Home

ଭାରତର ହଳଦୀ ଦ୍ୱାରା କ୍ୟାନ୍‌ସର ଚିକିତ୍ସା ଜ୍ଞାନକୌଶଳକୁ ମିଳିଲା ଆମେରିକା ପାଟେଣ୍ଟ୍‌

ଥିରୁଭାନନ୍ତପୁରମ୍‌,୧୫।୧: କ୍ୟାନ୍‌ସର ନାଁ ଶୁଣିଲେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥାଏ। ଆଧୁନିକ ଜ୍ଞାନକୌଶଳରେ କ୍ୟାନସର ଚିକିତ୍ସା କ୍ଷେତ୍ରରେ ବହୁ ଅଗ୍ରଗତି ହୋଇଛି। ତେବେ ମଧ୍ୟ ଘରୋଇ ଜ୍ଞାନକୌଶଳ ତଥା ଦେଶୀ ଚିକିତ୍ସା ଦ୍ୱାରା ମଧ୍ୟ କ୍ୟାନ୍‌ସର ସେଲ୍‌କୁ ନଷ୍ଟ କରାଯାଇପାରୁଛି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଧମକ ଦେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୧୫।୧: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ ୟେଦୁରପ୍ପା ଏବଂ ଲିଙ୍ଗାୟତ ସମୁଦାୟର ଧର୍ମ ପ୍ରଚାରକ ବଚ୍ଚନାନନ୍ଦ ସ୍ବାମୀଙ୍କ ମଧ୍ୟରେ ଏକ ମଞ୍ଚ ଉପରେ ଯୁକ୍ତିତର୍କ ହୋଇଛି। ଏଥିରେ ଉତ୍‌କ୍ଷିପ୍ତ ହୋଇ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବୋଲି ଧମକ ଦେଇଛନ୍ତି। ଲିଙ୍ଗାୟତ…

ଜ୍ୱାଳାମୁଖୀ ନିକଟରେ ବିବାହ କଲେ ବରକନ୍ୟା

ମନିଲା: ଫିଲିପାଇନ୍ସର ଏକ ସକ୍ରିୟ ଜ୍ୱାଳାମୁଖୀ ହେଉଛି ‘ତାଲ୍‌’। ରବିବାର ଏହାର ଆଖପାଖ ଅଞ୍ଚଳରେ ପରିସ୍ଥିତି ଜଟିଳ ହୋଇପଡ଼ିଥିଲା। ଏହା ସତ୍ତ୍ୱେ ଜ୍ୱାଳାମୁଖୀ ନିକଟରେ ବିବାହ କରିଛନ୍ତି ବରକନ୍ୟା। ଏହି ସମୟର ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି।…

ମାୟାବତୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅଖିଳେଶ

ଲକ୍ଷ୍ନୌ,୧୫।୧: ବହୁଜନ ସମାଜ ପାର୍ଟି(ବିଏସ୍‌ପି) ସୁପ୍ରିମୋ ମାୟାବତୀ ବୁଧବାର ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସମାଜବାଦୀ ପାର୍ଟି(ଏସପି)ଅଧ୍ୟକ୍ଷ ଅଖିଳେଶ ଯାଦବ ଟୁଇଟ୍‌ ଯୋଗେ ମାୟାବତୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୨୦୧୯ ନିର୍ବାଚନ ପୂର୍ବରୁ ବିଏସ୍‌ପି ଏବଂ ଏସ୍‌ପି ମଧ୍ୟରେ ମେଣ୍ଟ…

ପ୍ରବାସୀ ଶ୍ରମିକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ପ୍ରବାସୀ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲା ପାଇଁ ମନରେଗାରେ ବ୍ୟବସ୍ଥା କରାଯାଇଛି। ଏହି ୪ ଜିଲାରେ ୧୦୦ ଦିନ ବଦଳରେ ଶ୍ରମିକଙ୍କୁ ୨ଶହ ଦିନ…

ଭାରତ ଆସି ପାରନ୍ତି ଇମ୍ରାନ୍‌: ନିମନ୍ତ୍ରଣ ଦେବେ ମୋଦି ସରକାର !

ନୂଆଦିଲ୍ଲୀ,୧୫।୧: ଚଳିତ ବର୍ଷ ଶେଷରେ ଭାରତରେ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ଭାରତ ସମେତ ପାକିସ୍ତାନ, ଚାଇନା, କାଜାକସ୍ତାନ, କିରଗିଜ୍‌ସ୍ତାନ,ରୁଷିଆ, ତାଜକ୍‌ସ୍ତାନ ଏବଂ ଉଜ୍‌ବେକିସ୍ତାନ ଆଦି ୮ଟି ରାଷ୍ଟ୍ର ଏହାର ସଦସ୍ୟ ରହିଛନ୍ତି। ପାକିସ୍ତାନ ଏହାର…

ଅମିତାଭ ଛାଡ଼ିଥିଲେ ଏହି ଫିଲ୍ମ, ଅମୀର କହିବା ପରେ ପୁଣି ଫେରିଥିଲେ

ମୁମ୍ବାଇ: ଫିଲ୍ମ ‘ଝୁଣ୍ଡ୍‌’ରେ ଅମିତାଭ ବଚ୍ଚନ ଜଣେ ଅବସରପ୍ରାପ୍ତ ସ୍ପୋର୍ଟସ ପ୍ରଫେସର ଭୂମିକାରେ ଅଭିନୟ କରୁଥିଲେ। ଯିଏକି, ବସ୍ତିପିଲାଙ୍କୁ ଫୁଟବଲ୍‌ ଖେଳ ଶିଖାଉଥିଲେ। ଏକ ସୂତ୍ରରୁ ଜଣାପଡ଼ିଛି, ଅମିତାଭ କୌଣସି କାରଣ ବଶତଃ ଏହି ଫିଲ୍ମଟି ଛାଡ଼ି ଦେଇଥିଲେ। ମାତ୍ର ଅମୀର…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନର ଷଡ଼ଯନ୍ତ୍ର ହୋଇଛି ବିଫଳ: ସେନାଧ୍ୟକ୍ଷ

ନୂଆଦିଲ୍ଲୀ,୧୫।୧: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନର ପକ୍ଷରୁ ହୋଇଥିବା ଷଡ଼ଯନ୍ତ୍ର ବିଫଳ ହୋଇଛି। ୭୨ତମ ସେନା ଦିବସ ପାଳନ ଅବସରରେ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଏହା କହିଛନ୍ତି। ଭାରତୀୟ ସେନା…

ହାରମୋନିୟମ୍‌ର ତାଳେତାଳେ କୁକୁର ଗାଇଲା ଗୀତ: ସୋସିଆଲ୍‌ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୧୫।୧: ମଣିଷ ବିଭିନ୍ନ ବାଦ୍ୟ ଯନ୍ତ୍ରର ତାଳେତାଳେ ଗୀତ ଗାଇବା ଦେଖାଯାଇଥାଏ। ତେବେ ଏବେ ସୋସିଆଲ୍‌ ମିଡିଆରେ ହାରମୋନିୟମ୍‌ର ତାଳେତାଳେ ଏକ କୁକୁର ତେରେ ବିନ୍‌…ଗୀତ ଗାଉଥିବାର ଭିଡିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏହାକୁ ଫେସ୍‌ବୁକ୍‌ରେ ସୁବିର୍‌ ଖାଁ ନାମକ…

ଦିଲ୍ଲୀ ନିର୍ବାଚନ: କେଜରିଓ୍ବାଲଙ୍କ ଟକ୍କର ଦେଉଥିବା ସ୍ବାମିଜୀଙ୍କ ପାଖରେ ଅଛି ମାତ୍ର ୯ ଟଙ୍କା

ନୂଆଦିଲ୍ଲୀ,୧୫।୧: ଦିଲ୍ଲୀ ନିର୍ବାଚନକୁ ନେଇ ରାଜନୀତି ସରଗରମ ହେବାକୁ ଲାଗିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ହଟାଇବା ପାଇଁ ଉଭୟ ଭାଜପା ଏବଂ କଂଗ୍ରେସ ଯୋଜନା କରୁଛନ୍ତି। ଏହି ସମୟରେ ଭେଙ୍କଟେଶ୍ୱର ମହା ସ୍ବାମିଜୀ (ଦୀପକ) କେଜରିଓ୍ବାଲଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ବୋଲି…

ଆରବ ସାଗରରେ ୩୫୦ ବର୍ଷର ପୁରୁଣା କିଲ୍ଲା: ମିଳୁଛି ମଧୁର ଜଳ

ମୁମ୍ବାଇ: ଭାରତର କେତେକ ସ୍ଥାନରେ ରହସ୍ୟମୟ ପୁରୁଣା କିଲ୍ଲା ରହିଛି। ସେଥିମଧ୍ୟରୁ ମହାରାଷ୍ଟ୍ରର ରାୟଗଡ଼ ଜିଲାର ଉପକୂଳବର୍ତ୍ତୀ ଗାଁ ମୁରୁଦଠାରେ ଏକ ରହସ୍ୟମୟ ୩୫୦ ବର୍ଷର ପୁରୁଣା କିଲ୍ଲା ରହିଛି। ଆରବ ସାଗର ମଧ୍ୟରେ ଥିବା ଏହି କିଲ୍ଲାକୁ ଲୋକେ ମୁରୁଦ…

ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ପ୍ରବଳ ଭିଡ

ପୁରୀ ଅଫିସ, ୧୫।୧: ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଶ୍ରୀ ମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ମକର ନୀତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ମହାପ୍ରଭୁଙ୍କ ମକର ବେଶ ପାଇଁ ବଡ ଓଡିଆ ମଠ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?