Home

ଡିଜେ ସାଉଣ୍ଡରେ କମ୍ପିଲା ଭାପୁର

ଭାପୁର,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ସଦର ବ୍ଲକ ଭାପୁର ଗ୍ରାମରେ ଚାଲିଥିବା ମାଣବସା ଗୁରୁବାର ମହାଲକ୍ଷ୍ମୀ ପୂଜାର ଭସାଣି ଉତ୍ସବ ବୁଧବାର ଧୁମଧାମରେ ପାଳିତ ହୋଇଛି। ନିର୍ଦ୍ଧାରିତ ସମୟରେ ସମସ୍ତ ମେଢ ଗୁଡ଼ିକ ଭାପୁର ବାଳିକା ଉପ୍ରା ବିଦ୍ୟାଳୟସ୍ଥିତ ମେଲଣ ପଡ଼ିଆରେ ଏକତ୍ରିତ…

ଚୋରା ଶାଳ ଗଣ୍ଡି ସହ ଶଗଡ଼ ଜବତ, ୨ ଗିରଫ

ପରଜଙ୍ଗ,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧିନ ଜାତୀୟ ରାଜପଥଠାରୁ କୁଲେଇ ଯାଇଥିବା ରାସ୍ତାର କୁଲେଇ ଗ୍ରାମ ନିକଟ ଆମ୍ବ ତୋଟା ନିକଟରେ ବୁଧବାର ବନବିଭାଗ ଚଢାଉ କରି ଏକ ଶଗଡ଼ ଗାଡ଼ି ସହ ଚୋରା ଶାଳ…

ଢ଼େପସାହି ହତ୍ୟା ମାମଲା: ଗିରଫ ୧୧ ଜଣଙ୍କୁ କୋର୍ଟ ଚାଲାଣ

ଭଞ୍ଜନଗର,୧୮।୧୨(ଡି.ଏନ୍‌.ଏ): ତାରସିଂ ଥାନା ବୁରପଲ୍ଲୀ ଢ଼େପସାହିର ହାଡ଼ିଆ ନାଇକ ହତ୍ୟା ମାମଲାରେ ପୋଲିସ ବୁଧବାର ୧୧ ଜଣଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଭଞ୍ଜନଗର ସ୍ବତନ୍ତ୍ର ଉପ କାରାଗାରକୁ ପଠାଇ ଦିଆଯାଇଛି। ସେମାନେ…

ପୋଡାଗଲା ୫୧ହଜାର ଗଞ୍ଜେଇ ଗଛ

ଆର.ଉଦୟଗିରି,୧୮ା୧୨(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ଅନୁଗୁରୁ ପଞ୍ଚାୟତର ଟଣ୍ଡରଙ୍ଗ ଗ୍ରାମ ପାହାଡ ଉପରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ବୁଧବାର ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି। ଜିଲାପାଳ ଅନୁପ ସାହା, ଏସ୍‌ପି ସାରା…

୨୬ରେ ସୂର୍ଯ୍ୟପରାଗ: ବଡ଼ଦିନ ରାତିସାରା ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ, ୧୮ା୧୨:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ ପହିଲି ଭୋଗ, ସୂର୍ଯ୍ୟପରାଗ, ନୂଆବର୍ଷ ଓ ମକରସଂକ୍ରାନ୍ତି ନୀତି ସମ୍ପର୍କରେ ଆଲୋଚନା କରାଯାଇ ଚୂଡ଼ାନ୍ତ…

ଶୀତଦିନେ ଗରମପାଣିରେ ଗାଧୋଇଲେ କ’ଣ ହୋଇଥାଏ

ଶୀତଦିନ ଆସିଗଲାଣି। ଏବେ ଲୋକମାନେ ଗରମପାଣିରେ ଗାଧୋଇବା ଆରମ୍ଭ କରିଦେଲେଣି। ଥରେ ଯଦି ଗରମପାଣିରେ ଗାଧୋଇବା ଆରମ୍ଭ କରିଦେବେ ତା’ହେଲେ ଥଣ୍ଡାପାଣିରେ ଗାଧୋଇବାକୁ ଇଚ୍ଛା ହେବ ନାହିଁ। ମୁଖ୍ୟତଃ ଗରମ ପାଣିରେ ଗାଧୋଇଲେ ଫୂର୍ତ୍ତି ବା ଆରାମ ଅନୁଭବ ହୋଇଥାଏ। କିନ୍ତୁ…

ସାଇରସ ମିସ୍ତ୍ରି ପୁଣି ହେବେ ଟାଟା ଗ୍ରୁପ୍‌ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୮।୧୨: ନ୍ୟାଶନାଲ କମ୍ପାନୀ ଲ’ ଆପିଲେଟ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଏଟି) ସାଇରସ ମିସ୍ତ୍ରିଙ୍କୁ ଟାଟା ସନ୍ସର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ପୁଣି ଅବସ୍ଥାପିତ କରାଯାଇଛି। ଏଥିସହ ବର୍ତ୍ତମାନ ଟାଟା ସନ୍ସର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରଶେଖରନ୍‌ଙ୍କ ନିଯୁକ୍ତିକୁ ବେଆଇନ ବୋଲି ଏନ୍‌ସିଏଲ୍‌ଏଟିି କହିଛି।…

ବିଇଓଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

ଭଣ୍ଡାରିପୋଖରୀ,୧୮।୧୨(ଡି.ଏନ.ଏ.): ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସାଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କ ଡେପୁଟେଶନ ବାତିଲ ଦାବିରେ ଗତ ଶନିବାରଠାରୁ ୫ ଦିନ ଧରି ତାଲା ପଡ଼ି ରହିଥିଲା। ଅଭିଭାବକ, ସ୍କୁଲ କମିଟି ସଦସ୍ୟ ଓ ଛାତ୍ରୀଛାତ୍ର ଜିଦ୍‌ରେ ଅଟଳ ରହି ଧାରଣା…

ଜିଲା ଯୋଗାଣ ବିଭାଗର ଚଢ଼ାଉ: ବେଆଇନ ଗଚ୍ଛିତ ୧୩୮ ବସ୍ତା ଚାଉଳ ଜବତ

ଭଦ୍ରକ ଅଫିସ, ୧୮।୧୨: ଭଦ୍ରକ ଜିଲା ଯୋଗାଣ ବିଭାଗର ଏକ ଚାରିଜଣିଆ ଟିମ୍‌ ବୁଧବାର ଅପରାହ୍ନରେ ସଦର ବ୍ଲକ ଅଧୀନ ଦୈସିଂ ପଞ୍ଚାୟତ ଚଢ଼େୟା ଜେନାସାହିର ଏକ ଘରେ ଅଚାନକ ଚଢ଼ାଉ କରି ବେଆଇନ ଭାବେ ଗଚ୍ଛିତ ଥିବା ୧୩୮ ବସ୍ତା…

ବରିଷ୍ଠ ନାଗରିକଙ୍କୁ ପରିଚୟପତ୍ର ବଣ୍ଟନ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼,୧୮।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କଚେରି ପରିସରରେ ଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ପେନ୍‌ସନ ଦିବସ ପାଳିତ ହୋଇଛି। ସଂଘର ସଭାପତି କୃଷ୍ଣଚନ୍ଦ୍ର ପଣ୍ଡା ଅଧ୍ୟକ୍ଷତା କରିଥିଲେ। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀ…

ଥରୁରଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବୁଧବାର ୨୩ଟି ଭାଷାରେ ଘୋଷଣା କରାଯାଇଛି। ୭ଟି କବିତା ସଂଗ୍ରହ, ୪ ଉପନ୍ୟାସ, ୬ କାହାଣୀ ସଂଗ୍ରହ, ୩ ନିବନ୍ଧ ସଂଗ୍ରହ, ଆତ୍ମକଥା ଏବଂ ଜୀବନୀକୁ ନେଇ ଏହି ସମ୍ମାନ ଦିଆଯାଇଥିବା ଜଣାପଡ଼ିଛି। ଚଳିତ…

‘ଜଳସାଥୀ’ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, ଦେଲେ ୫୯୩ଟଙ୍କା ଜଳକର

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଏଣିକି ଜଳକର ଆଦାୟ କରିବେ ମିଶନ ଶକ୍ତି ମହିଳା। ଏଥିପାଇଁ ସ୍ବୟଂ ସହାୟକ ଗୋଷ୍ଠୀକୁ ଦିଆଯିବ ବୈଷୟିକ ତାଲିମ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭୁବନେଶ୍ୱର ରେଲଓ୍ବେ ଅଡିଟୋରିୟମ୍‌ରେ ଜଳସାଥୀ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ଏହା କହିଛନ୍ତି। ଏହି ଅବସରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri