Home

ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କୁ ପେନସନ୍‌ ଦେବାକୁ ଯୋଜନା କରୁଛନ୍ତି ଉତ୍ତରାଖଣ୍ଡ ସରକାର

ଡେରାଡୁନ,୧୩।୧: ଦେଶରେ ଏସିଡ୍‌ ଆଟାକ୍‌ ପୀଡିତାଙ୍କ ସଂଖ୍ୟା ବଢିବାରେ ଲାଗିଛି। ନିକଟରେ ଏମିତି ଏକ କାହାଣୀକୁ ନେଇ ବଲିଉଡ୍‌ରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଛପାକ’ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଏବେ ଏହି ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କୁ ପେନସନ୍‌ ଦେବାକୁ ଉତ୍ତରାଖଣ୍ଡ…

୨ ଦିନିଆ ବାର୍ଷିକ ଧର୍ମ ସମ୍ମିଳନୀ: ଟ୍ରେନ୍‌ ଇଞ୍ଜିନ୍‌ରେ ବସି ଯାତ୍ରା କଲେ ଲୋକେ; ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଢ଼ାକା,୧୩।୧: ଭାରତରେ ବିଭିନ୍ନ ପାର୍ବଣ ଅବସରରେ ଟ୍ରେନ୍‌ରେ ଯାତ୍ରା କରିବା ସମୟରେ ପ୍ରାୟତଃ ଭିଡ଼ ଦେଖିବାକୁ ମିଳିଥାଏ। ତେବେ ବାଂଲାଦେଶରେ ପ୍ରତିବର୍ଷ ଆୟୋଜିତ ହେଉଥିବା ବିଶ୍ୱ ଧର୍ମ ସମ୍ମିଳନୀରେ ଦେଶର ପ୍ରତିଟି ପ୍ରାନ୍ତରୁ ଲୋକେ ଆୟୋଜନ ସ୍ଥଳକୁ ଆସିଥାନ୍ତି। ଚଳିତ ବର୍ଷ…

ସଚିନଙ୍କ ବଡ଼ ପ୍ରଶଂସକ, କିନ୍ତୁ ଧୋନୀଙ୍କ ଭଳି ମାରୁଛନ୍ତି ଛକା

ମୁମ୍ବାଇ,୧୩।୧: ଆସନ୍ତା ଫେବୃୟାରୀ ୨୧ ତାରିଖରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଯାଉଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ ପାଇଁ ଏକ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ହରମନପ୍ରୀତ କୌରଙ୍କୁ ଏହି ଦଳର ନେତୃତ୍ୱ ପ୍ରଦାନ କରାଯାଇଛି।…

ସିଆର୍‌ପିଏଫ୍‌ ଗାଡ଼ି ଉପରକୁ ଗୁଳିମାଡ଼ କଲେ ଆତଙ୍କବାଦୀ

ଶ୍ରୀନଗର,୧୩।୧: ଜମ୍ମୁ-କଶ୍ମୀରରେ ସିଆର୍‌ପିଏଫ୍‌ ଗାଡ଼ି ଉପରେ ସୋମବାର ଆତଙ୍କବାଦୀମାନେ ଗୁଳିମାଡ଼ କରିଛନ୍ତି। ସ୍ଥାନୀୟ ଅନନ୍ତନାଗରେ ଏହା ଘଟିଛି। କିଛି ଆତଙ୍କବାଦୀ ସିଆର୍‌ପିଏଫ୍‌ ଗାଡ଼ି ଉପରେ ଆଖିବୁଜା ଗୁଳି ଚଳାଇ ଫେରାର ହୋଇଯାଇଛନ୍ତି। ଅନନ୍ତନାଗ-ପହଲଗାମ୍‌ ରାସ୍ତାରେ ଥିବା ସରନାଲ୍‌ ଅନନ୍ତନାଗଠାରେ ହଠାତ୍‌ ସିଆର୍‌ପିଏଫ୍‌…

ପୋଲିସ କାର୍ଯ୍ୟାନୁଷ୍ଠାନ ବିରୋଧରେ ଭିସି କାର୍ଯ୍ୟାଳୟ ଘେରାଓ କଲେ ଛାତ୍ର

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ୟୁନିଭର୍ସିଟିର ଛାତ୍ରମାନେ ସୋମବାର କୁଳପତିଙ୍କ କାର୍ଯ୍ୟାଳୟ ଘେରାଓ କରିଛନ୍ତି। କୁଳପତି ନଜମା ଅଖତରଙ୍କ କାର୍ଯ୍ୟାଳୟ ବାହାରେ ଛାତ୍ରମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ସ୍ଲୋଗାନ ଦେଇଛନ୍ତି। ଏଥିରେ ପରୀକ୍ଷା ତାରିଖକୁ ପୁନଃନିର୍ଦ୍ଧାରଣ, ପୋଲିସ ବିରୋଧରେ…

୨ ଆତଙ୍କବାଦୀଙ୍କୁ ଚଣ୍ଡିଗଡ଼ରେ ପହଞ୍ଚାଇବା ପାଇଁ ଡିଏସ୍‌ପି କରିଥିଲେ ୧୨ ଲକ୍ଷ ଟଙ୍କାର ଡିଲ୍‌

ଶ୍ରୀନଗର,୧୩।୧: ଡିଏସ୍‌ପି ଦେବିନ୍ଦର ସିଂଙ୍କୁ ଆତଙ୍କବାଦୀଙ୍କ ସହିତ ସମ୍ପର୍କ ଥିବା ଅଭିଯୋଗରେ ଗିରଫ କରାଯାଇଛି। କଶ୍ମୀରର କୁଲଗାମ୍‌ରେ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନର ୨ ଆତଙ୍କବାଦୀଙ୍କୁ ଚଣ୍ଡିଗଡ଼ରେ ପହଞ୍ଚାଇବା ପାଇଁ ଦେବିନ୍ଦର ୧୨ ଲକ୍ଷ ଟଙ୍କାର ଡିଲ୍‌ କରିଥିଲେ।…

ପାରିବାରିକ କଳହ: ବିଷ ପିଇ ଜୀବନ ହାରିଲେ ଯୁବକ

ତିହିଡ଼ି,୧୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଭାଟପଡ଼ା ପଞ୍ଚାୟତ ଅଧୀନ ମିର୍ଜାପୁରରେ ଘରଭଡ଼ା ନେଇ ରହୁଥିବା ଜଣେ ଯୁବକ ରବିବାର ରାତିରେ ବିଷପିଇ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ବାଂଶଡା ଥାନା ଅଧୀନ ବାଂଶଡା ଗ୍ରାମର ଉତ୍ତମ ରାଉଳ(୨୫)। ସେ…

‘ମଲଙ୍ଗ’ ଟ୍ରେଲରକୁ ଦେଖି ସଲମାନ କହିଲେ ‘ଝକାସ୍‌’

ମୁମ୍ବାଇ: ଗତ ସପ୍ତାହରେ ଫିଲ୍ମ ‘ମଲଙ୍ଗ’ର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଫିଲ୍ମରେ ଅନୀଲ କପୁର, ଆଦିତ୍ୟ ରୟ କପୁର, ଦିଶା ପଟାନୀ ଓ କୃନାଲ ଖେମୁଙ୍କ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିବ। ଏହି ଟ୍ରେଲରକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଥିବା…

ରାସ୍ତା ନିର୍ମାଣ କାର୍ଯ୍ୟ ବନ୍ଦକଲେ ଗ୍ରାମବାସୀ

କେନ୍ଦୁଝର,୧୩।୧(ସ୍ବ.ପ୍ର.): କେନ୍ଦୁଝର ସହର ଦେଇ ଯାଇଥିବା ଏନ୍‌ଏଚ୍‌ ୪୯ରେ ବାଇପାସ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଏହାକୁ ଅଙ୍କାବଙ୍କା ନିର୍ମାଣ କରାଯାଉଥିବାରୁ ଜନଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ସଦର ବ୍ଲକ ବୋଦାପଲସା ଗ୍ରାମବାସୀ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଥିଲେ। ତେବେ…

ପ୍ରଥମ ରାଜ୍ୟ ଭାବେ କେନ୍ଦ୍ର ନିକଟକୁ ଶରଣାର୍ଥୀଙ୍କ ତାଲିକା ପଠାଇଲା ଉତ୍ତର ପ୍ରଦେଶ

ଲକ୍ଷ୍ନୌ,୧୩।୧: ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରୁ ଆସିଥିବା ହିନ୍ଦୁ ଶରଣାର୍ଥୀଙ୍କର ଏକ ତାଲିକା ଉତ୍ତର ପ୍ରଦେଶ ସରକାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଥିବା ଜଣାପଡିଛି। ଉତ୍ତର ପ୍ରଦେଶର ପ୍ରାୟ ୧୯ଜିଲାରେ ରହୁଥିବା ଶରଣାର୍ଥୀଙ୍କୁ ନେଇ ଏହି ତାଲିକା ପ୍ରସ୍ତୁତ କରାଯାଇଥିବା ଜଣାପଡିଛି।…

ଜେଏନ୍‌ୟୁ ହିଂସା: ତଥ୍ୟ ସୁରକ୍ଷିତ ରଖିବାକୁ ଫେସ୍‌ବୁକ୍‌-ହ୍ବାଟସ୍‌ଆପ୍‌-ଆପଲ-ଗୁଗୁଲକୁ ହାଇକୋର୍ଟ ପକ୍ଷରୁ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୧୩।୧: ଜେଏନ୍‌ୟୁ ହିଂସା ମାମଲାରେ ତଥ୍ୟ ସୁରକ୍ଷିତ ରଖିବାକୁ ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ଫେସ୍‌ବୁକ୍‌-ହ୍ବାଟସ୍‌ଆପ୍‌-ଆପଲ-ଗୁଗୁଲକୁ ନୋଟିସ୍‌ ଜାରି କରାଯାଇଛି। ୩ ଜଣ ପ୍ରଫେସର ସିସିଟିଭି ତଥ୍ୟକୁ ସୁରକ୍ଷିତ ରଖିବା ଲାଗି ହାଇକୋର୍ଟରେ ଆବେଦନ କରିଥିଲେ। ଏହାର ଶୁଣାଣି କରି ସୋମବାର କୋର୍ଟ…

ପିତାଙ୍କ ୮୦ତମ ଜନ୍ମଦିବସରେ ଏହି ପ୍ରଶ୍ନ ପଚାରିଥିଲେ ଅମିତାଭ, ଭିଡିଓ ଭାଇରାଲ

ବିଗ୍‌ ବି ଅମିତାଭ ବଚ୍ଚନ ନିଜର ଫିଲ୍ମ ଶୁଟିଂରୁ କିଛି ସମୟ ବାହାର କରି ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। କବିତା ହେଉକି କି ଫ୍ୟାମିଲି ଫଟୋ ପ୍ରତିଦିନ କିଛି ନା କିଛି ଶେୟାର କରି ପ୍ରଶଂସକମାନଙ୍କୁ ଜଣାଉଛନ୍ତି। ଏବେ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?