Home

ଆଗକୁ ବଢ଼ିଲେ ଜବାବ ଦେବୁ: ପାକ୍‌

ଇସ୍‌ଲାମାବାଦ,୧୨ା୧(ପି.ଟି.): ଭାରତୀୟ ସେନା ପିଓକେ ଆଡ଼କୁ ଅଗ୍ରସର ହେଲେ କଡ଼ା ଜବାବ ଦେବା ପାଇଁ ପ୍ରସ୍ତୁତ ବୋଲି ପାକିସ୍ତାନ କହିଛି। ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌. ନରଓ୍ବଣେଙ୍କ ମନ୍ତବ୍ୟକୁ ନେଇ ପାକିସ୍ତାନ ଏହି ପ୍ରତିକ୍ରିୟା ଦେଇଛି। ସେଠାକାର ସେନାର ଇଣ୍ଟର-ସର୍ଭିସେସ୍‌…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମମତା: ସିଏଏ,ଏନ୍‌ଆର୍‌ସି ପ୍ରତ୍ୟାହାର କର

କୋଲକାତା,୧୨ା୧(ପି.ଟି.): ପଶ୍ଚିମବଙ୍ଗ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜଭବନରେ ଭେଟିଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନର ବିଭିନ୍ନ ପ୍ରସଙ୍ଗ ଉପରେ ପୁନର୍ବିଚାର କରିବା ସହ ସିଏଏ, ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ପ୍ରତ୍ୟାହାର କରିନେବା ପାଇଁ ସେ…

ଆତଙ୍କବାଦୀଙ୍କ ସହ ଧରାପଡ଼ିଲେ ଡିଏସ୍‌ପି: ପାଇଥିଲେ ରାଷ୍ଟ୍ରପତି ମେଡାଲ

ଶ୍ରୀନଗର,୧୨ା୧(ପି.ଟି.): ରାଷ୍ଟ୍ରପତି ମେଡାଲ ପାଇଥିବା ଜମ୍ମୁ-କଶ୍ମୀରର ଜଣେ ପୋଲିସ ଅଫିସର ଶନିବାର ଦୁଇଜଣ ଆତଙ୍କବାଦୀଙ୍କ ସହ ଧରାପଡିଛନ୍ତି। ସମ୍ବେଦନଶୀଳ ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ପୋଷ୍ଟିଂ ହୋଇଥିବା ଡିଏସ୍‌ପି ଦାବିନ୍ଦର ସିଂ ହିଜ୍‌ବୁଲ ମୁଜାହିଦ୍ଦିନ ଆତଙ୍କବାଦୀମାନଙ୍କ ସହ ଏକ କାର୍‌ରେ ଦିଲ୍ଲୀ ଯାଉଥିବାବେଳେ…

ସିଡବ୍ଲ୍ୟୁସି ବୈଠକରେ ମୋଦି, ଶାହାଙ୍କୁ ସୋନିଆଙ୍କ ଟାର୍ଗେଟ: ଏନ୍‌ପିଆର୍‌ ଏକ ଛଦ୍ମବେଶୀ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୧୨ା୧(ପି.ଟି.): ଲୋକଙ୍କୁ ଧର୍ମ ଆଧାରରେ ବିଭାଜନ ପାଇଁ ଉଦ୍ଦିଷ୍ଟ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ପ୍ରତ୍ୟାହାର କରି ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ କେନ୍ଦ୍ର ସରକାର ବନ୍ଦ କରନ୍ତୁ ବୋଲି ଶନିବାର କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ଦାବି କରାଯାଇଛି।…

‘ତେବେ ବିଳମ୍ବ କାହିଁକି’

ଅଜମେର,୧୨ା୧: ଭାରତୀୟ ସେନା ପ୍ରସ୍ତୁତ ହୋଇ ରହିଥିବାବେଳେ ପିଓକେକୁ ଫେରାଇ ଆଣିବାରେ ବିଳମ୍ବ କାହିଁକି ବୋଲି ଶନିବାର ଅଜମେର ଦରଘା ମୁଖ୍ୟ ଦିଓ୍ବାନ ଜୈନୁଲ ଆବେଦିନ ଅଲି ଖାନ କହିଛନ୍ତି। ପିଓକେକୁ କଶ୍ମୀର ସହିତ ମିଶ୍ରଣ କରାଇ ‘ଅଖଣ୍ଡ କଶ୍ମୀର’ର ସ୍ବପ୍ନ…

୨ ବିସ୍ଫୋରଣରେ ୧୪ ମୃତ

ବଡ଼ୋଦରା/ପାଲଘର,୧୨ା୧(ପି.ଟି.): ଗୁଜରାଟ ଓ ମହାରାଷ୍ଟ୍ରରେ ଶନିବାର ଦୁଇଟି ବିସ୍ଫୋରଣରେ ୧୪ ଜଣଙ୍କ ଜୀବନ ଯାଇଛି ଓ ଅନେକ ଆହତ ହୋଇଛନ୍ତି। ଗୁଜରାଟର ବଡ଼ୋଦରା ଜିଲାରେ ଥିବା ଏକ ଅକ୍ସିଜେନ୍‌ ଉତ୍ପାଦନ କାରଖାନାରେ ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ହେବା ସହ…

ଭୁଲ୍‌ରେ ଖସାଇଥିଲୁ ୟୁକ୍ରେନ ବିମାନ: ବୋଇଂ ୭୩୭ ଦୁର୍ଘଟଣା ନେଇ ଦୋଷ ମାନିଲା ଇରାନ

ତେହେରାନ, ୧୨ା୧ (ଏଏଫ୍‌ପି/ ଆଇଏଏନ୍‌ଏସ୍‌): ଶେଷରେ ଦୋଷ ସ୍ବୀକାର କରିଛି ଇରାନ। ୮ ତାରିଖରେ ୟୁକ୍ରେନ ବିମାନକୁ ଭୁଲବଶତଃ ମିଶାଇଲ ମାଡ଼ କରି ଖସାଇଦେଇଥିବା ଶନିବାର ମାନିଯାଇଛି। ତେବେ ଏହା ଉଦ୍ଦେଶ୍ୟମୂଳକ ଭାବେ ନୁହେଁ, ବରଂ ଅଜାଣତରେ ହୋଇଥିତ୍ବା ମାନବକୃତ ତ୍ରୁଟି…

ମାତ୍ରାଧିକ ଆଳୁ ଖାଇଲେ ହୋଇଥାଏ…

ଆଳୁ ଖାଇବାକୁ ଅଧିକାଂଶ ଲୋକ ଭଲ ପାଇଥା’ନ୍ତି। ମାତ୍ର ଅଧିକ ଆଳୁ ଖାଇବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣାରୁ ଜାଣିବାକୁ ପାଇଛନ୍ତି । ଜାଣନ୍ତୁ ଏ ସମ୍ପର୍କରେ… ଓଜନ ବୃଦ୍ଧି : ଅଧିକ ଆଳୁ ଖାଇବା…

୭୦ ବିଲିୟନ ଡଲାର ନିବେଶ କରିବ ଇସ୍ପାତ ମନ୍ତ୍ରଣାଳୟ

କଲିକତା,୧୨-୧: ଦେଶର ଇସ୍ପାତ କ୍ଷେତ୍ର କାର୍ଯ୍ୟକଳାପକୁ ତ୍ୱରାନ୍ବିତ କରିବା ଲାଗି କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ୭୦ ବିଲିୟନ ଡଲାର ନିବେଶ କରିବ। ଏହି ନିବେଶ ଦେଶର ପୂର୍ବାଞ୍ଚଳ ରାଜ୍ୟଗୁଡିକରେ ହେବ। ଏ ନେଇ ମନ୍ତ୍ରଣାଳୟ ବିଚାର କରୁଥିବା କେନ୍ଦ୍ର ଇସ୍ପାତ ମନ୍ତ୍ରୀ…

ଦ୍ୱିତୀୟ ବିବାହ କରିଛନ୍ତି ଏହିସବୁ ଭାରତୀୟ ଖେଳାଳି

କୁହାଯାଏ, ପ୍ରେମ ମାନେନା ବନ୍ଧବାଡ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା କହିବା ମୁସ୍କିଲ। କ୍ରିକେଟରଙ୍କ କ୍ଷେତ୍ରରେ ମଧ୍ୟ ସେମିତି ଘଟିଛି। କିଛି ଖେଳାଳି ବିବାହ ପରେ ମଧ୍ୟ ପ୍ରେମରେ ପଡିଛନ୍ତି। ପ୍ରଥମ ସ୍ତ୍ରୀଙ୍କୁ ଛାଡପତ୍ର ଦେଇ ନିଜ ପ୍ରେମିକାଙ୍କୁ ବିବାହ…

ବାର୍‌ହା ମାଂସ ଜବତ, ଶିକାରୀ ଗିରଫ

ବୁଗୁଡ଼ା,୧୧ା୧(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ଜିଲିବା ଛକରେ ବାଲିପଦର ବନପାଳ ଓ ବନରକ୍ଷୀ ଶନିବାର ବାର୍‌ହା ମାଂସ ବିକ୍ରି କରୁଥିବା ଜଣେ ଯୁବକଙ୍କୁ କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ଜିଲିବା ଗ୍ରାମର କୁନା ସ୍ବାଇଁ। ତାଙ୍କ ନିକଟରୁ ୫ କେଜି ବାର୍‌ହା ମାଂସ…

କାର୍ଯ୍ୟରତ କନଷ୍ଟେବଳଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ,୧୧।୧-ବାଲେଶ୍ୱର ରିଜର୍ଭ ପୋଲିସରେ କାର୍ଯ୍ୟ କରୁଥିବା କନଷ୍ଟେବଳ ଶଶିକାନ୍ତ ପାଣିଗ୍ରାହୀ (୫୨) ଶନିବାର ଅପରାହ୍ନରେ ଡ୍ୟୁଟିରେ ଥିବାବେଳେ ହଠାତ୍‌ ମୃତ୍ୟୁବରଣ କରିଛନ୍ତି। ତାଙ୍କ ମୃତ୍ୟୁରେ ଜିଲା ପୋଲିସ ପ୍ରଶାସନରେ ଶୋକର ଛାୟା ଖେଳିଯାଇଛି। ଶଶିକାନ୍ତ ଡ୍ୟୁଟିରେ ଥିବାବେଳେ ଅପରାହ୍ନରେ ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?