Home

ଜନ୍‌ମୁ ଦିବ୍ୟାଙ୍ଗ ତିନ୍‌ ଭାଇ: ଉଚ ଚିକିଛା ଲାଗି ଟଁକା ଅଭାବ

  କୋକସରା,୧୪।୧(ଡି.ଏନ୍‌.ଏ.)- ପୁଓ ହେଉ କି ଝି’ ଜନମ୍‌ ହେଲେ ଘରେ ଖୁସିର ଲହର ଖେଲିଯାଏସି। ମା’ବାପ୍‌ର ସପନ୍‌ ବି ତାକର ସଂଗେ ଯୁଡ଼ି ହେଇଯାଏସି। ହେଲେ ବଏସ୍‌ ବଢ଼ବାର ସଂଗେ ଯଦି ଜନାପଡ଼ବା ଯେ ଝି’ପୁଓ ଦିବ୍ୟାଙ୍ଗ ଆନ୍‌। ସେ…

ପ୍ରି-ବୋର୍ଡ ପରୀକ୍ଷା ପରେ ଶ୍ରେଣୀରେ ଜଣେ ଛାତ୍ର

ଦାରିଙ୍ଗବାଡ଼ି,୧୪।୧(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମରେ ଥିବା ସୁଜାମାଜୁ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ରହି ପଢ଼ୁଥିବା ଦଶମ ଶ୍ରେଣୀ ଛାତ୍ରୀମାନଙ୍କୁ ପ୍ରି-ବୋର୍ଡ ପରୀକ୍ଷା ପରେ ଘରକୁ ପଠାଇ ଦିଆଯାଇଛି। ଦଶମ ଶ୍ରେଣୀରେ ମୋଟ ୯ ଛାତ୍ରୀଛାତ୍ର। ସେମାନଙ୍କ…

ପୋଲରୁ ଖସିଲା ପୋଲିସ ଗାଡ଼ି : ଥାନାଧିକାରୀ, ଡ୍ରାଇଭର ଗୁରୁତର

ରାଇକିଆ,୧୪ା୧(ଡ଼ି.ଏନ.ଏ)-କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଗାଡ଼ି ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗଞ୍ଜେଇ ଚାଲାଣ କରୁଥିବା ଏକ କାର୍‌ ପିଚ୍ଛା କରିବା ବେଳେ ଭାରସାମ୍ୟ ହରାଇ ପୋଲିସ ଗାଡ଼ିଟି ପୋଲ ତଳକୁ ଖସିପଡ଼ିଥିଲା। ଏଥିରେ ଥାନାଧିକାରୀ ଅଲେଖ ଗରଡ଼ିଆ, ଡ୍ରାଇଭର ଆର୍ଯ୍ୟଦେବ…

ଡାଏରୀ ଲେଖିଲେ ଦୂର ହେବ ଅବସାଦ

ମନ କଥା ଲେଖିବା ଅଭ୍ୟାସ ଅବସାଦ ଦୂର କରିବାରେ ସାହାଯ୍ୟ କରିଥାଏ। ଏହାଦ୍ୱାରା ଚ୍ୟାଲେଞ୍ଜପୂର୍ଣ୍ଣ କାମକୁ ଉନ୍ନତ ଢ଼ଙ୍ଗରେ କରିବାକୁ ଶକ୍ତି ମିଳିଥାଏ। ଆମେରିକା ମିଶିଗାନ୍‌ ୟୁନିଭର୍ସିଟିରେ ହୋଇଥିବା ଏକ ଗବେଷଣାରୁ ଏହି ଦାବି କରାଯାଇଛି। ଗବେଷକଙ୍କ ଅନୁସାରେ, ଯେଉଁ ବ୍ୟକ୍ତି…

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ଓଡ଼ିଶାର ସ୍ବସ୍ତିଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୪ା୧ (କ୍ରୀଡ଼ା ପ୍ରତିନିଧି)- ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌୍‌ ଗେମ୍ସରେ ଚମତ୍କାର ପ୍ରଦର୍ଶନ କରି ଦୀନେଶ କୁମାର ସ୍ବର୍ଣ୍ଣ ପଦକ ଜିତିବାର ଗୋଟିଏ ଦିନ ପରେ ଆଉ ଜଣେ ଓଡ଼ିଆ ଖେଳାଳି କମାଲ ଦେଖାଇଛନ୍ତି। ସୋମବାର ଅନୁଷ୍ଠିତ ୨୧…

୩୦ଫୁଟ ତଳକୁ ଖସିଲା ଯାତ୍ରୀବାହୀ ବସ୍‌:୧୨ ଆହତ ୪ ଗୁରୁତର

ଆଠଗଡ,୧୩ା୧ (ସ୍ବ.ପ୍ର.)- ଖୁଣ୍ଟୁଣୀ-ନରସିଂହପୁର ୬୫ନଂ ରାଜ୍ୟ ରାଜପଥର ଆଠଗଡ଼ ଥାନା ଅନ୍ତର୍ଗତ ଗୁଣ୍ଡିଚାପୁର ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସି ଧାନ ଜମିରେ ପଡ଼ିଛି। ଦୁର୍ଘଟଣାରେ ବସ୍‌ରେ ଥିତ୍ବା ୩୫…

ଆଇଏଏସ୍‌ ବିଜୟ କେତନ ଗିରଫ ମାମଲା: ଜାମିନ ଖାରଜ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସ ବିଜୟ କେତନ ଉପାଧ୍ୟାୟଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ସୋମବାର ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ତାଙ୍କ ଜାମିନକୁ ଖାରଜ କରି ଦେଇଛନ୍ତି।…

ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ସାହସ ମୋଦିଙ୍କର ନାହିଁ: ରାହୁଲ

ନୂଆଦିଲ୍ଲୀ,୧୩।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ମୋଦିଙ୍କ ସାହସ ନାହଁି। ମୁଁ ପ୍ରଧାନମନ୍ତ୍ରୀଙ୍କୁ ଚ୍ୟାଲେଞ୍ଜ ଦେଉଛି, ସେ ବିନା ସୁରକ୍ଷାରେ ବିଶ୍ୱବିଦ୍ୟାଳୟ ଆସି ଛାତ୍ରୀଛାତ୍ରଙ୍କୁ…

ଭାରତୀୟ କ୍ରିକେଟ ଦଳର ଜର୍ସିରେ ଅନୁଷ୍କା ଶର୍ମା

ବଲିଉଡ୍‌ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଅନେକ ଦିନ ବ୍ୟବଧାନ ପରେ ଫିଲ୍ମ ଶୁଟିଂ ଆରମ୍ଭ କରିଛନ୍ତି। ଶୁଟିଂ ସେଟ୍‌ରେ ତାଙ୍କୁ ଭାରତୀୟ କ୍ରିକେଟ ଦଳର ଜର୍ସି ପିନ୍ଧିଥିବାର ଦେଖାଯାଇଛି। ତେବେ…

ଜିମ୍ବାଓ୍ବେରେ ଦୁଇ ଟେଷ୍ଟ ମ୍ୟାଚ ଖେଳିବ ଶ୍ରୀଲଙ୍କା

କଲମ୍ବୋ, ୧୩ା୧ (ଏଏଫ୍‌ପି)-ଶ୍ରୀଲଙ୍କା କ୍ରିକେଟ ଟିମ୍‌ ଗୁରୁବାର ଜିମ୍ବୋଓ୍ବେ ଅଭିମୁଖେ ଯାତ୍ରା କରିବ। ଦଳ ସେଠାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବାସନ୍ଦ ଦଣ୍ଡ ଉଠାଇବା ପରେ ଆୟୋଜକ ଆଫ୍ରିକୀୟ ଦେଶ ପାଇଁ…

ଟି୨୦ ବିଶ୍ୱକପ୍‌ ଦଳ ସଂଖ୍ୟା ୨୦କୁ ବୃଦ୍ଧି ଲାଗି ଆଇସିସିର ଯୋଜନା

ଲଣ୍ଡନ,୧୩ା୧(ପି.ଟି.)-ଟି୨୦ ବିଶ୍ୱକପ୍‌ରେ ଅଂଶଗ୍ରହଣକାରୀ ଦଳ ସଂଖ୍ୟା ୧୬ରୁ ୨୦କୁ ବୃଦ୍ଧି କରିବା ଲାଗି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଯୋଜନା କରୁଛି। ଗଣମାଧ୍ୟମରେ ଏ ସମ୍ପର୍କିତ ଖବର ପ୍ରକାଶ ପାଇଛି। ୨୦୨୩ରୁ ୨୦୩୧ ପର୍ଯ୍ୟନ୍ତ ପ୍ରସ୍ତୁତ ହୋଇଥିବା କ୍ରିକେଟ କ୍ୟାଲେଣ୍ଡର ଭିତରେ…

ଚନ୍ଦନେଶ୍ୱରରେ ବଙ୍ଗୀୟ ମହିଳାଙ୍କୁ ବଳାତ୍କାର

ଭୋଗରାଇ, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ମେରାଇନ୍‌ ଥାନା ଅଧୀନ ଚନ୍ଦନେଶ୍ୱରସ୍ଥିତ ଏକ ହୋଟେଲରେ ଜଣେ ବଙ୍ଗୀୟ ମହିଳାଙ୍କୁ ରବିବାର ରାତିରେ ବଳାତ୍କାର କରାଯାଇଛି। ଏହି ଘଟଣାରେ ପୋଲିସ ଉକ୍ତ ହୋଟେଲ ମ୍ୟାନେଜରଙ୍କ ସହ ପୀଡ଼ିତାଙ୍କୁ ଅଟକ ରଖି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?