ମୁଶରଫ୍ଙ୍କୁ ଆଶ୍ୱସ୍ତି: ଦେଶଦ୍ରୋହ ମାମଲା ଉପରେ ରୋକ ଲଗାଇଲେ ଲାହୋର ହାଇକୋର୍ଟ
ଇସଲାମାବାଦ୍,୧୬।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍ ମୁଶରଫ୍ଙ୍କୁ ଲାହୋର ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଦେଶଦ୍ରୋହ ମାମଲା ଉପରେ କୋର୍ଟ ରୋକ ଲଗାଇଛନ୍ତି। ଏନେଇ ସରକାରଙ୍କୁ କୋର୍ଟ ପକ୍ଷରୁ ସୋମବାର ନିର୍ଦ୍ଦେଶ ଜାରି ହୋଇଛି। ଏହି ମାମଲାର…
ଉନ୍ନାଓ ପୀଡିତାଙ୍କୁ ମିଳିଲା ନ୍ୟାୟ: ଦୋଷୀ ସାବ୍ୟସ୍ତ ହେଲେ ସେନ୍ଗାର
ନୂଆଦିଲ୍ଲୀ,୧୬।୧୨: ଉନ୍ନାଓ ବଳାତ୍କାର ମାମଲାରେ ଦିଲ୍ଲୀର ତିସ୍ ହଜାରୀ କୋର୍ଟ ସୋମବାର ମୁଖ୍ୟ ଅଭିଯୁକ୍ତ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବହିସ୍କୃତ ବିଧାୟକ କୁଲଦୀପ ସିଂ ସେନ୍ଗାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏଥିରେ ଅଭିଯୁକ୍ତ ଥିବା ଶଶି ସିଂଙ୍କୁ କୋର୍ଟ ନିର୍ଦ୍ଦୋଷ…
ଗୁଳିକାଣ୍ଡରେ ଓଷଧ ଦୋକାନୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କ ଗିରଫ ଦାବିରେ ଖୋର୍ଦ୍ଧାରେ ସବୁ ମେଡିସିନ୍ ଷ୍ଟୋର ବନ୍ଦ
ଖୋର୍ଦ୍ଧା ଅଫିସ୍,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ବିରୋଧ କରି ସୋମବାର ଖୋର୍ଦ୍ଧା ଜିଲାରେ ସବୁ ଓଷଧ ଦୋକାନ ବନ୍ଦ ରହିଛି। ୨୪ ଘଣ୍ଟା ମଧ୍ୟରେ…
ଏଥର ଆଇପିଏଲରେ ବିକ୍ରି ହେବେ ୧୪ରୁ ୪୮ ବର୍ଷ ବୟସ୍କ ପର୍ଯ୍ୟନ୍ତ ଖେଳାଳି: ଜାଣନ୍ତୁ କିଏ ବରିଷ୍ଠ, କିଏ ସର୍ବକନିଷ୍ଠ
ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)ର ୧୨ତମ ସଂସ୍କରଣ ଲାଗି ହେବାକୁ ଥିବା ନିଲାମୀରେ ୩୩୨ ଖେଳାଳିଙ୍କ ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ କରାଯାଇଛି। ଆଇପିଏଲ ୨୦୨୦ ଲାଗି ଏଥର କୋଲକାତାରେ ଡିସେମ୍ବର ୧୯ରେ ନିଲାମ ପ୍ରକ୍ରିୟା ଆୟୋଜିତ ହେବ। ଏଥିରେ ଆଠଟି ଫ୍ରାଞ୍ଚାଇଜି ନିଜ…
୮ ଦିନ ପୋଲିସ ରିମାଣ୍ଡରେ ରହିବେ ବଲିଉଡ୍ ଅଭିନେତ୍ରୀ ପାୟଲ
ନୂଆଦିଲ୍ଲୀ,୧୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏବଂ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ମନ୍ତବ୍ୟ ଦେଇଥିବା ବଲିଉଡ୍ ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଗିରଫ କରାଯାଇ କୋର୍ଟରେ ସୋମବାର ହାଜର କରାଯାଇଥିଲା। ତାଙ୍କୁ ୮ ଦିନ ପୋଲିସ ରିମାଣ୍ଡରେ ରଖାଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…
ଦିଲ୍ଲୀର ଆଇନ ବ୍ୟବସ୍ଥାକୁ ନେଇ କଥା ହେବାକୁ ଶାହାଙ୍କୁ ସମୟ ମାଗିଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ରାଜଧାନୀ ଦିଲ୍ଲୀର ଆଇନ ବ୍ୟବସ୍ଥାକୁ ନେଇ ଚିନ୍ତାରେ ପଡି ଯାଇଛନ୍ତି। ଏ ସମ୍ପର୍କରେ ସେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ କଥା ହେବାକୁ ସମୟ ମାଗିଛନ୍ତି। ସୋମବାର ଟୁଇଟ୍ କରି କେଜରିଓ୍ବାଲ ଏ ସମ୍ପର୍କରେ…
ଅଯୋଧ୍ୟାରେ ୪ ମାସ ମଧ୍ୟରେ ନିର୍ମାଣ କରାଯିବ ରାମମନ୍ଦିର: ଶାହ
ରାଞ୍ଚି,୧୬।୧୨: ଅଯୋଧ୍ୟାରେ ୪ ମାସ ମଧ୍ୟରେ ରାମମନ୍ଦିର ନିର୍ମାଣ କରାଯିବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଝାଡ଼ଖଣ୍ଡର ପାକୁଡ଼ଠାରେ ଏକ ନିର୍ବାଚନ ସଭାରେ କହିଛନ୍ତି। ନେଇ ସୁପ୍ରିମ୍କୋର୍ଟ ରାୟ ଦେଇ ସାରିଛନ୍ତି। ବହୁ ବର୍ଷ ଧରି ରାମମନ୍ଦିର ନିର୍ମାଣ ପାଇଁ…
କୁନ୍ଦୁଲି ଗଣବଳାତ୍କାର ମାମଲା: ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା ଏସ୍ଆଇଟି
କଟକ ଅଫିସ,୧୬।୧୨: କୁନ୍ଦୁଲି ଗଣବଳାତ୍କାର ଘଟଣାର ତଦନ୍ତ ପାଇଁ ଗଠିତ ଏସ୍ଆଇଟି ସୋମବାର ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ସିଲ୍ କଭର ମଧ୍ୟରେ ଏହି ରିପୋର୍ଟ ଦାଖଲ କରାଯାଇଛି। ଖୁବ୍ଶୀଘ୍ର ତଦନ୍ତ ଶେଷ ହେବ ବୋଲି ଜଣାପଡ଼ିଛି। ଆସନ୍ତା ୨୩…
ଲୋକତନ୍ତ୍ରରେ ହିଂସା ଦୁର୍ଭାଗ୍ୟପୂର୍ଣ୍ଣ: ମୋଦି
ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ନେଇ ଦେଶରେ ହିଂସା ଦେଖାଦେଇଛି। ଲୋକତନ୍ତ୍ରରେ ଏଭଳି ହିଂସା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଟୁଇଟ୍ କରି କହିଛନ୍ତି। ନାଗରିକତା ସଂଶୋଧନ ଆଇନ କୌଣସି ଭାରତୀୟଙ୍କ ବିରୋଧ କରୁ ନାହିଁ। ଏନେଇ ଗୁଜବ…
ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଲାଗି ବୁଲିବ ମାସ୍କଟ୍
ଭଦ୍ରକ ଅଫିସ,୧୬।୧୨: ଆସନ୍ତା ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଭଦ୍ରକରେ ଅନୁଷ୍ଠିତ ହେବ। ତେଣୁ ଜିଲାରେ ସଚେତନତା ପାଇଁ ଏକ ମାସ୍କଟକୁ ବିଧାୟକ ପ୍ରଫୁଲ୍ଲ ସାମଲ ସୋମବାର ଉଦ୍ଘାଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଜ୍ଞାନରଞ୍ଜନ ଦାସ,…
ନିଷିଦ୍ଧାଞ୍ଚଳରେ ଫଟୋ ଉଠାଇ ଚର୍ଚ୍ଚାରେ ଅଭିନେତ୍ରୀ
ସମ୍ବଲପୁର,୧୬।୧୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ନିଷିଦ୍ଧାଞ୍ଚଳରେ ଫଟୋ ଏବଂ ଭିଡିଓ କରି ଫସିଯାଇଛନ୍ତି ଓଲିଉଡ୍ର ୩ ଅଭିନେତ୍ରୀ। ଏହି ଫଟୋ ଏବଂ ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଭାଇରାଲ ଭିଡିଓରେ ଥିବା ଏହି ଅଭିନେତ୍ରୀ ହେଲେ ପ୍ରକୃତି…
ଦହି ସହିତ ଏସବୁ ଖାଉଛନ୍ତି କି, ହୋଇଯାଆନ୍ତୁ ସାବଧାନ…
ଦହି ବିଭିନ୍ନ ପୋଷକ ତତ୍ତ୍ୱରେ ଭରପୁର। ତେବେ ଏହା ସହିତ କେତେକ ଖାଦ୍ୟ ଏକାଠି ନ ଖାଇବାକୁ ଚିକିତ୍ସକ ବାରଣ କରିଥାନ୍ତି। ଦହି ସହିତ ଖଟା ଫଳ ନ ଖାଇବାକୁ କୁହାଯାଇଥାଏ। ଦହିରେ ଥିବା ଲାକ୍ଟିକ୍ ଏସିଡ୍ ସହିତ ଖଟା ଫଳର…
Archives


