Home

ପେନ୍‌ସନ ସଂସ୍କାରକୁ ବିରୋଧ, ଫ୍ରାନ୍ସରେ ବିକ୍ଷୋଭ

ପ୍ୟାରିସ୍‌ ,୧୯।୧୨(ଏଏଫ୍‌ପି): ଫ୍ରାନ୍ସ ସରକାରଙ୍କ ପେନ୍‌ସନ ସଂସ୍କାର ଯୋଜନାକୁ ନେଇ ଅଚଳାବସ୍ଥା ଲାଗିରହିଥିବାବେଳେ ଏହାକୁ ବିରୋଧ କରି ମଙ୍ଗଳବାର ଲକ୍ଷାଧିକ ବିକ୍ଷୋଭକାରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଦୁଇ ସପ୍ତାହ ହେଲା ପେନ୍‌ସନ ସଂସ୍କାରକୁ ନେଇ ବିରୋଧ ଜାରି ରହିଥିବାରୁ ପରିବହନ ବାଧାପ୍ରାପ୍ତ ହୋଇଛି।…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ: ଏକକାଳୀନ ୩ ସ୍ଥାନରେ ଚଢ଼ାଉ

ବାରିପଦା ଅଫିସ,୧୯।୧୨: ମୟୂରଭଞ୍ଜ ଜିଲା ବାରିପଦା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ଯନ୍ତ୍ରୀ ଦୁର୍ଗାମାଧବ ମିଶ୍ରଙ୍କ ଘରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀଙ୍କ ନାମରେ ଆୟ ବହିଃର୍ଭୂତ ମାମଲା ରୁଜୁ ହୋଇଥିବାରୁ ଏହି ଚଢ଼ାଉ କରାଯାଉଥିବା ପ୍ରକାଶ।…

ବଳାତ୍କାର ଅଭିଯୁକ୍ତଙ୍କୁ ୧୭ ଦିନରେ ଜେଲ

ଜୟପୁର, ୧୯।୧୨(ପି.ଟି.): ରାଜସ୍ଥାନର ଚୁରୁ ଜିଲାରେ ଜଣେ ଶିଶୁଙ୍କୁ ବଳାତ୍କାର କରାଯିବା ଘଟଣାରେ ପୋକ୍ସୋ କୋର୍ଟ ମାତ୍ର ୧୭ ଦିନରେ ଅଭିଯୁକ୍ତ ଦୟାରାମ ମେଘଓ୍ବାଲ୍‌ଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଗତ ନଭେମ୍ବର ୩୦ରେ ମେଘଓ୍ବାଲ୍‌ ବଳାତ୍କାର କରିବା ପରେ ଗିରଫ…

ନାବାଳିକାଙ୍କୁ ଗଣବଳାତ୍କାର

ଲକ୍ଷ୍ନୌ, ୧୯।୧୨(ପି.ଟି.): ଉତ୍ତରପ୍ରଦେଶର ମୁଜାଫର୍‌ପୁର ଜିଲାରେ ଜଣେ ନାବାଳିକା(୧୬)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନଓ୍ବାଲା ଗ୍ରାମରେ ୩ ଯୁବକ ଏଭଳି କାଣ୍ଡ ରଚିଥିବା ପୋଲିସ କହିଥିବାବେଳେ ଜଣେ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଙ୍କୁ ଗିରଫ କରାଯାଇଛି। ପୀଡ଼ିତାଙ୍କ ବାପା ଥାନାରେ…

ସିଏଏକୁ ନେଇ ରାଜଧାନୀରେ ବିରୋଧ ପ୍ରଦର୍ଶନ: ୧୪୪ ଧାରା ଜାରି

ନୂଆଦିଲ୍ଲୀ,୧୯।୧୨: ନାକରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ହିଂସାର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଏବେ ଏହା ଯେମିତି ଥମିବାର ନାଁ ନେଇନି। ରବିବାର ଜାମିଆ ମିଲିଆ ଇସଲାମିଆ ପରିସରରେ ହୋଇଥିବା ହିଂସା ପରେ ଦିଲ୍ଲୀ ପୋଲିସ ଆଲର୍ଟରେ ରହିଛି।…

ନିର୍ଭୟା ଅପରାଧୀଙ୍କୁ ଚୂଡ଼ାନ୍ତ ନୋଟିସ

ନୂଆଦିଲ୍ଲୀ,୧୯।୧୨(ଆଇଏଏନ୍‌ଏସ୍‌): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଅପରାଧୀଙ୍କୁ ବୁଧବାର ରାତିରେ ତିହାର ଜେଲ୍‌ ପ୍ରଶାସନ ଚୂଡ଼ାନ୍ତ ନୋଟିସ ଜାରି କରିଛନ୍ତି। ଯଦି ସେମାନେ ମୃତ୍ୟୁଦଣ୍ଡାଦେଶ ବିରୋଧରେ ରାଷ୍ଟ୍ରପତିଙ୍କ ପାଖରେ କ୍ଷମା ଆବେଦନ କରିବାକୁ ଚାହୁଁଥାନ୍ତି ତେବେ ସପ୍ତାହେ ମଧ୍ୟରେ…

ନିଜକୁ ନାବାଳକ ଦାବି କଲେ ପଓ୍ବନ କୁମାର

ନୂଆଦିଲ୍ଲୀ,୧୯।୧୨(ପି.ଟି): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁ ଦଣ୍ଡାଦେଶ ପାଇଥିବା ଅନ୍ୟତମ ଅପରାଧୀ ପଓ୍ବନ କୁମାର ଗୁପ୍ତା ୨୦୧୨ରେ ନାବାଳକ ଥିଲେ ବୋଲି ଦାବି କରି ବୁଧବାର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜଷ୍ଟିସ୍‌ ସୁରେଶ କୁମାର କାୟତ ଗୁରୁବାର…

ଓଡ଼ିଶାରେ ନିବେଶ ପାଇଁ ଆଇଟି କମ୍ପାନୀଙ୍କୁ ଆମନ୍ତ୍ରଣ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ଓଡ଼ିଶାକୁ ସୂଚନା ପ୍ରଯୁକ୍ତି ବିଦ୍ୟା(ଆଇଟି) ହବ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ବିଭିନ୍ନ ଦେଶୀ ଏବଂ ବିଦେଶୀ କମ୍ପାନୀଗୁଡ଼ିକୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ ଓ ଉତ୍ସାହିତ କରାଯାଉଛି। ଏହି କ୍ରମରେ ରାଜ୍ୟ ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା…

ଭାଜପାକୁ ଟାର୍ଗେଟ କଲେ ଆଦିତ୍ୟ

ମୁମ୍ବାଇ,୧୯।୧୨: ଶିବସେନା ନେତା ତଥା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ବିଧାନସଭାରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ପଙ୍କ ଥିଲେ ପଦ୍ମ ଫୁଟେ। ହେଲେ ଏବେ ଆଉ ପଙ୍କ ନାହିଁ ତେଣୁ ପଦ୍ମ…

ପର୍ଯ୍ୟଟନସ୍ଥଳର ବିକାଶ

ବୌଦ୍ଧ ଜିଲା ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର। ପ୍ରାଚୀନ କୀର୍ତ୍ତିରାଜି, ଐତିହାସିକ କଳାକୃତି ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ଏହି ଜିଲାରେ ଭରି ରହିଛି। ଏଠାରେ ଥିବା ଇକୋ ଟୁରିଜମର ପର୍ଯ୍ୟାପ୍ତ ସୁଯୋଗ ଜିଲାର ବିକାଶ ପାଇଁ ବାଟ ଫିଟାଇଛି। ତଥାପି ପର୍ଯ୍ୟଟନସ୍ଥଳର ଉନ୍ନତି…

ନୂଆ ମୋଟର ଯାନ ଆଇନ ପରେ କମିଛି ଦୁର୍ଘଟଣା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ମୋଟର ଯାନ ଆଇନ କଡାକଡି ହେବା ପରେ ସଡ଼କ ଦୁର୍ଘଟଣା ହ୍ରାସ ପାଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ୪.୭ ପ୍ରତିଶତ କମିଛି। ମୃତ୍ୟୁହାର ୧୨% କମିଛି। ସଡ଼କ ସୁରକ୍ଷା ନେଇ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସଡ଼କ ସୁରକ୍ଷା…

ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ: ‘ଓଡ଼ିଶାକୁ ଅନ୍ତର୍ଜାତୀୟ ବିମାନ ସଂଖ୍ୟା ବୃଦ୍ଧି କରାଯାଉ’

ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ଅଧିକ ଅନ୍ତର୍ଜାତୀୟ ବିମାନ ସଂଯୋଗ ଓ ଘରୋଇ ବିମାନ ଚଳାଚଳକୁ ଆହୁରି ବ୍ୟାପକ କରିବା ପାଇଁ ମଙ୍ଗଳବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି। ଅନ୍ତର୍ଜାତୀୟ ବିମାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri