Home

ଅଭିଯୁକ୍ତଙ୍କୁ ସମୟ ମିଳିବାରୁ କୋର୍ଟରେ କାନ୍ଦିପକାଇଲେ ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ, ୧୮।୧୨: ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଅଭିଯୁକ୍ତଙ୍କ ମଧ୍ୟରୁ ଅକ୍ଷୟ ସିଂଙ୍କ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ ହେବା ପରେ ସମସ୍ତଙ୍କ ନଜର ପଟିଆଲା ହାଉସ କୋର୍ଟ ଉପରେ ରହିଥିଲା। କିନ୍ତୁ ବୁଧବାର କୋର୍ଟ ଦୋଷୀଙ୍କ ଡେଥ୍‌ ୱାରେଣ୍ଟ ଉପରେ…

ପୁଣି ଚର୍ଚ୍ଚାରେ ଅମିରଙ୍କ ଝିଅ ଇରା

ଅମିର ଖାଁଙ୍କ ଝିଅ ଇରା ଏବେ ଚର୍ଚ୍ଚାରେ। କେତେବେଳେ ଫିଲ୍ମର ନିର୍ଦ୍ଦେଶନା ଦେବାକୁ ନେଇ ତ ଆଉ କେତେବେଳେ ନିଜର ଫଟୋଶୁଟ୍‌କୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ଏବେ ତାଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେ ତାଙ୍କ…

ମହିଳାଙ୍କ ଆତ୍ମହତ୍ୟା: ସ୍ବାମୀ, ଦିଅର ଅଟକ

ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ କନକାଠାରେ ୮ମାସ ତଳେ ବିବାହ କରିଥିବା ଜଣେ ମହିଳା ବୁଧବାର ଘରେ ଫ୍ୟାନ୍‌ରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତା ମହିଳା ଜଣକ ହେଲେ ଅର୍ଚ୍ଚନା ପ୍ରଧାନ (୨୫)। ଏହାର ଖବର ପାଇ…

‘ସବ୍‌କା ସାଥ୍‌-ସବ୍‌କା ବିକାଶ’ ଏବେ ପାଲଟିଛି ‘ସବ୍‌କା ସର୍ବନାଶ’: ମମତା

କୋଲକାତା,୧୮।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ବୁଧବାର ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ହାଓଡାରେ ଏକ ରାଲିର ଆୟୋଜନ କରାଯାଇଥିଲା। ରାଲିକୁ ମମତା ସମ୍ବୋଧିତ କରି କହିଛନ୍ତି, ଭାଜପା ଦେଶରେ ଦଙ୍ଗା…

ସ୍ବାଭିମାନ ଅଞ୍ଚଳରେ ପାଓ୍ବାର ଚାଳିତ ଆମ୍ବୁଲାନ୍ସ ଲଞ୍ଚ ଉଦ୍‌ଘାଟନ କଲେ ଗଣଶିକ୍ଷା ମନ୍ତ୍ରୀ

ମାଲକାନଗିରି,୧୮।୧୨(ଡି.ଏନ୍‌.ଏ.): ସ୍ବାଭିମାନ ଅଞ୍ଚଳ ପାଇଁ ପାୱାର ଚାଳିତ ଆମ୍ବୁଲାନ୍ସ ଲଞ୍ଚ ଉଦ୍‌ଘାଟନ ହୋଇଛି। ସେହିପରି ଶିକ୍ଷକ କ୍ଲଷ୍ଟରର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ପ୍ରଶାସକ ସୁରେଶ ମହାପାତ୍ର ଏବଂ ମାଲକାନଗିରି ଜିଲାପାଳ ମନୀଷ…

ଦୁଇ କଏଦୀ ଦଳଙ୍କ ମଧ୍ୟରେ ଗୁଳିମାଡ଼: ୧୨ ନିହତ

ପାନାମା ସିଟି, ୧୮।୧୨: ପାନାମାରେ ଏକ ଜେଲ୍‌ରେ ଦୁଇ କଏଦୀ ଦଳଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। କଏଦୀମାନେ ପରସ୍ପର ଉପରକୁ ଗୁଳିମାଡ଼ କରିଥିବା ଜେଲ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ରୁ ଅଧିକ ଆହତ…

ଲୁହା ଆଙ୍ଗେଲ ଚୋରି ଘଟଣା: ଦୁଇ ଗିରଫ

ଯୋଡ଼ା,୧୮।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ପୂର୍ବ ଯୋଡ଼ାସ୍ଥିତ ଟିସ୍କୋ କଲୋନୀରେ ଘର କାମ ପାଇଁ ରଖାଯାଇଥିବା ୩୪ଟି ଲୁହା ଆଙ୍ଗେଲ ଚୋରି କରିଥିବା ଅଭିଯୋଗରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ପୋଲିସ ୧୮ଟି ଚୋରା ଲୁହା ଆଙ୍ଗେଲ ଜବତ କରିଛି।…

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର୍‌: ୪ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କ ବିରୋଧରେ ବଳାତ୍କାର ପରେ ୯ ମହିଳାଙ୍କୁ ଜଳାଇ ହତ୍ୟା ଅଭିଯୋଗ; ପୋଲିସ ପକ୍ଷରୁ ସୂଚନା

ହାଇଦ୍ରାବାଦ୍‌,୧୮।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାରେ ସ୍ଥାନୀୟ ପୋଲିସ ପକ୍ଷରୁ ବିସ୍ଫୋରକ ବୟାନ ଦିଆଯାଇଛି। ଏନ୍‌କାଉଣ୍ଟର ହୋଇଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କ ବିରୋଧରେ ବଳାତ୍କାର ପରେ ୯ ମହିଳାଙ୍କୁ ଜଳାଇ ହତ୍ୟା କରିଥିବା ଅଭିଯୋଗ ରହିଥିବା ପୋଲିସ କହିଛି। ଅଭିଯୁକ୍ତ…

ରାଷ୍ଟ୍ରପତି ପୁଟିନ୍‌ ଏବେ ବି ବ୍ୟବହାର କରୁଛନ୍ତି ଓ୍ବିଣ୍ଡୋ ଏକ୍ସପି

ମସ୍କୋ,୧୮।୧୨: ଓ୍ବିଣ୍ଡୋ ଏକ୍ସପିର ବ୍ୟବହାର ୨୦୧୪ରୁ ବନ୍ଦ ହୋଇଛି। ତେବେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର୍‌ ପୁଟିନ୍‌ ଏବେ ମଧ୍ୟ ତାଙ୍କ ଅଫିସ୍‌ରେ ଓ୍ବିଣ୍ଡୋ ଏକ୍ସପି ବ୍ୟବହାର କରୁଛନ୍ତି। ନିକଟରେ ଜାରି ହୋଇଥିବା ପୁଟିନ୍‌ଙ୍କ ଏକ ଅଫିସ୍‌ ଫଟୋରୁ ଏହା ଜଣାପଡ଼ିଛି। ୭୬…

ଏଡ଼ିସି ବ୍ୟାଙ୍କ ମାନହାନି ମାମଲା: ରଣଦୀପ୍‌ ସୁରଜଓ୍ବାଲାଙ୍କୁ ଜାମିନ୍‌

ନୂଆଦିଲ୍ଲୀ,୧୮।୧୨:ଏଡ଼ିସି ବ୍ୟାଙ୍କ ମାନହାନି ମାମଲାରେ କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସୁରଜଓ୍ବାଲାଙ୍କ ଜାମିନ୍‌ ବୁଧବାର ମଞ୍ଜୁର ହୋଇଛି। ୧୫ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ମେଟ୍ରୋପଲିଟନ୍‌ କୋର୍ଟ ଏହା ମଞ୍ଜୁର କରିଛନ୍ତି। ଗୁଜରାଟ କଂଗ୍ରେସ ପ୍ରବକ୍ତା ମନିଷ ଦୋଷି ତାଙ୍କର ଜମାନତ ଦେଇଛନ୍ତି।…

ଶୀତଦିନେ ସକାଳୁ କାହିଁକି ଶୀଘ୍ର ଛାଡିବେ ବିଛଣା…

ସକାଳୁ ଉଠିବା ଦ୍ୱାରା ଦେହ ଓ ମନ ଉଭୟ ସୁସ୍ଥ ରହେ। ତେବେ ଶୀତଦିନ ସକାଳୁ ବିଛଣା ଛାଡ଼ିଲେ ବହୁ ଉପକାର ମିଳିଥାଏ। ସାଧାରଣତଃ ଶୀତଦିନେ ପରିବେଶ ଥଣ୍ଡା ରହିଥିବାରୁ ମେଟାବୋଲିକ୍‌ ପ୍ରକ୍ରିୟା ଧୀମା ହୋଇଥାଏ। ତେଣୁ ଶରୀରର ତାପମାତ୍ରା ବୃଦ୍ଧି…

ନିର୍ବାଚନରେ ଫାଇଦା ପାଇଁ ବିରୋଧୀ ଉସୁକାଉଛନ୍ତି ହିଂସା: କେଜରିଓ୍ବାଲ

ନୂଆଦିଲ୍ଲୀ,୧୮।୧୨: ନାଗରିକତା ସଂଶୋଧନ ଆଇନ ବିରୋଧରେ ରାଜଧାନୀରେ ନିଆଁ ଜଳୁଛି। ପ୍ରଦର୍ଶନକାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଭଙ୍ଗାରୁଜା କରି ଜାତୀୟ ସମ୍ପତ୍ତି ନଷ୍ଟ କରୁଥିବା ଦେଖିବାକୁ ମିଳିଛି। ବୁଧବାର ଏନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନିଜର ପ୍ରତିକ୍ରିୟା ରଖିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri