Home

ଘରେ କେହି ନ ଥିବାବେଳେ କଳାକନା ବୁଲାଇଲେ ଚୋର, ଲୁଟିନେଲେ…

ଅତାବିରା,୯ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମରେ ବୁଧବାର ଏକ ବଡ଼ଧରଣର ଚୋରି ହୋଇଥିବା ଖବର ମିଳିଛି। ଘଟଣାସ୍ଥଳରେ ଅତାବିରା ପୋଲିସ ପହଞ୍ଚି ଯାଞ୍ଚ ଚଳାଇଛି। ପୂର୍ବାହ୍ନ ସାଢ଼େ ୧ଠଟାରେ ଅନୁସନ୍ଧନୀ କୁକୁର ଘଟଣାସ୍ଥଳରେ ପହଞ୍ଚିଛି। ଘଟଣାରୁ ପ୍ରକାଶ…

ଭାରତ ଆସିବେ ୨୬/୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ତହଓ୍ବୁର ରାଣା? ଅପଡେଟ ନେଉଛନ୍ତି ଅଜିତ ଡୋଭାଲ

ନୂଆଦିଲ୍ଲୀ,୯।୪: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣାକୁ ଯଥାଶୀଘ୍ର ଭାରତ ଅଣାଯାଇପାରେ। ଏହି ମାମଲାରେ ଭାରତକୁ ବଡ଼ ସଫଳତା ମିଳିବ ବୋଲି ଆଶା କରାଯାଉଛି। ରାଣାଙ୍କ ଆତ୍ମସମର୍ପଣ ପାଇଁ, ଭାରତର ଅନେକ ଏଜେନ୍ସିର ଦଳ ବର୍ତ୍ତମାନ ଆମେରିକାରେ ଉପସ୍ଥିତ…

ଲଗାତର ଦ୍ୱିତୀୟଥର ପାଇଁ ରେପୋ ରେଟ୍‌ କମାଇଲା RBI: EMI ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୯।୪: କମିଲା ରେପୋ ରେଟ। ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟ୍‌କୁ ୨୫ ବେସିସ ପଏଣ୍ଟ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି। ଏହା ପରେ ରେପୋ ରେଟ୍‌ ୬.୦%କୁ ହ୍ରାସ ପାଇଛି। RBIର ଏହି ପଦକ୍ଷେପର ସିଧାସଳଖ ପ୍ରଭାବ ବ୍ୟାଙ୍କର ଋଣ,…

ଆସୁଛି ବିନାଶ: ୨ କ୍ଷୁଦ୍ରତାରା ଧକ୍କାରେ ଚନ୍ଦ୍ରଠାରୁ ୧୦ଗୁଣା ହେବ ଉଜ୍ଜ୍ୱଳ ବିସ୍ଫୋରଣ

ଲଣ୍ଡନ, ୯ା୪:ଜ୍ୟୋତିର୍ବିଜ୍ଞାନୀମାନେ ପୃଥିବୀଠାରୁ ମାତ୍ର ୧୫୦ ଆଲୋକ ବର୍ଷ ଦୂରରେ ଏକ ବିରଳ ଉଚ୍ଚ ବହୁଳତା ବିଶିଷ୍ଟ ବାଇନାରି ଷ୍ଟାର୍‌ ସିଷ୍ଟମକୁ ଚିହ୍ନଟ କରିଛନ୍ତି, ଯେଉଁଥିରେ ୨ଟି କ୍ଷୁଦ୍ରତାରା ପରସ୍ପର ଆଡ଼କୁ ଅଗ୍ରସର ହେଉଛନ୍ତି। ୨,୩୦୦ କୋଟି ବର୍ଷ ପରେ ଉଭୟ…

ଆଧାରକୁ ନେଇ ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ କାର୍ଡ ନୁହେଁ, QR ମାଧ୍ୟମରେ ହେବ ସମସ୍ତ କାମ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୯।୪: ଭାରତୀୟ ସ୍ବତନ୍ତ୍ର ପରିଚୟ ପ୍ରାଧିକରଣ (UIDAI) ପରୀକ୍ଷଣ ପର୍ଯ୍ୟାୟରେ ନୂତନ ଆଧାର କାର୍ଡ ଆପ ଲଞ୍ଚ କରିଛି। ଯଦି ଏହି ପରୀକ୍ଷଣ ସଫଳ ହୁଏ, ତେବେ ଖୁବ୍‌ଶୀଘ୍ର ଆଉ ଆଧାର କାର୍ଡ କିମ୍ବା ଫିଜିକାଲ କାର୍ଡର ଫଟୋ କପି ଆବଶ୍ୟକ…

ବହିଷ୍କାର ନିର୍ଦ୍ଦେଶ ପରେ ଆମେରିକା ଛାଡ଼ି ନ ଥିଲେ ଦିନକୁ ଏତିକି ଟଙ୍କା ଜରିମାନା

ଓ୍ବାଶିଂଟନ,୯।୪:ବହିଷ୍କାର ନିର୍ଦ୍ଦେଶ ପରେ ଯେଉଁ ଆପ୍ରବାସୀମାନେ ଆମେରିକା ଛାଡ଼ି ନ ଥିବେ, ସେମାନଙ୍କ ଉପରେ ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଶାସନ ଦୈନିକ ୯୯୮ ଡଲାର ଜରିମାନା ଲଗାଇବେ ବୋଲି ଯୋଜନା କରିଛି। ଯଦି ସେମାନେ ଜରିମାନା ପୈଠ ନ କରନ୍ତି, ତେବେ ସେମାନଙ୍କ…

