Home

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ଖାଆନ୍ତୁ ଏହି ଚୋପା…

ଡାଳିମ୍ବ ଖାଇସାରିବା ପରେ ଏହାର ଚୋପାକୁ ଫିଙ୍ଗି ଦିଆ ଯାଇଥାଏ। କିନ୍ତୁ ଏହାର ବହୁ ଉପକାରୀ ଗୁଣ ରହିଛି। ଏହାର ଚୋପାକୁ ପାଣିରେ ଭିଜାଇ ଜୁସ୍‌ କରି ନିୟମିତ ପିଇଲେ ସୁଫଳ ମିଳିଥାଏ । ଡାଳିମ୍ବ ଚୋପାରେ ଫେନାଲିକ୍ସ ନାମକ ରାସାୟନିକ…

ବଲିଉଡ୍‌ର କେଉଁ ଅଭିନେତ୍ରୀଙ୍କ ଡାକ ନାମ କ’ଣ ଜାଣନ୍ତି…

ବଲିଉଡ୍‌ର ଅଭିନେତ୍ରୀମାନଙ୍କ ପ୍ରକୃତ ନାମ ଜାଣିଛନ୍ତି। ମାତ୍ର ସେମାନଙ୍କର ପରଦା ପଛର ବି ବେଶ୍‌ କୌତୁକିଆ ନାଁ ରହିଛି। ଜାଣନ୍ତୁ କେଉଁ ଅଭିନେତ୍ରୀଙ୍କୁ ତାଙ୍କ ଘରେ କେଉଁ ନାମରେ ଡାକନ୍ତି… ଐଶ୍ୱର୍ଯ୍ୟା ରାୟ : ନୀଳନୟନା ଐଶ୍ୱର୍ଯ୍ୟା ରାୟଙ୍କ ଏକ ସୁନ୍ଦର…

ବିଶ୍ୱର ସବୁଠୁ ବୟସ୍କ ଦମ୍ପତି ପାଳିଲେ ୮୦ତମ ବିବାହ ବାର୍ଷିକୀ

ଟେକ୍ସାସ,୧୮।୧୨: ଆମେରିକାର ଟେକ୍ସାସ ସହରରେ ବିଶ୍ୱର ସବୁଠୁ ବୟସ୍କ ଦମ୍ପତି ନିଜର ୮୦ତମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଲଙ୍ଗହର୍ନ ସହରରେ ରହୁଥିବା ୧୦୬ ବର୍ଷୀୟ ଜନ୍‌ ହେଣ୍ଡର୍ସନ ଏବଂ ତାଙ୍କ ସ୍ତ୍ରୀ ୧୦୫ ବର୍ଷୀୟା ଶେର୍ଲୋଟ ନିଜ ବିବାହ ବାର୍ଷିକୀ…

ନିର୍ଭୟା ମାମଲାରେ ଦୋଷୀଙ୍କୁ ଫାଶୀ: ଅକ୍ଷୟଙ୍କ ପୁନର୍ବିଚାର ଆବେଦନ ଖାରଜ; ଦାଖଲ ହେବ କ୍ୟୁରେଟିଭ୍‌ ପିଟିଶନ

ନୂଆଦିଲ୍ଲୀ,୧୮।୧୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ମଧ୍ୟରୁ ଅକ୍ଷୟଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ପୁନର୍ବିଚାର ଆବେଦନ ଖାରଜ ହୋଇଯାଇଛି। ଫଳରେ ଏବେ ଫାଶୀ ଦଣ୍ଡାଦେଶ ନିଶ୍ଚିତ ହୋଇଛି। ତେବେ ଏବେ ୪ ଦୋଷୀଙ୍କ ପକ୍ଷରୁ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରାଯାଇପାରିବ।…

ସମ୍ବଲପୁର ପୋଲିସର ଅଭିନବ ପଦକ୍ଷେପ: ମହିଳାଙ୍କ ସୁରକ୍ଷା ପାଇଁ ମହିଳା ପିସିଆର୍‌ ଭ୍ୟାନ୍‌, ବାଇକ୍‌ର ଶୁଭାରମ୍ଭ

ସମ୍ବଲପୁର, ୧୮।୧୨ (ବ୍ୟୁରୋ)- ସମ୍ବଲପୁର ଜିଲାପାଳ ମହିଳାଙ୍କ ସୁରକ୍ଷା ପାଇଁ ଆଉ ଏକ ପଦକ୍ଷେପ ଗ୍ରହଣ କରିଛ। ଅତ୍ୟାଧୁନିକ ବ୍ୟବସ୍ଥା ଥିବା ସ୍ବତନ୍ତ୍ର ମହିଳା ପିସିଆର୍‌ ଭ୍ୟାନ୍‌, ବାଇକ୍‌ର ଶୁଭାରମ୍ଭ କରାଯାଇଛି। ଉତ୍ତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁ ଲାଲ ବୁଧବାର ଏହାର…

ଏହି ପ୍ରସିଦ୍ଧ ଗାୟକଙ୍କ ଚଷମା ୧ କୋଟି ଟଙ୍କାରେ ନିଲାମ

ଯେଉଁମାନେ ସଙ୍ଗୀତ ଶୁଣିବାକୁ ଭଲ ପାଆନ୍ତି, ସେମାନେ ଜନ୍‌ ଲେନନ୍‌ଙ୍କ ନାଁ ନିଶ୍ଚୟ ଶୁଣିଥିବେ। ଦ ବିଟଲ୍ସ ନାମରେ ପ୍ରସିଦ୍ଧ ଜନ୍‌ଙ୍କ ଚଷମା ନିକଟରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ନିଲାମ ହୋଇଛି। ଆଲାନ ହେରିଙ୍ଗ୍‌ ଏହି ଚଷମାକୁ ନିଲାମ କରିଥିଲେ।…

ରାଜ୍ୟ ସରକାର ସିଏଏକୁ ସମର୍ଥନ କରୁଛନ୍ତି, ଏନ୍‌ଆର୍‌ସିକୁ ନୁହେଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ଆନ୍ଦୋଳନ ତୀବ୍ର ରୂପ ଧାରଣ କରିଥିବା ବେଳେ ପ୍ରଥମ ଥର ପାଇଁ ଏନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ଖବରଦାତାଙ୍କୁ ସୂଚନା ଦେଇ ସେ କହିଛନ୍ତି, ରାଜ୍ୟ…

ବ୍ଲକ ଅଧ୍ୟକ୍ଷ ଭାବେ ବିଶ୍ୱନାଥ ନାୟକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ପାଟଣା,୧୮।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଧ୍ୟକ୍ଷ ପଦ ଦୀର୍ଘଦିନ ଖାଲି ପଡ଼ିବା ପରେ ବୁଧବାର ଆନୁଷ୍ଠାନିକ ଭାବେ ନିର୍ବାଚନ ଅନୁଷ୍ଠିତ ହୋଇଛି। ବ୍ଲକର ମୋଟ୍‌ ୨୦ ଜଣ ସମିତି ସଭ୍ୟଙ୍କ ମଧ୍ୟରୁ କଣ୍ଟିଆପଡ଼ା ପଞ୍ଚାୟତ ସମିତି ସଭ୍ୟ ପଦବୀ ଖାଲିଥିବାରୁ…

ଅଜବ ଚୋର:ନୂଆ ମୋବାଇଲ ଚୋରି କରି ଛାଡିଗଲେ ପୁରୁଣା

ଚେନ୍ନାଇ, ୧୮।୧୨: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଏକ ଅଜବ ଚୋର ପୋଲିସ ହାତରେ ଧରାପଡିଛନ୍ତି। ଚେନ୍ନାଇର ତୋନ୍ଦିୟରପେଟ ଅଞ୍ଚଳରେ ଏକ ମୋବାଇଲ ଦୋକାନରେ ଜଣେ ଚୋର ଗୋଟିଏ ନୂଆ ମୋବାଇଲ ଚୋରି ସଫଳ ରହିଥିଲେ। କିନ୍ତୁ ଚୋରି ପରେ ଦୋକାନରୁ ଶୀଘ୍ର…

ଜେଲ୍‌ର ଅନୁଭୂତି ବଖାଣିଲେ ପାୟଲ

ମୁମ୍ବାଇ: ଅଭିନେତ୍ରୀ ପାୟଲ ରୋହତଗି ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ତାଙ୍କ ବାପା ମୋତିଲାଲ ନେହେରୁଙ୍କ ବିରୋଧରେ ଆପତ୍ତିଜନକ ଟିପ୍ପଣୀ ଦେଇ ବିବାଦ ଘେରକୁ ଚାଲିଆସିଥିଲେ। ସୋମବାର ରାଜସ୍ଥାନର ବୁନ୍ଦି ପୋଲିସ ଗିରଫ କରିଥିବା ବେଳେ ମଙ୍ଗଳବାର ରାଜସ୍ଥାନ କୋର୍ଟରୁ…

କେକ୍‌ ପ୍ରଦର୍ଶନୀରେ ଚନ୍ଦ୍ରୟାନ-୨ ଏବଂ ସେଣ୍ଟ୍‌ ବାସିଲ୍‌ କାଥେଡ୍ରଲ୍‌ ଚର୍ଚ୍ଚ ମଡେଲ

ବେଙ୍ଗାଲୁରୁ,୧୮।୧୨: ବେଙ୍ଗାଲୁରୁରେ ଜାରି ରହିଥିବା କେକ୍‌ ପ୍ରଦର୍ଶନୀରେ ଚନ୍ଦ୍ରୟାନ-୨ ଏବଂ ସେଣ୍ଟ୍‌ ବାସିଲ୍‌ କାଥେଡ୍ରଲ୍‌ ଚର୍ଚ୍ଚ ମଡେଲ ପ୍ରଦର୍ଶିତ ହୋଇଛି। ଏଠାରେ ୨୩ ପ୍ରକାର ଭିନ୍ନ ଭିନ୍ନ ମଡେଲ ପ୍ରଦର୍ଶିତ କରାଯାଇଛି। ପ୍ରଦର୍ଶନୀ ଜାନୁୟାରୀ ୧ ପର୍ଯ୍ୟନ୍ତ ଚାଲିବ। ପ୍ରଦର୍ଶିତ କଥାକଳୀ…

୭୯ ବର୍ଷରେ ମାଟ୍ରିକ୍‌ ପାସ୍‌

ଉଦ୍ଧମ ସିଂ ନଗର(ଉତ୍ତରାଖଣ୍ଡ): ଦୃଢ ଇଚ୍ଛାଶକ୍ତି ପାଖରେ ବୟସ ବି ହାର୍‌ ମାନିଥାଏ। ଏହାର ପ୍ରମାଣ ଦେଇଛନ୍ତି ୭୯ ବର୍ଷୀୟ ଅବସରପ୍ରାପ୍ତ ସିଆର୍‌ପିଏଫ୍‌ ସୁବେଦାର-ମେଜର। ପାଠ ପଢିବା ଲାଗି କୌଣସି ବୟସ ନ ଥାଏ ବୋଲି ମଧ୍ୟ ସେ ଜଣାଇ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri