ନୌସେନା ପକ୍ଷରୁ ଚିଲିକାରେ ନୌଚାଳନା ପ୍ରତିଯୋଗିତା: ତଟ ସୁରକ୍ଷାରେ ମତ୍ସ୍ୟଜୀବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ, କମୋଡ଼ର ଋତୁରାଜ
ବାଲୁଗାଁ,୧୮ା୧୧(ଡ଼ି.ଏନ.ଏ.): ଚିଲିକା ତଥା ସମୁଦ୍ର ତଟ ସୁରକ୍ଷା ଦିଗରେ ମତ୍ସ୍ୟଜୀବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜଳପଥରେ ସେମାନେ ହେଲେ କର୍ଣ୍ଣଧାର ତଥା ଆଖି ଓ କାନ ସଦୃଶ। ନୌସେନା ବିଭାଗ ଓ ମତ୍ସ୍ୟଜୀବୀଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଓ ସମନ୍ବୟ ରହିପାରିଲେ ତଟରକ୍ଷା…
ସିଜେଆଇ ପଦରୁ ଅବସର ନେଲେ ଜଷ୍ଟିସ୍ ଗୋଗୋଇ
ନୂଆଦିଲ୍ଲୀ,୧୮ା୧୧(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍ ରଞ୍ଜନ ଗୋଗୋଇ ରବିବାର ଅବସର ଗ୍ରହଣ କରିଛନ୍ତି। ଉତ୍ତରପୂର୍ବାଞ୍ଚଳରୁ ପ୍ରଥମ ବ୍ୟକ୍ତି ଭାବେ ସେ ସର୍ବୋଚ୍ଚ ଅଦାଲତର ଶୀର୍ଷ ପଦବୀ ମଣ୍ଡନ କରିଥିଲେ। ସିଜେଆଇ ଭାବେ କାର୍ଯ୍ୟକାଳର ଶେଷ ପର୍ଯ୍ୟାୟରେ ଗତ…
ନୟାଗଡ଼ ଜିଲାରେ ୫ ଟି ଓ ମୋ ସରକାର ପ୍ରଭାବ: ଦେଢ଼ମାସରେ ୧୦ ନିଲମ୍ବିତ, ଜଣେ ବହିଷ୍କୃତ
ନୟାଗଡ଼ ଅଫିସ,୧୮ା୧୧: ନୟାଗଡ଼ ଜିଲାରେ ୫ ଟି ଓ ମୋ ସରକାର ପ୍ରଭାବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଦେଢମାସରେ ୧୦ ଜଣ ନିଲମ୍ବିତ ହୋଇଥିବା ବେଳେ ଜଣେ ବହିଷ୍କୃତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ୩ ଅଧିକାରୀ ଓ ୮…
ଝାଡ଼ଖଣ୍ଡରେ ବଢ଼ୁଛି ଭାଜପା ଅଡ଼ୁଆ
ରାଞ୍ଚି,୧୭ା୧୧(ପି.ଟି./ ଆଇଏଏନ୍ଏସ୍): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୁଇ ସପ୍ତାହରୁ କମ୍ ସମୟ ବାକି ଥିବାବେଳେ ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି) ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ଛାଡ଼ିଛି। ଶାସକ ଭାଜପା ସହ ଅନ୍ୟତମ ସହଯୋଗୀ ଅଲ୍ ଝାଡ଼ଖଣ୍ଡ ଷ୍ଟୁଡେଣ୍ଟ ୟୁନିୟନ୍ (ଏଜେଏସ୍ୟୁ)ର…
ଦୋଛକିରେ ଭାରତମାଳା ପ୍ରକଳ୍ପ
ଭଦ୍ରକ ଅଫିସ,୧୮ା୧୧- କେନ୍ଦ୍ର ସରକାରଙ୍କ ଭାରତମାଳା ପ୍ରକଳ୍ପ ଏବେ ଦିଗହରା ହୋଇ ପଡିଛି। ଏହି ପ୍ରକଳ୍ପ ସକାଶେ ବିଜ୍ଞପ୍ତି ଜାରି ସତ୍ତ୍ୱେ ଏହାର କାର୍ଯ୍ୟକାରିତା ନେଇ ଆଉ କିଛି ସୂଚନା ମିଳୁ ନାହିଁ। ଭଦ୍ରକ ଜିଲାର ଧାମରା ବନ୍ଦରଯାଏ ପରିବହନ ବ୍ୟବସ୍ଥାକୁ…
ଆଜିଠାରୁ ପାର୍ଲାମେଣ୍ଟର ଶୀତ ଅଧିବେଶନ: ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୮ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହି ପରିପ୍ରେକ୍ଷୀରେ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଥିବା ପ୍ରତିଶ୍ରୁତି ଦେଇଛନ୍ତି। ଅପରପକ୍ଷରେ…
ଅଯୋଧ୍ୟା ରାୟକୁ ଚ୍ୟାଲେଞ୍ଜ ନିଷ୍ପତ୍ତି
ଲକ୍ଷ୍ନୌ/ନୂଆଦିଲ୍ଲୀ,୧୮ା୧୧(ପି.ଟି./ଆଇଏଏନ୍ଏସ୍): ସୁପ୍ରିମକୋର୍ଟଙ୍କ ଅଯୋଧ୍ୟା ରାୟ ପରେ ମଧ୍ୟ ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦର ସମାଧାନ ହୋଇପାରି ନାହିଁ। ଏହି ଐତିହାସିକ ରାୟକୁ ସୁନ୍ନି ସେଣ୍ଟ୍ରାଲ ଓ୍ବାକଫ୍ ବୋର୍ଡ ସ୍ବାଗତ କରିଥିବାବେଳେ ଦୁଇଟି ମୁସ୍ଲିମ ସଙ୍ଗଠନ ଏକତରଫା ଓ ଭିତ୍ତିହୀନ ଦର୍ଶାଇ…
ଗୋଲାପ ତେଲର ଉପକାରିତା
ଗୋଲାପ ଫୁଲ ଦେଖିବାକୁ ଯେତିକି ସୁନ୍ଦର ସେତିକି ମନଲୋଭା। ଏହାର ଔଷଧୀୟ ଗୁଣ ବେଳେବେଳେ ଆମର କିଛି ଶାରୀରିକ ସମସ୍ୟାର ସମାଧାନ କରିଥାଏ। ଗୋଲାପ ତେଲ ସୌନ୍ଦର୍ଯ୍ୟ ବୃଦ୍ଧିରେ ସାହାଯ୍ୟ କରେ ବୋଲି କୁହାଯାଏ। ତେବେ ଏହି ଗୋଲାପ ତେଲକୁ ଘରେ…
ହାର୍ଟଆଟାକ୍ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…
ପରିବର୍ତ୍ତିତ ଜୀବନ ଶୈଳୀରେ କେତେକଙ୍କଠାରେ ହାର୍ଟଆଟାକ୍ ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ଅଧାଗ୍ଲାସେ ନଡ଼ିଆ କ୍ଷୀର ପିଇଲେ ସୁଫଳ ମିଳିଥାଏ। ନଡ଼ିଆ କ୍ଷୀର କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ। ଏହା ଖରାପ କୋଲେଷ୍ଟରଲସ୍ତର କମାଇବା ସହିତ…
ସ୍ନାକ୍ସ ଖାଉଥିଲେ, ହୋଇଯାନ୍ତୁ ସାବଧାନ
ଅଧିକାଂଶ ଲୋକ ସକାଳେ ହେଉ କି ସନ୍ଧ୍ୟାବେଳେ ଚା ସହିତ ସ୍ନାକ୍ସ ଭାବରେ ଗରମ ଗରମ ପକୁଡି, ସିଙ୍ଗଡା ଇତ୍ୟାଦି ଖାଇବାକୁ ପସନ୍ଦ କରିଥାନ୍ତି। ବଡ ବଡ ସହରମାନଙ୍କରେ ମଧ୍ୟ ଚା ସହିତ ଲୋକମାନେ ବିସ୍କୁଟ୍ ବା କୁକିଜ୍ ନିଶ୍ଚିତ ଭାବରେ…
ଗର୍ଲଫ୍ରେଣ୍ଡ୍ଙ୍କ ସହ ସମୟ ବିତାଉଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା
ମୁମ୍ବାଇ,୧୮।୧୧: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଅସୁସ୍ଥ ହୋଇ କ୍ରିକେଟରୁ ଦୂରେଇ ଅଛନ୍ତି। ପିଠିରେ ଆଘାତ ଲାଗିଥିବାରୁ ନିକଟରେ ସେ ଲଣ୍ଡନରେ ଅସ୍ତ୍ରୋପଚାର କରି ଫେରିଛନ୍ତି। ଏବେ ସେ ବିଶ୍ରାମ ନେବା ସହ ଗର୍ଲଫ୍ରେଣ୍ଡ୍ ସହ ସମୟ ବିତାଉଛନ୍ତି। ହାର୍ଦ୍ଦିକଙ୍କ ନାଁ…
ସର୍ବଦଳୀୟ ବୈଠକ: ଗୃହରେ ବେରୋଜଗାରି ଉପରେ ଆଲୋଚନା ହେବାକୁ ଜୋର ଦେଲେ ମୋଦି
ନୂଆଦିଲ୍ଲୀ,୧୭।୧୧: ସଂସଦର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହାପୂର୍ବରୁ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ଗୃହରେ ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ବୋଲି ମୋଦି ବିରୋଧୀ ଦଳଙ୍କୁ ଆଶ୍ୱାସନା ଦେଇ…
Archives


