ପୁଣି ବିବାଦରେ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ:ପ୍ରସବବେଳେ ନବଜାତକର ଦୁଇ ଗୋଡ଼ ଭାଙ୍ଗିଲା
ପୁରୀ ଅଫିସ, ୧୮।୧୨:ବିଭିନ୍ନ କାରଣକୁ ନେଇ ବିବାଦରେ ରହୁଥିବା ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟର ଅବସ୍ଥା ସୁଧୁରିବାର ନାଁ ଧରୁନି। ପୁଣି ଏକ ସାଂଘାତିକ ଅବ୍ୟବସ୍ଥା ସାମ୍ନାକୁ ଆସିଛି। ଡାକ୍ତରଙ୍କ ଅନୁପସ୍ଥିତିରେ ଡ୍ୟୁଟିରେ ଥିବା କେତେଜଣ ଷ୍ଟାଫ ନର୍ସ ଏକ ପ୍ରସବ…
ଚତୁର୍ଦ୍ଦଶ ତୋଷାଳି ମେଳା:ଥିମ୍ ପାଭିଲିୟନ୍ରେ ‘କଳିଙ୍ଗ ତନ୍ତୁକୃତି’
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଟସର କୋଷାର ମୋଦଲ, ଡାବା, ବୁଗେ, ଫୁକି, ମଲ୍ବେରୀ, ଏରି ସୂତା ଓ ଟସର ଡେମ୍ଫର ସୂତା। କୁଟୀର ସୂତା, ରିଲ୍ ସୂତା, ଘିଚା ସୂତା ଓ ମଲ୍ବେରୀରେ ତିଆରି କାନଫୁଲ ଓ ହାର। ମଲ୍ବେରୀ ଖୋଳରେ ଖଞ୍ଜା ଯାଇଛି ରଙ୍ଗ…
କଟକରେ ବଲିଉଡ୍ ଚଳଚ୍ଚିତ୍ର ନିର୍ମାତା ଆଦିତ୍ୟ ସେଠ୍:‘ବାସ୍ତବତାକୁ କ୍ୟାମେରାରେ ତୋଳିବା ସହଜ ନୁହେଁ’
କଟକ ଅଫିସ,୧୭ା୧୨: ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ଆଦିତ୍ୟ ସେଠ୍ ଜଣେ ଚର୍ଚ୍ଚିତ ଚେହେରା। ୧୯୮୬ ମସିହାରୁ ସେ ମନୋରଞ୍ଜନ ଦୁନିଆ ସହ ଜଡ଼ିତ। ଆଦିତ୍ୟଙ୍କ ଦ୍ୱାରା ନିର୍ମିତ ‘ବାହାଦୁର’ ପ୍ରାମାଣିକ ଚଳଚ୍ଚିତ୍ର ଦାଦା ସାହେବ ଫାଲ୍କେ ଆୱାର୍ଡ ଜିତିଛି। ଭାରତ…
କୋର୍ଟରେ ଯୁବକଙ୍କୁ ଗୁଳିକରି ହତ୍ୟା
ଲକ୍ଷ୍ନୌ,୧୮ା୧୨(ପି.ଟି.): ପଶ୍ଚିମ ଉତ୍ତରପ୍ରଦେଶର ବିଜ୍ନୋରର ଏକ ଅଦାଲତରେ ଜଣେ ହତ୍ୟା ଅଭିଯୁକ୍ତଙ୍କୁ ମଙ୍ଗଳବାର ଅପରାହ୍ନରେ ଗୁଳିକରି ହତ୍ୟା କରାଯାଇଛି। ବିଜ୍ନୋର ଜିଲା ଅଦାଲତର ମୁଖ୍ୟ ବିଚାର ବିଭାଗୀୟ ଅଦାଲତରେ ଅଭିଯୁକ୍ତ ଶାହନଓ୍ବାଜ୍ ଅନ୍ସାରିଙ୍କୁ ହାଜର କରିବା ଲାଗି ଅଣାଯାଉଥିବାବେଳେ ଗୁଳିମାଡ଼ କରାଯାଇଥିଲା।…
ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ
ହୁବ୍ଲି, ୧୮ା୧୨: ସିଏଏକୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ପୋଡ଼ାଜଳା ଓ ଭଙ୍ଗାରୁଜା ଚାଲିଥିବାବେଳେ ରେଲ୍ଓ୍ବେ ସମ୍ପତ୍ତି ନଷ୍ଟ କରୁଥିବା ବ୍ୟକ୍ତିଙ୍କୁ ସେହିଠାରେ ଗୁଳି କରିଦେବା( ସୁଟ୍ ଆଟ୍ ସାଇଟ୍) ଉଚିତ ବୋଲି ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗଦି କହିଛନ୍ତି।…
ପଛଘୁଞ୍ଚାର ପ୍ରଶ୍ନ ଉଠୁନି; ସିଏଏ ବିରୋଧୀ ବିକ୍ଷୋଭ ପଛରେ ୧୦୦ ପ୍ରତିଶତ ରାଜନୀତି: ଶାହା
ନୂଆଦିଲ୍ଲୀ,୧୮ା୧୨ (ଆଇଏଏନ୍ଏସ୍): ସିଏଏ ପଛରେ ୧୦୦ ପ୍ରତିଶତ ରାଜନୀତି ରହିଛି। କେତେକ ରାଜନୈତିକ ଦଳ ହିନ୍ଦୁ ଓ ମୁସ୍ଲିମ୍ ସମ୍ପ୍ରଦାୟ ମଧ୍ୟରେ ବିଭେଦ ସୃଷ୍ଟି କରିବା ପାଇଁ ହିଂସା ଉସୁକାଉଛନ୍ତି ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ସମାଲୋଚନା କରିଛନ୍ତି। ଏହାସହ ସିଏଏ…
ଜାମିଆ ଛାତ୍ରଙ୍କୁ ଲାଠିମାଡ଼: ପୋଲିସ ଜୁଲମ ହାଏ ହାଏ
ଓ୍ବାଶିଂଟନ,୧୮ା୧୨: ସିଏଏ ବିରୋଧୀ ବିକ୍ଷୋଭ ବେଳେ ଦିଲ୍ଲୀର ଜାମିଆ ମିଲିଆ ଇସ୍ଲାମିଆ ବିଶ୍ୱବିଦ୍ୟାଳୟ (ଜେଏମ୍ଆଇୟୁ) ଏବଂ ଉତ୍ତରପ୍ରଦେଶର ଆଲିଗଡ଼ ମୁସ୍ଲିମ୍ ୟୁନିଭସର୍ସିଟି (ଏଏମ୍ୟୁ) ଛାତ୍ରୀଛାତ୍ରଙ୍କ ଉପରେ ପୋଲିସର ଜୁଲମକୁ ବିଦେଶୀ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକ ପକ୍ଷରୁ ଦୃଢ଼ନିନ୍ଦା କରାଯାଇଛି। ଅକ୍ସଫୋର୍ଡ, ହାଓ୍ବାର୍ଡ, ୟେଲ୍, କଲମ୍ବିଆ,…
କମ୍ପ୍ୟୁଟର ଲାବ୍ ଉଦ୍ଘାଟନ କଲେ କେନ୍ଦ୍ରମନ୍ତ୍ରୀ
ସଜନାଗଡ଼, ୧୮।୧୨(ଡି.ଏନ.ଏ.):ନୀଳଗିରି ବ୍ଲକ ଭଉଁରିଆବାଡ଼ ପଞ୍ଚାୟତର ପଦ୍ମଲୋଚନ ମୁଣ୍ଡହାଣ ଉଚ୍ଚ ବିଦ୍ୟାଳୟ ଜଡ଼ିବାଲି ପରିସରରେ ମଙ୍ଗଳବାର ବାର୍ଷିିକ କ୍ରୀଡ଼ା ଉତ୍ସବ ଏବଂ କମ୍ପ୍ୟୁଟର ଲାବର ଉଦ୍ଘାଟନ ସଭା ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ଶିକ୍ଷାବିତ୍ ଭାଗବତ ବେହେରା ସଭାପତିତ୍ୱ କରିଥିବା ବେଳେ ବିଦ୍ୟାଳୟର…
ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ ଆଗମନ
ରାଜନଗର,୧୭ା୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଏବଂ ଏହାର ଚାରିପାଖରେ ଥିବା ଆର୍ଦ୍ରଭୂମିରେ ବିଦେଶାଗତ ପକ୍ଷୀମାନେ ପାଦ ଥାପିଛନ୍ତି। ଅତିଥି ପକ୍ଷୀମାନଙ୍କ ଆଗମନ ଓ ସେମାନଙ୍କ କଳରବରେ ଭିତରକନିକା ମୁଖରିତ ହୋଇଉଠିଛି ା ଯୋଜନ ଯୋଜନ…
ଅନ୍ଲାଇନ ପଞ୍ଜୀକରଣର ୪୮ ଘଣ୍ଟା ମଧ୍ୟରେ ବିଦ୍ୟୁତ୍ ସଂଯୋଗ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଶକ୍ତିମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ମଙ୍ଗଳବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶକ୍ତି ବିଭାଗ ସମ୍ମିଳନୀ କକ୍ଷରେ ୫-ଟି ସମ୍ପର୍କିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଦିବ୍ୟଶଙ୍କର କହିଥିଲେ ଯେ,ରାଜ୍ୟବାସୀ ଯେପରି ବିଦ୍ୟୁତ୍ ସେବା ପାଇବାରୁ ବଞ୍ଚିତ ହେବେ ନାହିଁ, ସେହି ଦିଗରେ…
ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଭାଜପା
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ବିଜେଡି ଓ ଭାଜପା ମଧ୍ୟ ଭିତିରି ବୁଝାମଣା ରହିଥିବା ନେଇ କଂଗ୍ରେସ ପକ୍ଷରୁ ବାରମ୍ବାର ଅଭିଯୋଗ କରାଯାଉଥିବାବେଳେ ଏକଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଖଣ୍ଡନ କରିଛନ୍ତି। କିନ୍ତୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ଭିତିରି କଥାର ଗୁମର…
ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମ ପରିଚାଳନା ପରିଷଦ ମାମଲା:ହାଇକୋର୍ଟଙ୍କ ରେକର୍ଡପତ୍ର ତଲବ
କଟକ ଅଫିସ,୧୮।୧୨:ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମର ପରିଚାଳନା ପରିଷଦକୁ ରଦ୍ଦ କରାଯିବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ରେଜିଷ୍ଟ୍ରାରଙ୍କ ପକ୍ଷରୁ ନିଗମର ପରିଷଦକୁ ଅସାମ୍ବିଧାନିକ ଭାବେ ରଦ୍ଦ କରାଯାଇଥିବା ନେଇ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଉକ୍ତ ମାମଲାର…
Archives


