Home

୨୦୧୮-୧୯ ଆର୍ଥିକବର୍ଷରେ ଖର୍ଚ୍ଚ ହୋଇପାରିନି ବିଧାୟକ ପାଣ୍ଠି

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବିଧାୟକମାନଙ୍କ ପାଣ୍ଠି ବୃଦ୍ଧି କରିବା ନେଇ ରାଜ୍ୟ ସରକାର କୌଣସି ଚିନ୍ତା କରି ନାହାନ୍ତି। ଏନେଇ କିଛି ନିଷ୍ପତ୍ତି ନିଆଯାଇନାହିଁ। ବାରମ୍ବାର ବିଧାୟକମାନେ ସେମାନଙ୍କ ପାଣ୍ଠି ବୃଦ୍ଧି ପାଇଁ କହିଆସୁଥିଲେ ମଧ୍ୟ ଏନେଇ କିଛି ନିଷ୍ପତ୍ତି ହୋଇ ନ ଥିବା…

ମହାରାଷ୍ଟ୍ରରେ ସରକାର ଗଠନ: ଭାଜପା କହିଲା, ‘ଜୟ ଶ୍ରୀରାମ, କାମ ସରିଗଲା’

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ଯଦିଓ ରାଷ୍ଟ୍ରପତି ଶାସନ ଜାରି କରାଯାଇଛି ଏବେ ମଧ୍ୟ ଭାଜପା, ଶିବସେନା, କଂଗ୍ରେସ ଓ ଏନସିପି ଦଳ ପକ୍ଷରୁ ସରକାର ଗଢିବା ପାଇଁ କସରତ ଚାଲିଛି। ସରକାର ଗଠନ ପାଇଁ ଶେଷରେ ଶିବସେନା, କଂଗ୍ରେସ ଓ ଏନସିପି ମଧ୍ୟରେ…

ଡିବି ନିଆଁରୁ ଜଳିଗଲେ ସ୍ବାମୀ, ସ୍ତ୍ରୀ ଗୁରୁତର

ଫୁଲନଖରା,୧୫ା୧୧(ଡି.ଏନ୍‌.ଏ) : ଡିବିରିରୁ ନିଆଁ ଲାଗି ଗୁରୁବାର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ମୃତକ ହେଲେ କଟକ ସଦର ଥାନା ଅନ୍ତର୍ଗତ ହରିଅନ୍ତା ଗ୍ରାମର କାଳନ୍ଦୀ ପ୍ରଧାନ(୮୬)। ତାଙ୍କ ସ୍ତ୍ରୀ ଚମ୍ପାବତୀ ପ୍ରଧାନ(୮୦)ଙ୍କୁ ଗୁରୁତର ଅବସ୍ଥାରେ…

୯ ଟ୍ରେନ୍‌ରେ ‘ହେଡ୍‌ ଅନ୍‌ ଜେନେରେଶନ’: ୩ମାସରେ ଖର୍ଚ୍ଚ କମିଲା ୩ କୋଟି

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ଟ୍ରେନ୍‌ରେ ଉନ୍ନତ ଯାନ୍ତ୍ରିକ କୌଶଳ ବ୍ୟବହାର କରି ପୂର୍ବତଟ ରେଳପଥ ଖର୍ଚ୍ଚକାଟ୍‌ କରିବାରେ ସଫଳ ହୋଇଛି। ୯ ଟ୍ରେନ୍‌ର ୧୭ଟି ରେକ୍‌ରେ ‘ହେଡ୍‌ ଅନ୍‌ ଜେନେରେଶନ’ ସିଷ୍ଟମ ବ୍ୟବହାର କରାଯିବା ଦ୍ୱାରା ଗତ ତିନିମାସ ମଧ୍ୟରେ ୩.୨ କୋଟି…

ଇଣ୍ଡୋନେସିଆରେ ପୁଣି ଭୂକମ୍ପ

ନୂଆଦିଲ୍ଲୀ,୧୫।୧୧: ଇଣ୍ଡୋନେସିଆରେ ପୁଣି ଭୂକମ୍ପର ଝଟକା ଅନୁଭୂତ ହୋଇଛି। ନର୍ଥ ମାଲୁକ ତଟ ପାଖରେ ଭୂକମ୍ପ ସୃଷ୍ଟି ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୧ ଥିଲା। ହେଲେ ଏହି ଭୂକମ୍ପ ଦ୍ବାରା ସୁନାମୀ ସୃଷ୍ଟି ହେବାର କୌଣସି ସମ୍ଭାବନା ନାହିଁ…

