ବିଧାନସଭା ଆଗରେ ଶିକ୍ଷକଙ୍କ ବିକ୍ଷୋଭ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଦାବି ପୂରଣ ହୋଇ ନ ଥିବାରୁ ଶୁକ୍ରବାରଠାରୁ ବିଧାନସଭା ଆଗରେ ଆନ୍ଦୋଳନ ଆରମ୍ଭ କରିଛନ୍ତି ବେସରକାରୀ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ସଂଘ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି…
ବଲିଉଡ୍ ଏଣ୍ଟ୍ରି ପାଇଁ ନିଜ ନାଁ ବଦଳାଇ ଦେଇଥିଲେ ମିନାକ୍ଷୀ
ମୁମ୍ବାଇ: ବଲିଉଡ୍ ଦାମିନୀ ମିନାକ୍ଷୀ ଶେଷାଦ୍ରୀ ଆଜିବି ଦର୍ଶକଙ୍କ ମନରେ ବସାବାନ୍ଧି ରହିଛନ୍ତି। ଏହି ଅଭିନେତ୍ରୀ ୯୦ ଦଶକରେ ବଲିଉଡ୍ ଦୁନିଆରେ ଜଣେ ଆଗଧାଡିର ନାୟିକା ଭାବେ ବେଶ୍ ନାଁ କମାଇଥିଲେ। ଶନିବାର ୫୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ମିନାକ୍ଷୀ।…
ଫନୀ ପାଇଁ ମିଳିଛି ଜାତୀୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୩୧୧୪.୪୬ କୋଟି
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଗତ ମେ ୩ ତାରିଖରେ ଉପକୂଳ ଓଡ଼ିଶାରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ଫନୀ ଯୋଗୁ ବହୁ ଧନଜୀବନ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟାରେ କ୍ଷତିଗ୍ରସ୍ତ ଲୋକମାନଙ୍କର ଜୀବିକା ପୁନରୁଦ୍ଧାର କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଏଥିପାଇଁ…
୫୦୧୫ ପଡ଼ା ଗ୍ରାମକୁ ମିଳିବ ରାଜସ୍ବ ଗ୍ରାମ ମାନ୍ୟତା
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ୫,୦୧୫ଟି ପଡ଼ାଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିବ। ଏହି ଗ୍ରାମକୁ ରାଜସ୍ବ ଗ୍ରାମରେ ପରିଣତ କରିବା ପାଇଁ ରାଜସ୍ବ ପର୍ଷଦ ୨୦୧୪ ଜୁନ୍ ୨୮ ତାରିଖରେ ଏକ ନିୟମାବଳୀ ଜାରି କରିଛନ୍ତି। ଏହି ନିୟମାବଳୀ ଆଧାରରେ ଜିଲାପାଳଙ୍କଠାରୁ ନିର୍ଦ୍ଦିଷ୍ଟ…
ପୋଢୁଆଁ ହେବେ ଶ୍ରୀକପିଳେଶ୍ୱର
ପୁରୁଣା ଭୁବନେଶ୍ୱର, ୧୬।୧୧ (ଡି.ଏନ.ଏ.): ଆସନ୍ତା ୨୦ ତାରିଖରେ ପୋଢୁଆ ଅଷ୍ଟମୀ। ପୋଢୁଆ ହେବେ ମହାପ୍ରଭୁ ଶ୍ରୀକପିଳେଶ୍ୱର ଦେବ। ଏଥିପାଇଁ କୈବର୍ତ୍ତସାହିରେ ପୂଜା ପାଉଥିବା ମାମୁ ଶ୍ରୀଝୁଣ୍ଟୁକେଶ୍ୱର ମହାଦେବଙ୍କ ପକ୍ଷରୁ ନବବସ୍ତ୍ର ଆସିବ। ବିଧି ମୁତାବକ କପିଳେଶ୍ୱର ଦେବଙ୍କ ପୀଠରେ ପହଞ୍ଚତ୍ବା…
ଆଇଏମ୍ଏମ୍ଟି ପରିସରରୁ ଜମି ଅଧିଗ୍ରହଣକୁ ବିରୋଧ:ବିଡିଏ ସ୍କ୍ବାଡ୍-ବୈଜ୍ଞାନିକ ମୁହାଁମୁହିଁ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଆଚାର୍ଯ୍ୟବିହାରସ୍ଥ ଇନଷ୍ଟିଚ୍ୟୁଟ୍ ଅଫ୍ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନୋଲୋଜି (ଆଇଏମ୍ଏମ୍ଟି) ପରିସରରୁ ଜମି ଅଧିଗ୍ରହଣ କରିବାକୁ ଆସି ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍ ବିରୋଧର ସମ୍ମୁଖୀନ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍ର ଅଧିକାରୀମାନେ ଏହି ଜମି ଅଧିଗ୍ରହଣ…
ୟୁନେସ୍କୋ ସମ୍ମିଳନୀରେ ଭାରତର ସମାଲୋଚନା: ଆତଙ୍କବାଦ ସହ ସମ୍ପର୍କ ପାକ୍କୁ ବିଫଳ ରାଷ୍ଟ୍ରରେ ପରିଣତ କରିଛି
ପ୍ୟାରିସ୍ ,୧୬ା୧୧(ପି.ଟି.): ଅନ୍ତର୍ଜାତୀୟ ବ୍ୟାପାରକୁ ନେଇ ପାକିସ୍ତାନର ଅପରିପକ୍ୱ ପ୍ରଚାରକୁ ୟୁନେସ୍କୋ ସମ୍ମିଳନୀରେ ଭାରତ କଡ଼ା ସମାଲୋଚନା କରିଛି। ଏହାର ବିକ୍ଷିପ୍ତ ବ୍ୟବହାର ଏବଂ ଆତଙ୍କବାଦ ସହ ଘନିଷ୍ଠ ସମ୍ପର୍କ ଯୋଗୁ ଏହା ପ୍ରାୟତଃ ବିଫଳ ରାଷ୍ଟ୍ର ସ୍ତରକୁ ଖସିଆସିଥିବା ଭାରତ…
ଲୋକାଲ ଫ୍ଲାପ୍ ଟିସ୍ୟୁ ବ୍ୟବହାର ଦ୍ୱାରା ବିରଳ ଅସ୍ତ୍ରୋପଚାର
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଲୋକାଲ ଫ୍ଲାପ୍ ଟିସ୍ୟୁ ବ୍ୟବହାର କରି ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ବି.ଆର. ଲାଇଫ୍ କଳିଙ୍ଗ ହସ୍ପିଟାଲରେ ହୋଇଥିବା ଏହି ଅସ୍ତ୍ରୋପଚାରରେ ତାଙ୍କ ଜୀବନ ରକ୍ଷା ହେବାସହ ନାକ ଏବଂ…
ପ୍ରଦୂଷଣର ସମାଧାନ ନୁହେଁ ଯୁଗ୍ମ-ଅଯୁଗ୍ମ ସୂତ୍ର; ସୁପ୍ରିମକୋର୍ଟ: ୪ ରାଜ୍ୟ ମୁଖ୍ୟ ସଚିବଙ୍କୁ ସମନ
ନୂଆଦିଲ୍ଲୀ,୧୬ା୧୧(ପି.ଟି.): ଦିଲ୍ଲୀ- ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍ସିଆର୍)ରେ ବାୟୁ ପ୍ରଦୂଷଣ ହ୍ରାସ କରିବା ଦିଗରେ କ’ଣ ପଦକ୍ଷେପ ନିଆଯାଇଛି, ଜଣାଇବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ ଓ ଦିଲ୍ଲୀର ମୁଖ୍ୟ ସଚିବମାନଙ୍କୁ ସମନ କରିଛନ୍ତି। ପ୍ରଦୂଷଣ ରୋକିବାକୁ ହେଲେ…
ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ
ବରଗଡ଼ ଅଫିସ, ୧୬।୧୧: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ସକାଳୁ ବରଗଡ଼ ଉଠା ଜଳସେଚନ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସହକାରୀ ଯନ୍ତ୍ରୀ ବୈକୁଣ୍ଠ ରାଉତଙ୍କ ବରଗଡ଼ର ଥିବା ଗଙ୍ଗାଧର ନଗର ସ୍ଥିତ…
ଟ୍ରଷ୍ଟକୁ ନେଇ ତେଜିଲା ରାଜନୀତି
ଅଯୋଧ୍ୟା,୧୬ା୧୧(ଆଇଏଏନ୍ଏସ୍): ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣର ତଦାରଖ କରିବାକୁ ଥିବା ଟ୍ରଷ୍ଟ ଗଠନ ଉପରେ ସମସ୍ତଙ୍କର ନଜର ରହିଥିଲାବେଳେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ସୁପ୍ରିମକୋର୍ଟଙ୍କ ରାୟକୁ ଭଲ ଭାବେ ଅନୁଧ୍ୟାନ କରି ଯଥାଶୀଘ୍ର ପ୍ରସ୍ତାବିତ ଟ୍ରଷ୍ଟର ଗଠନ ନେଇ କାର୍ଯ୍ୟ…
ରାଜନାଥଙ୍କ ଅରୁଣାଚଳ ଗସ୍ତକୁ ଚାଇନାର ବିରୋଧ
ବେଜିଂ, ୧୬ା୧୧(ପି.ଟି.) : ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଗୁରୁବାର ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗ ଗସ୍ତକରି ମୈତ୍ରୀ ଦିବସ ସମାରୋହରେ ଅଂଶଗ୍ରହଣ କରିଥିବାବେଳେ ଚାଇନା ପକ୍ଷରୁ ଏହାକୁ ବିରୋଧ କରାଯାଇଛି। ଅରୁଣାଚଳ ପ୍ରଦେଶ ଦକ୍ଷିଣ ତିବ୍ଦତର ଅଂଶବିଶେଷ ବୋଲି ଚାଇନା ପକ୍ଷରୁ ଦାବି…
Archives


