Home

ଆଇସିସି ଦିନିକିଆ, ଟେଷ୍ଟ ଦଳ: କୋହଲି ଅଧିନାୟକ

ଦୁବାଇ,୧୫।୧(ପି.ଟି.): ବ୍ୟାଟିଂ ସୁପରଷ୍ଟାର ତଥା ଭାରତୀୟ ଅଧିନାୟକ ବିରାଟ କୋହଲି ୨୦୧୯ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ ବିବେଚିତ ହୋଇଛନ୍ତି। କ୍ରମାଗତ ତୃତୀୟଥର ପାଇଁ କୋହଲି ଏହି ସମ୍ମାନର ଅଧିକାରୀ ହୋଇଛନ୍ତି। ବୁଧବାର…

ଇଣ୍ଡୋନେସିଆ ମାଷ୍ଟର୍ସ, ସିନ୍ଧୁ ଆଗେଇଲେ: ସାଇନା, ଶ୍ରୀକାନ୍ତ ବିଦା

ଜାକର୍ତ୍ତା, ୧୫।୧(ପି.ଟି.): ବିଶ୍ୱ ବିଜୟିନୀ ପି.ଭି. ସିନ୍ଧୁ ବୁଧବାରଠାରୁ ଏଠାରେ ଆରମ୍ଭ ହୋଇଥିବା ସୁପର ୫୦୦ ଇଣ୍ଡୋନେସିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ତେବେ ଡିଫେଣ୍ଡିଂ ଚାମ୍ପିୟନ ସାଇନା ନେହ୍ବାଲ, ବି. ସାଇ ପ୍ରଣୀଥ୍‌, କିଡାମ୍ବୀ ଶ୍ରୀକାନ୍ତ…

ଲୋକନାଥଙ୍କୁ ଲାଗି ହେଲା ମକର ଚୂଳ

ପୁରୀ ଅଫିସ, ୧୫ା୧: ଶ୍ରୀଜଗନ୍ନାଥ ମନ୍ଦିରର ନୀତି ସହିତ ଶ୍ରୀଲୋକନାଥ ମନ୍ଦିର ନୀତି ଜଡ଼ିତ ରହିଛି। ପ୍ରସିଦ୍ଧ ମକର ପର୍ବ ଅବସରରେ ଲୋକନାଥ ଶୈବପୀଠରେ ମକର ପର୍ବ ପାଳିତ ହୋଇଛି। ଧନୁ ସଂକ୍ରାନ୍ତି ଦିନ ମା’ ପାର୍ବତୀ ବାପଘରକୁ ଯାଇଥିଲେ। ମକର…

ମକର ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ,୧୫ା୧: ଶ୍ରୀମନ୍ଦିରରେ ବୁଧବାର ପାଳିତ ହୋଇଛି ମକର ପର୍ବ। ରତ୍ନସିଂହାସନରେ ଦାରୁବିଗ୍ରହ ମକର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏଥିପାଇଁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି ହୋଇଥିଲା। ଭୋର ୪ଟାରେ ଦ୍ୱାର ଫିଟିଥିଲା। ମଙ୍ଗଳ ଆଳତି, ଅବକାଶ ବଢିବା ପରେ ତ୍ରିମୁଣ୍ଡିରେ…

ପୋଲିସ,ଏସଓଜି ସହ ବିଏସଏଫ ତିଆରି କଲେ: ହନ୍ତାଳଗୁଡାରୁ ଯୋଡ଼ାମ୍ବକୁ ରାସ୍ତା

ଚିତ୍ରକୋଣ୍ଡା,୧୫ା୧(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ବିଚ୍ଛିନାଞ୍ଚଳକୁ ପାହାଡ଼, ନଦୀ ଓ ଝରଣା ଘେରି ରହିଛି। ଉକ୍ତ ଅଞ୍ଚଳକୁ ରାସ୍ତା ନ ଥିବାରୁ ଯାତାୟାତ ପାଇଁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଜିଲା ପ୍ରଶାସନ…

ଶର୍ଟ ସର୍କିଟରେ ଜଳିଗଲା ଘର: ମହିଳା ଗୁରୁତର

ନବରଙ୍ଗପୁର,୧୫ା୧(ବି.ପ୍ର.): ନବରଙ୍ଗପୁର ନୋଡାଲ ଆରସିଡି ହାଇସ୍କୁଲ ରୋଡ କଡରେ ଥିିବା ପି. ଉଷାଙ୍କ ଘରେ ବୁଧବାର ବିଦ୍ୟୁତ ଶର୍ଟ ସର୍କିଟ ହୋଇ ଘର ସମେତ ଦୋକାନ ସମ୍ପୂର୍ଣ୍ଣ ଜଳି ଯାଇଛି। ଶାଢୀରେ ନିଅଁ।ଲାଗି ଉଷାଙ୍କ ଶରୀରର ୮୦ ଭାଗ ପୋଡି ଯାଇଛି।…

ବିଦ୍ୟୁତ୍‌ ଫାଶ ନେଲା ଦନ୍ତା ଜୀବନ

ସାତମାଇଲ, ୧୫।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳରେ ଶିକାରୀଙ୍କ ବିଦ୍ୟୁତ୍‌ ତାର ନେଇଛି ଏକ ଦନ୍ତା ଜୀବନ। ସାତମାଇଲ ନିକଟ ଗୁରିଲୋ କାଜୁପଡ଼ିଆରୁ ବୁଧବାର ଉକ୍ତ ହାତୀର ମୃତଦେହ ଉଦ୍ଧାର କରାଯାଇଛି। କାଜୁ ବଗିଚାରେ ଏକ ଦନ୍ତା ମରି ପଡ଼ିଥିବା ଦେଖି…

ସଡ଼କ ଦୁର୍ଘଟଣାରେ ଜଣେ ମୃତ

ଚମ୍ପୁଆ,୧୫ା୧(ଡି.ଏନ.ଏ): ଚମ୍ପୁଆ ଏନଏସି ଅନ୍ତର୍ଗତ ବସାସାହିର ଅନତି ଦୂରରେ ଗତ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ମୟୂରଭଞ୍ଜ ଜିଲା ଘାଗରବେଡା ଥାନା ଶଙ୍କରପୁର ଅଞ୍ଚଳର ବୋଲି ଜଣାପଡିଛି। ସୂଚନା ଅନୁସାରେ ଗତ ମଙ୍ଗଳବାର…

ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖରଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୧୫।୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ବିକ୍ଷୋଭ କରି ଗିରଫ ହୋଇଥିବା ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ଙ୍କୁ ଜାମିନ ମିଳିଛି। ବୁଧବାର ଦିଲ୍ଲୀର ତିସ୍‌ ହଜାରୀ କୋର୍ଟ ଚନ୍ଦ୍ରଶେଖରଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ସର୍ତ୍ତ ଅନୁସାରେ ଆଜାଦ୍‌…

ଜମ୍ମୁ-କଶ୍ମୀର ପୋଲିସରୁ ବରଖାସ୍ତ ହେଲେ ଡିଏସ୍‌ପି ଦାବିନ୍ଦର

ଶ୍ରୀନଗର,୧୫।୧: କଶ୍ମୀର ଆତଙ୍କବାଦୀଙ୍କ ସହ ଧରାପଡ଼ିଥିବା ଡିଏସ୍‌ପି ଦାବିନ୍ଦର ସିଂହଙ୍କ ଉପରେ ବୁଧବାର ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଜମ୍ମୁ-କଶ୍ମୀର ପୋଲିସରୁ ତାଙ୍କୁ ବରଖାସ୍ତ କରାଯାଇଥିବା ଜଣାପଡ଼ିଛି। ଏନେଇ ଏକ ନିର୍ଦ୍ଦେଶ ଜାରି କରାଯାଇଛି। ଅନ୍ୟ ଆତଙ୍କବାଦୀ କାର୍ଯ୍ୟକଳାପରେ ତାଙ୍କର ଲିଙ୍କ୍‌ ଥିବା…

ଅନେକ ରୋଗ ଦୂର କରେ ଶୁଣ୍ଠି

ଶୁଖିଲା ଅଦା ବା ଶୁଣ୍ଠି କେବଳ କବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ବିଶେଷକରି ଶୀତଦିନେ ଶୁଣ୍ଠିର ବ୍ୟବହାର ଦ୍ବାରା ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ଜାଣନ୍ତୁ ଏ ସମ୍ପର୍କରେ… –…

ଲାଞ୍ଚ ମାଗି ନିଲମ୍ବିତ ହେଲେ ବେଗୁନିଆ ଥାନା ଏସ୍‌ଆଇ

ଖୋର୍ଦ୍ଧା ଅଫିସ,୧୫।୧: ଜଣେ ଅଭିଯୁକ୍ତଙ୍କ ମା’ଙ୍କୁ ଲାଞ୍ଚ ମାଗି ଫସିଛନ୍ତି ବେଗୁନିଆ ଥାନା ଏସ୍‌ଆଇ ସୁଜାତା ପଲେଇ। ଏହାର ଏକ ଅଡିଓ ଭାଇରାଲ ହେବା ପରେ ଖୋର୍ଦ୍ଧା ଏସ୍‌ପି ବୁଧବାର ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସୂଚନାନୁଯାୟୀ, ଉକ୍ତ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?