ମହିମା ମିଶ୍ରଙ୍କୁ ଜାମିନ

କଟକ ଅଫିସ,୧୫ା୧୧: ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କୁ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଳକୋର୍ଟ ଜାମିନ ସର୍ତ୍ତ ରଖିବେ ବୋଲି ରାୟରେ…

ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି : ‘ଖଣି ଦୁର୍ନୀତି କରିଥିବା କମ୍ପାନୀକୁ ନିଲାମରେ ସାମିଲ କରନି’

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ରାଜ୍ୟ ସରକାର ୩୧ଟି ଖଣିର ନିଲାମ କରିବାକୁ ଯାଉଛନ୍ତି। ଯେଉଁ କମ୍ପାନୀଗୁଡିକ ଖଣି ଦୁର୍ନୀତିରେ ସାମିଲ ଥିଲେ ସେମାନଙ୍କୁ ଖଣି ନିଲାମରୁ ବାଦ୍‌ ଦିଆଯାଉ। ଯେଉଁମାନଙ୍କର ଷ୍ଟିଲ ଓ ଲୁହା ଉତ୍ପାଦନ କାରଖାନା ଅଛି ସେମାନଙ୍କୁ ଏହି କ୍ଷେତ୍ରରେ…

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଦିନ ୧୨ଟା ୧୫ ମିନିଟ୍‌ରେ ଲୋକସେବା ଭବନରେ ଏହା ଅନୁଷ୍ଠିତ ହେବ। ବିଧାନସଭା ଶୀତ ଅଧିବେଶନ ଜାରି ରହିଥିବାରୁ କେଉଁ ନିର୍ଦ୍ଦିଷ୍ଟ ପ୍ରସ୍ତାବ ଗୃହୀତ ହେବ,…

ଏମ୍‌ଏଲ୍‌ଓଏସ୍‌ରେ ପଞ୍ଜୀକୃତ ହେବେ ଡାକ୍ତର

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ରାଜ୍ୟରେ କାର୍ଯ୍ୟରତ ସମସ୍ତ ଡାକ୍ତରଙ୍କୁ ମେଡିକୋ ଲିଗାଲ ଓପିନିଅନ ସିଷ୍ଟମ୍‌ (ଏମ୍‌ଏଲ୍‌ଓଏସ୍‌)ରେ ପଞ୍ଜୀକୃତ କରିବା ଲାଗି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ‘ମୋ ସରକାର’ ଯୋଜନା ଆରମ୍ଭ…

ବିମାନବନ୍ଦରରୁ ଅଧକୋଟି ଟଙ୍କାର ସୁନା ଜବତ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଗୁରୁବାର ପୁଣି ଜଣେ ଯାତ୍ରୀଙ୍କଠାରୁ ୧୩୧୦.୬୫୦ ଗ୍ରାମର ଦୁଇଟି ସୁନା ବିସ୍କୁଟ ଜବତ କରାଯାଇଛି। ଏହି ସୁନା ବିସ୍କୁଟଟି ୯୯ ପ୍ରତିଶତ ଶୁଦ୍ଧ ହୋଇଥିବାବେଳେ ବଜାର ମୂଲ୍ୟ ୫୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ…

ସ୍ମିତାରାଣୀ ଆତ୍ମହତ୍ୟା କରିଛନ୍ତି: ଗୃହ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର,୧୫-୧୧(ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ହରିଦାସପୁର ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳ ଆତ୍ମହତ୍ୟା କରିଛନ୍ତି। ଶବ ବ୍ୟବଚ୍ଛେଦ ରିପୋର୍ଟରେ ଏଭଳି ନିଷ୍କର୍ଷ ବାହାରିଛି। ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଗୁରୁବାର ବିଧାନସଭାରେ ଏ କଥା କହିଛନ୍ତି। କଂଗ୍ରେସ ପକ୍ଷରୁ…

ବାଣୀଙ୍କ ବିକିନି ଟପ୍‌କୁ ନେଇ ବିବାଦ

ମୁମ୍ବାଇ: ଭାରତରେ ଆସ୍ଥା ଓ ଧର୍ମର ମହତ୍ତ୍ୱ ଅଧିକ। ଏଣୁ ଏ କ୍ଷେତ୍ରରେ ପ୍ରାୟତଃ ସବୁବେଳେ କିଛି ନା କିଛି ବିବାଦ ଓ ଘଟଣା ଦେଖିବାକୁ ମିଳିଥାଏ। ବି-ଟାଉନ୍‌ ଅଭିନେତ୍ରୀ ବାଣୀ କପୁର ଏ ପରିପ୍ରେକ୍ଷୀରେ ଏବେ ବିବାଦରେ ଫସିଛନ୍ତି। ବାଣୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri