ନିର୍ଭୟା ମାମଲା: ପଓ୍ବନ କୁମାର ଗୁପ୍ତାଙ୍କ ଆବେଦନର ଶୁଣାଣି ଆଜି
ନୂଆଦିଲ୍ଲୀ,୧୯।୧୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଗୁରୁବାର ସକାଳେ ଦିଲ୍ଲୀ ହାଇକୋର୍ଟ ଦୋଷୀ ପଓ୍ବନ କୁମାର ଗୁପ୍ତାଙ୍କ ଦ୍ୱାରା କରାଯାଇଥିବା ଆବେଦନର ଶୁଣାଣିକୁ ଆସନ୍ତା ଜାନୁୟାରୀ ୨୪ପର୍ଯ୍ୟନ୍ତ ସ୍ଥଗିତ ରଖିଥିଲେ। ଏହା ଉପରେ ନର୍ଭୟାଙ୍କ ଓକିଲ ପ୍ରଶ୍ନ ଉଠାଇବାରୁ…
ଶୁକ୍ରବାର କଟକ ବଦଳରେ ନରାଜ ଦେଇ ଯିବ ୪ ଟ୍ରେନ
ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ): ଗୁରୁଡ଼ିଝାଟିଆ ରେଳ ଷ୍ଟେଶନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଶୁକ୍ରବାର ୪ଟି ଟ୍ରେନ ନରାଜ ଷ୍ଟେଶନ ଦେଇ ଚଳାଚଳ କରିବ। ୧୮୪୨୫ ପୁରୀ-ଦୁର୍ଗ ଏକ୍ସପ୍ରେସ, ୧୨୮୩୨ ଭୁବନେଶ୍ୱର-ଧାନବାଦ ଗରିବ ରଥ ଏକ୍ସପ୍ରେସ, ୧୮୪୫୨ ପୁରୀ-ହାଟିଆ ତପସ୍ବିନୀ…
ନିଆରା ଗାଁ: ଜନ୍ମଦିନ, ଶ୍ରାଦ୍ଧ ଦିବସରେ ଏଠାରେ ଗଛ ଲଗାଇବା ବାଧ୍ୟତାମୂଳକ
ପାଟନା,୧୯।୧୨: ବିହାରର ବଲତାରା ପଞ୍ଚାୟତ ଅନ୍ତର୍ଗତ କନହୌଲି ଗ୍ରାମ ଏବେ ବେଶ୍ ଚର୍ଚ୍ଚାରେ ରହିଛି। ଜନ୍ମଦିନ ହେଉ କି ବିବାହ କିମ୍ବା ଶ୍ରାଦ୍ଧ ଦିବସରେ ଏଠାକାର ଲୋକେ ଗଛ ଲଗାଇବା ବାଧ୍ୟତାମୂଳକ। ଏହି ଦିନ ଗାଁରେ ଲୋକେ ପ୍ଲାଷ୍ଟିକ୍ ମଧ୍ୟ ବ୍ୟବହାର…
୨୦୧୯-୨୦ ଆର୍ଥିକ ବର୍ଷର ଖରିଫ ଧାନ ସଂଗ୍ରହ: ଚାଷୀଙ୍କଠାରୁ କିଣା ହେଲା ୯୬,୧୧,୦୨୪ କୁଇଣ୍ଟାଲ ଧାନ
ଭୁବନେଶ୍ୱର,୧୯।୧୨ (ବ୍ୟୁରୋ): ଓଡ଼ିଶା ସରକାରଙ୍କ ଦ୍ୱାରା ୨୦୧୯-୨୦ ବର୍ଷ ନିମନ୍ତେ ବୁଧବାର ସୁଦ୍ଧା ୧ଲକ୍ଷ ୪୧ ହଜାର ୫୪୦ ଜଣ ଚାଷୀ ବିଭିନ୍ନ ଧାନ ସଂଗ୍ରହ କେନ୍ଦ୍ର ଜରିଆରେ ମୋଟ ୯୬ ଲକ୍ଷ ୧୧ ହଜାର ୨୪ କୁଇଣ୍ଟାଲ ଧାନ ବିକ୍ରି…
୨ ସେବା ସମବାୟ ସମିତିରେ ଖୋଲିଲା ଧାନମଣ୍ଡି: ଚାଷୀଙ୍କୁ ହଇରାଣ ନ କରିବାକୁ ନିର୍ଦ୍ଦେଶ
ବଡମ୍ବା,୧୯।୧୨(ଡି.ଏନ୍.ଏ): ବଡମ୍ବା ବ୍ଲକ୍ ଅନ୍ତର୍ଗତ ଗୋପପୁର ଓ ବଡମ୍ବା ସେବା ସମବାୟ ସମିତି ଆନୁକୂଲ୍ୟରେ ବୁଧବାର ଧାନମଣ୍ଡି ଉଦ୍ଘାଟିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବଡମ୍ବା ଓ ଗୋପପୁରରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥିଭାବେ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଯୋଗଦେଇଥିଲେ ।…
ହାତୀ ଉପଦ୍ରବ, ଲୋକେ ଆତଙ୍କିତ
ଖୁଣ୍ଟୁଣୀ/ ଚୌଦ୍ୱାର, ୧୯।୧୨(ଡି.ଏନ୍.ଏ.):ଖୁଣ୍ଟୁଣୀ ଥାନା ଅଧୀନ ଡାଳଭାଗ ଓ ତଳଗଡ଼ ଗ୍ରାମରେ ହାତୀପଲ ପଶି ଫସଲ ନଷ୍ଟ କରିବା ସହ ଧାନ, ପନିପରିବା ଖାଇଦେଇଛନ୍ତି। ଡାଳଭାଗ ଗ୍ରାମର ନିଧି ମହାନ୍ତିଙ୍କ ବାରିରୁ ୬୦ ହଳା ଓ ଲକ୍ଷ୍ମୀଧର ମହାନ୍ତିଙ୍କ ବାରିରୁ ୪୦…
ବିଶ୍ୱର ସବୁଠୁ ଶକ୍ତିଶାଳୀ ବ୍ୟକ୍ତି
ଚଳିତବର୍ଷ ପାଇଁ ବିଶ୍ୱର ସବୁଠୁ ଶକ୍ତିଶାଳୀ ବ୍ୟକ୍ତି ଭାବେ ଆମେରିକାର କାଲିଫର୍ଣ୍ଣିଆରେ ରହୁଥିବା ମାର୍ଟିନ୍ ଲିସିସ୍ଙ୍କୁ ଚୟନ କରାଯାଇଛି। ୩୫୦ କିଲୋ ଓଜନର ଜିନିଷ ଠାରୁ ଆରମ୍ଭ କରି ବୋଇଂ ବିମାନକୁ ମଧ୍ୟ ଅନାୟସରେ ସେ ଉଠାଇ ଦେଇଥାନ୍ତି। ଆମେରିକାରେ ପ୍ରତିବର୍ଷ…
କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ରି-ବିଡିଂ ବୈଠକ: ‘କମ୍ପାନୀ ହାତକୁ ଯିବାକୁ ଲାଗିବ ୨ ମାସ’
କଟକ ଅଫିସ,୧୯।୧୨: କଟକ ମହାନଗର ନିଗମ(ସିଏମ୍ସି)ର କଠିନ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଆହୁତ ଗ୍ଲୋବାଲ ଟେଣ୍ଡରର ବୁଧବାର ପ୍ରି-ବିଡିଂ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୭ଟି କମ୍ପାନୀର ପ୍ରାୟ ୧୨ଜଣ ପ୍ରତିନିଧି ଯୋଗଦେଇଥିଲେ। ଆସନ୍ତା ୧୪ତାରିଖରେ ଟେକ୍ନିକାଲ ବିଡ୍ ବୈଠକ ଅନୁଷ୍ଠିତ…
ଐତିହାସିକ ରାମଚନ୍ଦ୍ର ଗୁହା ଅଟକ
ବେଙ୍ଗାଲୁରୁ,୧୯।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ବୁଦ୍ଧିଜୀବିମାନେ ମଧ୍ୟ ରାସ୍ତାକୁ ଓହ୍ଲାଇଥିବା ଦେଖାଯାଇଛି। ମୋଦି ସରକାରଙ୍କୁ ଘୋର ବିରୋଧ କରୁଥିବା ଐତିହାସିକ ରାମଚନ୍ଦ୍ର ଗୁହା ସିଏଏକୁ ବିରୋଧ କରୁଥିବା ବେଳେ ଗୁହାଙ୍କ ସମେତ ଅନ୍ୟ ୩୦ ଜଣଙ୍କୁ ଗୁରୁବାର ବେଙ୍ଗାଲୁରୁ…
ଦୋକାନର ମାଲିକାନା ଦାବି: ମହିଳାଙ୍କ ଧାରଣା
ନିଶ୍ଚିନ୍ତକୋଇଲି,୧୯।୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ କଟିକଟା ବଜାରରେ ଥିବା ଏକ ଜଳଖିଆ ଦୋକାନର ମାଲିକାନା ଦାବି କରି ବୁଧବାର ଜଣେ ବୟସ୍କ ମହିଳା ଧାରଣାରେ ବସିଛନ୍ତି। ସେ ହେଲେ ଅସୁରେଶ୍ୱର ପଞ୍ଚାୟତ ଅନ୍ତର୍ଗତ କୁଳଗାଁଇଶାଳ ଗ୍ରାମର ସ୍ବର୍ଗତ ଗଣେଶ…
ଜାମିଆ ଛାତ୍ରଙ୍କ ସପକ୍ଷରେ ବାହାରିଲେ ଅଭିନେତ୍ରୀ ସୋନମ କପୁର
ନାଗରିକତ୍ୱ ସଂଶୋଧନ ଆଇନକୁ ବିରୋଧ କରି ନୂଆଦିଲ୍ଲୀର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ଚର୍ଚ୍ଚାକୁ ଆସିଛି। ଏଠାକାର ଛାତ୍ରମାନେ ଏହି ଆଇନକୁ ତୀବ୍ର ବିରୋଧ କରିଛନ୍ତି। ଏନେଇ ବିଶ୍ୱବିଦ୍ୟାଳୟ ପରିସର ଅଶାନ୍ତ ହୋଇପଡିଥିବାବେଳେ ସେମାନଙ୍କୁ ସମର୍ଥନ କରିଛନ୍ତି ଦେଶର ଅନ୍ୟ କେତେକ…
ଏସ୍ସିବି ମେଡିକାଲ: ୟୁଜର୍ସ ପାଣ୍ଠିରୁ ଠକେଇ
କଟକ ଅଫିସ, ୧୯।୧୨: ଏସ୍ସିବି ମେଡିକାଲ ୟୁଜର୍ସ ପାଣ୍ଠିରୁ ବଡ଼ଧରଣର ଠକେଇ କରାଯାଇଛି। ମେଡିକାଲରେ ୟୁଜର୍ସ ଫି’ ଆଦାୟ ଦାୟିତ୍ୱରେ ଥିବା ଏକ ଘରୋଇ ସଂସ୍ଥା ଏହି ଠକେଇ କରିଛି। ଲୋକାଲ ଅଡିଟ୍ରୁ ଠକେଇ ଧରାପଡ଼ିବା ପରେ ସମ୍ପୃକ୍ତ ଘରୋଇ ସଂସ୍ଥା…
Archives


