ପାଟନାରେ ଲାଗିଲା ବିହାର ମୁଖ୍ୟମନ୍ତ୍ରୀଙ୍କ ‘ନିଖୋଜ’ ପୋଷ୍ଟର
ପାଟନା,୧୭।୧୨: ବିହାରର ରାଜଧାନୀ ପାଟନାରେ ଏମିତି ଏକ ପୋଷ୍ଟର ଲାଗିଛି ଯାହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଉକ୍ତ ପୋଷ୍ଟରରେ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଫଟୋ ସହ ସେ ନିଖୋଜ ହୋଇ ଯାଇଥିବା ଉଲ୍ଲେଖ କରାଯାଇଛି। ପାଟନାର ବିଭିନ୍ନ ସ୍ଥାନରେ…
ଜାମିଆ ହିଂସା ମାମଲା: ୧୦ ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ହେଲେ ନାହାନ୍ତି ଛାତ୍ର
ନୂଆଦିଲ୍ଲୀ,୧୭।୧୨: ରାଜଧାନୀ ଦିଲ୍ଲୀର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟରେ ଉପୁଜିଥିବା ହିଂସା ପରିସ୍ଥିତି ଏପର୍ଯ୍ୟନ୍ତ ଥମି ନାହିଁ। ଏହା ଦେଶର ଅନ୍ୟ ଭାଗକୁ ବ୍ୟାପିଥିବା ଲକ୍ଷ୍ୟ କରାଯାଇଛି। ମଙ୍ଗଳବାର ଦିଲ୍ଲୀ ପୋଲିସ ଏହି ମାମଲାରେ ୧୦ ଜଣଙ୍କୁ ଗିରଫ କରିଥିବା ବେଳେ…
ପେଟ୍ରୋଲ ପମ୍ପରେ ବସି ଝଗଡା କଲେ ଧୋନୀ-ସାକ୍ଷୀ, ଫ୍ୟାନ୍ କଲେ ପ୍ରଶଂସା
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବିଶ୍ୱକପ୍ ପରେ କିଛି କ୍ରିକେଟରୁ ଦୂରେଇ ରହିଛି। ଏହି ସମୟରେ ନିଜ ପରିବାର ସହ ସମୟ ବିତାଉଛନ୍ତି। ମାହି। ନିକଟରେ ସେ ଏକ ପ୍ରେଟୋଲ ପମ୍ପ ପାଖରେ ବସିଥିବାର ଭିଡିଓ…
ଭାରତର ଏହି ଖେଲାଳିଙ୍କୁ କ୍ରିକେଟର ଖ୍ରୀଷ୍ଟିଆନୋ ରୋନାଲଡୋ କହିଲେ ବ୍ରାଏନ ଲାରା
ଖୋର୍ଦ୍ଧା ଅଫିସ୍,୧୬।୧୨: ଓ୍ବେଷ୍ଟଇଣ୍ଡିଜର ମହାନ ବ୍ୟାଟ୍ସମ୍ୟାନ୍ ବ୍ରାଏନ ଲାରା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଫୁଟବଲ କିମ୍ବଦନ୍ତୀ ଖ୍ରୀଷ୍ଟିଆନୋ ରୋନାଲଡୋଙ୍କ ସହ ତୁଳନା କରିଛନ୍ତି। କୋହଲିଙ୍କ ଖେଳ ପ୍ରତି ଥିବା ସମର୍ପଣ ଭାବକୁ ସେ ପ୍ରଶଂସା କରିଛନ୍ତି। ବିରାଟଙ୍କ…
ରାହୁଲଙ୍କ ଭାଷଣର ପ୍ରତିଲିପି ମାଗିଲେ ଇସି
ନୂଆଦିଲ୍ଲୀ,୧୭ା୧୨(ପି.ଟି.)-ଏକ ନିର୍ବାଚନୀ ସଭାରେ ‘ରେପ୍ ଇନ୍ ଇଣ୍ଡିଆ’ ମନ୍ତବ୍ୟ ଦେଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣର ପ୍ରତିଲିପି ନିର୍ବାଚନ କମିଶନ (ଇସି) ଝାଡ଼ଖଣ୍ଡ ନିର୍ବାଚନ ଅଧିକାରୀଙ୍କୁ ମାଗିଛନ୍ତି। ଦେଶରେ ବଳାତ୍କାର ବଢ଼ିଚାଲିଥିବାରୁ କେନ୍ଦ୍ର ସରକାରଙ୍କ ‘ମେକ୍ ଇନ୍ ଇଣ୍ଡିଆ’କୁ ବ୍ୟଙ୍ଗ…
୩ ମାସରେ ସୂଚନା କମିଶନର ନିଯୁକ୍ତି ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୭ା୧୨(ପି.ଟି.)- ୩ ମାସ ମଧ୍ୟରେ କେନ୍ଦ୍ରୀୟ ସୂଚନା ଆୟୋଗ (ସିଆଇସି) ଏବଂ ରାଜ୍ୟ ସୂଚନା ଆୟୋଗ (ଏସ୍ଆଇସି)ଗୁଡ଼ିକରେ ସୂଚନା କମିଶନର ନିଯୁକ୍ତି ଲାଗି ସୁପ୍ରିମକୋର୍ଟ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅଧିକାର ଆଇନର ଅପବ୍ୟବହାର ରୋକିବା…
ସିଏଏରେ ଭାରତୀୟ ପ୍ରଭାବିତ ହେବେନି: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୭ା୧୨-ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଯୋଗୁ ଭାରତୀୟ ନାଗରିକ ପ୍ରଭାବିତ ହେବେନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କହିଛନ୍ତି। ଆଇନକୁ ବିରୋଧ କରି ହିଂସା ଘଟାଇବା ଦୁର୍ଭାଗ୍ୟଜନକ ବୋଲି ସେ କହିଛନ୍ତି। ବିତର୍କ, ଆଲୋଚନା ଓ ମତଭେଦ ଗଣତନ୍ତ୍ରର ଅପରିହାର୍ଯ୍ୟ…
‘ଦେଶବାସୀଙ୍କ ବିରୋଧରେ ଯୁଦ୍ଧାରମ୍ଭ କରିଛନ୍ତି ମୋଦି’
ନୂଆଦିଲ୍ଲୀ,୧୭ା୧୨(ପି.ଟି.): ମୋଦି ସରକାର ଦେଶକୁ ଭାଗ ଭାଗ କରିବା ସହ ଦେଶବାସୀଙ୍କ ବିରୋଧରେ ଯୁଦ୍ଧ ଆରମ୍ଭ କରିଛନ୍ତି ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର କହିଛନ୍ତି। ଜାମିଆ ମିଲିଆ ଇସ୍ଲାମିଆ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ପରେ ସୋନିଆ…
ରିତେଶ୍ ଜେନେଲିୟାଙ୍କୁ ୨ଥର କରିଥିଲେ ବିବାହ
ମୁମ୍ବାଇ: ବଲିଉଡ୍ ଅଭିନେତା ତଥା କମେଡି କିଙ୍ଗ୍ ରିତେଶ୍ ଦେଶମୁଖଙ୍କର ୪୧ ତମ ଜନ୍ମଦିନ ମଙ୍ଗଳବାର ପାଳିତ ହେଉଛି। ୧୯୭୮ ଡିସେମ୍ବର ୧୭ରେ ସେ ଜନ୍ମଗ୍ରହଣ କରିଥିଲେ। ସେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଳାସ ରାଓ ଦେଶମୁଖଙ୍କ ପୁଅ। ଅଭିନେତ୍ରୀ ଜେନେଲିଆ…
ଜନ୍-ବିପାଶାଙ୍କ ସମ୍ପର୍କରେ ଫାଟ ସୃଷ୍ଟି କରିଥିଲା ଗୋଟିଏ ଭୁଲ୍ ଟୁଇଟ୍
ମୁମ୍ବାଇ: ବଲିଉଡ୍ ଅଭିନେତା ହ୍ୟାଣ୍ଡସମ୍ ହଙ୍କ୍ ଜନ ଆବ୍ରାହମ୍ ମଙ୍ଗଳବାର ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ଡିସେମ୍ବର ୧୭ରେ ସେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମରେ ଅଭିନୟ କରିବା ପୂର୍ବରୁ ସେ ଜଣେ ସୁପର ମଡେଲ ଭାବେ କାମ କରୁଥିଲେ। ୨୦୦୩ରେ…
ପ୍ରେମ ବିବାହ ପରେ ବି ସଚିନ୍ଙ୍କୁ ଭଲ ପାଉ ନ ଥିଲେ ଜୁହି ପରମାର
ମୁମ୍ବାଇ: ଛୋଟପରଦାର ଲୋକପ୍ରିୟ ଅଭିନେତା ସଚିନ୍ ଶ୍ରଫ୍ଙ୍କ ୪୦ ତମ ଜନ୍ମଦିନ ମଙ୍ଗଳବାର ପାଳିତ ହେଉଛି। ୧୯୭୯ ଡିସେମ୍ବର ୧୭ରେ ସେ ଜନ୍ମଗ୍ରହଣ କରିଥିଲେ। ଲଭ୍ ମ୍ୟାରେଜ୍ ପରେ ବି ତାଙ୍କ ସ୍ତ୍ରୀ ଛୋଟ ପରଦାର ସୁନ୍ଦରୀ ନାୟିକା ଜୁହି ପରମାର…
‘ବଞ୍ଚିଥିବା ଯାଏ ସିଏଏ ଲାଗୁ କରାଇଦେବିନି’
କୋଲକାତା,୧୭ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ବିରୋଧରେ ତୃଣମୂଳ କଂଗ୍ରେସ (ଟିଏମ୍ସି) ପକ୍ଷରୁ କୋଲକାତାରେ ବିଶାଳ ରାଲି ଅନୁଷ୍ଠିତ ହୋଇଯାଇଛି। ବଞ୍ଚିଥିବା ଯାଏ ପଶ୍ଚିମବଙ୍ଗରେ ସିଏଏ ଏବଂ ଏନ୍ଆର୍ସି ଲାଗୁ କରାଇଦେବେନି ବୋଲି ରାଲିରେ…
Archives


