Home

ଫାଇନାଲରେ ଭାରତ: ଟ୍ରଫିଠାରୁ ଆଉ ଗୋଟିଏ ପାଦ ଦୂରରେ

ଦୁବାଇ,୧୧/୯: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ଖେଳାଯାଇଥିବା ସେମିଫାଇନାଲରେ ବାଂଲାଦେଶକୁ ୪୦ ରନରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି। ଭାରତ ପକ୍ଷରୁ ଧାର୍ଯ୍ୟ ୧୫୦ ରନର ଟାର୍ଗେଟର ଜବାବରେ ବାଂଲାଦେଶ ୭ ଉଇକେଟ ହରାଇ ୧୦୯…

ଟିମ୍ ଇଣ୍ଡିଆକୁ ବଡ଼ ଝଟକା, BCCIକୁ ଇସ୍ତଫା ପତ୍ର ପଠାଇଲେ….

ନୂଆଦିଲ୍ଲୀ,୧୧ା୯: ଆଫଗାନିସ୍ତାନ ବିପକ୍ଷ T୨୦ ସିରିଜ୍‌ ପୂର୍ବରୁ ଭାରତୀୟ କ୍ରିକେଟ୍ ଟିମ୍‌ର ସପୋର୍ଟ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ଟିମ୍ ଇଣ୍ଡିଆର ଫିଜିଓ କମଲେଶ ଜୈନ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ତେବେ BCCI ଏପର୍ଯ୍ୟନ୍ତ ତାଙ୍କ…

ମାନବିକତାର ପରିଚୟ ଦେଲେ ଜିଲାପାଳ: ବଢୁଛି ଚର୍ଚ୍ଚା

ନୂଆପଡ଼ା,୧୧ା୯ (ମକାରୁ ବେମାଲ):ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ମେଡିକାଲ ପଠାଇ ମାନବିକତାର ପରିଚୟ ଦେଇଛନ୍ତି ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ। ଗୁରୁବାର ଅପରାହ୍ନରେ ଜିଲା ଅଦାଲତ ନିକଟ ୩୫୩ନଂ. ଜାତୀୟ ରାଜପଥ ଉପରେ ଜଣେ ଯୁବକ ଭାରସାମ୍ୟ ହରାଇ ବାଇକ୍‌ରୁ ଛିଟିକି…

ଭାରତର GDP ଅଭିବୃଦ୍ଧି ଦେଖି IMF ଛାନିଆ, କହିଲା ଫଳାଫଳ….

ନୂଆଦିଲ୍ଲୀ,୧୧ା୯: ଭାରତୀୟ ଅର୍ଥନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଦେଶର ବାସ୍ତବ GDP ବୃଦ୍ଧି ୭.୮ ପ୍ରତିଶତ ରହିଛି । ଏହି ପ୍ରଦର୍ଶନ IMFର ଷ୍ଟାଫ୍ ଆକଳନ ଏବଂ ଅନେକ…

ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା

ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ ସମ୍ପଦ। ସୁବର୍ଣ୍ଣପୁର ଜିଲାର ଏଭଳି ଏକ ନିଆରା ଲୋକ ପରମ୍ପରା ହେଉଛି ପୂରାଉଁଆସ।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ପ୍ରତିକ୍ରିୟା ପରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ପରିସରରେ ବଦଳିବାକୁ…

ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ ପ୍ରଦୀପ ମୀରାସେ କହିଛନ୍ତି, ଓରାଙ୍ଗ୍‌ଉଟାନମାନଙ୍କୁ ସମ୍ପୂର୍ଣ୍ଣ ଭାବେ ସିସିଟିଭି ବଳୟ ଭିତରେ ରଖାଯାଇଛି।…

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଜ୍ଞାପନରେ ‘ମିଷ୍ଟର ସିଂ’ଙ୍କୁ ସ୍ବେଚ୍ଛାକୃତ ଭାବେ ଆମେରିକା ଛାଡ଼ିବାକୁ…

ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ ରେକର୍ଡ ହୋଇଛି। ଶୁକ୍ରବାର ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ କରୁଥିବା ଦୁଇ ଅଫିସରକୁ ବାଲେଶ୍ବର ଭଜିଲାନ୍ସ ଚଢାଉ କରି ଅଟକ ରଖିଛି ।…

ଭାରତରେ ପହଞ୍ଚିଲେ ପୁଟିନ: ଜୋରଦାର ସ୍ବାଗତ, ଜିନ୍‌ପିଙ୍ଗଙ୍କୁ ଅପେକ୍ଷା

ନୂଆଦିଲ୍ଲୀ,୧୧।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ସକାଳେ ଭାରତରେ ପହଞ୍ଚିଥିଲେ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ଭାରତୀୟ ଅଧିକାରୀମାନେ ତାଙ୍କୁ ଜୋରଦାର ସ୍ବାଗତ ଜଣାଇଥିଲେ। କେନ୍ଦ୍ର ମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂହ ରାଠୋର ପାଲାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?