Home

ଖୁବ୍‌ ଲମ୍ବା ସୁସ୍ମିତାଙ୍କ ପ୍ରେମ କାହାଣୀ: ବିନା ବିବାହରେ ୨ ସନ୍ତାନର ମା’

ମୁମ୍ବାଇ: ବଲିଉଡ୍‌ର ସିଙ୍ଗଲ ମଦର ଭାବେ ପରିଚିତ ସୁସ୍ମିତା ସେନ୍‌ ୪୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୪ରେ ମିସ୍‌ ୟୁନିଭର୍ସ ଟାଇଟଲ ଜିତିବା ପରେ ବଲିଉଡ୍‌ରେ ଏଣ୍ଟ୍ରି କରିଥିଲେ ସୁସ୍ମିତା। ଏହାପରେ ସେ କେତେ ଗୁଡିଏ ହିଟ୍‌ ଫିଲ୍ମ ଦେଇ ଦର୍ଶକଙ୍କ…

ଟ୍ରାଫିକ୍‌ ନିୟମ ବୁଝାଉଥିବା ‘ଡ୍ୟାନ୍ସିଂ ଗର୍ଲ’ଙ୍କ ଭିଡିଓ ଭାଇରାଲ

ଇନ୍ଦୋର, ୧୯।୧୧: ମଧ୍ୟ ପ୍ରଦେଶରେ ଜଣେ ଏମ୍‌ବିଏ ଛାତ୍ରୀଙ୍କ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଛାତ୍ରୀ ଜଣକ ଟ୍ରାଫିକ୍‌ ପୋଷ୍ଟରେ ଲୋକଙ୍କୁ ଭିନ୍ନ ଢଙ୍ଗରେ ଟ୍ରାଫିକ୍‌ ନିୟମ ବୁଝାଉଥିବା ଦେଖିବାକୁ ମିଳିଛି। ଶୁଭି ଜୈନ ନାମକ ଏହି ଛାତ୍ରୀ…

ଆଇରନ୍‌ ଲେଡିଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୯।୧୧: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ତମ ଜୟନ୍ତୀ ଅବସରରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ର୍ପୂବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଶକ୍ତି ସ୍ଥଳ ଯାଇ…

ଲତାଙ୍କ ଦେହାନ୍ତ ଗୁଜବ

ନୂଆଦିଲ୍ଲୀ,୧୯ା୧୧: ଭାରତରତ୍ନ ଲତା ମଙ୍ଗେସ୍‌କରଙ୍କ ଦେହାନ୍ତ ହୋଇଥିବା ନେଇ ଗୁଜବ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ହେଲେ ଲତା ସମ୍ପୂର୍ଣ୍ଣ ସୁସ୍ଥ ଥିବା ପରିବାର ପକ୍ଷରୁ କୁହାଯାଇଛି। ଏଭଳି ଗୁଜବ ନ ଖେଳାଇବାକୁ ପରିବାର ଲୋକେ ଅନୁରୋଧ କରିଛନ୍ତି। ୯୦…

୩ ମାସରେ ୯୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ

ନୂଆଦିଲ୍ଲୀ, ୧୯ା୧୧(ପି.ଟି.) ପାକିସ୍ତାନ ସୀମାରେ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିଆସୁଛି। ଚଳିତବର୍ଷ ଗତ ଅଗଷ୍ଟରୁ ଅକ୍ଟୋବର ମାସ ମଧ୍ୟରେ ନିୟନ୍ତ୍ରଣ ରେଖା (ଏଲ୍‌ଓସି) ନିକଟରେ ୯୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଥିବା ଜଣାପଡ଼ିଛି। ଗୁଳିମାଡ଼ରେ ୭ ସୁରକ୍ଷାକର୍ମୀ ଆହତ ହୋଇଥିବାବେଳେ ୩…

ରାଷ୍ଟ୍ରପତି ଭାବେ ଶପଥ ନେଲେ ଗୋଟାବାୟା

କଲମ୍ବୋ,୧୯ା୧୧(ପି.ଟି.): ଶ୍ରୀଲଙ୍କାର ସପ୍ତମ ରାଷ୍ଟ୍ରପତି ଭାବେ ଗୋଟାବାୟା ରାଜପାକ୍‌ସେ ସୋମବାର ବୌଦ୍ଧ ମନ୍ଦିରରେ ଶପଥ ଗ୍ରହଣ କରିଛନ୍ତି। ସମର୍ଥନ ଲାଗି ସେ ସଂଖ୍ୟାଗରିଷ୍ଠ ସିଂହଳି ସମେତ ତାମିଲ ଓ ମୁସଲମାନମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୂର୍ବତନ ପ୍ରତିରକ୍ଷା ସଚିବ ଗୋଟାବାୟା ରାଷ୍ଟ୍ରପତି ନିର୍ବାଚନରେ ୧୩…

ମହାରାଷ୍ଟ୍ର ପାଇଁ ଅଧିକ ଆଲୋଚନା ଆବଶ୍ୟକ

ନୂଆଦିଲ୍ଲୀ,୧୯ା୧୧(ପି.ଟି.)-ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅନିଶ୍ଚିତତାର ଅନ୍ତ ଘଟୁନାହିଁ। ଏନ୍‌ସିପି ନେତା ଶରଦ ପାଓ୍ବାର ସୋମବାର ସନ୍ଧ୍ୟାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ତାଙ୍କ ନୂଆଦିଲ୍ଲୀ ବାସଭବନରେ ଭେଟି ୪୫ ମିନିଟ ଆଲୋଚନା କରିଥିଲେ। ସେମାନେ ମହାରାଷ୍ଟ୍ର ରାଜନୀତି ନେଇ ଆଲୋଚନା…

ରାଜ୍ୟ ସଭାର ୨୫୦ତମ ଅଧିବେଶନର ସ୍ବତନ୍ତ୍ର ଆଲୋଚନା: ରାଜ୍ୟଗୁଡ଼ିକର ସମାନ ପ୍ରତିନିଧିତ୍ୱ ପ୍ରସ୍ତାବ

ନୂଆଦିଲ୍ଲୀ,୧୯ା୧୧(ପି.ଟି.): ରାଜ୍ୟ ସଭାରେ ରାଜ୍ୟଗୁଡିକର ସମାନ ପ୍ରତିନିଧିତ୍ୱ ରହିବା ଆବଶ୍ୟକ ବୋଲି ୨୫୦ତମ ଅଧିବେଶନ ଅବସରରେ ଅନୁଷ୍ଠିତ ସ୍ବତନ୍ତ୍ର ଆଲୋଚନାରେ ଭାଗନେଇ ସଦସ୍ୟମାନେ ମତ ଦେଇଛନ୍ତି। ସେହିପରି ବିଭିନ୍ନ ପ୍ରସଙ୍ଗ ଉପରେ ବିତର୍କର ସମୟସୀମା ଧାର୍ଯ୍ୟ ନ କରିବା ପାଇଁ ମଧ୍ୟ…

ଅର୍ଥନୀତିକୁ ନେଇ ଚିନ୍ତା ପ୍ରକଟକଲେ ମନମୋହନ

ନୂଆଦିଲ୍ଲୀ,୧୯-୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ଚିନ୍ତାପ୍ରକଟ କରିଛନ୍ତି। ଦେଶର ବିକାଶ ହାର ୧୫ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଥିବା ନେଇ ସେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ, ଦେଶର ବେକାରୀ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଶୀତଦିନେ ଖାଆନ୍ତୁ ଏହି ରଙ୍ଗର ପନିପରିବା ଓ ଫଳ…

ଶୀତଦିନେ ଲାଲ୍‌ ରଙ୍ଗର ପନିପରିବା ଓ ଫଳ ଖାଇଲେ ବହୁ ଉପକାର ମିଳିଥାଏ। ଏସବୁ ପନିପରିବା ଓ ଫଳ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ତେଣୁ ଶୀତଦିନେ ବିଟ୍‌, ସେଓ, ଲାଲ୍‌…

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅପ୍ରୀତିକର ପରିସ୍ଥିତି:ଡୁପ୍ଲିକେଟ ଚାବିକୁ ନେଇ ଜୋର୍‌ଦାର କଳି

ବନ୍ତଳା,୧୯ା୧୧(ଡି.ଏନ.ଏ.) ଗେଟ୍‌ରେ ପଡ଼ୁଥିବା ତାଲାର ଡୁପ୍ଲିକେଟ୍‌ ଚାବିକୁ ନେଇ ପ୍ରଧାନ ଶିକ୍ଷକ ଓ ଅଙ୍ଗନଓ୍ବାଡି ଦିଦିଙ୍କ ମଧ୍ୟରେ କଳି ଯୋଗୁ ସୋମବାର ବନ୍ତଳା ଥାନା ବଡ଼କଣ୍ଟକୁଳ ପଞ୍ଚାୟତ ଜାମ୍ମୁଗାଡ଼ିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅପ୍ରୀତିକର ପରିସ୍ଥିତି ଉପୁଜିଥିଲା। ଏଥିଯୋଗୁ ଅଙ୍ଗନଓ୍ବାଡିର…

ବାରବାଟୀ ଫ୍ଲଡ୍‌ଲାଇଟ୍‌ ମରାମତି ଆରମ୍ଭ

କଟକ ଅଫିସ,୧୯ା୧୧- ଡିସେମ୍ବର ୨୨ରେ ହେବାକୁ ଥିବା ଅନ୍ତର୍ଜାତୀୟ ଏକଦିବସୀୟ କ୍ରିକେଟ ମ୍ୟାଚ୍‌କୁ ଦୃଷ୍ଟିରେ ରଖି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପ୍ରସ୍ତୁତି ଆରମ୍ଭ କରିଛି। ସୋମବାର ‘ଦେବ ମସ୍କୋ’ ଟିମ୍‌ ଫ୍ଲଡ୍‌ଲାଇଟ୍‌ ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି। ମରାମତି କରୁଥିବା ଉକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri