ସହିଷ୍ଣୁତାରେ ବିଶ୍ୱଶାନ୍ତି ସମ୍ଭବ
ଜାତିସଂଘ: ଆନ୍ତର୍ଜାତିକ ସହିଷ୍ଣୁତା ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ପାଳନ କରାଯାଉଛି। ବିଶ୍ୱରେ ଅସହିଷ୍ଣୁତାର କାୟାବିସ୍ତାର କରିବାକୁ ନେଇ ଉଦ୍ବେଗ ପ୍ରକାଶ ପାଇବା ପରେ ଜାତିସଂଘ ସାଧାରଣ ପରିଷଦ ୧୯୯୬ରେ ବିଶ୍ୱରେ ଅସହିଷ୍ଣୁତାର ବିପଦ ସମ୍ପର୍କରେ ସାର୍ବଜନୀନ ସ୍ତରରେ ସଚେତନତା ସୃଷ୍ଟି…
ପାକିସ୍ତାନ ତିଆରି କଲା ଟାଇଫଏଡ୍ ଟୀକା
ଇସଲାମାବାଦ୍,୧୬।୧୧: ପାକିସ୍ତାନ ପ୍ରଥମ କରି ଟାଇଫଏଡ୍ ଟୀକା ତିଆରି କରିଛି। ୨୦୧୮ରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହାକୁ ସ୍ବୀକୃତି ଦେଇଥିଲା। ୨୦୧୬ରେ ଏଠାରେ ଟାଇଫଏଡ୍ରେ ୧୧ ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା। ୨୦୧୭ରେ ଏଠାରେ ଟାଇଫଏଡ୍ ସଂକ୍ରମିତଙ୍କ ସଂଖ୍ୟା ୬୩ ପ୍ରତିଶତ…
ମିଗ୍- ୨୯କେ ଯୁଦ୍ଧ ବିମାନ ଦୁର୍ଘଟଣା ଗ୍ରସ୍ତ
ପଣଜି,୧୬।୧୧: ଗୋଆରେ ପ୍ରଶିକ୍ଷଣ ରତ ମିଗ୍- ୨୯କେ ଯୁଦ୍ଧ ବିମାନ ଶନିବାର ସକାଳେ ଦୁର୍ଘଟଣା ଗ୍ରସ୍ତ ହାଇଛି। ପ୍ରଶିକ୍ଷଣ ପାଇଁ ଉଡାଣ ଆରମ୍ଭ କରିବା ସମୟରେ ଏହା ଦୁର୍ଘଟଣାର ଶିକାର ହୋଇଥିଲା। ଏଥିରେ ଥିବା ୨ ଜଣ ଯାକ ପାଇଲଟ ସୁରକ୍ଷିତ…
ପ୍ରଚାରପତ୍ରରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଆକସ୍ମିକ କୁହାଯିବା ଘଟଣା: ଗଣଶିକ୍ଷା ମନ୍ତ୍ରୀ କହିଲେ ‘ତ୍ରୁଟି ଅନିଚ୍ଛାକୃତ’
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଆମ ବାପୁଜୀ: ଏକ ଝଲକ’ ଶୀର୍ଷକ ଲିଫ୍ଲେଟ୍ (ପ୍ରଚାରପତ୍ର)ରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ବୋଲି ଦର୍ଶାଯାଇଛି। ତେବେ ଏହି ତ୍ରୁଟି ଅନିଚ୍ଛାକୃତ ବୋଲି ଶନିବାର ସ୍କୁଲ…
ମହାରାଷ୍ଟ୍ରର ନୂଆ ସମୀକରଣକୁ ଦେଖି କିଛି ଲୋକଙ୍କ ପେଟ କାଟୁଛି: ଶିବସେନା
ମୁମ୍ବାଇ,୧୬।୧୧: ମହାରାଷ୍ଟ୍ରରେ ଏବେ ସରକାର ଗଢିବାକୁ ଶିବସେନା ପୁଣି ଥରେ ପାଗ ଭିଡୁଛି। ଏତିକି ବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ଏହାକୁ ହଜମ କରିପାରୁ ନ ଥିବା କହିଛି ଶିବସେନା। ଭାଜପାକୁ ଟାର୍ଗେଟ କରି ଶିବସେନା ସାମନା ମାଧ୍ୟମରେ କଟାକ୍ଷ କରିଛି।…
ଦୁର୍ଘଟଣାରେ ଗୁରୁତର ଯୁବକଙ୍କ ଡାକ୍ତରଖାନାରେ ମୃତ୍ୟୁ
ଯୋଡ଼ା,୧୬।୧୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଅଁଶେଇକଳା ଗ୍ରାମର ଲବ ମହାକୁଡ଼ ବାଇକ୍ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଛି । ସୂଚନାନୁଯାୟୀ, ଲବ ଗୁରୁବାର ସନ୍ଧ୍ୟାରେ ଝାଡଖଣ୍ଡ ରାଜ୍ୟର…
ନିଜର ୨ ମାସର ଦରମା ଗରିବ ପିଲାଙ୍କୁ ଦାନ କଲେ ଆଇଏଏସ୍ ଅଫିସର
ଶିଲଂ,୧୬।୧୧: ମେଘାଳୟ ଶିଲଂରେ କାର୍ଯ୍ୟ କରୁଥିବା ଆଇଏଏସ୍ ଅଫିସର ସ୍ବପ୍ରିଲ୍ ଟେଂବେ ନିଜର ୨ ମାସର ଦରମା ଗରିବ ପିଲାଙ୍କୁ ଦାନ କରିଛନ୍ତି। ୨୦୧୫ ବ୍ୟାଚ୍ର ଏହି ଆଇଏଏସ୍ ଅଫିସର ଦାନ୍ଦେଗରେ ସିଭିଲ୍ ସବ୍ଡିଭିଜନ୍ରେ ଏସ୍ଡିଓ ଭାବେ କାର୍ଯ୍ୟ କରୁଛନ୍ତି। ଗାରୋ…
ମଙ୍ଗଳରେ ଅମ୍ଳଜାନ
ଓ୍ବାଶିଂଟନ: ଲାଲ୍ ଗ୍ରହ ମଙ୍ଗଳରେ ଅମ୍ଳଜାନ ଅଛି। ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା (ନାସା) ଏପରି ଦାବି କରିଛି। ମଙ୍ଗଳରେ ଜୀବନ ଖୋଜୁଥିବା ନାସାର ରୋଭର କ୍ୟୁରିଓସିଟି ସେଠାକାର ବାୟୁମଣ୍ଡଳରେ ଅମ୍ଳଜାନ ଥିବା ନେଇ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇଛି। ଏପରି…
ହାତୀ ଆକ୍ରମଣରେ ଚାଷୀ ମୃତ: କ୍ଷତିପୂରଣ ଦାବି
ଲୋଇସିଂହା,୧୬।୧୧(ଡି.ଏନ୍.ଏ.): ବଲାଙ୍ଗୀର ବନଖଣ୍ଡ ଲୋଇସିଂହା ରେଞ୍ଜ ଅନ୍ତର୍ଗତ ଧଉଁରାଦାଦର ଗାଁରେ ହାତୀ ଆକ୍ରମଣରେ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶ୍ରୀରାମ ବିଶାଳ (୪୫)। ସୂଚନାଯୋଗ୍ୟ, ଶ୍ରୀରାମ ଗ୍ରାମ ନିକଟ ଚାଷଜମିକୁ ଶୁକ୍ରବାର ରାତିରେ ଜଗିବାକୁ ଯାଇ ଶନିବାର…
ସରକାରଙ୍କ ବିରୋଧରେ ପ୍ରଦର୍ଶନ ସମୟରେ ବିସ୍ଫୋରଣ: ୨ ମୃତ, ୧୨ରୁ ଅଧିକ ଆହତ
ବାଗଦାଦ୍,୧୬।୧୧: ଇରାକ୍ର ବାଗଦାଦ୍ରେ ସରକାରଙ୍କ ବିରୋଧରେ ପ୍ରଦର୍ଶନ ସମୟରେ ଏକ ବିସ୍ଫୋରଣ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହିତ ୧୨ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…
୩ ସିଝା ଅଣ୍ଡାର ଦାମ୍ ୧୬୭୨ ଟଙ୍କା
ନୂଆଦିଲ୍ଲୀ: ବଜାରରେ ୩ ସିଝା ଅଣ୍ଡାର ଦାମ୍ ସାଧାରଣତଃ ୨୫ରୁ ୩୫ ଟଙ୍କା ଥିବାବେଳେ ସ୍ଥାନ କାଳ ପାତ୍ର ଅନୁଯାୟୀ ଏହାକୁ ଚଢ଼ାଦରରେ ବିକ୍ରି କରାଯାଉଛି। ଖାଲି ଅଣ୍ଡା କାହିଁକି, ବିଭିନ୍ନ ଜିନିଷର ଦର ଏଭଳି ଅସ୍ବାଭାବିକ ଭାବେ ବୃଦ୍ଧି କରାଯାଉଛି।…
ବଦଳିକୁ ନେଇ ରାଗି ଯାଇ ୬୫ କିଲୋମିଟର ଦୌଡିବାକୁ ଉଦ୍ୟମ କଲେ ଏସ୍ଆଇ
ଇଟାଓ୍ବା,୧୬।୧୧: ଉତ୍ତର ପ୍ରଦେଶ ଇଟାଓ୍ବା ଜିଲାରେ ଏକ ଆଶ୍ଚର୍ଯ୍ୟ କରିବା ଭଳି ଘଟଣା ସାମ୍ନାକୁ ଆସିଛି। ଚାକିରିରେ ବଦଳିକୁ ବିରୋଧ କରି ଜଣେ ସବ୍-ଇନସପେକ୍ଟର(ଏସ୍ଆଇ) ୬୫ କିଲୋମିଟର ଦୌଡିବାକୁ ସ୍ଥିର କରିଥିଲେ। ସେ କହିଥିଲେ ତାଙ୍କ ସହ ଅନ୍ୟାୟ ହୋଇଛି। ତେଣୁ…
Archives