କଶ୍ମୀର ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଶ୍ରୀନଗର,୯।୪:ନିକଟରେ ପାର୍ଲାମେଣ୍ଟରେ ଗୃହୀତ ହୋଇଥିବା ଓ୍ବକ୍‌ଫ ସଂଶୋଧନ ଆଇନ, ୨୦୨୫ ଉପରେ ଜମ୍ମୁ-କଶ୍ମୀର ବିଧାନସଭାରେ ଆଲୋଚନା ପାଇଁ ବାଚସ୍ପତି ଅବଦୁଲ ରହିମ ରାଠେର ଅନୁମତି ଦେଇ ନ ଥିବାରୁ ତାଙ୍କ ବିରୋଧରେ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଏବଂ ପିପୁଲ୍ସ କନ୍‌ଫରେନ୍ସ…

ସଫଳତାର ସହ ପଞ୍ଚୁଦଣ୍ଡ ଶେଷ: ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଲା

ଦାରିଙ୍ଗବାଡ଼ି,୯।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିରେ ସଫଳତାର ସହ ପଞ୍ଚୁଦଣ୍ଡ ମିଳନ କାର୍ଯ୍ୟକ୍ରମ ବୁଧବାର ସକାଳ ୭ ଟାରେ ସମ୍ପୂର୍ଣ୍ଣ ହୋଇଛି।ଜିଲାର କେଲେମାହା ଦଣ୍ଡୁଆ ଦଳ ସମେତ ଡାମିଗୁଡା, ଡାଉଙ୍ଗିଆ, ଗ୍ରୀନବାଡି ଏବଂ ଗୁଞ୍ଜିବାଡିର ଦଣ୍ଡୁଆମାନଙ୍କ ଦ୍ୱାରା…

ଲଘୁଚାପ ଆହୁରି ଘନୀଭୂତ: ୧୯ ଜିଲାରେ ଛେଚିବ ବର୍ଷା

ଭୁବନେଶ୍ୱର,୯ା୪:ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପକ୍ଷେତ୍ର ମଙ୍ଗଳବାର ଆହୁରି ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୧୨ଘଣ୍ଟା ପର୍ଯ୍ୟନ୍ତ ନିଜର ତୀବ୍ରତା ବଜାୟ ରଖିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର…

ନିଜକୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେ ତେଜସ୍ବୀ

ପାଟନା,୯।୪:ଆଗାମୀ ବିହାର ବିଧାନସଭା ନିର୍ବାଚନ ପାଇଁ ଆର୍‌ଜେଡି ନେତା ତେଜସ୍ବୀ ଯାଦବ ମଙ୍ଗଳବାର ନିଜକୁ ବିରୋଧୀ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଛନ୍ତି। ପାଟନାର ମୁସାହାର-ଭୁଇୟା ମହାରାଲିରେ ଉଦ୍‌ବୋଧନ ଦେଇ ତେଜସ୍ବୀ କହିଛନ୍ତି, ଆର୍‌ଜେଡି ନେତୃତ୍ୱରେ ମହାମେଣ୍ଟ କ୍ଷମତାକୁ ଆସିଲେ ଏବଂ…

ବିଲୁପ୍ତିର ୧୨ ହଜାର ବର୍ଷ ପରେ ଡାୟାର ଓ୍ବଲ୍ଫ ସୃଷ୍ଟି କଲେ ବୈଜ୍ଞାନିକ

ଓ୍ବାଶିଂଟନ, ୯।୪:ଆମେରିକାର ବୈଜ୍ଞାନିକମାନେ ଜେନେଟିକ୍‌ ଇଞ୍ଜିନିୟରିଂ ମାଧ୍ୟମରେ ୧୨ ହଜାର ବର୍ଷ ତଳେ ବିଲୁପ୍ତ ହୋଇଯାଇଥିବା ଡାୟାର ଓ୍ବଲ୍ଫ (ଆମେରିକାରେ ଦେଖାଯାଉଥିବା ଏକ ପ୍ରଜାତିର ଗଧିଆ) ପରି ୩ଟି ଗଧିଆ ଶାବକ ସୃଷ୍ଟି କରିଛନ୍ତି। ଏହି ଶାବକମାନେ ଏବେ ୬ ମାସର…

ବଦଳୁ ବ୍ୟବସ୍ଥା

ରାଜ୍ୟପାଳ ହେଉଛନ୍ତି ରାଜ୍ୟର ସାମ୍ବିଧାନିକ ମୁଖ୍ୟ ଓ ରାଷ୍ଟ୍ରପତିଙ୍କ ପ୍ରତିନିଧି ଭାବେ କାମ କରିିଥାନ୍ତି। ରାଜ୍ୟରେ ନିର୍ବାଚିତ ସଂଖ୍ୟାଗରିଷ୍ଠ ଦଳର ମୁଖ୍ୟଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରିଥାନ୍ତି। ଏଣୁ ରାଜ୍ୟରେ ନିର୍ବାଚିତ ସରକାର ଓ ରାଜ୍ୟପାଳଙ୍କ ମଧ୍ୟରେ ସମନ୍ବୟ ଓ ସୁସମ୍ପର୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri