ମ୍ୟାନ୍ମାର ଭୂକମ୍ପରେ ପୋତି ହୋଇଥିବା ଲୋକଙ୍କୁ ଖୋଜିବାକୁ ବାହାରିଲା ‘ଅସରପା’
ମ୍ୟାନ୍ମାର,୯।୪:ନିକଟରେ ମ୍ୟାନ୍ମାର୍ରେ ଆସିଥିବା ୭.୭ ତୀବ୍ରତାର ଭୂମିକମ୍ପ ପରେ ସେଠାରେ ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏବେ ସାଇବର୍ଗ ଅସରପା ମଧ୍ୟ ଏହି ରିଲିଫ କାର୍ଯ୍ୟର ଏକ ଅଂଶ ହେବାକୁ ଯାଉଛି। ଭୂମିକମ୍ପ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ…
ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷାଫଳ
କଟକ,୯ା୪(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶେଷ ହେବାକୁ ଆଉ ୨ ଦିନ ସମୟ ଲାଗିବ। ପରେ ସମସ୍ତ ପ୍ରକ୍ରିୟା ଶେଷ କରାଯାଇ ଆସନ୍ତା ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷାଫଳ…
ମା’ ଠାକୁରାଣୀଙ୍କ ଚୈତ୍ର ପର୍ବ ମହାସମାରୋହରେ ସମ୍ପନ୍ନ
ଥୁଆମୂଳ ରାମପୁର,୯।୪(ଦୁର୍ଗା କୀର୍ତ୍ତି): ସାରା ଓଡିଶାରେ ବାର ମାସରେ ତେର ପର୍ବ ପାଳିତ ହେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ମାଁ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ମହାସମାରୋହରେ ସମ୍ପନ୍ନ ହେଇଯାଇଛି I ରାଜା ରାଜୁଡ଼ା ଅମଳର…
ବ୍ଲୁ ଡାଇମଣ୍ଡ କ୍ଲବ ୪-୧ ଗୋଲରେ ବିଜୟୀ
ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଏବଂ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ହେଉଥିବା ୧୫ ବର୍ଷରୁ କମ ବୟସ ବର୍ଗର ସି.ଏମ୍ ଟ୍ରଫି ଜିଲାସ୍ତରୀୟ…
ମିଳୁନି ସୁରକ୍ଷା, ପୋଲିସ ଉପରେ ତୁଟୁଛି ଭରସା
ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାରେ ବରଗଡ଼ ଏକ ପ୍ରମୁଖ ଜିଲା। ବରଗଡ଼ ସହର ମଧ୍ୟରେ ଜିଲାର ପ୍ରମୁଖ ମୁଖ୍ୟାଳୟ ରହିଛି। ଫଳରେ ସହରକୁ ଜିଲାର ସଦର ମହକୁମା କୁହାଯାଏ। ଏଠାରେ ଜିଲାର ସମସ୍ତ ବିଭାଗର ପ୍ରମୁଖ କାର୍ଯ୍ୟାଳୟ ରହିଛି। ସେଥିମଧ୍ୟରେ ଜିଲାପାଳ ଏବଂ…
ଲଗାତାର ୪ର୍ଥ ଥର ପାଇଁ ହାରିଲା ଚେନ୍ନାଇ, ପ୍ରିୟାଂଶ ସାଜିଲେ ପଞ୍ଜାବ ବିଜୟର ହିରୋ
ମୁଲାନପୁର,୮ା୪: ପ୍ରିୟାଂଶ ଆର୍ଯ୍ୟଙ୍କ ଧୂଆଁଦାର ଶତକ ବଳରେ ମଙ୍ଗଳବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍) ୧୮ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)କୁ ପରାସ୍ତ କରିଛି। ପଞ୍ଜାବ ଦ୍ୱାରା ପ୍ରଦତ୍ତ ୨୨୦ ରନର ଟାଗେର୍ଟ ଆଗରେ ସିଏସ୍କେ ୨୦୧ ରନ…
ଆରମ୍ଭ ହେଲା ଟାରିଫ୍ ଓ୍ବାର: ଚାଇନା ଉପରେ ୧୦୪% ଟାରିଫ୍ ଲଗାଇଲା ଆମେରିକା
ଓାଶିଂଟନ/ବେଜିଂ,୮।୪: ଚାଇନାକୁ ଶକ୍ତ ଝଟ୍କା ଦେଇଛନ୍ତି ଟ୍ରମ୍ପ ସରକାର। ଆମେରିକା ଆଜି ଚାଇନାରୁ ଆସୁଥିବା ସାମଗ୍ରୀ ଉପରେ ୧୦୪ ପ୍ରତିଶତ ଟାରିଫ ଲଗାଇ ଦେଇଛି। ଏହି ନିଷ୍ପତ୍ତି ଦୁଇ ଦେଶ ମଧ୍ୟରେ ଚାଲିଥିବା ବାଣିଜ୍ୟ ଯୁଦ୍ଧକୁ ଆହୁରି ତୀବ୍ର କରିଛି। ରାଷ୍ଟ୍ରପତି…
ଜାଣିଛନ୍ତି କି? ଘରେ କେଉଁଠି ରଖିବେ ଲାଫିଙ୍ଗ୍ ବୁଦ୍ଧ ମୂର୍ତ୍ତି…
ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ ହେବା ସହ ଘରେ ସୁଖଶାନ୍ତି ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ କରାଯାଏ। ତେବେ ଏହି…
ଘରୁ ବାହାରିବା ବେଳେ ଏସବୁ ଦେଖିବା ଶୁଭ; ଯେଉଁ କାମରେ ଯାଉଥିବ ତାହା…
ଯେତେବେଳେ ଆମେ କୌଣସି କାମ ଅଥବା ଯାତ୍ରା ପାଇଁ ଘରୁ ବାହାରୁ ସେତେବେଳେ ଭଗବାନଙ୍କ ସାମ୍ନାରେ ହାତ ଯୋଡ଼ି ବାହାରିବାକୁ ଘରର ବୟୋଜ୍ୟେଷ୍ଠମାନେ କହିଥାନ୍ତି। କୁହାଯାଏ ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ଶୁଭ ହୋଇଥାଏ। ଏହାଛଡ଼ା ଜ୍ୟୋତିଷଶାସ୍ତ୍ରରେ ଏଭଳି…
Swiggyରୁ ଅର୍ଡର କଲେ ମିଳିବ ୫୦୦ ଟଙ୍କା ରିହାତି! ଜାଣନ୍ତୁ କିଭଳି…
ନୂଆଦିଲ୍ଲୀ,୮।୪: Swiggy Instamart ରେ ଶପିଂ କରିବା ସମୟରେ ଆପଣ ୫୦୦ ଟଙ୍କାର ରିହାତି ପାଇପାରିବେ। ଶପିଂ କରିବା ସମୟରେ ଆପ୍ରେ Maxxsaver ବୈଶିଷ୍ଟ୍ୟ ସ୍ବୟଂଚାଳିତ ଭାବରେ ସକ୍ରିୟ ହୋଇଯାଏ। ଏହି ଫିଚର୍ ମାଧ୍ୟମରେ, ଆପଣ ୯୯୯ ଟଙ୍କାରୁ ଅଧିକ ମୂଲ୍ୟର…
ଓ୍ବକଫ୍ ବିଲ୍କୁ ନେଇ ମୁହଁ ଖୋଲିଲେ ମୋଦି, କହିଦେଲେ ଭିତିରି କଥା!
ନୂଆଦିଲ୍ଲୀ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ୍ବକଫ ବୋର୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ନେଇ ସେ କହିଛନ୍ତି ଓ୍ବକଫ ଆଇନକୁ ସାମାଜିକ ନ୍ୟାୟ ଦିଗରେ ଏକ ବଡ଼ ପଦକ୍ଷେପ। ୨୦୨୫ର ପ୍ରଥମ ୧୦୦ ଦିନରେ…
ଓଡିଶାର ପ୍ରମୁଖ ଶକ୍ତିପୀଠକୁ ନେଇ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ
ପୁରୁଷୋତ୍ତମପୁର,୮ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ସରିଛି। ଶେଷ ପାଳିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ…
Archives


