ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଝଟକା: ସେବା ଯୋଗାଇବାକୁ ମନା କଲେ ନର୍ସିଂହୋମ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଜୋରଦାର ଝଟକା ଲାଗିଛି। ସ୍ବାସ୍ଥ୍ୟସେବା ଯୋଗାଉଥିବା ପାଖାପାଖି ୩୦୦ ନର୍ସିଂହୋମ ସେମାନଙ୍କ ସେବା ବନ୍ଦ କରିଦେଇଛନ୍ତି। ବକେୟା ଅର୍ଥ ପାଇଁ ସେବା ବନ୍ଦ କରାଯାଇଥିବା ବୁଧବାର ଅଲ୍ ଓଡ଼ିଶା ପ୍ରାଇଭେଟ ମେଡିକାଲ…
ଆର୍ମି ପରୀକ୍ଷାର୍ଥୀଙ୍କ ଉତ୍ପାତ ଘଟଣା: ଆଜିଠୁ ଷ୍ଟେଶନରେ ମୁତୟନ ହେବେ ଫୋର୍ସ, ବିନା ଟିକେଟରେ ଚଢ଼ିପାରିବେନି ଯାତ୍ରୀ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଭୁବନେଶ୍ୱର ଷ୍ଟେଶନରେ ବୁଧବାରଠାରୁ ମୁତୟନ ହେବେ ୨ ପ୍ଲାଟୁନ ଫୋର୍ସ। ଦିଲ୍ଲୀ ତଥା ଦୂରଗାମୀ ଟ୍ରେନ୍ ପାଇଁ ଆର୍ପିଏଫ୍ ଏବଂ ଜିଆର୍ପି ପକ୍ଷରୁ ଫୋର୍ସ ମୁତୟନ ହେବେ। ସେମାନେ ଟିକେଟ ଥିବା ଯାତ୍ରୀଙ୍କୁ ବଗି ଭିତରକୁ ଛାଡ଼ିବେ। ପୁରୁଷୋତ୍ତମ ଏକ୍ସପ୍ରେସ୍ରେ…
ଈଶାନଙ୍କ ପାଇଁ କରବାଚୌଥ ବ୍ରତ ରଖିଲେ ଜାହ୍ନବୀ
ନବରାତ୍ର ପୂଜା ପରେ ଏବେ ମହିଳାମାନେ କର୍ବାଚୌଥ ବ୍ରତ କରିବାକୁ ସଜବାଜ ହେଉଛନ୍ତି। ବଲିଉଡ୍ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହି ଉତ୍ସାହ ଦେଖିବାକୁ ମିଳୁଛି। ପୂଜା ପୂର୍ବରୁ ବଲିଉଡ୍ ଅଭିନେତ୍ରୀ ଜାହ୍ନବୀ କପୁର ଈଶାନ ଖଟ୍ଟରଙ୍କ ପାଇଁ କର୍ବାଚୌଥ ବ୍ରତ ରଖିଛନ୍ତି। ଉଭୟ…
ବ୍ଲକ ଅଧ୍ୟକ୍ଷାଙ୍କ ସଭ୍ୟ ପଦ ରଦ୍ଦ ଘଟଣା : ଜିଲାପାଳଙ୍କୁ ଉଚ୍ଚ ନ୍ୟାୟାଳୟଙ୍କ ରହିତାଦେଶ ପତ୍ର ପ୍ରଦାନ
ଦାରିଙ୍ଗବାଡ଼ି,୧୬।୧୦(ଡି.ଏନ୍.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ୨ରୁ ଅଧିକ ସନ୍ତାନ ଥିବାରୁ ସଭ୍ୟପଦ ରଦ୍ଦ ହୋଇଥିଲା। ଏନେଇ ସେ ଉଚ୍ଚ ନ୍ୟାୟାଳୟରେ ଅପିଲ୍ କରିଥିଲେ। ମଙ୍ଗଳବାର ଉଚ୍ଚ ନ୍ୟାୟାଳୟ ପକ୍ଷରୁ ଅଧ୍ୟକ୍ଷାଙ୍କୁ ରହିତାଦେଶ ମିଳିଥିଲା। ବୁଧବାର…
ରାଜସ୍ବ ନିରୀକ୍ଷକଙ୍କ ବେଆଇନ ଗିରଫ ପ୍ରତିବାଦ : କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲେ କର୍ମଚାରୀ
ରଣପୁର,୧୬।୧୦(ଡି.ଏନ୍.ଏ.) : ନୟାଗଡ଼ ଜିଲା ରଣପୁର ତହସିଲର ସମସ୍ତ କର୍ମଚାରୀ ବୁଧବାର ସକାଳୁ କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସି ରହିଛନ୍ତି। ବେଆଇନ ଭାବେ ଲୋଧାଚୁଆ ରାଜସ୍ବ ନିରୀକ୍ଷକ ବିରୁପାକ୍ଷ ବିଶ୍ୱାଳଙ୍କୁ ଗିରଫ କରାଯାଇଛି। ତାଙ୍କୁ ତୁରନ୍ତ ଖଲାସ ଦାବିରେ…
ବୁଡ଼ାପାଲିରେ ବିଜେଡିର ମହିଳା କର୍ମୀ ସମାବେଶ: ରୀତା ସାହୁଙ୍କୁ ବିଜୟୀ କରାଇବାକୁ ନିବେଦନ
ବିଜେପୁର, ୧୬।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୫ ଦିନ ବାକି ଅଛି। ଏହା ପୂର୍ବରୁ ଅର୍ଥାତ୍ ଗୁରୁବାର ଓ ଶୁକ୍ରବାର ଦୁଇ ଦିନ ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥିନୀ ରୀତା ସାହୁଙ୍କ ପାଇଁ ପ୍ରଚାର…
ବଜ୍ରପାତରେ ଜଳିଗଲା ଦୁଇବଖରା : ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
ମହାକାଳପଡ଼ା,୧୬।୧୦(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତସ୍ଥ ସ୍ଥାନୀୟ ବିବି କଲୋନୀ ଗ୍ରାମରେ ବୁଧବାର ହଠାତ୍ ବଜ୍ରପାତ ଘଟି ସୁକୁମାର ଦେବନାଥଙ୍କ ଦୁଇ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ସମସ୍ତ ଆସବାବପତ୍ର ସହ ନଗଦ ଟଙ୍କା ଜଳିପୋଡ଼ି ପାଉଁଶ ହୋଇଯାଇଛି।…
ନାବାଳିକାଙ୍କୁ ଅପହରଣ ପରେ ନିର୍ଯାତନା : ଅଭିଯୁକ୍ତ କୋର୍ଟ ଚାଲାଣ
ବ୍ରହ୍ମପୁର,୧୬।୧୦: ଗଞ୍ଜାମ ଜିଲା ଗୋଷାଣିନୂଆଗାଁର ଜନୈକା ନାବାଳିକାଙ୍କୁ ଅପହରଣ ପରେ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିବା ସହ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରିଥିଲା। ଅଭିଯୁକ୍ତ ଜଣଙ୍କ ଗୋଷାଣିନୂଆଗାଁ ଡିପ ସାହିର ସନ୍ତୋଷ ପାଳ (୨୪)।…
ବିଜେପୁର ଉପନିର୍ବାଚନ ଏଥର ନିଶ୍ଚୟ ଜିତିବୁ: ଅରୁଣ ସିଂ
ବରଗଡ଼ ଅଫିସ,୧୬।୧୦: ପୂର୍ବ ଉପନିର୍ବାଚନ ଏବଂ ଏଥର ଉପନିର୍ବାଚନ ମଧ୍ୟରେ ବହୁତ ପାର୍ଥକ୍ୟ ରହିଛି। ପୂର୍ବରୁ ସମବେଦନା ଭୋଟ ଥିଲା, କିନ୍ତୁ ଏଥର ଆଉ ତାହା ନାହିଁ। ଅନ୍ୟପଟେ ଗତ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ଆସନରୁ ପ୍ରାର୍ଥୀ…
ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ପୂର୍ବରୁ ବିଜେପୁରରେ ଧାରଣା ଦେଲେ ଚିନିକଳ କର୍ମଚାରୀ
ବିଜେପୁର, ୧୬।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବିଜେପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ବରଗଡ଼ ଚିନିକଳର ଅସନ୍ତୁଷ୍ଟ କର୍ମଚାରୀମାନେ ସ୍ଥାନୀୟ ବିଜେପୁର-ବରଗଡ଼ ରାସ୍ତାର ପ୍ରେମାବନ୍ଧ ସମ୍ମୁଖରେ ବୁଧବାର ଧାରଣା…
ସରକାରୀ ହସ୍ପିଟାଲରେ ମୃତକଙ୍କ ଆଖି ଖାଇଗଲେ ପିମ୍ପୁଡ଼ି: ୪ ଡାକ୍ତର ନିଲମ୍ବିତ
ଭୋପାଳ,୧୬।୧୦: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ସରକାରରେ ସ୍ବାସ୍ଥ୍ୟ ସେବା ଭୁଷୁଡ଼ି ପଡ଼ିଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଶିବପୁରୀର ଜିଲା ହସ୍ପିଟାଲରେ ୫୦ ବର୍ଷ ବୟସ୍କ ଯକ୍ଷ୍ମା ରୋଗୀ ବାଲଚନ୍ଦ୍ର ଲୋଧୀଙ୍କ ମୃତଦେହ ୫ ଘଣ୍ଟା ଧରି ଅବହେଳିତ ଅବସ୍ଥାରେ ପଡ଼ି ରହିଥିଲା।…
ଦାମଙ୍କ ଇସ୍ତଫା ଦଳ ଉପରେ ପ୍ରଭାବ ପକାଇବ ନାହିଁ: ଅରୁଣ ସିଂ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଭାଜପାରେ ଦାମୋଦର ରାଉତଙ୍କୁ ଅଣଦେଖା କରାଯାଇନାହିଁ। ବରଂ ଦଳ ପକ୍ଷରୁ ତାଙ୍କୁ ସୁଯୋଗ ଦିଆଯାଇଥିଲା। ନିର୍ବାଚନ ଲଢ଼ିବାକୁ ଦଳ ତାଙ୍କୁ ଟିକେଟ ଦେଇଥିଲା। ମାତ୍ର ସବୁବେଳେ ଦଳ ଗୋଟିଏ ବ୍ୟକ୍ତିଙ୍କୁ ନିର୍ବାଚନ ଲଢ଼ିବାକୁ ସୁଯୋଗ ଦେଇପାରିବ ନାହିଁ। ତେଣୁ ଦଳ…
Archives


