Home

ଝାଡଖଣ୍ଡ ନିର୍ବାଚନ: ୨୨ଜଣଙ୍କ ପ୍ରାର୍ଥୀପତ୍ର ନାକଚ

ରାଞ୍ଚି,୧୬।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ୨୦୬ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ଜଣାପଡିଛି। ଶୁକ୍ରବାର ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରାର୍ଥିପତ୍ର ଯାଞ୍ଚ ପରେ ଏକ ତାଲିକା ପ୍ରକାଶ ପାଇଛି। ଏଥିରେ ୨୨ ଜଣଙ୍କ ପ୍ରାର୍ଥିପତ୍ରକୁ ନାକଚ କରାଯାଇଥିବା ସୂଚନା…

ଜ୍ୟାକଲିନ୍‌ଙ୍କ ସହ ମନଖୋଲି ନାଚିଲେ ସଲ୍‌ମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲ୍‌ମାନ ଖାଁ ଏବେ ତାଙ୍କ ଡ୍ୟାନ୍ସ ପାଇଁ ଅଛନ୍ତି ଚର୍ଚ୍ଚାରେ। ଏବେ ସେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଦବଙ୍ଗ ୩’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଚଳିତବର୍ଷ ଖ୍ରୀଷ୍ଟମାସରେ ଏହା ରିଲିଜ୍‌ ହେବାକୁ ଥିବାବେଳେ ଦର୍ଶକମାନେ ଉତ୍ସୁକତାର…

ବରଗଛ ଦେଲା କୁକୁରର ମାଲିକାନା

ଫତେହାବାଦ: ଗୋଟିଏ ନାୟିକାକୁ ଦୁଇଜଣ ନାୟକ। ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ଏପରି ଅନେକ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି। ନାୟିକା ପାଇଁ କିପରି ଦୁହେଁ ଲଢ଼େଇ କରୁଛନ୍ତି ତାହା ବି ଆମେ ଊଣା ଅଧିକେ ଦେଖିଛେ। ସେଥିରୁ ଅଧିକାଂଶ ସିନେମା ସୁପରହିଟ୍‌…

୧୯୬ ଦେଶରେ ମାରାଥନ୍‌ ଦୌଡ଼ି ବିଶ୍ୱ ରେକର୍ଡ

ଲଣ୍ଡନ: ସତରେ ଦୃଢ଼ ଇଚ୍ଛାଶକ୍ତି ମଣିଷକୁ ସଫଳତାର ଶୀର୍ଷରେ ପହଞ୍ଚାଇଥାଏ। କିଛି କରିବାର ଆକାଂକ୍ଷା ଅସମ୍ଭବକୁ ସମ୍ଭବ କରିଥାଏ। ଇଂଲଣ୍ଡର ନିକ୍‌ ବଟର ଏଭଳି କିଛି ଅସମ୍ଭବକୁ ସମ୍ଭବ କରିବା ସହ ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ମାତ୍ର…

ପ୍ରଦୂଷଣ ରୋକିବ ଆଉଟ୍‌ଡୋର୍‌ ଏୟାର୍‌ ପ୍ୟୁରିଫାୟର୍‌

ହାଇଦ୍ରାବାଦ: ବାୟୁ ପ୍ରଦୂଷଣ ଏବେ ଦେଶରେ ଗମ୍ଭୀର ପରିସ୍ଥିତି ସୃଷ୍ଟି କରିଛି। ଲୋକେ ଶୁଦ୍ଧ ବାୟୁ ଗ୍ରହଣ କରିବା କଷ୍ଟକର ହୋଇପଡ଼ିଛି। ତେଣୁ ଏହାର ମୁକାବିଲା କରିବା ପାଇଁ ବ୍ୟାପକ ବୃକ୍ଷରୋପଣ ସହ ଅନ୍ୟ ଉପାୟ ମଧ୍ୟ ଚିନ୍ତା କରାଯାଉଛି। ପ୍ରଦୂଷଣକୁ…

ରାଫେଲ ଡିଲ୍‌ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟ: ଆଜି ସବୁ ଜିଲାରେ ଭାଜପାର ଆନ୍ଦୋଳନ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ୨୦୧୮ରେ ରାଫେଲ ସଂକ୍ରାନ୍ତ ରାୟକୁ ଚ୍ୟାଲେଞ୍ଜ କରି ଆଗତ ସମୀକ୍ଷା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଉକ୍ତ ଆବେଦନର କୌଣସି ଆଧାର ନ ଥିବା ମଧ୍ୟ ଜଣାଇଛନ୍ତି। ରାଫେଲ ଡିଲ୍‌କୁ ନେଇ ଦାଖଲ କରାଯାଇଥିବା ୩ଟି ପୁନର୍ବିଚାର ଆବେଦନକୁ ସୁପ୍ରିମକୋର୍ଟ…

ଶ୍ରୀଲଙ୍କାରେ ନିର୍ବାଚନୀ ହିଂସା

କଲମ୍ବୋ,୧୬।୧୧: ଶ୍ରୀଲଙ୍କାରେ ଶନିବାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହି ସମୟରେ ଏକ ହିଂସା ହୋଇଥିବା ଖବର ମିଳିଛି। ଶ୍ରୀଲଙ୍କାର ଉତ୍ତର-ପଶ୍ଚିମରେ ଭୋଟରଙ୍କୁ ନେଇ ଯାଉଥିବା ଏକ ବସ୍‌ ଉପରକୁ ଅଜ୍ଞାତ ବନ୍ଧୁକଧାରୀମାନେ ଗୁଳି ଚଳାଇଥିଲେ। ତେବେ…

୨୦୨୫ ସୁଦ୍ଧା ଆଣବିକ ଯୁଦ୍ଧାସ୍ତ୍ର ସଂଖ୍ୟା ୨୫୦କୁ ବୃଦ୍ଧି କରିବ ପାକିସ୍ତାନ: ନିୟନ୍ତ୍ରଣ ରେଖାରେ ଯୁଦ୍ଧ ହେଲେ ସୃଷ୍ଟି ହେବ ୧୬ରୁ ୩୬ ନିୟୁତ ଟନ୍‌ ଓଜନର କଳା ଧୂଆଁ

ଇସଲାମାବାଦ୍‌,୧୬।୧୧: ଆସନ୍ତା ୨୦୨୫ ସୁଦ୍ଧା ପାକିସ୍ତାନ ଏହାର ଯୁଦ୍ଧାସ୍ତ୍ର ସଂଖ୍ୟା ୨୫୦କୁ ବୃଦ୍ଧି କରିବାକୁ ଯୋଜନା ପ୍ରସ୍ତୁତ କରିଛି। ବେଆଇନ ଭାବେ ପାକିସ୍ତାନ ଉଦ୍ୟମ ଜାରି ରଖିଥିବା ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଜର୍ମାନୀ ଏବେ କେତେକ ପାଶ୍ଚାତ୍ୟ ରାଷ୍ଟ୍ର ସହିତ…

‘କଳାକାରଙ୍କୁ ବିବାଦରେ ଛନ୍ଦିବା ଠିକ୍‌ ନୁହେଁ’

ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ରୁ ଆରମ୍ଭ ହୋଇ ୨୦୨୦ ଜାନୁୟାରୀ ୧୦ ପର୍ଯ୍ୟନ୍ତ ଚାଲିବ। କଂସ ରାଜୁତିରେ ୧୧ଦିନ ଧରି କମ୍ପି ଉଠିବ ମଥୁରାନଗରୀ। ଏହି ମୁକ୍ତାକାଶ ରଙ୍ଗମଞ୍ଚର ମହାନାୟକ କଂସ ମହାରାଜ ଚରିତ୍ରରେ…

‘ଭୋଟର ତାଲିକା ଯାଞ୍ଚ ଅବଧି ବଢ଼ିଲା’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଚାଲୁ ରହିଥିବା ଭୋଟର ତାଲିକା ଯାଞ୍ଚ କାର୍ଯ୍ୟକ୍ରମର ଅବଧିକୁ ଭୋଟରମାନଙ୍କ ସୁବିଧା ପାଇଁ ଭାରତର ନିର୍ବାଚନ କମିଶନ ଚଳିତ ମାସ ୩୦ ପର୍ଯ୍ୟନ୍ତ ବଢ଼ାଇଦେଇଛନ୍ତି। ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଶୁକ୍ରବାର ସୁଦ୍ଧା ମୋଟ ୪,୮୫,୨୪୧ ଗୋଟି…

ମୁନିଗୁଡାରେ ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ଭ

ମୁନିଗୁଡା,୧୬।୧୧: ରାୟଗଡା ଜିଲା ମୁନିଗୁଡାରେ ନୂତନ ଭାବେ ହେବାକୁ ଥିବା ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଶୁକ୍ରବାର ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ବ ହୋଇଛି। ମୁନିଗୁଡା ତହସିଲଦାର ଦେବାଶିଷ ଗୌଡ଼ଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ରାଜସ୍ବ ନିରୀକ୍ଷକ…

ବିଧାନସଭା ଆଗରେ ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଦାବି ପୂରଣ ହୋଇ ନ ଥିବାରୁ ଶୁକ୍ରବାରଠାରୁ ବିଧାନସଭା ଆଗରେ ଆନ୍ଦୋଳନ ଆରମ୍ଭ କରିଛନ୍ତି ବେସରକାରୀ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ସଂଘ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri