନ୍ତି। ୧୦ ବର୍ଷ ଧରି ପଡ଼ିରହିଥିବା ମାମଲାର ବିଚାର ଶୀଘ୍ର କରିବା ଲାଗି ସେ ଦେଶର ସମସ୍ତ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ…

ନ୍ୟୁୟର୍କରେ ଛୁଟି କାଟୁଛନ୍ତି ସାରା

ମୁମ୍ବାଇ: ବଲିଉଡ୍‌ର ପପୁଲାର୍‌ ଷ୍ଟାର୍‌-କିଡ୍‌ଙ୍କ ମଧ୍ୟରୁ ସାରା ଅଲୀ ଖାନ୍‌ ଅନ୍ୟତମ। କେବଳ ଷ୍ଟାର୍‌-କିଡ୍‌ ଭାବେ ନୁହେଁ, ଭଲ ବ୍ୟବହାର ସାଙ୍ଗକୁ ଦମଦାର୍‌ ଅଭିନୟ ଏବଂ ନିଜର ସ୍ବତନ୍ତ୍ର ଷ୍ଟାଇଲ୍‌ ପାଇଁ ମଧ୍ୟ ସାରା ସବୁବେଳେ ଚର୍ଚ୍ଚାରେ ରହିଥାଆନ୍ତି। ଏହାସହ ଆକ୍ଟର…

ବଡିବିଲ୍ଡିଂ ମାନିଆ: ବାଇସପ୍‌ରେ ଭର୍ତ୍ତି କରିଦେଲେ ୬ ଲିଟର ଭେସ୍‌ଲିନ୍‌

ମସ୍କୋ: ସମସ୍ତଙ୍କୁ ଲୋଡ଼ା ଆକର୍ଷଣୀୟ ଚେହେରା। ଏଥିପାଇଁ ସୁଠାମ ଶରୀର ଗଠନ ନିଶାରେ ପଡ଼ିଛନ୍ତି ଯୁବପିଢ଼ି। ହେଲେ ପରିଶ୍ରମ ନୁହେଁ, ବରଂ କମ୍‌ଦିନରେ ନିଜର ମାଂସପେଶୀ ସୃଦୃଢ଼ କରିବାକୁ ସହଜ ସୁବିଧା ଉପାୟ ଖୋଜୁଛନ୍ତି ସେମାନେ। ହେଲେ କାର୍ଟୁନ କାରେକ୍ଟର ପୋପେୟାଙ୍କ…

ସ୍କୁଲ୍‌ରେ ଶିକ୍ଷୟିତ୍ରୀଙ୍କ ପାଇଖାନା ଚିନ୍ତା

କହିବା ଓ କରିବା ମଧ୍ୟରେ ଆକାଶପାତାଳ ପ୍ରଭେଦ ରହିଛି। କିନ୍ତୁ କାର୍ଯ୍ୟ କରିବାର ପ୍ରଭାବ ସମସ୍ତଙ୍କୁ ଛୁଇଁପାରେ ଯାହା କରି ଦେଖାଇଛନ୍ତି ଜଣେ ଶିକ୍ଷୟିତ୍ରୀ। ତାଙ୍କ ନାଁ ଲକ୍ଷ୍ମୀ ପୋତ୍ରୀ। ମଧ୍ୟପ୍ରଦେଶ ଶାହପୁର ଅନ୍ତର୍ଗତ ସହଜପୁର ହାଇସ୍କୁଲ୍‌ର ପ୍ରଧାନ ଶିକ୍ଷୟିତ୍ରୀ ଭାବେ…

ସାର୍ବଜନୀନ ଶିଶୁ ଦିବସ: ସଂକଳ୍ପର ଦିନଟିଏ

୨୦ ନଭେମ୍ବର ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ୧୯୫୯ରେ ଏହି ଦିନ ଜାତିସଂଘ ସାଧାରଣ ପରିଷଦ ଶିଶୁ ଅଧିକାର ଘୋଷଣାନାମାକୁ ଗ୍ରହଣ କରିଥିଲା। ୧୯୮୯ରେ ଠିକ୍‌ ଏହି ଦିନ ମଧ୍ୟ ଜାତିସଂଘ ସାଧାରଣ ପରିଷଦ ଶିଶୁ ଅଧିକାର ସମ୍ମିଳନୀକୁ ସ୍ବୀକୃତି ଦେଇଥିଲା। ଏଣୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri