Home

କବିକସ୍ତୁରୀ ଫାଉଣ୍ଡେଶନର ବାର୍ଷିକୋତ୍ସବ: ‘ହାଡ଼ିବନ୍ଧୁ ପାଢ଼ୀ ଙ୍କୁ ବିଚାରକ ମଉଡ଼ମଣି ସମ୍ମାନ

କଣାସ,୧୬ା୧(ସ.ପ୍ର.): କଣାସ ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତରେ ଅବସ୍ଥିତ କବିକସ୍ତୁରୀ ଫାଉଣ୍ଡେଶନର ସପ୍ତଦଶତମ ବାର୍ଷିକ ଉତ୍ସବ ବୁଧବାର ବିଜୟ ବିହାରସ୍ଥିତ ଶିଶୁ ବିକାଶ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବକୁ ମୁଖ୍ୟଅତିଥି ଭାବେ ଜିଲା ପରିଷଦ ସଦସ୍ୟ ନୀଳମଣି ବେହେରା…

ବ୍ଲୁ ଫ୍ଲାଗ ବିଚ୍‌: ପରୀକ୍ଷା ପାଇଁ ଗଲା ସମୁଦ୍ର ପାଣି

ପୁରୀ ଅଫିସ,୧୬ା୧: ପୁରୀରେ ବ୍ଲୁ ଫ୍ଲାଗ ବିଚ୍‌ କାମ ଦ୍ରୁତଗତିରେ ଚାଲିଛି। ସମ୍ପୂର୍ଣ୍ଣ ହୋଇ ନ ଥିଲେ ମଧ୍ୟ ଏହା ପର୍ଯ୍ୟଟକଙ୍କ ଆକର୍ଷଣ ପାଲଟିଲାଣି। ପ୍ରତ୍ୟହ ଏହା ପରିସରରେ ପର୍ଯ୍ୟଟକମାନେ ବୁଲୁଛନ୍ତି। ତେବେ ଖୁବ୍‌ଶୀଘ୍ର ଏହାକୁ ଉଦ୍‌ଘାଟନ କରିବା ଲାଗି ପ୍ରଶାସନ…

ଶ୍ରୀମନ୍ଦିର କାର୍ଯ୍ୟାଳୟ ଆଗରେ ବ୍ରାହ୍ମଣଙ୍କ ବିକ୍ଷୋଭ

ପୁରୀ ଅଫିସ,୧୬ା୧: ଶ୍ରୀମନ୍ଦିର ଆନନ୍ଦ ବଜାରରୁ ବ୍ରାହ୍ମଣଙ୍କୁ ବାହାର କରିଦିଆଯିବାକୁ ନେଇ ବ୍ରାହ୍ମଣଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ବୁଧବାର ଆନନ୍ଦ ବଜାର ବ୍ରାହ୍ମଣ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ହ୍ୟାଣ୍ଡ୍‌ ସାନିଟାଇଜର୍‌ ବ୍ୟବହାର କରୁଥିଲେ…

ସାଧାରଣତଃ ଦେଖାଯାଇଥାଏ, ହାତ ପରିଷ୍କାର କରିବାକୁ ବର୍ତ୍ତମାନ ସମୟରେ ବିଭିନ୍ନ ବ୍ରାଣ୍ଡ୍‌ର ହ୍ୟାଣ୍ଡ୍‌ସାନିଟାଇଜର୍‌ ବ୍ୟବହାର କରାଯାଉଛି। କିନ୍ତୁ ଏହାର ଉପଯୋଗ ଆପଣଙ୍କୁ ସୁସ୍ଥ ରଖିବା ପରିବର୍ତ୍ତେ ରୋଗଗ୍ରସ୍ତ ଏବଂ ଦୁର୍ବଳ କରିପାରେ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ୟୁନିଭର୍ସିଟି ଅଫ୍‌…

ଏହି କ୍ରିକେଟ ଖେଳାଳିଙ୍କୁ ଡେଟ୍‌ କରିବାକୁ ଚାହୁଁଛନ୍ତି ମିତାଲି ରାଜ୍‌

ଭାରତୀୟ ମହିଳା କ୍ରିକେଟ ଟିମ୍‌ର ଅଧିନାୟକ ମିତାଲି ରାଜଙ୍କ ପ୍ରଦର୍ଶନକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥାଏ। କିଛି ଦିନ ତଳେ ମିତାଲୀ ରାଜଙ୍କୁ ଏକ ସାକ୍ଷାତକାରରେ ପଚାରାଯାଇଥିଲା ଯେ, ଭାରତୀୟ କ୍ରିକେଟ ଟିମ୍‌ କେଉଁ ଖେଳାଳୀଙ୍କୁ ସେ ପସନ୍ଦ କରନ୍ତି ଓ…

ଡିଏସ୍‌ଡବ୍ଲ୍ୟୁଓ ନିଲମ୍ବିତ

ମାଲକାନଗିରି, ୧୫ା୧(ସ୍ବ.ପ୍ର.): ମାଲକାନଗିରି ଡିଏସ୍‌ଡବ୍ଲ୍ୟୁଓଙ୍କୁ ମଙ୍ଗଳବାର ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅନିୟମିତତା, ମାଲକାନଗିରି ସିଡିପିଓ ବିପୁଳା ସରକାରଙ୍କୁ ପଦୋନ୍ନତିରେ ସହଯୋଗ କରିବାରେ ସମ୍ପୃକ୍ତ ଥିବା ଦର୍ଶାଇ ତାଙ୍କୁ ନିଲମ୍ବିତ କରାଯାଇଛି। ଗତ କିଛିଦିନ ତଳେ ତାଙ୍କ ବିରୋଧରେ ଦୁର୍ନୀତି, ପିସି କାରବାର…

ହାତୀ ପାଇଁ ବିଦ୍ୟୁତ୍‌ କାଟ୍‌ ପ୍ରତିବାଦରେ ରାସ୍ତାରୋକୋ

ବଡ଼ସାହି,୭ା୧(ସ୍ବ.ପ୍ର): ବଡ଼ସାହି-ସୁହାଗପୁର ଜଙ୍ଗଲରେ କିଛି ଦିନ ହେଲା ଏକ ଦନ୍ତା ହାତୀ ବୁଲୁଥିବାରୁ ସେହି ଅଞ୍ଚଳରେ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ନିୟମିତ ବିଦ୍ୟୁତକାଟ୍‌ କରାଯାଉଛି। ଏହାର ପ୍ରତିବାଦରେ ଅଞ୍ଚଳବାସୀ ବୁଧବାର ରାସ୍ତାରୋକ କରିଥିଲେ। ସନ୍ଧ୍ୟା ସମୟରେ ମହିଳାପୁରୁଷମାନେ ବଡ଼ସାହି-ଉଦଳା ରାସ୍ତାର ଗୁହାଳଡିହୀଠାରେ…

ଡିଏଭି କଲେଜରେ ଜିତେନ୍ଦ୍ର, ହ୍ୟୁମାନଙ୍କ କାଉନସେଲିଂ: ଛାତ୍ରୀଛାତ୍ରଙ୍କୁ ଦେଲେ ସଫଳତାର ମନ୍ତ୍ର

ଟିଟିଲାଗଡ଼, ୧୫।୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଡିଏଭି ସ୍ବୟଂ ଶାସିତ କଲେଜ ଦୁଇ ପ୍ରାକ୍ତନ ଛାତ୍ର ତଥା ସେଲିବ୍ରେଟି ଜିତେନ୍ଦ୍ର ମିଶ୍ର ଏବଂ ହ୍ୟୁମାନ ସାଗରଙ୍କ ପାଇଁ ଗର୍ବିତ ହୋଇଛି। ଜାତୀୟ ତଥା ଅନ୍ତର୍ଜାତୀୟସ୍ତରରେ ଖ୍ୟାତିପ୍ରାପ୍ତ ଉଭୟ କଳାକାର କଲେଜ…

ମଦ ବିରୋଧରେ ମହିଳା ଗୋଷ୍ଠୀ ଥାନାର ଦ୍ୱାରସ୍ଥ

ବଙ୍ଗୋମୁଣ୍ଡା, ୧୫ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ କଁସିଲ ଗଁ।ରେ ଚାଲିଛି ଅବାଧ ମଦ କାରବାର। ଏ ନେଇ ବିଭିନ୍ନ ସମୟରେ ଗ୍ରାମବାସୀ ଦାବି କରି ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଏହିକ୍ରମରେ ବୁଧବାର ଗଁ।ର ମହିଳା ଗୋଷ୍ଠୀ…

ଆଇସିସି ଦିନିକିଆ, ଟେଷ୍ଟ ଦଳ: କୋହଲି ଅଧିନାୟକ

ଦୁବାଇ,୧୫।୧(ପି.ଟି.): ବ୍ୟାଟିଂ ସୁପରଷ୍ଟାର ତଥା ଭାରତୀୟ ଅଧିନାୟକ ବିରାଟ କୋହଲି ୨୦୧୯ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ ବିବେଚିତ ହୋଇଛନ୍ତି। କ୍ରମାଗତ ତୃତୀୟଥର ପାଇଁ କୋହଲି ଏହି ସମ୍ମାନର ଅଧିକାରୀ ହୋଇଛନ୍ତି। ବୁଧବାର…

ଇଣ୍ଡୋନେସିଆ ମାଷ୍ଟର୍ସ, ସିନ୍ଧୁ ଆଗେଇଲେ: ସାଇନା, ଶ୍ରୀକାନ୍ତ ବିଦା

ଜାକର୍ତ୍ତା, ୧୫।୧(ପି.ଟି.): ବିଶ୍ୱ ବିଜୟିନୀ ପି.ଭି. ସିନ୍ଧୁ ବୁଧବାରଠାରୁ ଏଠାରେ ଆରମ୍ଭ ହୋଇଥିବା ସୁପର ୫୦୦ ଇଣ୍ଡୋନେସିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ତେବେ ଡିଫେଣ୍ଡିଂ ଚାମ୍ପିୟନ ସାଇନା ନେହ୍ବାଲ, ବି. ସାଇ ପ୍ରଣୀଥ୍‌, କିଡାମ୍ବୀ ଶ୍ରୀକାନ୍ତ…

ଲୋକନାଥଙ୍କୁ ଲାଗି ହେଲା ମକର ଚୂଳ

ପୁରୀ ଅଫିସ, ୧୫ା୧: ଶ୍ରୀଜଗନ୍ନାଥ ମନ୍ଦିରର ନୀତି ସହିତ ଶ୍ରୀଲୋକନାଥ ମନ୍ଦିର ନୀତି ଜଡ଼ିତ ରହିଛି। ପ୍ରସିଦ୍ଧ ମକର ପର୍ବ ଅବସରରେ ଲୋକନାଥ ଶୈବପୀଠରେ ମକର ପର୍ବ ପାଳିତ ହୋଇଛି। ଧନୁ ସଂକ୍ରାନ୍ତି ଦିନ ମା’ ପାର୍ବତୀ ବାପଘରକୁ ଯାଇଥିଲେ। ମକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?